ମେଟ୍ରୋ

ଡିଜିପି ପରିବର୍ତ୍ତନ ଦାବି କଲା ଭାଜପା

ଭୁବନେଶ୍ୱର,୧୯।୫(ଅନୁରାଧା ମହାରଣା)ନିର୍ବାଚନ ହାରିବା ଭୟରେ ବିଜେଡି ସରକାରୀ କଳ, ବଳର ଅପବ୍ୟହାର କରିବା ସହ ରକ୍ତମୁଖା ହୋଇ ଭାଜପା କାର୍ଯ୍ୟକର୍ତ୍ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରୁଛି। ଏଥିରେ ପୋଲିସ ବିଜେଡିର ହାତବାରିସି ସାଜିଥିବା ଭାଜପା ଅଭିଯୋଗ ଆଣିଛି। ନିର୍ବାଚନୀ ହିଂସାକାଣ୍ଡରେ ଜଣେ…

ରାଜନୈତିକ ନୁହେଁ, ନ୍ୟାୟ ପାଇଁ ଲଢ଼େଇ

ଭୁବନେଶ୍ୱର,୧୯।୫ (ଅନୁରାଧା ମହାରଣା)ପୁରୁଷ କମିଶନ ଗଠନ ପାଇଁ ଦୀର୍ଘବର୍ଷ ଧରି ଦାବି କରୁଥିବା ଆଇନଜୀବୀ ବ୍ୟୋମକେଶ ତ୍ରିପାଠୀ ଉତ୍ତର ଭୁବନେଶ୍ୱର ନିର୍ବାଚନମଣ୍ଡଳୀ ବିଧାନସଭା ଆସନ ପାଇଁ ସ୍ବାଧୀନ ଭାବେ ଲଢ଼ୁଛନ୍ତି। ନିଆରା ଢଙ୍ଗରେ ଗଳିକନ୍ଦି ବୁଲି ପ୍ରଚାର କରୁଛନ୍ତି। ପ୍ରଚାର ପାଇଁ…

ଟ୍ରେଣ୍ଡ୍‌ କରୁଛି ‘ବାଏ ବାଏ ପାଣ୍ଡିଆନ୍‌’, ‘ଓଡ଼ିଶା ଲଭ୍‌ସ ପାଣ୍ଡିଆନ୍‌’

ଭୁବନେଶ୍ୱର, ୧୯।୫ (ବନ୍ଦନା ସେଠୀ)୨୦୨୪ ସାଧାରଣ ନିର୍ବାଚନକୁ ନେଇ ଉଭୟ ବିଜେଡି ଏବଂ ଭାଜପା ନେତା ପରସ୍ପରକୁ ଦୋଷ ଲଦିବା ସହ କାଦୁଅ ଫିଙ୍ଗାଫିଙ୍ଗି ହେବା ଭଳି ଆଚରଣ କରୁଛନ୍ତି। ଏପରି ସ୍ଥିତିରେ ଶନିବାର ଭାଜପା ପକ୍ଷରୁ ବିଜେଡିର ବରିଷ୍ଠ ନେତା…

ଆଜି ପୁଣି ଆସୁଛନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, ୧୯।୫(ଅସମାପିକା ସାହୁ) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିଠାରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରବିବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚତ୍ ରାଜଭବନରେ ରହିବେ। ୨୦ ତାରିଖ ସକାଳେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ପରେ ସକାଳ ୮ଟାରେ ବଡ଼ଦାଣ୍ଡରେ ରୋଡ…

ବିଜେଡି ଛାଡ଼ିଲେ ସମୀର ଦାଶ

ଭୁବନେଶ୍ୱର,୧୯।୫: ବିଜେଡିରୁ ଇସ୍ତଫା ଦେଇଛନ୍ତି ନିମାପଡ଼ା ବିଧାୟକ ସମୀର ଦାଶ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ନେଇ ଭିଡିଓ ଜାରି କରି ସୂଚନା ଦେଇଛନ୍ତି । ସେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଇସ୍ତଫାପତ୍ର ପଠାଇଛନ୍ତି। ସୂଚନାଥାଉ…

ଭାଜପା ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ନବୀନ, ଭିଡିଓ ଜାରି କରି ବର୍ଷିଲେ

ଭୁବନେଶ୍ୱର,୧୮।୫: ପୁଣି ଏକ ଭିଡିଓ ଜାରି କରି ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଓଡ଼ିଶା ପ୍ରସଙ୍ଗରେ କହିବା ଆଗରୁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ପ୍ରଥମେ ନିଜ ରାଜ୍ୟକଥା ଚିନ୍ତା କରନ୍ତୁ । ସେ କହିଛନ୍ତି, ଭାଜପାର ମୁଖ୍ୟମନ୍ତ୍ରୀ ଓ…

ମୁଁ ଦଳରେ ନାହିଁ, ମୋତେ କିଭଳି ବହିଷ୍କାର କରାଗଲା: ବିଜୟ

ଭୁବନେଶ୍ୱର,୧୮।୫: ମୁଁ ଦଳରେ ନାହିଁ। ହେଲେ ମୋତେ କିପରି ବହିଷ୍କାର କରାଗଲା। ଏଭଳି ନିଷ୍ପତ୍ତି ନେଇ ଭାଜପା ଲୋକହସା ହୋଇଛି ବୋଲି ବରିଷ୍ଠ ନେତା ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ତେବେ ୫ ବର୍ଷ ପରେ ଦଳ ବିରୋଧୀ କାମ କରିଛି…

ତୃତୀୟ ପର୍ଯ୍ୟାୟରେ ୪ ପ୍ରାର୍ଥୀଙ୍କ ନାମରେ ହତ୍ୟା, ଜଣଙ୍କ ନାମରେ ବଳାତ୍କାର ମାମଲା

ଭୁବନେଶ୍ୱର,୧୮।୫: ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୪୨ ବିଧାନସଭା ନିର୍ବାଚନମଣ୍ଡଳୀର ୩୮୩ ବିଧାୟକ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୦ଜଣ ଅର୍ଥାତ ୨୬%ଙ୍କ ନାମରେ ଅପରାଧିକ ମାମଲା ରହିଛି। ୮୬ଜଣଙ୍କ ନାମରେ ଗୁରୁତର ଅପରାଧ ମାମଲା ରହିଥିବା ବେଳେ ୪…

ପାଣ୍ଡିଆନ ଦେଲେ ବଡ଼ ପ୍ରତିଶ୍ରୁତି, ମିଶନ ଶକ୍ତି ମା’ମାନଙ୍କୁ ମିଳିବ ପେନସନ

ପୁରୀ,୧୮।୫: ପୁରୀ କୃଷ୍ଣପ୍ରସାଦରେ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କ୍ରମରେ ବଡ଼ ଘୋଷଣା କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ସେ ମୁଖ୍ୟମନ୍ତ୍ରୀଙ୍କ ୩ଟି ଦସ୍ତଖତ କଥା ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି, ପୁରୀ ବାସିନ୍ଦାଙ୍କ ଆଶୀର୍ବାଦ ହେଲେ ଏଠାରୁ ବିଜେଡିର ବିଧାୟକ…

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ସବୁଠୁ ଧନୀ ପ୍ରାର୍ଥୀ କିଏ ଜାଣନ୍ତି? ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୁବନେଶ୍ୱର,୧୮।୫: ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୩୩% ବିଧାୟକ ପ୍ରାର୍ଥୀ କୋଟିପତି ବୋଲି ଜଣାପଡିଛି। ଚମ୍ପୁଆ ବିଜେଡି ବିଧାୟକ ପ୍ରାର୍ଥୀ ସନାତନ ମହାକୁଡ଼ ସବୁଠୁ ଧନୀ ପ୍ରାର୍ଥୀ ହୋଇଥିବାବେଳେ ଘଷିପୁରାର ସ୍ବାଧୀନ ପ୍ରାର୍ଥୀ ସୌମ୍ୟରଂଜନ ପଟ୍ଟନାୟକ ଦ୍ବିତୀୟ ବଡ଼ ଧନୀ ପ୍ରାର୍ଥୀ। ସନାତନ…

୨୨ରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ୨୪ ଅବପାତ!

ଭୁବନେଶ୍ୱର,୧୮।୫: ତାତିରୁ ମିଳିବ ଆଶ୍ୱସ୍ତି। ଆସନ୍ତା ୨୨ ତାରିଖରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ…

ମହାପ୍ରଭୁଙ୍କ ଦର୍ଶନ ସାରି ମେଗା ରୋଡ ଶୋ’ କରିବେ ମୋଦି

ଭୁବନେଶ୍ୱର,୧୮ା୫:୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ମେ ୧୯ରେ ମୋଦି ଭୁବନେଶ୍ୱରରେ ପହଞ୍ଚିବେ। ୨୦…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri