ମେଟ୍ରୋ

ଦେବାଶିଷଙ୍କୁ ନେଇ ବିଜେଡିରେ ତେଜିଲା ରାଜନୀତି

ଭୁବନେଶ୍ୱର, ୨୭।୧୧(ସୁନିତ୍‌ ମିଶ୍ର):ବରିଷ୍ଠ ନେତା ତଥା ରାଜ୍ୟ ସଭା ସଦସ୍ୟ ଦେବାଶିଷ ସାମନ୍ତରାୟଙ୍କ ଦଳୀୟ ପଦବୀରୁ ଇସ୍ତଫା ପ୍ରସଙ୍ଗରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି, କେତେଜଣ ସ୍ବାର୍ଥପର ନେତା ଅଛନ୍ତି ସେମାନଙ୍କ ସ୍ବାର୍ଥରେ ବାଧା ଆସିଲେ ଦଳ…

ବଦଳିଲେ ୬ ବରିଷ୍ଠ ଓଏଏସ୍‌ ଅଧିକାରୀ, ଜାଣନ୍ତୁ କିଏ କେଉଁଠାକୁ ଗଲେ…

ଭୁବନେଶ୍ୱର,୨୭ା୧୧(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ୬ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କ ବଦଳି କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ସ୍ବାସ୍ଥ୍ୟ ବିଭାଗର ସ୍ବତନ୍ତ୍ର ସଚିବ ଡ. ଉଷାରାଣୀ ସାହୁଙ୍କୁ ପଞ୍ଚାୟତିରାଜ ବିଭାଗର…

ଆଜିଠୁ ଶୀତ ଅଧିବେଶନ: ସରକାରଙ୍କୁ ଘେରିବାକୁ ବିଜେଡି ପ୍ରସ୍ତୁତ, ନବୀନ କଲେ ରଣନୀତି

ଭୁବନେଶ୍ୱର, ୨୭।୧୧(ସୁନିତ୍‌ ମିଶ୍ର): ବିଧାନସଭାର ଶୀତ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହେବାକୁ ଥିବାବେଳେ ଶାସକ ଦଳକୁ ଘେରିବା ଲାଗି ବିରୋଧୀ ନିଜ ନିଜର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଏହି କ୍ରମରେ ଶାସକ ଭାଜପାକୁ ଘେରିବା ଲାଗି ବିଜେଡି ବିଧାୟକ ଦଳ ବୈଠକରେ…

ବିଧାନସଭାରେ ରାଷ୍ଟ୍ରପତି ଦେବେ ପ୍ରଥମ ଅଭିଭାଷଣ

ଭୁବନେଶ୍ୱର,୨୭ା୧୧ (ରବିନାରାୟଣ ଜେନା): ଓଡ଼ିଶା ବିଧାନସଭାରେ ଗୁରୁବାରଠାରୁ ଆରମ୍ଭ ହେବାକୁଥିବା ଶୀତକାଳୀନ ଅଧିବେଶନ ଐତିହାସିକ ହେବ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ କହିଛନ୍ତି। ବୁଧବାର ଅପରାହ୍ନରେ ବିଧାନସଭାରେ ମୁକେଶ କହିଛନ୍ତି, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଅପରାହ୍ନ…

୨୪ ଘଣ୍ଟାରେ ମିଳିବ ପଟ୍ଟା

ଭୁବନେଶ୍ୱର,୨୭ା୧୧ (ରବିନାରାୟଣ ଜେନା): ରାଜ୍ୟରେ ଭାଜପା ସରକାର କ୍ଷମତାସୀନ ହେବା ପରଠାରୁ ରାଜସ୍ବ ବିଭାଗରେ ଅନେକଗୁଡ଼ିଏ ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରାଯାଇଥିବାବେଳେ ଏବେ ଆଉ କେତେକ ସଂସ୍କାର ଅଣାଯିବାକୁ ରହିଛି। ଲୋକେ ଯେପରି ଜମି କିଣାବିକା ବେଳେ ସମସ୍ୟାର ସମ୍ମୁଖୀନ ନ…

‘ସୁଜାତା କାର୍ତ୍ତିକେୟନ କ’ଣ ଓଡ଼ିଆ ନୁହନ୍ତି?’ – ସୁଲତା ଦେଓ

ଭୁବନେଶ୍ୱର,୨୬।୧୧: ବିଜୁ ଜନତା ଦଳ (ବିଜେଡି)ରେ ନବୀନ ପଟ୍ଟନାୟକଙ୍କ ଉତ୍ତରାଧିକାରୀ ପ୍ରସଙ୍ଗ ଏବଂ ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫାକୁ ନେଇ ରାଜନୈତିକ ଉଷ୍ମତା ବଢ଼ିଛି। ଦଳର ବରିଷ୍ଠ ନେତାମାନେ ପରସ୍ପର ବିରୋଧରେ ବୟାନବାଜି କରିଛନ୍ତି। ରାଜ୍ୟସଭା ସାଂସଦ ସୁଲତା ଦେଓ ମୁଖ୍ୟମନ୍ତ୍ରୀ ନବୀନ…

ଭୁବନେଶ୍ୱରରେ ଅବୈଧ ଗର୍ଭପାତ ବଟିକା ବିକ୍ରି ଉପରେ ଚଢ଼ାଉ ଆରମ୍ଭ

ଭୁବନେଶ୍ୱର,୨୬।୧୧: ଡ୍ରଗ୍ସ କଣ୍ଟ୍ରୋଲ୍ ବିଭାଗ, ଭୁବନେଶ୍ୱର ପକ୍ଷରୁ ସହରର ଫାର୍ମାସିଗୁଡ଼ିକରେ ଅବୈଧ ଗର୍ଭପାତ ବଟିକା ବିକ୍ରି ଉପରେ ଚଢ଼ାଉ ଆରମ୍ଭ କରାଯାଇଛି। ଅଧିକାରୀମାନେ ଚନ୍ଦ୍ରଶେଖରପୁର ଅଞ୍ଚଳର ଶୈଳଶ୍ରୀ ବିହାରସ୍ଥିତ ବିଭିନ୍ନ ମେଡିକାଲ ଷ୍ଟୋରରେ ଚଢ଼ାଉ କରିଛନ୍ତି। ଅନେକ ମାମଲାରେ କର୍ତ୍ତୃପକ୍ଷ ଲାଇସେନ୍ସ…

ଡିସେମ୍ବର ୧ରୁ ଭକ୍ତଙ୍କ ପାଇଁ ଖୋଲିବ ପୁରୀ ଗୁଣ୍ଡିଚା ମନ୍ଦିର

ପୁରୀ,୨୬ା୧୧: ପୁରୀର ଶ୍ରୀ ଗୁଣ୍ଡିଚା ମନ୍ଦିର ଆସନ୍ତା ଡିସେମ୍ବର ୧ ତାରିଖରୁ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ। ବୁଧବାର ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଏହି ସୂଚନା ଦେଇଛନ୍ତି। ପ୍ରଶାସନ ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ନିକଟରୁ ଜବରଦଖଲ ହଟାଯିବା…

ଦେବାଶିଷଙ୍କ ବିସ୍ଫୋରକ ବୟାନ: କହିଲେ ନବୀନ ବାବୁ ମୋତେ ଫୋନ କରିଥିଲେ, କିନ୍ତୁ…

ଭୁବନେଶ୍ୱର,୨୬।୧୧: ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ବିସ୍ଫୋରକ ବୟାନ ଦେଇଛନ୍ତି। ଦେବାଶିଷ କହିଛନ୍ତି, ନବୀନ ବାବୁ ମୋତେ ଫୋନ କଲେ, ଗୃହରେ ଅନୁପସ୍ଥିତ ରହିବାକୁ କହିଥିଲେ। ମୁଁ ତାଙ୍କ ହିସାବରେ ଭୋଟ ଦେବାକୁ ଯାଇନଥିଲି। କିଛି ଲୋକ ନବୀନ ବାବୁଙ୍କୁ ଦେଖା…

ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ନେଇ ବଡ଼ ଅଭିଯୋଗ ଆଣିଲେ ନିର୍ଦ୍ଦେଶକ, ୩ ସହଯୋଗୀଙ୍କ ନାଁରେ…

ଭୁବନେଶ୍ୱର,୨୬।୧୧: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ନେଇ କଟକ ମଧୁପାଟଣା ଥାନାରେ ଲିଖିତ ଅଭିଯୋଗ ନିର୍ଦ୍ଦେଶକ ଜିତୁ ରାଉତ। ହ୍ୟୁମାନଙ୍କ ୩ ସହଯୋଗୀଙ୍କ ନାଁରେ ନିର୍ଦ୍ଦେଶକ ଜିତୁ ରାଉତ ଅଭିଯୋଗ ଆଣିଛନ୍ତି। ୩ ସହଯୋଗୀଙ୍କ ଭୂମିକାକୁ ତଦନ୍ତ କରିବାକୁ ସେ ଅନୁରୋଧ କରିଛନ୍ତି।ହ୍ୟୁମାନଙ୍କ…

ସୃଷ୍ଟି ହେଲା ବାତ୍ୟା ‘ସେନ୍ୟାର’: ଏଇଠି କରିବ ଲ୍ୟାଣ୍ଡଫଲ, ହଠାତ୍‌ ଓଡ଼ିଶାରେ…

ଭୁବନେଶ୍ୱର,୨୬।୧୧: ସୃଷ୍ଟି ହେଲା ବାତ୍ୟା ସେନ୍ୟାର। ମାଲାକ୍କା ସମୁଦ୍ର ସନ୍ଧି ପାର୍ଶ୍ୱବର୍ତ୍ତୀ ଉତ୍ତର ପୂର୍ବରେ ବାତ୍ୟା ସେନ୍ୟାର ସୃଷ୍ଟି ହୋଇଛି । ଆଜି ଇଣ୍ଡୋନେସିଆ ଉପକୂଳକୁ ପୂର୍ବାହ୍ନରେ ଅତିକ୍ରମ କରିବା ସମ୍ଭାବନା ରହିଛି। ଏହି ବାତ୍ୟା ଇଣ୍ଡୋନେସିଆର କୁତ୍‌ ମକମୁର ଠାରୁ…

କାଲିଠୁ ଶୀତକାଳୀନ ଅଧିବେଶନ: ପ୍ରଥମ ଦିନରେ ଉଦ୍‌ବୋଧନ ଦେବେ ରାଷ୍ଟ୍ରପତି; କଡ଼ାକଡ଼ି ହେଲା…

ଭୁବନେଶ୍ୱର,୨୬ା୧୧(ତ୍ରିନାଥ ମହାନ୍ତି): ବିଧାନସଭାର ଶୀତକାଳୀନ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏଥର ବିଧାନସଭା ଅଧିବେଶନରେ ଉଦ୍‌ବୋଧନ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତେଣୁ ବ୍ଲୁ-ବୁକ୍‌ ଗାଇଡ୍‌ଲାଇନ୍‌ ମୁତାବକ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ମଙ୍ଗଳବାର ପୋଲିସ କମିଶନର ସୁରେଶ ଦେବଦତ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri