ଏହି ଦୁଇ ଆସନ ପାଇଁ ହୋଇପାରିଲାନି ମେଣ୍ଟ
ଭୁବନେଶ୍ୱର,୨୩ା୩: ଦୀର୍ଘଦିନ ଧରି ଓଡ଼ିଶାରେ ଲାଗି ରହିଥିବା ଭାଜପା-ବିଜେଡି ମେଣ୍ଟରେ ପଡ଼ିଛି ପୂର୍ଣ୍ଣଚ୍ଛେଦ। ଶୁକ୍ରବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଏକାକୀ ନିର୍ବାଚନ ଲଢ଼ିବାକୁ ଘୋଷଣା କରିବା ପରେ ଦୁଇ ଦଳ ମଧ୍ୟରେ ହେବାକୁ ଥିବା ମେଣ୍ଟ ଦ୍ୱନ୍ଦ୍ୱ...
ପୁଣି ଦିଲ୍ଲୀ ଗଲେ ମନମୋହନ : ଏଥର ଆସିବ ଓଡ଼ିଶା ପ୍ରାର୍ଥୀଙ୍କ ନାଁ
ଭୁବନେଶ୍ୱର,୨୩।୩: ଦିନ କେଇଟା ପରେ ନିର୍ବାଚନ। ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ପୁଣି ଦିଲ୍ଲୀ ଗଲେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ଆଗାମୀ ଦିନରେ ହେବାକୁ ଥିବା କେନ୍ଦ୍ର ନିର୍ବାଚନ କମିଟି ବୈଠକରେ ଯୋଗ ଦେବାକୁ ସେ...
ହେଲାନି ମେଣ୍ଟ, ଆଜି ଆସିପାରେ ଓଡିଶା ପାଇଁ ଭାଜପା ପ୍ରାର୍ଥୀଙ୍କ ନାଁ!
ଭୁବନେଶ୍ୱର,୨୩।୩: ଆଜି ଆସିପାରେ ଓଡ଼ିଶା ପାଇଁ ଭାଜପା ପ୍ରାର୍ଥୀଙ୍କ ନାଁ । ସଂଧ୍ୟାରେ ହେବାକୁ ଥିବା କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକରେ MP ଏବଂ MLA ପ୍ରାର୍ଥୀଙ୍କ ନାଁରେ ବାଜିବ ମୋହର । ଆଉ କିଛି ରାଜ୍ୟର ବି ତାଲିକା...
ଆରମ୍ଭ ହେଲା ବିଜନେସ୍ ଏମିନେନ୍ସ ଆଓ୍ବାର୍ଡ୍ସ-୨୦୨୪
ଭୁବନେଶ୍ୱର,୨୩।୩(ଅଭୟ ଦାଶ): ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟ ଆନୁକୂଲ୍ୟରେ ଶନିବାର ଆରମ୍ଭ ହୋଇଛି ବିଜନେସ୍ ଏମିନେନ୍ସ ଆଓ୍ବାର୍ଡ୍ସ-୨୦୨୪। ହୋଟେଲ ସ୍ବସ୍ତି ପ୍ରିମିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ଭାବେ ବରିଷ୍ଠ ଆଇଏଏସ୍ ମନୋଜ କୁମାର ମିଶ୍ର (ପ୍ରିନ୍ସିପାଲ ସେକ୍ରେଟାରି...
ଆଗକୁ ଆହୁରି ବଢ଼ିବ ତାତି
ଭୁବନେଶ୍ୱର,୨୩।୩: ଏଥର ପ୍ରବଳ ତାତି ଅନୁଭୂତ ହେବ। ଆଗକୁ ତାତି ବଢ଼ିବ । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି। ତେବେ କେବଳ ଦିନ ନୁହେଁ, ରାତିରେ ମଧ୍ୟ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ ବୋଲି ପାଣିପାଗ ବିଭାଗ...
ନିର୍ବାଚନ ନେଇ ବଡ଼ ବୟାନ ଦେଲେ ସୁର ରାଉତରାୟ, କହିଲେ…
ଭୁବନେଶ୍ୱର,୨୩।୩: ଜଟଣୀ ବିଧାୟକ ସୁର ରାଉତରାୟ ନିର୍ବାଚନୀ ସଭାରେ ବଡ ବୟାନ ଦେଇ କହିଛନ୍ତି, ସେ କଂଗ୍ରେସ ଛାଡିବେ ନାହିଁ । ମାତ୍ର ତାଙ୍କ ପୁଅ ଯେଉଁ ଦଳରୁ ପ୍ରାର୍ଥୀ ହେବେ ସେହି ଦଳକୁ ସେ ସମର୍ଥନ କରିବେ ।...
ବରଗଡ଼, ବଲାଙ୍ଗୀର, କଳାହାଣ୍ଡି ଲୋକ ସଭା କ୍ଷେତ୍ରର ସମୀକ୍ଷା
ଭୁବନେଶ୍ୱର,୨୩ା୩(ଅନିଲ ଦାସ): ଗତ ପଞ୍ଚାୟତ ଓ ପୌର ନିର୍ବାଚନରେ ବିଜେଡି ପାଇଥିବା ସଫଳତାକୁ ଆଗାମୀ ଲୋକ ସଭା ଓ ବିଧାନସଭା ନିର୍ବାଚନରେ ପୁନରାବୃତ୍ତି କରିବ। ୨୦୧୯ ଲୋକ ସଭା ନିର୍ବାଚନରେ ହରାଇଥିବା ବରଗଡ଼, କଳାହାଣ୍ଡି ଓ ବଲାଙ୍ଗୀର ଲୋକ ସଭା...
ଭାଜପାରେ ପୂର୍ବତନ ଏମ୍ପି ଅର୍ଚ୍ଚନା ନାୟକ
ଭୁବନେଶ୍ୱର, ୨୩।୩(ସୁନିତ୍ ମିଶ୍ର): କେନ୍ଦ୍ରାପଡ଼ାର ପୂର୍ବତନ ଏମ୍ପି ଅର୍ଚ୍ଚନା ନାୟକ ଶୁକ୍ରବାର ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ମଧ୍ୟ ଡେରାବିଶ ବ୍ଲକ୍ର ପୂର୍ବତନ ଅଧ୍ୟକ୍ଷ ତଥା ବିଜେଡି ନେତା ସରୋଜକାନ୍ତ...
ବିଜେଡି-ଭାଜପା ମେଣ୍ଟ ହେବନି
ଭୁବନେଶ୍ୱର, ୨୩।୩(ସୁନିତ୍ ମିଶ୍ର): ରାଜ୍ୟରେ ଭାଜପା ଏକାକୀ ଲଢ଼ିବ ବୋଲି ଦଳର ରାଜ୍ୟ ସଭାପତି ମନମୋହନ ସାମଲ ‘ଏକ୍ସ’ରେ ପୋଷ୍ଟ କରିବା ପରେ ଦଳୀୟ ନେତା ଓ କର୍ମୀ ମହଲରେ ଉତ୍ସାହ ଦେଖିବାକୁ ମିଳିଛି। ବିଭିନ୍ନ ସ୍ଥାନରେ ବାଣ ଫୁଟାଇ,...
ମେଣ୍ଟ ନ ହେବାର ମୁଖ୍ୟ କାରଣ
ଭୁବନେଶ୍ୱର,୨୨।୩:ମେଣ୍ଟରେ ପଡିଲା ପୂର୍ଣ୍ଣଚ୍ଛେଦ। ଆଲୋଚନା ହେଲାନି ସଫଳ । ଦୁଇ ଦଳ ଭିତରେ ଆସନ ବୁଝାମଣା ହୋଇପାରିଲାନି। ତେବେ କ’ଣ ସତରେ ଆସନ ଭାଗବଣ୍ଟା ହୋଇପାରିଲାନି ନା ମେଣ୍ଟ ନ ହେବା ପଛରେ ରହିଛି ଅନ୍ୟ କେଉଁ କାରଣ ।...
ଖୋଲା ଚ୍ୟାଲେଞ୍ଜ ଦେଲା ବିଜେଡି
ଭୁବନେଶ୍ୱର,୨୨ା୩(ଅନିଲ ଦାସ)- ଭର୍ତ୍ତୃହରି ମହତାବଙ୍କୁ ୬ ଥର ବିଜେଡିରୁ ସାଂସଦ ଟିକେଟ ଦିଆଯାଇ ଦିଲ୍ଲୀ ପଠାଯାଇଥିଲା। ୨୦୧୪ ଓ ୨୦୧୯ରେ ଶେଷ ମୁହୂର୍ତ୍ତରେ ଟିକେଟ ଦିଆଯାଇଥିଲା। କାରଣ ତାଙ୍କ ସ୍ଥିତି କଟକରେ ଭଲ ନ ଥିଲା । ସେ ଦିନକୁ...
କୁଜଙ୍ଗର ପୂର୍ବତନ ଆର୍ଆଇ ଭିଜିଲାନ୍ସ କୋର୍ଟରେ ଦଣ୍ଡିତ
କଟକ,୨୨ା୩ (କାର୍ତ୍ତିକ ସାହୁ) ଜଗତସିଂହପୁର ଜିଲା କୁଜଙ୍ଗ ସର୍କଲର ଅବସରପ୍ରାପ୍ତ ପୂର୍ବତନ ଆର୍ଆଇ ସୁବାସ ଚନ୍ଦ୍ର ଦାସ କଟକ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି। ଦାସଙ୍କ ବିରୋଧରେ ରୁଜୁ ଏକ ଲାଞ୍ଚ ମାମଲାର ବିଚାର କରି ଅଦାଲତ ତାଙ୍କୁ...
Archives


