୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ
ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ ଝଟକା ପବନ ଅନୁଭୂତ ହେବ। ଏନେଇ ମଙ୍ଗଳବାର ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ…
ମଧ୍ୟପ୍ରାଚ୍ୟ ଯୁଦ୍ଧ ଅର୍ଗଳିରୁ ବାହାରିଆସିଲା ‘ନନ୍ଦାଦେବୀ’: ଚର୍ଚ୍ଚାରେ ଓଡ଼ିଆ ପୁଅ କ୍ୟାପ୍ଟେନ ଧୀରଜ ଅଗ୍ରୱାଲ
ବଲାଙ୍ଗୀର,୧୮ା୩(ବୀରେନ୍ଦ୍ର କୁମାର ଝାଙ୍କର):ମଧ୍ୟପ୍ରାଚ୍ୟରେ ଏବେ ଯୁଦ୍ଧର ଘନଘଟା। ଇରାନ୍-ଇସ୍ରାଏଲ-ଆମେରିକାର ଘମାଘୋଟ ଲଢ଼େଇ ା ଠିକ୍ ଏତିକିବେଳେ ଅତ୍ୟନ୍ତ ସମ୍ବେଦନଶୀଳ ମଧ୍ୟପ୍ରାଚ୍ୟର ହର୍ମୁଜ୍ ପ୍ରଣାଳୀ (ଷ୍ଟ୍ରେଟ୍ ଅଫ୍ ହର୍ମୁଜ୍)ରେ ଅଟକି ରହିଥିଲା ଭାରତର ୨ ଏଲ୍ପିଜି ବୋଝେଇ ଜାହାଜ ‘ନନ୍ଦାଦେବୀ’ ଓ ‘ଶିବାଲିକ୍’।…
୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି
ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୪୫ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ବୈଠକରେ ୨୩ଟି…
ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…
ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର ‘ହୁଇପ୍’କୁ ନ ମାନି କ୍ରସ୍ ଭୋଟିଂ କରିଥିଲେ। କଂଗ୍ରେସ ଏହି ୩ ଜଣଙ୍କୁ…
ବାଚସ୍ପତିଙ୍କୁ ଚିଠି ଲେଖିଲେ ରାମଚନ୍ଦ୍ର କାଡ଼ାମ, ୩ ବିଧାୟକଙ୍କ ସିଟ୍…
ଭୁବନେଶ୍ୱର,୧୭।୩: ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ। ସେ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି, କ୍ରସ ଭୋଟିଂ କରିଥିବା ୩ ବିଧାୟକଙ୍କ ସିଟ୍ ବିଧାନ ସଭାରେ ପରିବର୍ତ୍ତନ କରିବା ପାଇଁ। ସେମାନଙ୍କୁ ଦଳ ନିଲମ୍ବନ କରିଥିବାରୁ…
SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି
କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ। ରବିବାର ରାତିରେ SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିଲା। ଟ୍ରମା କେୟାର…
ଇସ୍ତଫା ଦିଅନ୍ତୁ ସ୍ବାସ୍ଥ୍ୟମନ୍ତ୍ରୀ: ନବୀନଙ୍କ ଦାବି
ଭୁବନେଶ୍ୱର,୧୭।୩: SCB ଅଗ୍ନିକାଣ୍ଡ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିଲା। ଏହି ଘଟଣାରେ ତତ୍କାଳୀନ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦେଇଥିଲେ। ତେଣୁ ଆଜିର…
କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍’କୁ ନ ମାନି …
ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର ‘ହୁଇପ୍’କୁ ନ ମାନି କ୍ରସ୍ ଭୋଟିଂ କରିଥିଲେ। ଏବେ କଂଗ୍ରେସ ଏହି ୩…
ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…
ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ସୁଜିତ୍ କୁମାର(ଭାଜପା), ସଂତୃପ୍ତ ମିଶ୍ର(ବିଜେଡି) ଏବଂ ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ଦିଲୀପ…
କ୍ରସ୍ ଭୋଟିଂ କରିଥିବା ବିଧାୟକଙ୍କୁ ବାସଭବନରେ ପୋଲିସ ସୁରକ୍ଷା
ଭୁବନେଶ୍ୱର, ୧୭।୩(ସୁନିତ୍ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ କ୍ରସ୍ ଭୋଟିଂ କରିଛନ୍ତି ବୋଲି ଅଭିଯୋଗ ଆସିଥିବା ୧୧ ବିଧାୟକଙ୍କୁ ନେଇ ରାଜ୍ୟରେ ଚର୍ଚ୍ଚା ଜୋର୍ ଧରିଛି। କଂଗ୍ରେସର ରମେଶ ଜେନା, ସୋଫିଆ ଫିର୍ଦ୍ଦୋସ, ଦାଶରଥି ଗମାଙ୍ଗ ଏବଂ ବିଜେଡିର ନବ କିଶୋର…
ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ: ନବଙ୍କୁ ନେଇ ବିଜେଡି-ଭାଜପା ବିଧାୟକ ଗୋଡ଼ାଗୋଡ଼ି
ଭୁବନେଶ୍ୱର,୧୭।୩(ରବିନାରାୟଣ ଜେନା): ରାଜ୍ୟ ସଭା ନିର୍ବାଚନର ଭୋଟ ଗ୍ରହଣ ବେଳେ ସୋମବାର ଅପରାହ୍ନରେ ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ ପରିଲକ୍ଷିତ ହୋଇଛି। କେହି କିଛି ବୁଝିବା ପୂର୍ବରୁ ମନ୍ତ୍ରୀ, ବିଧାୟକମାନଙ୍କ ଗୋଡ଼ାପଳା ଦୃଶ୍ୟ ସାଙ୍ଗକୁ ମାରଧର ଏବଂ ଠେଲାପେଲା ଉପସ୍ଥିତ ସୁରକ୍ଷାକର୍ମୀ…
ରାଜ୍ୟ ସଭା ଫଳାଫଳ ପରେ ନବୀନଙ୍କୁ ଏମିତି କହିଲେ ମୁଖ୍ୟମନ୍ତ୍ରୀ, ରାଜ୍ୟରେ ଚହଳ
ଭୁବନେଶ୍ୱର, ୧୭।୩ (ସୁନିତ୍ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ, ସୁଜିତ କୁମାର ଏବଂ ଶାସକ ଦଳ ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ଦିଲୀପ ରାୟ ବିଜୟୀ ହେବାପରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ପକ୍ଷରୁ…
Archives


