ମେଟ୍ରୋ

ପାଦତଳୁ ମାଟି ଖସିଯିବା ଜାଣି ହିଂସାକୁ ଆପଣାଇଛି ବିଜେଡି: ଭାଜପା

ଭୁବନେଶ୍ୱର, ୨୧।୫(ସୁନିତ୍‌ ମିଶ୍ର):ବିଜେଡିର ପାଦ ତଳୁ ମାଟି ଖସିଯିବା ଜାଣି ହିଂସାକୁ ଆଦରି ନେଇଛନ୍ତି। ନିର୍ବାଚନ ପୂର୍ବରୁ ବିଜେଡିର ଗୁମାସ୍ତା ରାଜ୍ୟସାରା ବୁଲି ଲୋକଙ୍କ ସମସ୍ୟା ବୁଝିବାର ନାଟକ କରିଥିଲେ। କିନ୍ତୁ ଗୁମାସ୍ତାଙ୍କ ନାଟକକୁ ଓଡ଼ିଶାବାସୀ ବୁଝି ବିଜେଡିକୁ ପ୍ରତ୍ୟାଖ୍ୟାନ କରୁଥିବାରୁ…

ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀଙ୍କ ୧ କୋଟିରୁ ଊର୍ଦ୍ଧ୍ୱ ସମ୍ପତ୍ତି ବାଜ୍ୟାପ୍ତି

ଭୁବନେଶ୍ୱର,(ସତ୍ୟଜିତ୍‌ ରାଉତ)/ ମାଲକାନଗିରି, ୨୧ା୫ (ଦୁର୍ଯ୍ୟୋଧନ ପାତ୍ର):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦଣ୍ଡିତ ହୋଇଥିବା ମାଲକାନଗିରି ଜିଲାର ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀ (ଏସ୍‌ସିଓ) ଦାଶରଥି ତ୍ରିପାଠୀଙ୍କ ପାଇଁ ପୁଣି ଅଡ଼ୁଆ ବଢ଼ିଛି। ଦାଶରଥିଙ୍କ ୧…

୩ଦିନ ହିଟ୍‌ ଓ୍ବେଭ୍‌, ୨୪ରୁ ବର୍ଷା

ଭୁବନେଶ୍ୱର, ୨୧।୫(ଅସମାପିକା ସାହୁ):ଅସହ୍ୟ ତାତି ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇପଡୁଛି ରାଜ୍ୟର ଜନଜୀବନ। ତାପମାତ୍ରା ପୁଣି ୪୨ ଡିଗ୍ରୀ ଡେଇଁଥିବାବେଳେ ଆସନ୍ତା ୩ଦିନ ହେବାକୁ ଥିବା ହିଟ୍‌ ଓ୍ବେଭ୍‌କୁ ନେଇ ଚିନ୍ତା ବଢ଼ିଛି। ଏପରିସ୍ଥିତିରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୨୨…

ଜଣେ ଏମ୍‌ପିଙ୍କ ନାଁରେ ବଡ଼ ଅଭିଯୋଗ ଆଣିଲେ ମୁଖ୍ୟମନ୍ତ୍ରୀ

ପୁରୁଣା ଭୁବନେଶ୍ୱର,୨୧ା୫(ସୁବାସ ଚନ୍ଦ୍ର ପ୍ରଧାନ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ। ଭୁବନେଶ୍ୱର ଏକାମ୍ର ନିର୍ବାଚନମଣ୍ଡଳୀରେ ରୋଡ୍‌…

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ଶାହା

ଭୁବନେଶ୍ୱର, ୨୧ା୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନକୁ ନିଜ ସପକ୍ଷରେ ପୂର୍ଣ୍ଣ ବହୁମତ ସହ ନେବା ଲାଗି ଭାଜପା ନିଜର ଜୋରଦାର ଉଦ୍ୟମ ଚଳାଇଛି। ଭାଜପାର ନିର୍ବାଚନୀ ପ୍ରଚାରକୁ ଶାଣିତ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ନେତୃବୃନ୍ଦ ବିଭିନ୍ନ ସ୍ଥାନ ଗସ୍ତ କରୁଛନ୍ତି…

ଅଧ ରାତିରେ କ୍ଷମା ମାଗିଲେ ସମ୍ବିତ ପାତ୍ର: କହିଲେ, ମୋ ଭୁଲ୍‌ ପାଇଁ ଆଗାମୀ ୩ ଦିନ ଉପବାସ କରିବି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୧।୫:ଓଡିଶାର ପୁରୀ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ସମ୍ମିତ ପାତ୍ର ପ୍ରଭୁ ଜଗନ୍ନାଥଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭକ୍ତ ବୋଲି କହି କ୍ଷମା ମାଗିଛନ୍ତି। ସେ କହିଛନ୍ତି, ମୁଁ ଅନୁତାପ କରିବାକୁ ଆଗାମୀ ୩ ଦିନ ଉପବାସ କରିବି। ସମ୍ବିଟ…

ଭାଜପାରୁ ବହିଷ୍କୃତ ହେଲେ ପୂର୍ବତନ ଏମ୍‌ପି ଐର ଖାରବେଳଙ୍କ ସମେତ ୫ ନେତା

ଭୁବନେଶ୍ୱର,୨୦।୫: ପୂର୍ବତନ ଏମ୍‌ପି ଖାରବେଳ ସ୍ବାଇଁଙ୍କୁ ଦଳବିରୋଧୀ କାର୍ଯ୍ୟ ପାଇଁ ଭାଜପା ସୋମବାର ଦଳରୁ ବହିଷ୍କାର କରିଛି । ଖାରବେଳଙ୍କ ସମେତ ରେମୁଣାର ବିଜୟ କୁମାର ସେଠୀ, ଜଳେଶ୍ୱରର ଦିବ୍ୟକାମ ମହାନ୍ତି, ଉଦଳାର କାଳୀଚରଣ ପାତ୍ର, କରଞ୍ଜିଆର ଯୁଗଳ କିଶୋର ନାୟକ…

ସମୀର ଦାଶଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୦।୫: ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ବରିଷ୍ଠ ନେତା ସମୀର ରଞ୍ଜନ ଦାଶଙ୍କୁ ଦଳ ସୋମବାର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଛି। ଦଳ ସମୀରଙ୍କୁ ରାଜ୍ୟ ମୁଖପାତ୍ର ଭାବେ ନିଯୁକ୍ତି ଦେଇଛି। ଦଳର ମିଡିଆ ସେଲକୁ ଅଧିକ ସୁଦୃଢ କରିବା ପାଇଁ…

ପ୍ରଦୀପ ପାଣିଗ୍ରାହୀଙ୍କ ଆକ୍ରମଣ ଘଟଣା: ଶିବଶଙ୍କରଙ୍କୁ ମିଳିଲାନି ଜାମିନ

ଭୁବନେଶ୍ୱର,୨୦।୫: ବ୍ରହ୍ମପୁର ଲୋକ ସଭା ଆସନର ଭାଜପା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣାରେ ଅଭିଯୁକ୍ତ ତଥା ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସଙ୍କୁ ଝଟକା ଲାଗିଛି। ଏସ୍‌ଡିଜେଏମଙ୍କ ପରେ ଜିଲା ଦୌରା ଜଜ୍‌ଙ୍କ କୋର୍ଟରେ ତାଙ୍କ ଜାମିନ ଆବେଦନ ଖାରଜ…

ମୋଦିଙ୍କ ଭକ୍ତ ଜଗନ୍ନାଥ: ସମ୍ବିତ ପାତ୍ରଙ୍କ ବୟାନକୁ ନିନ୍ଦା କଲେ ନବୀନ, ଟୁଇଟ୍‌ କରି କହିଲେ ଏମିତି…

ଭୁବନେଶ୍ୱର,୨୦।୫: ସମ୍ବିତ ପାତ୍ରଙ୍କ ବିବୃତ୍ତିକୁ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାପ୍ରଭୁ ଶ୍ରୀ ଜଗନ୍ନାଥ ସମଗ୍ର ବିଶ୍ୱର ଠାକୁର ତାଙ୍କୁ ଅନ୍ୟ ଜଣେ ମନୁଷ୍ୟର ଭକ୍ତ କହିବା ମହାପ୍ରଭୁଙ୍କ ପ୍ରତି ସବୁଠୁ ବଡ଼ ଅପମାନ।…

ମୋଦିଙ୍କ ଭକ୍ତ ହେଉଛନ୍ତି ଜଗନ୍ନାଥ, କହୁ କହୁ ଏମିତି କହିଦେଲେ ସମ୍ବିତ ପାତ୍ର: ଭାଇରାଲ ହେଉଛି ଭିଡିଓ

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପୁରୀରେ ଏକ ବିଶାଳ ରୋଡ ଶୋ’ କରିଛନ୍ତି। ମୋଦିଙ୍କ ସହ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ଏମ୍‌ପି ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଧାୟକ ପ୍ରାର୍ଥୀ ଜୟନ୍ତ ଷଡଙ୍ଗୀ ଥିଲେ। ତେବେ…

ମଧ୍ୟବିତ୍ତଙ୍କ ପାଇଁ ସବୁବେଳେ କାମ କରନ୍ତି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ: ପାଣ୍ଡିଆନ

ଭୁବନେଶ୍ୱର,୨୦ା୫: ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରିଛନ୍ତି। ଯାହା ଖୁବ୍‌ ଭାଇରାଲ ହେଉଛି। ଏଥିରେ ସେ କହିଛନ୍ତି, ମଧ୍ୟବିତ୍ତ ହେଉଛନ୍ତି ସମାଜର ମେରୁଦଣ୍ଡ। ତେଣୁ ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ମଧ୍ୟବିତ୍ତଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri