ସାଇକେଲ୍ ଚଢି ବିଧାନସଭାରେ ପହଞ୍ଚିଲେ ସିଦ୍ଧାନ୍ତ: ଜାଣନ୍ତୁ କାହିଁକି
ଭୁବନେଶ୍ୱର,୧୮।୬: ଅଭିନେତାରୁ ରାଜନେତା ପାଲଟିଥିବା ସିଦ୍ଧାନ୍ତ ମହାପାତ୍ର ଚଳିତବର୍ଷ ନିର୍ବାଚନରେ ପ୍ରଥମଥର ଦିଗପହଣ୍ଡିରୁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ପ୍ରଥମଥର ବିଧାନସଭାକୁ ଯିବା ପାଇଁ ସେ ଏକ ନିଆରା ଉପାୟ ଅବଲମ୍ବନ କରିଛନ୍ତି। ସେ ସାଇକେଲରେ ବିଧାନସଭା ଆସିଛନ୍ତି। ପରିବେଶ ସୁରକ୍ଷା…
ଶପଥ ନେଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର,୧୮।୬: ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବିଧାନସଭାରେ ପହଞ୍ଚିଛନ୍ତି। ଯାହା ପରେ ନବୀନ ବିଧାୟକ ଭାବେ ଶପଥ ଗ୍ରହଣ କରିଛନ୍ତି। ଓଡ଼ିଶା ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ୨୦୨୪ ନିର୍ବାଚନରେ…
ଶପଥ ନେଲେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝି
ଭୁବନେଶ୍ୱର,୧୮।୬:ଓଡ଼ିଶା ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକମାନେ ଆଜି ଶପଥ ଗ୍ରହଣ କରୁଛନ୍ତି। କାମଚଳା ବାଚସ୍ପତି ଭାବେ ଦାୟିତ୍ୱ ନେଇଥିବା ରଣେନ୍ଦ୍ର ପ୍ରତାପ ସ୍ବାଇଁ ସମସ୍ତ ନିର୍ବାଚିତ ସଦସ୍ୟଙ୍କ ଶପଥ…
ଆସିଲା ନୂଆ ଅପଡେଟ୍: ଏହି ହେବେ ବିଧାନସଭାରେ ବିରୋଧୀ ଦଳ ନେତା
ଭୁବନେଶ୍ୱର,୧୮।୬: ବିଜେଡିର ଶୋଚନୀୟ ପରାଜୟ ପାଇଁ ଦଳର ତୃଣମୂଳଠୁ ଆରମ୍ଭ କରି ଶୀର୍ଷସ୍ତରର ନେତା ପର୍ଯ୍ୟନ୍ତ ସମସ୍ତେ କାର୍ତ୍ତିକ ପାଣ୍ଡିଆନ, ଡିଏସ କୁଟ୍ଟେ, ପ୍ରଣବପ୍ରକାଶ ଦାସ ଓ ମାନସ ମଙ୍ଗରାଜଙ୍କୁ ଦାୟୀ କରୁଛନ୍ତି। ଅନ୍ୟପଟେ, ରାଜ୍ୟରେ ଭାଜପା ସରକାର ଶପଥ ଗ୍ରହଣ…
ମୁଣ୍ଡିଆ ମାରି ବିଧାନସଭାରେ ପ୍ରବେଶ କଲେ ନୂଆ ବିଧାୟକ
ଭୁବନେଶ୍ୱର,୧୮।୬: ଓଡିଶାରେ ଭାଜପା ସରକାର ଗଠନ ହେବା ପରେ ମଙ୍ଗଳବାରଠାରୁ ବିଧାନସଭାରେ ୩ ଦିନିଆ ଅଧିବେଶନ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ସମେତ ଅନେକ ବିଧାୟକ ମଙ୍ଗଳବାର…
ଆଉ ୩ଦିନ ଗୁଳୁଗୁଳି, ୨୦ରୁ ପ୍ରବଳ ବର୍ଷା
ଭୁବନେଶ୍ୱର,୧୮।୬(ଅନୁରାଧା ମହାରଣା):ରାଜ୍ୟରେ କେବେ ମୌସୁମୀ ବର୍ଷା ହେବ, ତାତି ଓ ଗୁଳୁଗୁଳିରୁ ମୁକ୍ତି ମିଳିବ ତାହା ସ୍ପଷ୍ଟ ହୋଇପାରୁ ନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବର୍ଷା ହେବା ନେଇ ଦିଆଯାଉଥିବା ପୂର୍ବାନୁମାନ ସୂଚନା ଠିକ୍ ହେଉନାହିଁ। ତାରିଖ…
କ’ଣ ହେବ ‘କାଳିଆ’ ଯୋଜନାର ଭବିଷ୍ୟତ: ସ୍ପଷ୍ଟ କଲେ କୃଷି ମନ୍ତ୍ରୀ
ଭୁବନେଶ୍ୱର,୧୮।୬: ବିଜେଡି ସରକାର ଅମଳରେ ଆରମ୍ଭ କରାଯାଇଥିବା ‘କାଳିଆ’ ଯୋଜନାର ଭବିଷ୍ୟତକୁ ନେଇ ଚାଷୀ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି। ସରକାର ବଦଳିବା ପରେ ଏହି ଯୋଜନାରେ ବର୍ଷକୁ ମିଳୁଥିବା ୨ଟି କିସ୍ତି (ଖରିଫ ଓ ରବି ଫସଲ ପୂର୍ବରୁ) ବାବଦ ୪ ହଜାର…
ନବୀନଙ୍କୁ ଭେଟିଲେ ମେୟର, ଏମ୍ପି ପ୍ରାର୍ଥୀ
ଭୁବନେଶ୍ୱର, ୧୮।୬ (ବନ୍ଦନା ସେଠୀ):ମେୟର ସୁଲୋଚନା ଦାସଙ୍କ ନେତୃତ୍ୱରେ ସୋମବାର ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀର ସମସ୍ତ ବିଜେଡି କର୍ପୋରେଟର, ମଧ୍ୟ ଓ ଏକାମ୍ର ନିର୍ବାଚନମଣ୍ଡଳୀର ୪ଜଣ କର୍ପୋରେଟର, ବିଜେଡି ଏମ୍ପି ପ୍ରାର୍ଥୀ ମନ୍ମଥ ରାଉତରାୟ ନବୀନ ନିବାସ ଯାଇ ବିଜେଡି ସଭାପତି…
ବଜେଟ୍କୁ ନେଇ ଏମିତି କହିଲେ ନୂଆ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୮ା୬(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଅର୍ଥ ବିଭାଗ ନିଜ ପାଖରେ ରଖିଛନ୍ତି। ଆସନ୍ତା ବିଧାନସଭାରେ ନିଜେ ଅର୍ଥ ବଜେଟ ଉପସ୍ଥାପନ କରିବା ସମ୍ଭାବନା ରହିଛି। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଲୋକାଭିମୁଖୀ ବଜେଟ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ଉନ୍ନୟନ କମିଶନର…
ବିଜେଡି ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ପ୍ରସନ୍ନ ପାଟ୍ଟଶାଣୀ
ଭୁବନେଶ୍ୱର,୧୮ା୬(ଅନୁରାଧା ମହାରଣା):ଭୁବନେଶ୍ୱର ଲୋକ ସଭା ଆସନରୁ ୫ଥର ବିଜୟ ଲାଭ କରିଥିବା ବିଜେଡିର ପୂର୍ବତନ ଏମ୍ପି ପ୍ରସନ୍ନ ପାଟ୍ଟଶାଣୀ ସୋମବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗ ଦେଇଛନ୍ତି। ସେ କହିଛନ୍ତି, ଯେଉଁ ବିଜେଡି ପାଇଁ ସେ ଦୀର୍ଘବର୍ଷ ଧରି କାମ…
ଆଜି ବିଜେଡିର ପ୍ରଥମ ସଂସଦୀୟ ଦଳ ବୈଠକ: ନବୀନ ପ୍ରଥମଥର ପାଇଁ ହୋଇପାରନ୍ତି ବିରୋଧୀ ଦଳ ନେତା
ଭୁବନେଶ୍ୱର, ୧୮ା୬(ପି.ଟି.):ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ହୋଇପାରନ୍ତି। ବୁଧବାର ହେବାକୁ ଥିବା ପ୍ରଥମ ସଂସଦୀୟ ଦଳ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇପାରେ ବୋଲି ଆଲୋଚନା ହେଉଛି। ତାହା ଯଦି ହୁଏ,…
ସରିଲା ଯୁକ୍ତ୩ ଆବେଦନ: ୨୫ରେ ପ୍ରଥମ ମେଧା ତାଲିକା
ଭୁବନେଶ୍ୱର, ୧୮।୬(ଅସମାପିକା ସାହୁ):୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖା ନିମନ୍ତେ ସୋମବାର ଆବେଦନ ପ୍ରକ୍ରିୟା ଶେଷ ହୋଇଛି। ୨ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ନାମଲେଖା ପାଇଁ ଆବେଦନ କରିଛନ୍ତି। ସୋମବାର ରାତି ୮ଟା ସୁଦ୍ଧା ୨,୨୯,୮୨୦ ଜଣ ଆବେଦନ କରିଥିବାବେଳେ ୨,୨୭,୮୪୯ ଜଣ ଅନ୍ଲାଇନ୍ରେ…
Archives


