ମେଟ୍ରୋ

ରତ୍ନଭଣ୍ଡାର ଚାବିକୁ ନେଇ ଆଇନ ମନ୍ତ୍ରୀ କହିଲେ ପୂର୍ବରୁ ଡୁପ୍ଲିକେଟ୍‌ ଚାବି…

ପୁରୀ,୧୫ା୭: ପୁରୀ ରତ୍ନଭଣ୍ଡାର ଚାବିକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ପୂର୍ବରୁ ଡୁପ୍ଲିକେଟ୍‌ ଚାବି ନେଇ ମିଛ କଥା କୁହାଯାଇଥିଲା, ତାହାର ନିଶ୍ଚିତ ତଦନ୍ତ ହେବ। ସେ ଚାବି କଥା କିଏ କାହିଁକି…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ,୧୫।୭: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଉତ୍ତରପଶ୍ଚିମ ତତ୍‌ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏହି ଲଘୁଚାପ ଅଧିକ ଘନୀଭୂତ ହୋଇ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରିବ। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସମସ୍ତ ଜିଲାରେ…

ତ୍ରିଶା ହସ୍ପିଟାଲ ବିଏସକେୱାଇ ତାଲିକାରୁ ନିଲମ୍ବିତ

ଭୁବନେଶ୍ୱର, ୧୫ା୭(ବନ୍ଦନା ସେଠୀ): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କଟକର ତ୍ରିଶା ହସ୍ପିଟାଲକୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ) ଅଧିନ ତାଲିକାରୁ ନିଲମ୍ବିତ କରାଯାଇଛି। ଶନିବାର ସମ୍ପୃକ୍ତ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିଲା। ଘଟଣାକୁ ନେଇ ସ୍ବାସ୍ଥ୍ୟ ଓ…

ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ତଦାରଖ ପାଇଁ ଗଠନ ହେଲା ଟାସ୍କଫୋର୍ସ

ଭୁବନେଶ୍ୱର,୧୫ା୭(ଅନିଲ ଦାସ): ରାଜ୍ୟର ମହାନଗର ନିଗମ ଏବଂ ଜିଲାଗୁଡ଼ିକ ଅଧୀନରେ ଥିବା ପ୍ରତ୍ୟେକ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ସୁନିଶ୍ଚିତ କରାଯିବ। ଏ ନେଇ ସ୍ବାସ୍ଥ୍ୟ ବିଭାଗ, ଗୃହ ବିଭାଗ ଏବଂ ବିଦ୍ୟୁତ୍‌ ନିରୀକ୍ଷକଙ୍କୁ ନେଇ ମିଳିତ ଟାସ୍କଫୋର୍ସ ଗଠନ କରିବାକୁ…

ତ୍ରିଶା ନର୍ସିଂହୋମ୍‌ ଅଗ୍ନିକାଣ୍ଡ: ମୃତ ଶିଶୁକନ୍ୟାର ବାପା ଆଣିଲେ ଗୁରୁତର ଅଭିଯୋଗ

କଟକ,୧୫ା୭(ଶିଳ୍ପା ପ୍ରିୟଦର୍ଶିନୀ): କଟକ ପୁରୀଘାଟସ୍ଥିତ ଘରୋଇ ନର୍ସିଂହୋମ୍‌ ତ୍ରିଶା ହସ୍ପିଟାଲରେ ଶନିବାର ହୋଇଥିବା ଅଗ୍ନିକାଣ୍ଡ ଘଟଣାରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ନିଆଁ ଲାଗିବା ପରେ ଏଠାରେ ଚିକିତ୍ସିତ ହେଉଥିବା ୪୫ ଶିଶୁ ଓ ବୟସ୍କ ରୋଗୀଙ୍କୁ ଏସ୍‌ସିବି ମେଡିକାଲ,…

ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି, ଏହିସବୁ ଜିଲା ପାଇଁ ୟେଲୋଓ୍ବାର୍ନିଂ

ଭୁବନେଶ୍ୱର,୧୫ା୭(ଅନିଲ ଦାସ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପରେ ମଧ୍ୟ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି,…

ଆଜି ବାହୁଡ଼ିବେ ମହାବାହୁ

ପୁରୀ,୧୫ା୭(ଅଜିତ୍‌ କୁମାର ମହାନ୍ତି): ପବିତ୍ର ଆଷାଢ଼ ଶୁକ୍ଳପକ୍ଷ ଦ୍ୱିତୀୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଥିରେ ଧରି ନବଦିନାତ୍ମକ ଯାତ୍ରାରେ ବାହାରି ରଥାରୂଢ଼ ହୋଇ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ଦାରୁବିଗ୍ରହମାନେ…

ରତ୍ନଭଣ୍ଡାର ଖୋଲିବା ପରେ ଏମିତି କହିଦେଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୧୪ା୭(ଅନିଲ ଦାସ)-ଦୀର୍ଘ ବର୍ଷ ପରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯାଇଥିବାରୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରଙ୍କୁ ରବିବାର ଟୁଇଟ୍‌ କରି ଧନ୍ୟବାଦ ଜଣାଇଛନ୍ତି । କେନ୍ଦ୍ରମନ୍ତ୍ରୀ ‘ଏକ୍ସ’ରେ ଉଲ୍ଲେଖ କରିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥ ଓଡ଼ିଆ ଅସ୍ମିତା…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି:୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୪ା୭:ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପରେ ମଧ୍ୟ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ରାୟଗଡ଼ା ଏବଂ…

ଏହି ନାଁ ଧରି ରତ୍ନଭଣ୍ଡାର ଭିତରକୁ ପ୍ରବେଶ କରିଥିଲେ ୧୧ଜଣ ସଦସ୍ୟ

ପୁରୀ,୧୪।୭: ୫ ଦଶନ୍ଧି ପରେ ଶେଷରେ ପୁରୀ ଶ୍ରୀମନ୍ଦିରର ରହସ୍ୟମୟ ରତ୍ନଭଣ୍ଡାର ଖୋଲିଲା। ପୂର୍ବ ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ରତ୍ନଭଣ୍ଡାର ଖୋଲିଥିଲା। ରତ୍ନଭଣ୍ତାର ଖୋଲିବା ପାଇଁ ମୋଟ ୧୧ଜଣ ସଦସ୍ୟ ଭିତରକୁ ଯାଇଥିଲେ। ଏନେଇ ରତ୍ନଭଣ୍ଡାର ଯାଞ୍ଚ କମିଟି…

ବାପାଙ୍କ ପରେ ପୁଅ ଅମଳରେ ଖୋଲିଲା ରତ୍ନଭଣ୍ଡାର

ପୁରୀ,୧୪ା୭: ବହୁ ପ୍ରତୀକ୍ଷିତ ଦୀର୍ଘ ୪୬ ବର୍ଷ ପରେ ରବିବାର ଖୋଲିଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଅପରାହ୍ନ ୧ଟା ୨୮ରେ ଶୁଭମୁହୂର୍ତ୍ତରେ ଖୋଲାଯାଇଛି ରତ୍ନଭଣ୍ଡାର। ପ୍ରଥମେ ବାହାର ଭଣ୍ଡାର ଦ୍ୱାର ଖୋଲାଯାଇଛି। ଏହା ପରେ ଭିତର ରତ୍ନଭଣ୍ଡାର ଦ୍ୱାର ଖୋଲାଯିବ। ଏନେଇ ପ୍ରକ୍ରିୟା…

ଭାଜପାକୁ ପ୍ରଂଶସା କଲେ ବିଜେଡିର ବରିଷ୍ଠ ନେତା ଅମର ଶତପଥୀ: କହିଲେ…

ଭୁବନେଶ୍ୱର,୧୪।୩: ରତ୍ନଭଣ୍ଡାର ଖୋଲିବାକୁ ନେଇ ସବୁ ସ୍ଥାନରେ ଉତ୍ସାହ ଲାଗିରହିଛି। ଏ ଭିତରେ ରାଜ୍ୟ ସରକାରଙ୍କ ଏହି ପଦକ୍ଷେପକୁ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଅମର ଶତପଥୀ ପ୍ରଂଶସା କରିଛନ୍ତି। ତାଙ୍କ ପ୍ରତିକ୍ରିୟା ରଖି ସେ କହିଛନ୍ତି ରତ୍ନଭଣ୍ଡାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?