ମେଟ୍ରୋ

ପଲସରରେ ଆସି ସୁନା ଚେନ ଝାମ୍ପିନେଲେ

କଟକ,୧୨।୭: ବାରଙ୍ଗ-ତ୍ରିଶୁଳିଆ ରାସ୍ତା ଫୁଲପୋଖରୀ ନିକଟରେ ଶୁକ୍ରବାର ଏକ ଲୁଟ ହୋଇଛି। ସ୍କୁଟିରେ ଯାଉଥିବା ଜଣେ ମହିଳାଙ୍କ ବେକରୁ ସୁନା ଚେନ ଲୁଟି ନେଇଛନ୍ତି ଦୁବୃର୍ତ୍ତ। ମିଳିଥିବା ସୂଚନା ମୁତାବକ, ମହିଳା ଜଣକ ଏକ ସ୍କୁଟିରେ ବାରଙ୍ଗ-ତ୍ରିଶୁଳିଆ ରାସ୍ତା ଦେଇ କଟକ…

ପ୍ରାକ ବଜେଟ ବୈଠକ ପରେ ମୁଖ୍ୟମନ୍ତ୍ରୀ ରଖିଲେ ପ୍ରତିକ୍ରିୟା, କହିଲେ ଆଗାମୀ ବଜେଟରେ…

ଭୁବନେଶ୍ୱର,୧୨।୭: ପ୍ରାକ ବଜେଟ ବୈଠକ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ପ୍ରତିକ୍ରିୟା ରଖିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବଜେଟ ପାଇଁ ଲୋକଙ୍କ ମତାମତ ଲୋଡ଼ା ଯାଇଥିଲା। ବିଭିନ୍ନ ବର୍ଗର ଲୋକେ ନିଜ ନିଜର ମତାମତ ଦେଇଛନ୍ତି। ୨୬ଜଣ ମୂଲ୍ୟବାନ ପ୍ରସ୍ତାବ ଦେଇଛନ୍ତି। ସମସ୍ତଙ୍କ…

୧୯ ଯାଏ ବର୍ଷିବ: ଆସନ୍ତାକାଲି ପାଇଁ ୮ ଜିଲାକୁ ୟେଲୋ ୱାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୨।୭: ଆସନ୍ତାକାଲି ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ। ୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡି ସହ ବର୍ଷା ସମ୍ଭାବନା ରହିଛି।ତେବେ ଆସନ୍ତାକାଲି ପାଇଁ ପାଣିପାଗ କେନ୍ଦ୍ର ୮ ଜିଲାକୁ ୟେଲୋ ୱାର୍ନିଂ ଜାରି କରିଛି। ସେହିଗୁଡିକ…

‘ଓସିଏରୁ ଇସ୍ତଫା ଦେଇ ଦିଅନ୍ତୁ ବବି ଦାସ’

ଭୁବନେଶ୍ୱର,୧୨।୭: ଓସିଏରୁ ପ୍ରଣବ ପ୍ରକାଶ ଦାସ(ବବି) ଇସ୍ତଫା ଦେଇ ଦିଅନ୍ତୁ। ଏଭଳି ଦାବି କରିଛନ୍ତି ଫୁଟବଲ ଆସୋସିଏଶନ ଅଫ ଓଡ଼ିଶାର ସଭାପତି ସମୀର ଦେ। ସେ କହିଛନ୍ତି, ଓସିଏ ସଭାପତି ପଦରୁ ବବି ଦାସ ଇସ୍ତଫା ଦେବା ଉଚିତ୍‌। ଓସିଏ କିମ୍ବା…

ଏହିମାନେ ବିଜେଡିକୁ ହରାଇଛନ୍ତି, ବରିଷ୍ଠ ନେତା ନୃସିଂହ ସାହୁ ବିସ୍ଫୋରକ ବୟାନ

ଭୁବନେଶ୍ୱର,୧୨।୭: ବିଜେଡି ପରାଜୟକୁ ନେଇ ବରିଷ୍ଠ ନେତା ନୃସିଂହ ସାହୁ ବିସ୍ଫୋରକ ବୟାନ ଦେଇଛନ୍ତି। ବିଜେଡି ପରାଜୟକୁ ନେଇ ସେ କହିଛନ୍ତି, ବିଜେଡି ହିଁ ବିଜେଡିକୁ ହରାଇଛି। ବିଭିନ୍ନ ଜାଗାରେ ମୂଷା ରହିଥିଲେ, ସେଥିପାଇଁ ହାରିଲୁ। ସେ ଆହୁରି କହିଛନ୍ତି, ବହୁତ…

ଅରବିନ୍ଦ ପାଢୀଙ୍କ ଉପରେ କାହିଁକି ଭରଷା କଲେ ସରକାର: କହୁକହୁ ଏମିତି କହିଲେ ଆଇନ ମନ୍ତ୍ରୀ

  ଭୁବନେଶ୍ୱର,୧୨।୭(ଅନିଲ ଦାସ): ଆଡ଼ପ ପହଣ୍ଡି ଅଘଟଣ ପରେ ରାଜ୍ୟ ସରକାର ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ପୁରୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପଦବୀରୁ ବୀର ବିକ୍ରମ ଯାଦବଙ୍କୁ ହଟାଇ ଦେଇଛନ୍ତି। ତାଙ୍କ ସ୍ଥାନରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର…

ରଥ ଉପରେ ମୋବାଇଲ ମନା, ବିଶୃଙ୍ଖଳା ଆଚରଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଭୁବନେଶ୍ୱର,୧୨।୭: ନବନିଯୁକ୍ତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କଡ଼ା ଚେତାବନୀ ଦେଇ କହିଛନ୍ତି, ବିଶୃଙ୍ଖଳିତ ଆଚରଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ନୀତି ଶୃଙ୍ଖଳାକୁ ସର୍ବାଧିକ ଗୁରୁତ୍ୱ ଦିଆଯିବ। ପହଣ୍ଡି ଅଘଟଣକୁ ନେଇ ଅରବିନ୍ଦ ପାଢ଼ୀ କହିଛନ୍ତି, ଘଟଣାର ଯେଭଳି…

ସପ୍ତମ ବାଟାଲିୟନ କ୍ୟାମ୍ପସରେ ଝୁଲୁଛି ଯବାନଙ୍କ ମୃତଦେହ: ଚାଲିଛି ଖୋଳତାଡ଼

ଭୁବନେଶ୍ୱର,୧୨।୭: ଭୁବନେଶ୍ୱର ସପ୍ତମ ବାଟାଲିୟନ କ୍ୟାମ୍ପସରୁ ଜଣେ ଯବାନଙ୍କ ଝୁଲନ୍ତା ମୃତଦେହ ବୁଧବାର ଜବତ ହୋଇଛି। ମୃତ ଯବାନ ଜଣଙ୍କ ହେଲେ ଦୁର୍ଯ୍ୟୋଧନ ମହାନ୍ତି। ଦୁର୍ଯ୍ୟୋଧନ୨୦୦୨ ବ୍ୟାଚର ସିପାହୀ ଥିଲେ । ଭୁବନେଶ୍ୱର ସପ୍ତମ ବାଟାଲିୟନ କ୍ୟାମ୍ପସରେ ଥିବା ଏକ ଗଛରେ…

ସମୀରଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୧୨।୭: ଭାଜପା ନେତା ସମୀର ଦେ ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା ବା ଫାଓର ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି। ଏହା ପୂର୍ବରୁ ପୂର୍ବରୁ ବିଜେଡି ନେତା ଦେବାଶିଷ ସାମନ୍ତରାୟ ସଭାପତି ଥିଲେ। ହେଲେ ସେ ଇସ୍ତଫା ଦେବା ପରେ ସମୀର…

ପ୍ରାକ୍‌ ବଜେଟ୍‌ ପରାମର୍ଶ ବୈଠକ: ସାଧାରଣ ଲୋକଙ୍କ ପାଇଁ ହୋଇପାରେ ବଡ଼…

ଭୁବନେଶ୍ୱର,୧୨।୭: ଆଗାମୀ ପୂର୍ଣ୍ଣାଙ୍ଗ ବଜେଟ୍‌ ପାଇଁ ଶୁକ୍ରବାର ପ୍ରାକ୍‌ ବଜେଟ୍‌ ପରାମର୍ଶ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝି, ଉପ ମୁଖ୍ୟମନ୍ତ୍ରୀଙ୍କ ସମେତ ମୁଖ୍ୟ ଶାସନ ସଚିବ ଓ ଅନ୍ୟ ଅଧିକାରୀ ଉପସ୍ଥିତ ରହିବେ ।…

ଅଭିନେତ୍ରୀ ରିୟାଙ୍କ ସହ ତାଙ୍କ ସ୍ବାମୀଙ୍କୁ ଜେରା କଲା ପୋଲିସ

ଭୁବନେଶ୍ୱର,୧୨।୭: ଘରୋଇ ସହାୟିକାଙ୍କୁ ନିର୍ଯାତନା ଅଭିଯୋଗ ମାମଲାରେ ଅଭିନେତ୍ରୀ ରିୟା ଦେ ଏବଂ ତାଙ୍କ ସ୍ବାମୀଙ୍କୁ ପୋଲିସ ଜେରା କରିଛି। ବିଡାନାସୀ ସ୍ଥିତ ଘରେ ରିୟାଙ୍କୁ ଏବଂ ତାଙ୍କ ସ୍ବାମୀଙ୍କୁ ଜେରା ହୋଇଛି । ଚନ୍ଦ୍ରଶେଖରପୁର ଥାନାରୁ ଏହି ମାମଲା ବିଡାନାସୀ…

ରାସନ କାର୍ଡ: କିଏ କଟିବେ କିଏ ପାଇବେ, ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୧୨।୭: ରାଜ୍ୟରେ ଅଛନ୍ତି ଲକ୍ଷ ଲକ୍ଷ ଜାଲ୍‌ ରାସନ କାର୍ଡ ହାତାଧିକାରୀ। ବର୍ତ୍ତମାନ ସୁଦ୍ଧା ୨୫ ଲକ୍ଷ ଜାଲ୍‌ ହିତାଧିକାରୀ ଚିହ୍ନଟ ହୋଇଥିବା ନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?