ବିଜେଡି ଛାଡ଼ିଲେ ଲିଙ୍କନ ସୁବୁଦ୍ଧି
ଭୁବନେଶ୍ୱର,୨ା୪(ଅନିଲଦାସ):ସମାଜସେବୀ ତଥା ବିଜୁ ମହିଳା ଜନତା ଦଳର ସାଧାରଣ ସମ୍ପାଦିକା ଲିଙ୍କନ ସୁବୁଦ୍ଧି ବିଜେଡି ଛାଡ଼ିଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି ଯେ,...
ଛିଣ୍ଡୁନି ଟିକେଟ ଅଙ୍କ, ଦୋଛକିରେ ୩ ଦଳ
ଭୁବନେଶ୍ୱର,୨ା୪ (ଅନିଲଦାସ):ନିର୍ବାଚନ ତାରିଖ ଘୋଷଣା ହେବାର ଦୁଇ ସପ୍ତାହ ବିତିଗଲାଣି। କିନ୍ତୁ ରାଜ୍ୟର ତିନି ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସର ପ୍ରାର୍ଥୀ ଘୋଷଣା ଶେଷ ହୋଇପାଲିଲା ନାହିଁ। ବିଜେଡି ଓ ଭାଜପାରେ ଆଶାୟୀଙ୍କ ଭିଡ଼ ବଢୁଥିବାବେଳେ କଂଗ୍ରେସ...
୪୦ ଡିଗ୍ରୀ ଛୁଇଁଲା ୮ ସହର: ଉଷ୍ମରାତି ଓ୍ବାର୍ନିଂ ଜାରି
ଭୁବନେଶ୍ୱର, ୨/୪(ଅନିଲ ଦାସ):ରାଜ୍ୟରେ ୨୪ ଘଣ୍ଟାର ବ୍ରେକ୍ ପରେ ପୁଣି ବଢ଼ିଛି ତାପମାତ୍ରା। ଅସମ୍ଭାଳ ଖରାତାତି ସହ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ଖାଲି ଦିନ ନୁହେଁ, ରାତ୍ରିର ତାପମାତ୍ରା ମଧ୍ୟ ଅଧିକ ରହୁଛି। ସୋମବାର ୮ ସହରରେ ତାପମାତ୍ରା...
ଏପ୍ରିଲରୁ ଜୁନ୍ ଅସହ୍ୟ ତାତି: ଅଧିକ ଦିନ ରହିବ ଗ୍ରୀଷ୍ମ ଲହର
ନୂଆଦିଲ୍ଲୀ,୨/୪(ପି.ଟି.):ଲୋକ ସଭା ନିର୍ବାଚନ ଏପ୍ରିଲ ୧୯ରୁ ଜୁନ୍ ୧ ଯାଏ ୭ ପର୍ଯ୍ୟାୟରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏପ୍ରିଲରୁ ଜୁନ୍ ପ୍ରଚଣ୍ଡ ଗ୍ରୀଷ୍ମ ଅନୁଭୂତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ସୋମବାର ସତର୍କ କରାଇଛି। ଆଇଏମ୍ଡି ମହାନିର୍ଦ୍ଦେଶକ...
ଆରପାରିରେ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ
ଭୁବନେଶ୍ୱର,୧।୪: ପରଲୋକରେ ସୁନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ। ସୋମବାର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି। ମୃତ୍ୟୁକୁ ନେଇ ତାଙ୍କ ସ୍ବାମୀ ବସନ୍ତ କୁମାର ଛୋଟରାୟ ସୂଚନା ଦେଇଛନ୍ତି। ଦୀର୍ଘଦିନ ହେଲା ଅସୁସ୍ଥତା କାରଣରୁ ସେ ଚିକିତ୍ସିତ...
ଭାଜପାରେ ଯୋଗ ଦେବାପରେ ଏମିତି କହିଲେ ଅନୁଭବ
ଭୁବନେଶ୍ୱର.୧।୪: କେନ୍ଦ୍ରାପଡ଼ା ଏମ୍ପି ଓଲିଉଡ ଅଭିନେତା ଅନୁଭବ ମହାନ୍ତି ସୋମବାର ଭାଜପାରେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀ ସ୍ଥିତ ଭାଜପା ମୁଖ୍ୟାଳୟରେ ସେ ଭାଜପାରେ ଯୋଗ ଦେଇଛନ୍ତି। ୨ ଦିନ ତଳେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପାରେ ମିଶିବା ପରେ...
ରାଜ୍ୟରେ ଆସନ୍ତାକାଲି ଠାରୁ ବୃଦ୍ଧି ପାଇବ ତାପମାତ୍ରା
ଭୁବନେଶ୍ୱର,୧।୪: ରାଜ୍ୟର କିଛି ଜିଲାରେ ୪ରୁ ୬ ତାରିଖ ମଧ୍ୟରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି। ଏଥିସହ କିଛି ସ୍ଥାନରେ ୪୦ ଡିଗ୍ରୀରୁ ଅଧିକ ତାପମାତ୍ରା ରେକର୍ଡ କରାଯାଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।...
ଭାଜପାରେ ସାମିଲ ହେଲେ ଅନୁଭବ
ଭୁବନେଶ୍ୱର,୧।୪: ଭାଜପାରେ ସାମିଲ ହେଲେ ଅଭିନେତା ତଥା କେନ୍ଦ୍ରାପଡ଼ା ଏମ୍ପି ଅନୁଭବ ମହାନ୍ତି। ସୋମବାର ଦିଲ୍ଲୀସ୍ଥିତ ଦଳୀୟ କାର୍ଯ୍ୟାଳୟରେ ସେ ଭାଜପାରେ ମିଶିଛନ୍ତି। ୨ ଦିନ ତଳେ ଅନୁଭବ ବିଜେଡିରୁ ଇସ୍ତଫା ଦେଇଥିଲେ। ମୋଦିଙ୍କ ନେତୃତ୍ୱରେ ପ୍ରଭାବିତ ହୋଇ ସେ...
ବିଜେଡି ଛାଡ଼ିଲେ ସନ୍ଧ୍ୟାବତୀ ପ୍ରଧାନ, ମୁଖ୍ୟମନ୍ତ୍ରୀଙ୍କୁ ଲେଖିଲେ ଏମିତି…
ଭୁବନେଶ୍ୱର,୧ା୪: ସୋମବାର ବିଜେଡି ଛାଡ଼ିଛନ୍ତି ସନ୍ଧ୍ୟାବତୀ ପ୍ରଧାନ। ପୂର୍ବରୁ ସେ ଶିଶୁ ଅଧିକାର ସୁରକ୍ଷା ଆୟୋଗର ଅଧ୍ୟକ୍ଷା ଥିଲେ। ସେ ତାଙ୍କର ଇସ୍ତଫାପତ୍ର ବିଜେଡି ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି। ଏହି ଇସ୍ତଫାପତ୍ରରେ ସେ ଲେଖିଛନ୍ତି,...
ହଟିପାରୁନି ରାଜନୈତିକ ପୋଷ୍ଟର
ଭୁବନେଶ୍ୱର,୧।୪ (ବନ୍ଦନା ସେଠୀ): ନିର୍ବାଚନ ଆଚରଣ ବିଧି ଲାଗୁ ହେବାପରେ ବିଏମ୍ସି ଅଞ୍ଚଳରୁ ସମସ୍ତ ରାଜନୈତିକ ଦଳର ପୋଷ୍ଟର ହଟାଇବା ସହ କାନ୍ଥଲେଖାକୁ ଲିଭାଇବା ପାଇଁ ରାଜ୍ୟ ନିର୍ବାଚନ ଆୟୋଗ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) କୁ ଚିଠି ଲେଖିଥିଲେ।...
ଉତ୍କଳ ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧ା୪: ଆଜି ହେଉଛି ଉତ୍କଳ ଦିବସ। ଏପ୍ରିଲ ୧ ତାରିଖଟି ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିବସ। ପ୍ରତି ଓଡ଼ିଆଙ୍କ ପାଇଁ ଏହା ଏକ ଗୌରବର ଦିନ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା...
ଉତ୍କଳ ଦିବସରେ ମନେ ପଡ଼ନ୍ତି ଓଡ଼ିଆ ବରପୁତ୍ର…
ଭୁବନେଶ୍ୱର,୧ା୪: ଆଜି ହେଉଛି ଉତ୍କଳ ଦିବସ। ଏପ୍ରିଲ ୧ ତାରିଖଟି ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିନ। ପ୍ରତି ଓଡ଼ିଆଙ୍କ ପାଇଁ ଏହା ଏକ ଗୌରବର ଦିନ। ଏହି ଦିନ ଦେଶର ପ୍ରଥମ ଭାଷା ଭିତ୍ତିକ ରାଜ୍ୟ ଓଡ଼ିଶା ସ୍ବତନ୍ତ୍ର...
Archives


