ମେଟ୍ରୋ

ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଧନ୍ୟବାଦ ଦେଲେ ବିଜେଡି ନେତା

ଭୁବନେଶ୍ୱର,୨୧।୭: ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାମ ବଦଳାଇ ଦେବାର ଗୋଟିଏ ଦିନ ପରେ ୟୁ-ଟର୍ନ ନେଇଛନ୍ତି ରାଜ୍ୟ ସରକାର। ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ପରିବର୍ତ୍ତନ ହେବନି ବୋଲି ସରକାର ଘୋଷଣା କରିଛନ୍ତି। ଏନେଇ ବିଜେ ନେତା ମୁନ୍ନା…

ଓଡ଼ିଶା ପ୍ରଦେଶ କମିଟିକୁ ଭାଙ୍ଗିଲା କଂଗ୍ରେସ

ଭୁବନେଶ୍ୱର,୨୧।୭: ରାଜ୍ୟରେ ବିଧାନସଭା ଏବଂ ଲୋକ ସଭା ନିର୍ବାଚନରେ ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ଓଡ଼ିଶା ପ୍ରଦେଶର ସମସ୍ତ କମିଟି ଭଙ୍ଗ କରିଛି ଭାରତୀୟ ଜାତୀୟ କଂଗ୍ରେସ(ଏଆଇସିସି)। ପିସିସି ସମେତ କାର୍ଯ୍ୟକାରୀ କମିଟି, ଜିଲା, ବ୍ଲକ୍‌ ଓ ମଣ୍ଡଳସ୍ତରୀୟ କମିଟି ମଧ୍ୟ ଭାଙ୍ଗିଛି…

ମୁଖ୍ୟମନ୍ତ୍ରୀଙ୍କ ନିୟନ୍ତ୍ରଣରେ ନାହିଁ ସରକାର, ଏମିତି କାହିଁକି କହିଲେ ଲେଖାଶ୍ରୀ

ଭୁବନେଶ୍ୱର,୨୧।୭: ବିଜୁ ପଟ୍ଟନାୟକକ୍ର କ୍ରୀଡ଼ା ପୁରସ୍କାର ପ୍ରସଙ୍ଗ ନେଇ ବିଜେଡି ନେତ୍ରୀଲେଖାଶ୍ରୀ ସାମନ୍ତସିଂହାର ଖବରଦାତା ସମ୍ମିଳନୀ ସରକାରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ନିୟନ୍ତ୍ରଣରେ ନାହିଁ ସରକାର। ଗୋଟିଏ ପଟେ ବିଜୁ ବାବୁଙ୍କୁ ସମ୍ମାନ ଜଣାଉଛନ୍ତି ଋ଼ଅନ୍ୟପଟେ ବିଜୁ ବାବୁଙ୍କ…

 ବିରୋଧୀଙ୍କ ସହଯୋଗ ଲୋଡିଲେ ବାଚସ୍ପତି

ଭୁବନେଶ୍ୱର,୨୧।୭: ବିଧାନସଭାର ବଜେଟ ଅଧିବେଶନକୁ ନେଇ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିଥିଲା। ତେବେ ଏଥିରେ କଂଗ୍ରେସ ଯୋଗ ଦେଇନାହିଁ। ଶୃଙ୍ଖଳିତ ଗୃହକାର୍ଯ୍ୟ ନେଇ ବିରୋଧୀଙ୍କ ସହଯୋଗ ଲୋଡିଛନ୍ତି ବାଚସ୍ପତି। ଏପର୍ଯ୍ୟନ୍ତ କଂଗ୍ରେସ ବିଧାୟକ ଦଳ ନେତା ଘୋଷଣା…

ଆଇଏଏସ୍‌ ଉଷା ପାଢୀଙ୍କ ନାଁ ନେଇ କରୁଥିଲେ ଏମିତି ମେସଜ, ପରେ…

ଭୁବନେଶ୍ୱର,୨୧।୭: ଆଇଏଏସ୍‌ ଅଧିକାରୀ ତଥା ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢୀଙ୍କ ନାଁରେ ଫେକ୍‌ ଆଇଡି ଖୋଲି ଟଙ୍କା ମାଗୁଛନ୍ତି ସାଇବର ଠକ୍‌। ଏନେଇ ଆଇଏଏସ୍‌ ପାଢ଼ୀ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି। କିଛି…

ସର୍ବଦଳୀୟ ବୈଠକରେ କାହିଁକି ଆସିଲାନି କଂଗ୍ରେସ? ବିସ୍ଫୋରକ ବୟାନ ଦେଲେ ତାରା

ଭୁବନେଶ୍ୱର,୨୧।୭: ବିଧାନସଭା ଅଧିବେଶନ ପୂର୍ବରୁ ଆଜି ଶେଷ ହୋଇଛି ସର୍ବଦଳୀୟ ବୈଠକ । ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ , ଏବଂ ଶାସକ ଦଳର ମନ୍ତ୍ରୀବୃନ୍ଦ ଉପସ୍ଥିତ ଥିଲେ ।…

ସର୍ବଦଳୀୟ ବୈଠକ ଡାକିଲେ ସରକାର, ଆସିଲାନି କଂଗ୍ରେସ

ଭୁବନେଶ୍ୱର,୨୧।୭: ବିଧାନସଭା ଅଧିବେଶନ ପୂର୍ବରୁ ଆଜି ଶେଷ ହୋଇଛି ସର୍ବଦଳୀୟ ବୈଠକ । ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ , ଏବଂ ଶାସକ ଦଳର ମନ୍ତ୍ରୀବୃନ୍ଦ ଉପସ୍ଥିତ ଥିଲେ ।…

କ୍ରୀଡା ପୁରସ୍କାର ନାଁ ବଦଳେଇବା ଘଟଣା: ସଫେଇ ଦେଲେ କ୍ରୀଡା ମନ୍ତ୍ରୀ

ଭୁବନେଶ୍ୱର,୨୧।୭: ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାମ ବଦଳାଇ ଦେବାର ଗୋଟିଏ ଦିନ ପରେ ୟୁ-ଟର୍ନ ନେଇଛନ୍ତି ରାଜ୍ୟ ସରକାର। ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ପରିବର୍ତ୍ତନ ହେବନି ବୋଲି ଖୋଦ୍‌ ମୁଖ୍ୟମନ୍ତ୍ରୀ ମୋହନ ମାଝି କହିଛନ୍ତି। ତେବେ ମୁଖ୍ୟମନ୍ତ୍ରୀ…

ବିଧାନସଭା ଅଧିବେଶନ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ, ଉପସ୍ଥିତ ହେଲେ…

ଭୁବନେଶ୍ୱର,୨୧।୭: ସପ୍ତଦଶ ବିଧାନସଭା ଅଧିବେଶନ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ। ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ରବିବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ଅଛନ୍ତି। ଏଥିସହ ବିରୋଧୀଦଳ ମୁଖ୍ୟ…

ହଠାତ୍‌ ନବୀନ ନିବାସରେ ପହଞ୍ଚିଲେ ମୋହନ ମାଝି: ଏହି କାମ ପାଇଁ କଲେ ନିମନ୍ତ୍ରଣ

ଭୁବନେଶ୍ୱର,୨୧।୭:ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ରବିବାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ନବୀନ ନିବାସ ଯାଇ ସର୍ବଦଳୀୟ ବୈଠକରେ ଯୋଗଦେବାକୁ ସେ ତାଙ୍କୁ ନିମନ୍ତ୍ରଣ କରିଛନ୍ତି। ସାକ୍ଷାତ ପରେ ନବୀନଙ୍କୁ ବିଧାନସଭାକୁ ସବୁଦିନ ଆସିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ…

ଦିନକରେ ନିଷ୍ପତ୍ତି ବଦଳାଇଲେ ମୋହନ ସରକାର: କାଲି ଘୋଷଣା, ଆଜି ଓହରିଲେ

ଭୁବନେଶ୍ୱର,୨୧।୭: ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାମ ବଦଳାଇ ଦେବାର ଗୋଟିଏ ଦିନ ପରେ ୟୁ-ଟର୍ନ ନେଇଛନ୍ତି ରାଜ୍ୟ ସରକାର। ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ପରିବର୍ତ୍ତନ ହେବନି । ପୂର୍ବ ପରି ବିଜୁ ପଟ୍ଟନାୟକଙ୍କ ନାମରେ କ୍ରୀଡ଼ା ପୁରସ୍କାର…

ଅବପାତରେ ପରିଣତ ହୋଇ ଦୁର୍ବଳ ହେଲା ଲଘୁଚାପ

ଭୁବନେଶ୍ୱର, ୨୧ା୭(ଅସମାପିକା ସାହୁ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ପୂର୍ବାହ୍ନ ସାଢ଼େ ୧୧ଟାରେ ଚିଲିକା ହ୍ରଦ ନିକଟରେ ଅବପାତରେ ପରିଣତ ହୋଇଥିଲା। ଏହା ପୁଣି ରାତିରେ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଏହା ଉତ୍ତର ପଶ୍ଚିମ ଦିଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?