ଡିଜିଟାଲ କ୍ୟାମ୍ପେନିଂରେ ବଢୁଛି ଆରୋପ ପ୍ରତ୍ୟାରୋପ
ଭୁବନେଶ୍ୱର,୧୭।୫(ସୁନିତ୍ ମିଶ୍ର):୨୦୨୪ ନିର୍ବାଚନକୁ ନେଇ ବିଜେଡି ଓ ଭାଜପା ମଧ୍ୟରେ ରାଜ୍ୟବ୍ୟାପୀ କଡ଼ା ଟକ୍କର ଦେଖିବାକୁ ମିଳୁଛି। କେବଳ ନିର୍ବାଚନମଣ୍ଡଳୀ ଭିତରେ କିମ୍ବା ପ୍ରଚାର ମଇଦାନରେ ଉଭୟ ଦଳଙ୍କ ମଧ୍ୟରେ ସମାଲୋଚନା, ଆରୋପ ପ୍ରତ୍ୟାରୋପ ମଧ୍ୟରେ ଏହି ଲଢ଼େଇ ସୀମିତ ନାହିଁ।…
ସଂତୃପ୍ତ ସବୁଠୁ ଧନୀ ପ୍ରାର୍ଥୀ, ପାଖରେ ଅଛି ଏତିକି ଟଙ୍କା
ଭୁବନେଶ୍ୱର, ୧୭ା୫:ଆସନ୍ତା ୨୫ରେ ହେବାକୁ ଥିବା ଓଡ଼ିଶାର ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୬ ଲୋକ ସଭା ଆସନ ପାଇଁ ୬୪ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେମାନଙ୍କ ମଧ୍ୟରୁ ୨୮ ଜଣ(୪୪%) କୋଟିପତି ହୋଇଥିବା ଆସୋସିଏସନ୍ ଫର୍ ଡେମୋକ୍ରାଟିକ ରିଫର୍ମସ୍ (ଏଡିଆର୍)…
ବଡ଼ ହୃଦୟ ଦେଖାଇଲେ ନବୀନ ପଟ୍ଟନାୟକ: ଆମ୍ବୁଲାନ୍ସ ଦେଖି…
ଭୁବନେଶ୍ୱର,୧୬ା୫(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ। ଭୁବନେଶ୍ବର ମଧ୍ୟ ନିର୍ବାଚନମଣ୍ଡଳୀରେ ରୋଡ୍ ଶୋ’ ପାଇଁ ଗୁରୁବାର…
‘ରତ୍ନଭଣ୍ଡାର ଚାବି ଲୁଚାଇଛନ୍ତି ପାଣ୍ଡିଆନ, ୧୦ ଜୁନ୍ ପୂର୍ବରୁ ଚାବି ଫେରାନ୍ତୁ, ନ ହେଲେ…’
ଭୁବନେଶ୍ୱର,୧୬।୫: ପାଣ୍ଡିଆନଙ୍କ ନାଁରେ ଗୁରୁତର ଅଭିଯୋଗ ଆଣିଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ଜଟଣୀ ଛତାବରରେ ଭାଜପା ପରିବର୍ତ୍ତନ ସଭାରେ ହିମନ୍ତ ବିଶ୍ୱଶର୍ମାଙ୍କ ଏଭଳି ମନ୍ତବ୍ୟକୁ ଚର୍ଚ୍ଚା ଜୋର ଧରିଛି। ହିମନ୍ତ କହିଛନ୍ତି, ରତ୍ନଭଣ୍ଡାର ଚାବି ପାଣ୍ଡିଆନ ଲୁଚାଇ ରଖିଛନ୍ତି। କମିଶନ…
ପଦ୍ମ ଛାଡି ପୁଣି ଶଙ୍ଖ ଧରିଲେ ରାଜୁ ଦାସ
ଭୁବନେଶ୍ୱର,୧୬।୫: ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଗୁରୁବାର ଭାଜପାରୁ ଇସ୍ତଫା ଦେବା ପରେ ପୁଣିଥରେ ବିଜେଡିରେ ସାମିଲ ହୋଇଛନ୍ତି। ରାଜୁ ଦାସ ତାଙ୍କ ଇସ୍ତଫା ପତ୍ରକୁ ଦଳୀୟ ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ପଠାଇଛନ୍ତି। ଗତ ମାସ ରାଜୁ ଦାସ…
ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ
ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ। ସେ ତାଙ୍କ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଛନ୍ତି। ଭାଜପା ରାଜୁଙ୍କୁ ସୋରରୁ ପ୍ରାର୍ଥୀ କରି ଟିକେଟ୍ ଫେରାଇ ନେଇଥିଲା। ଯାହା ପରେ ସେ ଅସନ୍ତୋଷ…
ଖାର୍ଗେଙ୍କ ଭାଷଣ ବେଳେ ପଶି ଆସିଲା ଅନ୍ୟ ଦଳର ପ୍ରଚାର ଗାଡ଼ି, ଆଉ ତା’ପରେ…
ଭୁବନେଶ୍ୱର,୧୬।୫: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁରୁବାର ଓଡ଼ିଶା ଗସ୍ତରେ ଆସି ଫୁଲବାଣୀର ଏକ ସଭାରେ ଜନସାଧାରଣଙ୍କୁ ଉଦ୍ବୋଧନ ଦେଉଛନ୍ତି। ଏହି ସମୟରେ ଅନ୍ୟ ଦଳର ପ୍ରଚାର ଗାଡ଼ି ଆସିଯିବାରୁ ଖାର୍ଗେ ରାଗିଯାଇ କହିଛନ୍ତି, ଏ କଣ ହେଉଛି, ପୋଲିସ ବଞ୍ଚିଛି…
+୯୨ ନମ୍ବରରୁ କଲ୍ ଆସିଲେ ହୋଇଯାଆନ୍ତୁ ସାବଧାନ, ନଚେତ୍…
ଭୁବନେଶ୍ୱର,୧୬।୫: +୯୨ ନମ୍ବରରୁ କଲ୍ ଆସିଲେ ହୋଇଯାଆନ୍ତୁ ସାବଧାନ। ନଚେତ୍ ବଡ଼ ଠକେଇର ଶିକାର ହୋଇପାରନ୍ତି। ଏନେଇ କମିଶନରେଟ ପୋଲିସ ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି। ପାକିସ୍ତାନ ନମ୍ବର ହ୍ବାଟ୍ସଆପ କଲ ଆସିଲେ ସାବଧାନ ରହିବାକୁ ପରାମର୍ଶ ଦେଇଛି…
ଖାର୍ଗେ ଦେଲେ ବଡ଼ ବୟାନ, କହିଲେ ଓଡ଼ିଶାରେ ବିଜେଡି-ଭାଜପା…
ଭୁବନେଶ୍ୱର,୧୬।୫: ଓଡ଼ିଶା ଗସ୍ତରେ ଆସି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଉଭୟ ବିଜେଡି ଓ ଭାଜପା ଉପରେ ବର୍ଷଛନ୍ତି। ଖାର୍ଗେ କହିଛନ୍ତି, ଓଡ଼ିଶାରେ ବିଜେଡି ୨୪ ବର୍ଷ ଶାସନ କଲେ ମଧ୍ୟ ଏଠାକାର ଲୋକଙ୍କ କିଛି ବି ବିକାଶ ହୋଇନି। ରାଜ୍ୟରେ…
ହସ୍ପିଟାଲରେ ଥାଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ପ୍ରଦୀପ, କହିଲେ…
ଭୁବନେଶ୍ୱର,୧୬।୫: ବ୍ରହ୍ମପୁରର ଭାଜପା ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ସେ ସୁରକ୍ଷା ଦାବି କରିଛନ୍ତି। ପ୍ରଦୀପ ଲେଖିଛନ୍ତି, ମୋ ଜୀବନ ପ୍ରତି ବିପଦ ରହିଛି। ମୁଁ ନିଜକୁ ଅସୁରକ୍ଷିତ ମନେ କରଛି।…
‘ଏଥର ବିଜେଡି ଜିତିଲେ ନବୀନ ନୁହନ୍ତି, ପାଣ୍ଡୁଜୀ ହେବେ ମୁଖ୍ୟମନ୍ତ୍ରୀ’
ଭୁବନେଶ୍ୱର,୧୬।୫: ବିଜେଡି ଉପରେ ଭାଜପା ପ୍ରାର୍ଥୀ ତଥା ଭୁବନେଶ୍ୱର ଏମ୍ପି ଅପରାଜିତା ଷଢଙ୍ଗୀ ବର୍ଷିଛନ୍ତି। ସେ କହିଛନ୍ତି, ବିଜେଡି ଆଉ ବିଜୁ ଜନତା ଦଳ ହୋଇ ରହି ନାହିଁ। ତାହା ଏବେ ପାଣ୍ଡୁ ଜନତା ଦଳ। ଆପଣ ଯଦି ବିଜେଡିକୁ ଭୋଟ…
ବିଜେଡିରେ ମିଶିଲେ ରମାରଞ୍ଜନ ବଳିଆରସିଂହ, ଭାଜପାରୁ ଦେଇଥିଲେ ଇସ୍ତଫା
ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେବା ପରେ ବିଜେଡିରେ ସାମିଲ ହୋଇଛନ୍ତି ପୁରୀ ଜିଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିଆରସିଂହ। ଶଙ୍ଖ ଭବନରେ ଗୁରୁବାର ଆୟୋଜିତ ମିଶ୍ରଣପର୍ବରେ ସେ ବିଜେଡିରେ ମିଶିଛନ୍ତି। ପ୍ରକାଶ ଯେ, ଆଜି ସେ ଭାଜପାର ପ୍ରାଥମିକ…
Archives


