ଦାନା ବାନ୍ଧୁଛି ବଡ଼ ଲଘୁଚାପ! ଏହି ସବୁ ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୧୫।୫: ରାଜ୍ୟରେ ଆହୁରି ଦୁଇ ଦିନ ରହିବ କାଳବୈଶାଖୀ ପ୍ରଭାବ । ଫଳରେ ଆଜି କେତେକ ଜିଲାରେ ବର୍ଷା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ରାୟଗଡ଼ା, ସୋନପୁର, ବୌଦ୍ଧ ଓ ଦେବଗଡ଼କୁ ଛାଡ଼ିଦେଲେ ଅନ୍ୟ ସମସ୍ତ ଜିଲାକୁ ବର୍ଷା ପାଇଁ…
ଲଞ୍ଚ ହେଲା ମୋ ବୁଥ ଆପ୍, ଏମିତି ଜାଣିବେ କେଉଁଠି ଦେବେ ଭୋଟ୍
ଭୁବନେଶ୍ୱର,୧୫।୫: ଲଞ୍ଚ ହେଲା ମୋ ବୁଥ ଆପ୍ । ଆପ୍ ଉନ୍ମୋଚନ କରିଛନ୍ତି ଓଡିଶାର ନିର୍ବାଚନ ଅଧିକାରୀ । ଏହି ଆପ ଏବଂ ୱେବସାଇଟରୁ ଭୋଟରମାନେ ବୁଥ ସମ୍ପର୍କରେ ଜାଣି ପାରିବେ । ସେମାନେ ଗୁଗୁଲ ମ୍ୟାପ ଜରିଆରେ କେଉଁଠି ଭୋଟ…
ଡମ୍ବରୁଧରଙ୍କ ମୃତ୍ୟୁରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫।୫: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୮୯ ବର୍ଷ ବୟସରେ ତାଙ୍କ ଦେହାନ୍ତ ହୋଇଛି। ସେ କିଛିଦିନ ହେବ ଅସୁସ୍ଥତା ଯୋଗୁ ଚିକତ୍ସିତ ହେଉଥିଲେ। ତାଙ୍କ ପରଲୋକରେ…
ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ପରଲୋକ
ବିଷମ କଟକ,୧୫।୫(ବିଭୂତି ଭୂଷଣ ନାୟକ): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୮୯ ବର୍ଷ ବୟସରେ ତାଙ୍କ ଦେହାନ୍ତ ହୋଇଛି। ସେ କିଛିଦିନ ହେବ ଅସୁସ୍ଥତା ଯୋଗୁ ଚିକତ୍ସିତ…
ଆଜିଠୁ ଇଣ୍ଡିଆ ସ୍କିଲ୍ସ-୨୦୨୪
ଭୁବନେଶ୍ୱର, ୧୫।୫(ଅସମାପିକା ସାହୁ): ବିଭିନ୍ନ ବିଷୟରେ ଭାରତର ଯୁବପିଢ଼ିଙ୍କ ଦକ୍ଷତା ପ୍ରଦର୍ଶନ ଲାଗି ପ୍ରତି ଦୁଇବର୍ଷରେ ଥରେ ‘ଇଣ୍ଡିଆ ସ୍କିଲ୍ସ’ ପ୍ରତିଯୋଗିତା କରାଯାଉଛି। ଚଳିତ ବର୍ଷ ମେ ୧୫ରୁ ୧୯ ତାରିଖ ଯାଏ ଏହି ଜାତୀୟସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିରେ…
ରାଜ୍ୟକୁ ୧୦୦ ବର୍ଷ ଆଗକୁ ନେବାକୁ ମୁଖ୍ୟମନ୍ତ୍ରୀ କାମ କରୁଛନ୍ତି
ଭୁବନେଶ୍ୱର,୧୫ା୫(ଅନିଲଦାସ):ମୁଖ୍ୟମନ୍ତ୍ରୀ ଆପଣଙ୍କ ପାଇଁ ଦିନରାତି କାମ କରୁଛନ୍ତି। ଓଡ଼ିଶାକୁ ୧୦୦ ବର୍ଷ ଆଗକୁ ନେବା ପାଇଁ ଚିନ୍ତା କରୁଛନ୍ତି। କିନ୍ତୁ ଭାଜପା ଯାହା କରୁଛି ସେମାନେ ଓଡ଼ିଶାକୁ ୨୫ ବର୍ଷ ପଛକୁ ନେଇଯିବେ। ନିର୍ବାଚନ ଆସିଲେ ବିରୋଧୀ ଆସିବେ, ମିଠା ମିଠା…
ପ୍ରଚାର ବେଳେ ଭାଜପା କର୍ମୀଙ୍କୁ ଆକ୍ରମଣ
ଭୁବନେଶ୍ୱର,୧୫।୫(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀ ଭୁବନେଶ୍ୱରରେ ପୁଣି ଏକ ରାଜନୈତିକ ହିଂସା ଘଟିଛି। କ୍ୟାପିଟାଲ ଥାନା ଅନ୍ତର୍ଗତ ୟୁନିଟ-୬ ଆଖଣ୍ଡଳମଣି ବସ୍ତିରେ ମଙ୍ଗଳବାର ସାରେ ଭାଜପାର ନିର୍ବାଚନୀ ପ୍ରଚାର ବେଳେ ଭାଜପା କର୍ମୀଙ୍କୁ ଗାଳିଗୁଲଜ ଓ ଧମକ ଦିଆଯିବା ସହ ଆକ୍ରମଣ କରାଯାଇଛି।…
ପ୍ରାର୍ଥୀ କିଏ ଆମେ ଜାଣିନୁ
ଭୁବନେଶ୍ୱର,୧୫ା୫(ଅନିଲ ଦାସ):କେଉଁ ଦଳର କିଏ ଏମ୍ପି ଓ ବିଧାୟକ ପ୍ରାର୍ଥୀ ଆମେ ତାଙ୍କ ନଁା ଜାଣିନୁ। ଚିହ୍ନ ଦେଖି ଭୋଟ ଦେଉଛୁ। ଏଥର ବି ଦେବୁ। ଆମକୁ ଯିଏ ଚାଉଳ, ଭତ୍ତା ଦେଉଛି, ଆମେ ତାଙ୍କୁ ଭୋଟ ଦେଉଛୁ। ଏଥର ବି…
ଆଜି ଆସୁଛନ୍ତି ରାହୁଲ, ଶାହା, ନଡ୍ଡା
ଭୁବନେଶ୍ୱର,୧୫ା୫(ସୁନିତ୍ ମିଶ୍ର):୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା ବୁଧବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେହିପରି…
ପ୍ରଥମ ପର୍ଯ୍ୟାୟ: ଲୋକ ସଭା ପାଇଁ ୭୫.୧୭%, ବିଧାନସଭା ପାଇଁ ୭୪.୬୫% ମତଦାନ
ଭୁବନେଶ୍ୱର,୧୪ା୫(ଅନିଲ ଦାସ)-ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ମତଦାନ କେନ୍ଦ୍ରରୁ ଇଭିଏମ୍ଗୁଡ଼ିକୁ ଅଣାଯାଇ କଡ଼ା ସୁରକ୍ଷା ବଳୟରେ ଷ୍ଟ୍ରଙ୍ଗ୍ରୁମ୍ରେ ରଖାଯାଇଛି। ସୋମବାର ଅନୁଷ୍ଠିତ ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା ଆସନ ଓ…
ଜମିବ ନିର୍ବାଚନୀ ପ୍ରଚାର, ଆସନ୍ତକାଲି ଓଡ଼ିଶା ଆସୁଛନ୍ତି ଶାହା-ନଡ୍ଡା-ରାହୁଲ
ଭୁବନେଶ୍ୱର,୧୪।୫: ଓଡ଼ିଶା ଆସୁଛନ୍ତି କେନ୍ଦ୍ରର ହେଭିଓ୍ବେଟ ନେତା। କରିବେ ମାରାଥନ ପ୍ରଚାର ଓ ଦଳୀୟ ପ୍ରାର୍ଥୀଙ୍କ ପାଇଁ ମାଗିବେ ଭୋଟ। ଓଡ଼ିଶା ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ନିର୍ବାଚନୀ ପ୍ରଚାର ପାଇଁ ବୁଧବାର ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ଭାଜପା ଚାଣକ୍ୟ…
ମୁଖ୍ୟମନ୍ତ୍ରୀଙ୍କ ଆସନରେ ପ୍ରଚାର କଲେ ସବ୍ୟ-ଅର୍ଚ୍ଚିତା
ହିଞ୍ଜିଳିକାଟୁ,୧୪।୫(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହିଞ୍ଜିଳି ବିଧାନସଭା ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ଓଡ଼ିଆ ସିନେ ତାରକା ସବ୍ୟସାଚୀ ଓ ଅର୍ଚ୍ଚିତା ମଙ୍ଗଳବାର ବିଜେଡ଼ି ପାଇଁ ପ୍ରଚାର କରିଛନ୍ତି। ସିନେ ତାରକା ଦମ୍ପତିଙ୍କ ସହ ଆସିକା ଏମପି ପ୍ରାର୍ଥୀନୀ ରଞ୍ଜିତା ସାହୁ…
Archives


