ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ମାଗିଛନ୍ତି ତଥ୍ୟ: ମନମୋହନ କହିଲେ…
ଭୁବନେଶ୍ୱର,୩୧।୫: ରାଜ୍ୟରେ ବିଜେପି ସରକାରଙ୍କ ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତଥ୍ୟ ମାଗିଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ମନମୋହନ ସାମଲ କହିଛନ୍ତି ଯେ, ରାଜ୍ୟର ଭାଜପା ସରକାର…
ରାଜ୍ୟରେ ଭତ୍ତାକୁ ନେଇ ଆସିଲା ବଡ଼ ଅପ୍ଡେଟ୍: ମନମୋହନ ସାମଲ କହିଲେ…
ଭୁବନେଶ୍ୱର,୩୧।୫: ରାଜ୍ୟରେ ଭତ୍ତା ବଣ୍ଟନ ସମସ୍ୟାକୁ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ସେ କହିଛନ୍ତି, ଆସନ୍ତା ୧୫ ଦିନ ମଧ୍ୟରେ ଭତ୍ତା ସମସ୍ୟାର ସମାଧାନ କରାଯିବ। ନୂଆ ସଫ୍ଟଓୟାର ଲାଗୁ ହେବାରୁ ଗତ ଦୁଇ…
ଆୟୁଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ରୋଗୀ ଆଡ୍ମିଟ୍ ହେବାର ୩ ଦିନ ପୂର୍ବରୁ ହେବ ସବୁ..
.ଭୁବନେଶ୍ୱର,୩୦ା୫: ଆୟୂଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ଆଡମିଟ ପୂର୍ବରୁ ଆୟୂଷ୍ମାନ କାର୍ଡରେ ସବୁ ମେଡିକାଲ ପରୀକ୍ଷା କରାଯିବ। ରୋଗୀ ହସ୍ପିଟାଲରେ ଆଡମିଟ୍ ହେବାର ୩ ଦିନ ପୂର୍ବରୁ କାର୍ଡରେ ପରୀକ୍ଷା ହେବ। ୩…
ଘରୋଇ ବସ୍ ମାଲିକ ସଂଘର ବଡ଼ ଚେତାବନୀ, ସରକାର ନ ଶୁଣିଲେ ଗଡ଼ିବନି…
ଭୁବନେଶ୍ୱର,୩୦।୫: ରାଜ୍ୟ ସରକାରଙ୍କୁ ୧୦ ଦିନର ଅଲଟିମେଟମ୍ ଦେଇଛି ଘରୋଇ ବସ୍ ମାଲିକ ସଂଘ। ଭଡ଼ା ବୃଦ୍ଧି ସମ୍ପର୍କିତ ଦାବି ପୂରଣ ନ ହେଲେ ବସ୍ ଚଳାଚଳ ବନ୍ଦ କରିବାକୁ ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି। ସଂଘ ପକ୍ଷରୁ କୁହାଯାଇଛି ଯେ,…
ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ କଲେ ଚାକିରିରୁ ବରଖାସ୍ତ
ଭୁବନେଶ୍ୱର,୩୦।୫: ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତିକୁ ଅନୁସରଣ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୁନର୍ବାର କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି। ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର ଚିତ୍ତରଞ୍ଜନ ପିଲ୍ଲାଙ୍କୁ ଚାକିରିରୁ ବରଖାସ୍ତ କରାଯାଇଛି। ସୂଚନା ଅନୁଯାୟୀ, ସେ ଭୁବନେଶ୍ୱରରେ କାର୍ଯ୍ୟରତ…
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…
ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍ ରୋଡ୍ ପ୍ରସ୍ତାବ ସହିତ ରାଜଧାନୀକୁ ଭିଡ଼ମୁକ୍ତ କରିବାପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହାକୁ…
ଆଜି ସାରା ରାଜ୍ୟରେ ବର୍ଷିବ: ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ
ଭୁବନେଶ୍ୱର,୩୦ା୫(ବନ୍ଦନା ସେଠୀ):କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଏବେ ତାପମାତ୍ରା ସାମାନ୍ୟ କମ୍ ରହିଛି। ଆସନ୍ତା ୬ଦିନ ଅର୍ଥାତ୍ ଜୁନ୍ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ସେହିପରି ଶନିବାର ସାରା ରାଜ୍ୟରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…
ଭିଡ଼ ନିୟନ୍ତ୍ରଣ ପାଇଁ ବିଭିନ୍ନ ଟ୍ରେନ୍ରେ ଅସ୍ଥାୟୀ ଭାବେ କୋଚ୍ ସଂଖ୍ୟା ବୃଦ୍ଧି
ଭୁବନେଶ୍ୱର, ୩୦।୫ (ବନ୍ଦନା ସେଠୀ): ଯାତ୍ରୀମାନଙ୍କୁ ଆରାମଦାୟକ ଭ୍ରମଣ ସୁବିଧା ଯୋଗାଇଦେବା ଏବଂ ବଢୁଥିବା ଯାତ୍ରୀ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଭାରତୀୟ ରେଳପଥ ପକ୍ଷରୁ କେତେକ ଗୁରୁତ୍ୱପୂର୍ଣ୍ଣ ଏକ୍ସପ୍ରେସ ଟ୍ରେନ୍ରେ ଅସ୍ଥାୟୀ ଭାବେ ଅତିରିକ୍ତ କୋଚ୍ ସଂଯୋଗ କରିବାକୁ ନିଷ୍ପତ୍ତି…
ଆଜିଠୁ ଓଡ଼ିଶାରେ ଏସ୍ଆଇଆର୍: ସାମାନ୍ୟ ତ୍ରୁଟି ଥିଲେ…
ଭୁବନେଶ୍ୱର,୩୦।୫ (ସୁନିତ୍ ମିଶ୍ର): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟରେ ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍ଆଇଆର୍)-୨୦୨୬ ଶନିବାରଠାରୁ ଆରମ୍ଭ ହେବ। ଆସନ୍ତା ଜୁନ୍ ୨୮ ପର୍ଯ୍ୟନ୍ତ ବିଏଲ୍ଓମାନେ ଘରକୁ ଘର ଯାଇ ଲୋକମାନଙ୍କ ପାଇଁ ଦୁଇଟି ପରିଗଣନା ଫର୍ମ ପ୍ରଦାନ କରିବେ। ଏଥିରେ ଲୋକଙ୍କ…
ଯୁବକଙ୍କୁ ଥାର୍ଡ ଡିଗ୍ରୀ ପ୍ରତିବାଦରେ ତାତିଲେ ଲୋକେ
ବାରଙ୍ଗ,୨୯।୫(ଲିଙ୍ଗରାଜ ରାଉତ): ବାରଙ୍ଗ ଥାନାରେ ଥାର୍ଡ଼ ଡିଗ୍ରୀ ଘଟଣାରେ ଗୁରୁତର ଆହତ ହୋଇଥିବା ରାକେଶ ବେହେରା ଓରଫ ମୁନା କଟକ ବଡ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ଏହାକୁ ନେଇ ଉତ୍ତେଜନା କମି ନ ଥିବାବେଳେ ଶୁକ୍ରବାର ତାଙ୍କୁ ଡ଼ାକ୍ତରଖାନାରୁ କେଉଁଆଡେ ପୋଲିସ…
ସୌମ୍ୟଙ୍କ ସାଙ୍ଗ ଭୂମିକା ତଦନ୍ତ ପରିସର: କ୍ରାଇମବ୍ରାଞ୍ଚ ଡିଆଇଜି
ଭୁବନେଶ୍ୱର,୨୮।୫: କ୍ରାଇମବ୍ରାଞ୍ଚ ଡିଆଇଜି ବି. ଗଙ୍ଗାଧର ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ଏକ ବଡ଼ ସୂଚନା ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ମୃତ୍ୟୁ ମାମଲାରେ ଆହୁରି ୧୦ଜଣ ଅଭିଯୁକ୍ତ ଫେରାର ଅଛନ୍ତି। ଘଟଣାରେ ସମ୍ପୃକ୍ତ କାହାରିକୁ ଛଡ଼ାଯିବ ଯିବ ନାହିଁ, ସମସ୍ତ ଅଭିଯୁକ୍ତଙ୍କୁ…
ଆଜି ପାଇଁ ସାବଧାନ ରୁହନ୍ତୁ ଏହି ଜିଲାବାସୀ, ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ବର,୨୮।୫: ଆଗାମୀ ପାଞ୍ଚ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସାଙ୍ଗକୁ ଝଡ଼ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଦିନରେ ପ୍ରବଳ ତାତି ସାଙ୍ଗକୁ ସନ୍ଧ୍ୟାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି ।…

