ମେଟ୍ରୋ

ଆଜି ଓଡ଼ିଶା ଆସୁଛନ୍ତି ନୀତିନ ଗଡ଼କରୀ

ଭୁବନେଶ୍ୱର,୯।୫: ନିର୍ବାଚନ ଯେତିକି ପାଖେଇ ଆସୁଛି କେନ୍ଦ୍ରୀୟ ନେତୃତ୍ୱ ଓଡିଶାରେ ଡେରା ପକେଇବାରେ ଲାଗିଛନ୍ତି। ରାଜ୍ୟରେ ମତଦାନ ତାରିଖ ପାଖେଇ ଆସୁଥିବା ବେଳେ ପ୍ରଚାରର ରଙ୍ଗ ବଦଳିବାରେ ଲାଗିଛି। କ୍ୟାମ୍ପେନ ପାଇଁ ଆଜି ଓଡ଼ିଶା ଆସୁଛନ୍ତି ଭାଜପାର ଦୁଇ ହେଭିୱେଟ କେନ୍ଦ୍ରମନ୍ତ୍ରୀ…

ଆଜି କନ୍ଧମାଳ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୯।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କନ୍ଧମାଳ ଜିଲା ଗସ୍ତରେ ଯିବେ। ସେଠାରେ ମୁଖ୍ୟମନ୍ତ୍ରୀ ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନ ପ୍ରାୟ ୧୨ଟାରେ ମୁଖ୍ୟମନ୍ତ୍ରୀ କନ୍ଧମାଳ ଷ୍ଟାଡିୟମରେ ପହଞ୍ଚିବେ ଏବଂ ସେଠାରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେବେ।…

ପଳାଶୁଣି ଫୁଟ ଓଭରବ୍ରିଜ୍‌ ହେଉନି, ଜୀବନ ଯାଉଛି

ଭୁବନେଶ୍ୱର,୯।୫(ସୂର୍ଯ୍ୟକାନ୍ତ ବେହେରା)ରାଜଧାନୀର ପଳାଶୁଣି ଛକ ଦୁର୍ଘଟଣାର ହଟସ୍ପଟ ପାଲଟିଛି। ଫୁଟ୍‌ ଓଭରବ୍ରିଜ୍‌ ନ ଥିବାରୁ ରାସ୍ତା ପାରି ହେବା, ବେପରୁଆ ଗାଡ଼ି ଚାଳନା ଏବଂ ପାର୍କିଂ ଭଳି ସମସ୍ୟା ଯୋଗୁ ପ୍ରତ୍ୟହ ଛୋଟବଡ଼ ଦୁର୍ଘଟଣା ଘଟୁଛି। ଏଠାରେ ଫୁଟ ଓଭରବ୍ରିଜ ନିର୍ମାଣ…

ପ୍ରାର୍ଥିପତ୍ର ପ୍ରତ୍ୟାହାର କଲେ ରୁଦ୍ର ମହାରଥୀଙ୍କ ସ୍ତ୍ରୀ

ପୁରୀ, ୯ା୫(ଅଜିତ୍‌ ମହାନ୍ତି)ଆସନ୍ତା ୨୫ତାରିଖରେ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ହେବ। ପିପିଲି ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ରୁଦ୍ରପ୍ରତାପ ମହାରଥୀ ନାମାଙ୍କନପତ୍ର ଦାଖଲ କରିଥିଲେ। ସେହିପରି ତାଙ୍କ ସ୍ତ୍ରୀ ଜାଗୃତି ପଣ୍ଡା ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ…

ଉଚ୍ଚ ଶିକ୍ଷାନୁଷ୍ଠାନରେ ଇ-ସିଗାରେଟ୍‌ ରୋକାଯାଉ

ଭୁବନେଶ୍ୱର, ୯।୫(ଅସମାପିକା ସାହୁ)ପରିବର୍ତ୍ତିତ ସମାଜରେ ଟେକ୍ନୋଲୋଜିର ବ୍ୟବହାର ବଢ଼ୁଛି। ଆଉ ଏଥିରେ ଯୁବପିଢ଼ିଙ୍କ କାର୍ଯ୍ୟଶୈଳୀ ବି ବଦଳୁଛି। ଅନେକ କଲେଜ ପଢୁଆ ଯୁବପିଢ଼ି ଏବେ ସିଗାରେଟ୍‌ ଛାଡ଼ି ଇଲେକ୍ଟ୍ରୋନିକ୍ସ ବା ଇ-ସିଗାରେଟ୍‌କୁ ଆପଣାଉଛନ୍ତି, ଯାହାକୁ ନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ଚିନ୍ତାପ୍ରକଟ…

ବିଳମ୍ବରେ ଆସିଲେ କଟିବ ଦରମା, କଠୋର ହେଲା BMC

ଭୁବନେଶ୍ୱର,୮ା୫: ଏଣିକି ବିଳମ୍ବରେ ଆସିଲେ କର୍ମଚାରୀ ମାନଙ୍କର ଦରମା କାଟିବ ଭୁବନେଶ୍ୱର ମହାନଗର ନିଗମ(ବିଏମସି)। ବିଳମ୍ବରେ ଅଫିସ୍ ଆସୁଥିବା କର୍ମଚାରୀଙ୍କ ପ୍ରତି କଠୋର ହୋଇଛି ବିଏମସି। ସକାଳ ୧୦ଟା ସୁଦ୍ଧା ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଛି, ୧୦.୩୦ ପରେ ଆସିଲେ ବିଳମ୍ବ ବୋଲି…

‘ଫୋନ୍‌ରେ ଧମକ ଦେଉଛନ୍ତି ପ୍ରଶାନ୍ତ ଜଗଦ୍ଦେବ’

ଭୁବନେଶ୍ୱର,୮।୫: ଖୋର୍ଦ୍ଧା ବିଧାନସଭା ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ପୁଣି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହୋଇଛି ବିଜେଡି। ବୁଧବାର ବିଜେଡିର ଏକ ପ୍ରତିନିଧି ଦଳ ଆସି ସିଇଓଙ୍କୁ ଭେଟିଛନ୍ତି। ମଙ୍ଗଳବାର ସେମାନେ ଯେଉଁ ପ୍ରସଙ୍ଗ ସହ କମିଶନଙ୍କ…

ଭୁବନେଶ୍ୱର ବିମାନବନ୍ଦରରୁ ୨ କୋଟିରୁ ଅଧିକ ମୂଲ୍ୟର ସୁନା ଜବତ

ଭୁବନେଶ୍ୱର,୮ା୫: ଭୁବନେଶ୍ବର ବିମାନବନ୍ଦରରୁ ବୁଧବାର ୩ କେଜିରୁ ଊଦ୍ଧର୍‌ବ ସୁନା ଜବତ କରାଯାଇଛି। କେନ୍ଦ୍ରୀୟ ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ ୩.୭୭ କେଜି ସୁନା ଜବତ କରିଛି। ଏହି ଜବତ ସୁନାର ମୂଲ୍ୟ ପ୍ରାୟ ୨ କୋଟି ୭୯ ଲକ୍ଷ ଟଙ୍କା ହେବ…

ବିଜେଡିରେ ସାମିଲ ହେଲେ ଅପରାଜିତାଙ୍କ ବିଶ୍ୱସ୍ତ ଅଖିଳ ପଟ୍ଟନାୟକ

ଭୁବନେଶ୍ୱର,୮।୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟର ରାଜନୀତି ସରଗରମ ରହିଥିବା ବେଳେ ଦଳ ଡିଆଁ ଜାରି ରହିଛି। ଏହି କ୍ରମରେ ବୁଧବାର ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଏଥିରେ ଭାଜପା ନେତା ତଥା ଅଭିନେତା ଅଖିଳ ପଟ୍ଟନାୟକ…

ଢେଙ୍କାନାଳ ଛାଡ଼ି ସମ୍ବଲପୁରରୁ କାହିଁକି ଲଢୁଛନ୍ତି ଧର୍ମେନ୍ଦ୍ର? ପ୍ରଶ୍ନ ଆଳରେ କଟାକ୍ଷ କଲେ ପାଣ୍ଡିଆନ୍‌…

ଭୁବନେଶ୍ୱର,୮।୫: ଢେଙ୍କାନାଳ ନିର୍ବାଚନ କ୍ଷେତ୍ରରେ ଦୀର୍ଘ ୧୦ ବର୍ଷ କେନ୍ଦ୍ରରେ ଧର୍ମେନ୍ଦ୍ର ପ୍ରଧାନ ମନ୍ତ୍ରୀ ରହିଥିଲେ। ଏହାସତ୍ତ୍ୱେ କାହିଁକି ଚଳିତ ନିର୍ବାଚନରେ ସମ୍ବଲପୁରରୁ ଲଢ଼ୁଛନ୍ତି ବୋଲି ପ୍ରଶ୍ନ ଆଳରେ କଟାକ୍ଷ କରିଛନ୍ତି ଭି କେ ପାଣ୍ଡିଆନ୍‌। ବୁଧବାର ଏକ ଖବରଦାତା ସମ୍ମିଳନୀ…

ପିପିଲି ରାଜନୀତିରେ ନୂଆ ମୋଡ, ଜଣାପଡିଲା କାହିଁକି ରୁଦ୍ରଙ୍କ ସ୍ତ୍ରୀ କରିଛନ୍ତି ନାମାଙ୍କନ

ପୁରୀ,୮।୫: ନିର୍ବାଚନୀ ମଇଦାନରେ ସ୍ବାମୀ-ସ୍ତ୍ରୀ ଲଢେଇ। ଏପରି ଅନେକ ଘଟଣା ପୂର୍ବରୁ ସାମ୍ନାକୁ ଆସିିଥିବାବେଳେ ଏପରି ଘଟଣା ରାଜ୍ୟ ରାଜନୀତିରେ ହଟଚମଟ ସୃଷ୍ଟି କରିଛି। ପିପିଲି ବିଧାୟକ ରୁଦ୍ର ପ୍ରତାପ ମହାରଥୀଙ୍କ ସ୍ତ୍ରୀ ଜାଗୃତି ପଣ୍ଡା ମଇଦାନକୁ ଓହ୍ଲାଇଛନ୍ତି। ଆଉ ତା’…

ବିଜେଡିକୁ କାଉଣ୍ଟର କରିବା ପାଇଁ ଭାଜପାର ପ୍ରେସମିଟ୍‌

ଭୁବନେଶ୍ୱର,୮।୫: ବିଜେଡି ନେତା କାର୍ତ୍ତିକ କାଣ୍ଡିଆନଙ୍କ ପାହାନ୍ତିଆ ପ୍ରେସମିଟ୍‌ ପରେ ଏହାର କାଉଣ୍ଟର ଆଟାକ୍‌ କରିଛି ଭାରତୀୟ ଜନତା ପାର୍ଟି। ଭାଜପାର ପ୍ରେସମିଟ୍‌ କରି ସମୀର ମହାନ୍ତି କହିଛନ୍ତି, ମୋଦି ଦେଶବାସୀଙ୍କ ୨୩୮ଟି ପ୍ରତିଶ୍ରୁତି ଦେଇଥିଲେ ସେଥିରୁ ଏଯାଏଁ ୨୨ ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri