ମେଟ୍ରୋ

ନର୍ସିଂହୋମ୍‌ରେ ନଆଁ, ରାସ୍ତାରେ ରୋଗୀ

କଟକ/ଭୁବନେଶ୍ୱର,୧୪।୭(ଶିଳ୍ପା ପ୍ରିୟଦର୍ଶିନୀ/ ଅନିଲ ଦାସ): ନର୍ସିଂହୋମ୍‌ ‘ତ୍ରିଶା ହସ୍ପିଟାଲ’ରେ ନିଅଁା ଲାଗିଥିବାବେଳେ କର୍ମଚାରୀ ଓ ସ୍ଥାନୀୟ ଲୋକ ଅଗ୍ନିଶମ ବାହିନୀ ଏବଂ ପୋଲିସକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀର ଏକ ଟିମ୍‌ ପହଞ୍ଚି ନିଅଁାଲିଭା ଏବଂ ରୋଗୀଙ୍କୁ ଉଦ୍ଧାର କାର୍ଯ୍ୟ ଆରମ୍ଭ…

ସୁଦର୍ଶନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା; ସମ୍ମାନ ସ୍ୱରୂପ ଦୁଇ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

ଭୁବନେଶ୍ୱର, ୧୩।୭: ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ବିଜୟୀ ହୋଇ ସ୍ଵର୍ଣ୍ଣ ପଦକ ହାସଲ କରିବା ପରେ ବିଶିଷ୍ଟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଆଜି ଭୁବନେଶ୍ଵରରେ ପହଞ୍ଚିଛନ୍ତି। ଭୁବନେଶ୍ଵରରେ ପହଞ୍ଚିବା ପରେ ସେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

କାଲିଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ଉପସ୍ଥିତ ରହିବେ ଏହିମାନେ, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୭: ଆସନ୍ତାକାଲି ଅର୍ଥାତ୍‌ ରବିବାରଠାରୁ ପୁରୀ ଯାଇ ରଥଯାତ୍ରାର ଅବଶିଷ୍ଟ ରୀତିନୀତି ନିରୀକ୍ଷଣ କରିବାକୁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ନିର୍ଦ୍ଦେଶ ଦେଇଛନ୍ତି। ନିଳାଦ୍ରୀ…

ରତ୍ନଭଣ୍ଡାର ଖୋଲାଯିବା ସମୟରେ କେଉଁମାନେ ଯିବେ ଭିତରକୁ ଜାଣନ୍ତୁ…

ପୁରୀ,୧୩ା୭: ସବୁ ପ୍ରତୀକ୍ଷାର ହେବ ଅନ୍ତ। ଆସନ୍ତକାଲି ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯାଇ ସ୍ବର୍ଣ୍ଣ ଅଳଙ୍କାର ଗଣତି ହେବ। ଏନେଇ ଆଇନମନ୍ତ୍ରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟ ସରକାର ଏନେଇ ପ୍ରସ୍ତୁତ କରିଥିବା ଏସ୍‌ଓପି ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରାଯାଇଛି। ସବୁଠୁ…

ବସ୍‌ ଦୁର୍ଘଟଣା: ୩ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୭: ଶନିବାର ହାଇଦ୍ରାବାଦରୁ ଗୟା ଯାଉଥିବା ଏକ ବସ୍‌ ବାରିପଦାଠାରେ ଦୁର୍ଘଟଣାଗ୍ରସ୍ତ ହୋଇ ୩ ଜଣ ବ୍ୟକ୍ତି ପ୍ରାଣ ହରାଇଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଦୁଃଖ ପ୍ରକାଶ କରିବା ସହିତ…

ରତ୍ନଭଣ୍ଡାର ଖୋଲିବା ନେଇ ଏସ୍‌ଓପି ପ୍ରଦାନ କଲେ ରାଜ୍ୟ ସରକାର, ଏଥିରେ ରହିଛି…

ପୁରୀ,୧୩ା୭: ରତ୍ନଭଣ୍ଡାର ଖୋଲାଯିବା ନେଇ ଶନିବାର ଏସ୍‌ଓପି ପ୍ରଦାନ କରାଯାଇଛି। ରାଜ୍ୟ ସରକାର ପ୍ରସ୍ତୁତ କରିଥିବା ଏସ୍‌ଓପି ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରାଯାଇଛି ବୋଲି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ସେ କହିଛନ୍ତି, ରତ୍ନଭଣ୍ଡାର ଗଣତି, ମଣତି ନେଇ ଆର୍‌ବିଆଇର ସହାୟତା…

ନର୍ସିଂହୋମ୍‌ରେ ନିଆଁ ଲାଗିବା ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୧୩ା୭: କଟକର ପୁରୀଘାଟ ଥାନା ନିକଟ ଏକ ଘରୋଇ ନର୍ସିଂହୋମ୍‌ରେ ଶନିବାର ଅପରାହ୍ନରେ ନିଆଁ ଲାଗିଯାଇଥିଲା। ଏହି ଅଗ୍ନିକାଣ୍ଡର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ନିର୍ଦ୍ଦେଶ ଦେଇଛନ୍ତି। କେମିତି ନିଆଁ ଲାଗିଲା ତାହାର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ…

‘ଢୋଲ ଭିତରେ ମୂଷା’,କାଉଣ୍ଟର କଲେ ସୁଧୀର: କହିଲେ ଗଛ ଅଛି…

ଭୁବନେଶ୍ୱର,୧୩।୭: ପରାଜୟ ପରେ ବିଜେଡି ନେତାଙ୍କ ଢୋଲ ଭିତରେ ମୂଷା ମନ୍ତବ୍ୟକୁ କାଉଣ୍ଟର କରିଛନ୍ତି ବରିଷ୍ଠ ବିଜେଡି ନେତା। ଦଳ ବିରୋଧୀ ତତ୍ତ୍ବଙ୍କ ବିରୋଧରେ ବାହାରିଲେ ବରିଷ୍ଠ ନେତା ସୁଧୀର ସାମଲ। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସେ କହିଛନ୍ତି, ଗଛ ଅଛି,…

ଜୁଲାଇ ୧୫ ରେ ଲୋକଙ୍କ ଗୁହାରି ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା ୧୫ ତାରିଖ ସୋମବାର ଦିନ ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିବେ। ଏହା ମୁଖ୍ୟମନ୍ତ୍ରୀଙ୍କ ଦ୍ୱିତୀୟ ଅଭିଯୋଗ ଶୁଣାଣି ହେବ। ଦିନ ୧୧ ଟା ସମୟରୁ ୟୁନିଟ୍- ୫,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା; ୪ଦିନ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର,୧୩।୭: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀବାୟୀ ସକ୍ରିୟ ରହିଥିବାରୁ ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଶନିବାର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର…

ରବିବାର ୫ଟା ପରେ ଜନ୍ମବେଦୀରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ,୧୩।୭: ସୋମବାର ବାହୁଡା ଯାତ୍ରା ଥିବାରୁ ରବିବାର ୫ଟା ପରେ ସନ୍ଧ୍ୟା ଦର୍ଶନ ବନ୍ଦ ରହିବ। ୫ଟା ପରେ ଜନ୍ମବେଦୀରେ ଆଉ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ ଭକ୍ତ। ଏ ନେଇ ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?