ଏହି କଥା କହି ଭାବପ୍ରବଣ ହୋଇଗଲେ ପାଣ୍ଡିଆନ୍
ଭୁବନେଶ୍ୱର,୮।୫: ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବୁଧବାର ଭୋରରୁ ଏକ ପ୍ରେସ୍ମିଟ୍ ଡକାଇଛନ୍ତି। ଏହି ପ୍ରେସ୍ମିଟ୍ରେ ସେ ବିରୋଧୀଙ୍କୁ ଟାର୍ଗେଟ୍ କରିଛନ୍ତି। ଏଥର ଓଡ଼ିଶାରେ ପୁଣିଥରେ ନବୀନ ସରକାର କ୍ଷମତାକୁ ଆସିବ ବୋଲି ପାଣ୍ଡିଆନ୍ ଦୃଢୋକ୍ତି ପ୍ରକାଶ…
ରାତି ନ ପାହୁଣୁ ପ୍ରେସ୍ମିଟ୍ ଡକାଇଲେ କାର୍ତ୍ତିକ ପାଣ୍ଡିଆନ୍: କହିଲେ ଏସବୁ କଥା…
ଭୁବନେଶ୍ୱର,୮।୫: ଆଗାମୀ ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଭାଜପାର ହେଭିଓ୍ବେଟ୍ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି ମଧ୍ୟ ତାର ଷ୍ଟାର କ୍ୟାମ୍ପେନର୍ଙ୍କ ସହ ପ୍ରଚାର ଜୋରଦାର କରିଛି। ବିଜେଡିର ପ୍ରଚାର ମଙ୍ଗ…
ଆଜି ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ, ଛତିଶଗଡ ମୁଖ୍ୟମନ୍ତ୍ରୀ, ଏହି ସବୁ ଜିଲାରେ କରିବେ ନିର୍ବାଚନୀ ପ୍ରଚାର
ଭୁବନେଶ୍ୱର,୮।୫: ଆଜି ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଏହି ଗସ୍ତ ସମୟରେ ପ୍ରତିରକ୍ଷା ମନ୍ତ୍ରୀ ଭବାନୀପାଟଣା ଏବଂ ତା’ ପରେ ରାୟଗଡା ଭାଜପା ପାଇଁ ନିର୍ବାଚନୀ ପ୍ରଚାର କରିବେ। ସୂଚନା ଅନୁସାରେ, ଦିନ ୧୨ଟା ୪୦ରେ ହେଲିକପ୍ଟର ଯୋଗେ…
‘ବିଜେଡିର ପ୍ରଚାର କରୁଛନ୍ତି ମିଶନ ଶକ୍ତି ମହିଳା’
ଭୁବନେଶ୍ୱର, ୭।୫(ସୁନିତ୍ ମିଶ୍ର): ମହିଳାଙ୍କୁ ସାମାଜିକ ଓ ଆର୍ଥତ୍କ କ୍ଷେତ୍ରରେ ସଶକ୍ତ କରିବା ପାଇଁ ସ୍ବୟଂ ସହାୟକ ଗୋଷ୍ଠୀର ସୃଷ୍ଟି କରାଯାଇଥିଲା। କିନ୍ତୁ ବିଜେଡି ଓଲଟା ନିଜର ଭୋଟ ବ୍ୟାଙ୍କକୁ ସଶକ୍ତ କରିବା ପାଇଁ ଏସ୍ଏଚ୍ଜିର ମହିଳାଙ୍କୁ ପ୍ରଲୋଭିତ କରିଆସୁଛି। ଏହି…
ଏମ୍ସର ସଫଳତା,ଖପୁରୀରୁ ବାହାରିଲା ୭କେଜି ଟ୍ୟୁମର
ଭୁବନେଶ୍ୱର,୭।୫(ଅସମାପିକା ସାହୁ)- ଏମ୍ସ ଭୁବନେଶ୍ୱରରେ ଏକ ବିରଳ ସିନୋଭିଆଲ ସାର୍କୋମା ଟ୍ୟୁମରର ସଫଳ ଅସ୍ତ୍ରୋପଚାର କରାଯାଇଛି। ଜଣେ ୫୧ବର୍ଷୀୟ ବ୍ୟକ୍ତିଙ୍କ ଖପୁରୀର ଉପର ଅଂଶରୁ ପ୍ରାୟ ୭କେଜିର ଟ୍ୟୁମର ବାହାର କରାଯାଇଛି, ଯାହାକି ଭାରତରେ ଦ୍ୱିତୀୟ ବୋଲି କୁହାଯାଇଛି। ଫଳରେ ସ୍ବାସ୍ଥ୍ୟସେବା…
ବୁଧବାର ଏହି ୭ ଜିଲାରେ ପ୍ରବଳ ବର୍ଷିବ, ଓ୍ବାର୍ନିଂ ଜାରି
ଭୁବନେଶ୍ୱର, ୭।୫(ଅସମାପିକା ସାହୁ)- ତାତିରୁ ମିଳିଛି ଆଶ୍ୱସ୍ତି। ରାଜ୍ୟର ଅଧିକାଂଶ ସହରରେ କାଳବୈଶାଖୀ ବର୍ଷା ଯୋଗୁ ତାପମାତ୍ରା ହ୍ରାସ ପାଇଥିବା ଦେଖାଯାଇଛି। ଦକ୍ଷିଣ ଝାଡ଼ଖଣ୍ଡରୁ ଏକ ନିମ୍ନ ଚାପରେଖା ବାହାରି ରାଜସ୍ଥାନ ପର୍ଯ୍ୟନ୍ତ ଲମ୍ବିଛି, ଯାହାକି ଉତ୍ତର ଓଡ଼ିଶା ଦେଇ ଅତିକ୍ରମ…
ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ: ପ୍ରଥମ ଦିନରେ କେହି ପ୍ରାର୍ଥିପତ୍ର କଲେନି ଦାଖଲ
କଟକ,୭ା୫ (କାର୍ତ୍ତିକ ସାହୁ) ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀର ୨୦୨୪ ସାଧାରଣ ନିର୍ବାଚନ ନିମନ୍ତେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ମଇ ୧୪…
ଭାଜପାର ଷ୍ଟାର ପ୍ରଚାରକ ତାଲିକା: ବାଦ୍ ପଡିଲେ ଅପରାଜିତା, ସମ୍ବିତ ପାତ୍ର
ଭୁବନେଶ୍ୱର,୭।୫: ରାଜ୍ୟର ବିଧାନସଭା ଓ ଲୋକ ସଭା ନିର୍ବାଚନ ପାଇଁ ଭାଜପା ଆଜି ତା’ର ସଂଶୋଧିତ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି । ଭୁବନେଶ୍ୱର ଏମପି ଅପରାଜିତା ଷଡଙ୍ଗୀ ଓ ପୁରୀ ଏମପି ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ସମେତ ଛତିଶଗଡ…
ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ
ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଆପାତତଃ ସଂଧ୍ୟା ୬ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ।
ମୁଖ୍ୟମନ୍ତ୍ରୀ ଚୟନକୁ ନେଇ ଭାଜପାକୁ କଟାକ୍ଷ କଲେ ପାଣ୍ଡିଆନ
ଭୁବନେଶ୍ୱର,୭।୫:ଭାଜପାର ମୁଖ୍ୟମନ୍ତ୍ରୀ ଚୟନକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ କଥା କଟାକଟି ଚାଲିଥିବାବେଳେ ପୁଣି ଏହି ପ୍ରସଙ୍ଗକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ। ମଙ୍ଗଳବାର ଖଲ୍ଲିକୋଟରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ଧୂଆଁଧାର ପ୍ରଚାର କରିଛନ୍ତି ପାଣ୍ଡିଆନ ।…
ନବୀନଙ୍କ ଆସନରେ ପ୍ରଚାର କଲେ ପାଣ୍ଡିଆନ, କହିଦେଲେ ଏମିତି…
ଭୁବନେଶ୍ୱର,୭।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନମଣ୍ଡଳୀରେ ପ୍ରଚାର କରିଛନ୍ତି ଭି.କେ ପାଣ୍ଡିଆନ। ମଙ୍ଗଳବାର ହିଞ୍ଜିଳିରେ ଜୋରଦାର ପ୍ରଚାର କରିଛନ୍ତି ଭିକେ ପାଣ୍ଡିଆନ । ଜନସଭାକୁ ସମ୍ବୋଧିତ କରି ପାଣ୍ଡିଆନ, ହିଞ୍ଜିଳି ପାଇଁ ହୋଇଥିବା ବିକାଶମୂଳକ କାମର ହିସାବ ଦେଇ ଦଳୀୟ ପ୍ରାର୍ଥୀଙ୍କ…
ମିଛ ମାନିଫେଷ୍ଟୋକୁ ନେଇ ବର୍ଷିଲା ବିଜେଡି, କହିଲେ ଭୂଆଁ ବୁଲାଉଛି…
ଭୁବନେଶ୍ୱର,୭।୫: ଭାଜପାର ସୋମବାର ସଙ୍କଳ୍ପପତ୍ର ଘୋଷଣା ପରେ ଏହାକୁ କାଉଣ୍ଟର ଆଟାକ କରିଛି ବିଜେଡି । ରାଜ୍ୟ ଭାଜପାର ସଙ୍କଳ୍ପପତ୍ରକୁ ‘ମିଛ ମାନିଫେଷ୍ଟୋ’ ବୋଲି କହିବା ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି ବିଜେଡି ନେତା । ‘ନା…
Archives


