ହୋଲିରେ ଅଘଟଣ ରୋକିବାକୁ ଓଡ଼ିଶା ଅଗ୍ନିଶମ ବାହିନୀର ବଡ଼ ପଦକ୍ଷେପ, ନଦୀ ତୁଠରେ ଜଗିବେ ରେସ୍କ୍ୟୁ ଟିମ୍
ଭୁବନେଶ୍ୱର,୨୫।୩: ହୋଲିରେ ଅଘଟଣ ରୋକିବାକୁ ଓଡ଼ିଶା ଅଗ୍ନିଶମ ବାହିନୀ ତରଫରୁ ବଡ଼ ପଦକ୍ଷେପ ନିଆଯାଇଛି। କୁଆଖାଇ, ଦୟା, ଧଉଳି ପୁରୀ କେନାଲ, ବାଲିପାଟଣା, ବାଲିଅନ୍ତା, ବଙ୍କୁଆଲ ନଦୀ ଗୁଡ଼ିକ ତୁଠରେ ଅଗ୍ନିଶମ କର୍ମଚାରୀ ରହିବେ। ମେଶିନ ରବର୍ ବୋଟ, ଅଣ୍ଡର...
ଦଳ ଅଣଦେଖା କରିବାରୁ ବିଜେଡି ଛାଡିଲେ ଖଲ୍ଲିକୋଟର ପୂର୍ବତନ ବିଧାୟକ
ଭୁବନେଶ୍ୱର,୨୫।୩: ବିଜେଡି ଛାଡିଲେ ଦଳର ବରିଷ୍ଠ ନେତା ତଥା ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣ ସେଠୀ। ପୂର୍ଣ୍ଣଚନ୍ଦ୍ର ସେଠୀ ଦଳର ପ୍ରାଥମିକ ସଦସ୍ୟରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା କରାଯିବାରୁ ସେ ବିଜେଡି ଛାଡିଥିବା କହିଛନ୍ତି। ସେ କହିଛନ୍ତି,...
ଟିକେଟ୍ ପାଇବା ପରେ ଏପରି କହିଲେ ଅପରାଜିତା
ଭୁବନେଶ୍ୱର,୨୫।୩: ଭୁବନେଶ୍ୱରରୁ ଅପରାଜିତା ଷଡଙ୍ଗୀକୁ ପ୍ରାର୍ଥୀ କରିଛି ଭାଜପା। ଭାଜପାର ପ୍ରାର୍ଥୀ ହେବା ପରେ ଏଥର ୧୫ରୁ ଅଧିକ ଆସନରେ ବିଜୟୀ ହେବୁ ବୋଲି କହିଛନ୍ତି ଅପରାଜିତା । ଓଡ଼ିଶା ପାଇଁ ୧୮ଟି ଲୋକସଭା ଆସନ ପାଇଁ ଭାଜପା ପ୍ରାର୍ଥୀ...
ଟିକେଟ୍ ନ ମିଳିବା ପରେ ଏମିତି କହିଲେ ବସନ୍ତ
ଭୁବନେଶ୍ୱର,୨୫।୩: ଭାଜପାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ହୋଇଛି। ୪ଟି ଆସନରେ ବିଜୟୀ ପ୍ରାର୍ଥୀଙ୍କୁ ମଧ୍ୟ ଦଳ ଏଥର ଲୋକ ସଭା ଟିକେଟ ଦେଇନାହିଁ। ୨୦୧୯ ନିର୍ବାଚନରେ ବିଜୟୀ ହୋଇଥିବା ଏମ୍ପି ସୁରେଶ ପୂଜାରୀ, ନିତେଶ ଗଙ୍ଗଦେବ, ବସନ୍ତ...
ନନା ବାଲେଶ୍ୱରରୁ ପ୍ରାର୍ଥୀ ହେବା ପରେ ସ୍ବାଧୀନ ଲଢ଼ିବେ କହିଲେ ଖାରବେଳ
ଭୁବନେଶ୍ୱର,୨୫।୩: ଭାଜପାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ହୋଇଛି। ବାଲେଶ୍ୱର ଲୋକ ସଭା ଆସନରୁ ଦଳ ପ୍ରତାପ ଷଡ଼ଙ୍ଗୀକୁ ପ୍ରାର୍ଥୀ କରିବା ପରେ ନିଜର ପ୍ରତିକ୍ରିୟା ରଖିଛନ୍ତି, ଗତଥର କନ୍ଧମାଳ ଏମ୍ପି ପ୍ରାର୍ଥୀ ଖାରବେଳ ସ୍ବାଇଁ। ସେ ଚଳିତ...
ଆଗକୁ ତାତି ବଢ଼ିବ: ହୋଲିରେ ଡ଼ହଡ଼ହ ଖରା
ଭୁବନେଶ୍ୱର,୨୫।୩: ଆଗକୁ ଆହୁରି ତାତି ବଢ଼ିବ। ବର୍ତ୍ତମାନ ରାଜ୍ୟରେ ଅଧିକାଂଶ ସ୍ଥାନର ତାପମାତ୍ରା ୩୫ ଡିଗ୍ରୀ ଉପରେ ଥିବାବେଳେ ଆଗକୁ ଆହୁରି ବଢ଼ିବ। ହୋଲିରେ ତାତି ବଢ଼ିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଆଗାମୀ ୪ ଦିନ ମଧ୍ୟରେ...
ବାଦ୍ ପଡ଼ିଥିବା ୩ ଲୋକ ସଭା ଆସନରୁ କିଏ ହେବେ ପ୍ରାର୍ଥୀ
ଭୁବନେଶ୍ୱର,୨୫।୩: ନିର୍ବାଚନ ଯେତିକି ପାଖେଇ ଆସୁଛି ପ୍ରାର୍ଥୀଙ୍କୁ ନେଇ ଉତ୍କଣ୍ଠା ସେତିକି ବଢ଼ୁଛି। ରବିବାର ଭାଜପାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ ରାଜ୍ୟରେ ୨୧ଟି ମଧ୍ୟରୁ ୧୮ ଲୋକସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା ହୋଇଛି।...
ବିଜେଡି, କଂଗ୍ରେସ ପ୍ରାର୍ଥୀ ତାଲିକା: କାହାକୁ ମିଳିବ ଟିକେଟ୍ କିଏ ପଡ଼ିବେ ବାଦ୍
ଭୁବନେଶ୍ୱର,୨୫।୩: ଭାଜପାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ହୋଇଛି। ଭାଜପାର ପ୍ରାର୍ଥୀ ଘୋଷଣା ପରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ତାଲିକା ଉପରେ ନଜର ରହିଛି । ଏଥିରେ କାହାକୁ ଟିକେଟ୍ ମିଳବ କିଏ ବାଦ୍ ପଡ଼ିବେ ତାହାଉପରେ...
ଖୁବ୍ ଶୀଘ୍ର ପ୍ରାର୍ଥୀ ଘୋଷଣା କରିବ କଂଗ୍ରେସ
ଭୁବନେଶ୍ୱର,୨୫।୩: କଂଗ୍ରେସ ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି।ଏଥର ୪୬ ପ୍ରାଥୀଙ୍କୁ ମିଶାଇ ମୋଟ ୧୮୩ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଥିଲେ ମଧ୍ୟ ଏଥିରେ ବି ଓଡ଼ିଶାର କୌଣସି ପ୍ରାର୍ଥୀଙ୍କ ନାଁ ନାହିଁ । ପୂର୍ବରୁ କୁହାଯାଉଥିଲା, ପ୍ରଦେଶ...
ପ୍ରାର୍ଥୀ ଘୋଷଣା ପରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଧର୍ମେନ୍ଦ୍ର,ସମ୍ବିତ: କହିଲେ…
ଭୁବନେଶ୍ୱର,୨୫।୩: ଭାଜପାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ହୋଇଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରରୁ ପ୍ରାର୍ଥୀ ହେବାପରେ ସୋମବାର ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ସେ ସକାଳେ ସ୍ତ୍ରୀ ମୁର୍ଦଳା ଠାକୁରଙ୍କ ସହ ମହାପ୍ରଭୁଙ୍କ ଦର୍ଶନ...
ଆସିଲା ଭାଜପାର ୫ମ ପ୍ରାର୍ଥୀ ତାଲିକା, ଜାଣନ୍ତୁ ଓଡ଼ିଶାର କେଉଁ ଆସନରୁ କାହାକୁ ମିଳିଲା ଟିକେଟ
ନୂଆଦିଲ୍ଲୀ/ଭୁବନେଶ୍ୱର,୨୪।୩: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ୧୧୧ ପ୍ରାର୍ଥୀଙ୍କ ପଞ୍ଚମ ତାଲିକା ଭାଜପା ପ୍ରକାଶ କରିଛି। ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତଙ୍କୁ ମଧ୍ୟ ଏଥର ଟିକେଟ ଦିଆଯାଇଛି। ସେ ମଣ୍ଡିରୁ ନିର୍ବାଚନ ଲଢିବେ। ସୀତା ସୋରେନଙ୍କୁ ଦୁମକାରୁ ଟିକେଟ...
ଜୀ-ସାର୍ଥକରେ ‘ରଙ୍ଗ ମହୋତ୍ସବ’
ଭୁବନେଶ୍ୱର,୨୪।୩: ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଜୀ-ସାର୍ଥକର ହୋଲି କାର୍ଯ୍ୟକ୍ରମ ବେଶ୍ ସ୍ମରଣୀୟ ହେବ। ଏପରିକି ପ୍ରଥମଥର ପାଇଁ ଓଡ଼ିଶା ଟେଲିଭିଜନ ଜଗତର ଦର୍ଶକମାନେ ଚଳିତ ବର୍ଷ ହୋଲିରେ ୩ ଘଣ୍ଟାର ଏ ନିଆରା କାହାଣୀ ଦେଖିବାକୁ ପାଇବେ। ଯେଉଁଥିରେ...
Archives


