ନବୀନ ନିବାସରେ ଚାଲିଛି କସରତ
ଭୁବନେଶ୍ୱର,୨୧ା୩: ଇତିମଧ୍ୟରେ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇସାରିଛି। ଏହା ପରଠାରୁ ବିଭିନ୍ନ ରାଜନୈତିକ ଦଳ ସକ୍ରିୟ ହୋଇଉଠିଛନ୍ତି। ଏହି ପରିପ୍ରେକ୍ଷୀରେ ନବୀନ ନିବାସରେ ବୈଠକ ଉପରେ ବୈଠକ ବସୁଛି। ଗୁରୁବାର ଆସିକା ସଂସଦୀୟ କ୍ଷେତ୍ରର ସମୀକ୍ଷା ବୈଠକ...
ଜଣେ ଜିଲାପାଳ, ଦୁଇ ଏସ୍ପିଙ୍କୁ ବଦଳି ନିର୍ଦ୍ଦେଶ
ଭୁବନେଶ୍ୱର,୨୧ା୩: ଭାରତୀୟ ନିର୍ବାଚନ କମିଶନ ରାଜୀବ କୁମାର ଓଡ଼ିଶାର ଜଣେ ଜିଲାପାଳ ଏବଂ ୨ ଏସ୍ପିଙ୍କୁ ବଦଳି ନିର୍ଦ୍ଦେଶ ଦେଇଛନ୍ତି। ଦେବଗଡ଼ ଏବଂ କଟକ ଗ୍ରାମାଞ୍ଚଳ ଏସ୍ପିଙ୍କୁ ବଦଳି ନିର୍ଦ୍ଦେଶ ଦେଇଥିବା ବେଳେ ଢେଙ୍କାନାଳ ଜିଲାପାଳଙ୍କୁ ମଧ୍ୟ ବଦଳି ନିର୍ଦ୍ଦେଶ...
ଦାମ ରାଉତ ଗୁରୁତର
ଭୁବନେଶ୍ୱର,୨୧ା୩: ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ ଗୁରୁତର ଅଛନ୍ତି। ଏନେଇ ତାଙ୍କ ପୁଅ ସମ୍ବିତ ସୂଚନା ଦେଇଛନ୍ତି। ଦାମ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ହୃଦଘାତ ପରେ ଗୁରୁତର ହୋଇପଡିଛନ୍ତି। ବାପାଙ୍କ ବ୍ରେନ୍ ଡେଡ୍ ହୋଇଥିବା...
ଓଡିଶା କଂଗ୍ରେସ ନେତା ସବୁଠୁ ଧନୀ, କ୍ରାଇମରେ…, ADR ରେ ଚମକାଇଦେଲା ଭଳି ରିପୋର୍ଟ
ଭୁବନେଶ୍ୱର,୨୧।୩: ରାଜ୍ୟରେ ନିଜ ଅସ୍ତିତ୍ୱ ସଙ୍କଟ ଦେଇ ଗତି କରୁଛି କଂଗ୍ରେସ। କିନ୍ତୁ ଦଳର ବିଧାୟକମାନେ ଧନୀ ତାଲିକାରେ ଶୀର୍ଷରେ ରହିଛନ୍ତି। ଦଳର ୭୫ପ୍ରତିଶତ ବିଧାୟକ କୋଟିପତି ଥିବାବେଳେ ୫୦% ବିଧାୟକଙ୍କ ନାଁରେ ସଙ୍ଗୀନ ଅପରାଧ ମାମଲା ରହିଛି। ଯାହାକି...
ଅଟୋକୁ ପିଟିଲା ‘ମୋ ବସ୍’: ଗାଡି ଭାଙ୍ଗି ଚୁର୍ମାର୍
ଭୁବନେଶ୍ୱର,୨୧।୩:ଭୁବନେଶ୍ୱରର ରାଜମହଲ ଛକରେ ଶୁକ୍ରବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଅଟୋକୁ ମୋ ବସ ଧକ୍କା ଦେଇଛି। ଏହି ଦୁର୍ଘଟଣାରେ କେହି ମୃତାହତ ହୋଇ ନ ଥିବା ବେଳେ ଅଟୋର ସମ୍ମୁଖ ପଟ ଭାଙ୍ଗି ଚୁରମାର୍...
ବିଇଓଙ୍କୁ ଘରୁ ଉଠାଇ ନେଲା ଭିଜିଲାନ୍ସ, ନ୍ୟାଶନାଲ ପେନସନ ସ୍କିମ ଟଙ୍କା ହଡପ ଅଭିଯୋଗ
କନ୍ଧମାଳ,୨୧।୩: ଭିଜିଲାନ୍ସ ଜାଲରେ ଦାରିଙ୍ଗବାଡି ବିଇଓ ରସାନନ୍ଦ କର । ନ୍ୟାଶନାଲ ପେନସନ ସ୍କିମ ଟଙ୍କା ହଡପ ଅଭିଯୋଗରେ ବିଇଓ ରସାନନ୍ଦଙ୍କୁ ଉଠାଇ ନେଇଛି ଫୁଲବାଣୀ ଭିଜିଲାନ୍ସ । ବିଇଓ ସ୍କିମର ପ୍ରାୟ ୨୦ ଲକ୍ଷ ଟଙ୍କା ହେରଫେର କରିଥିବା...
ନବୀନ ନିବାସରେ ପ୍ରାର୍ଥୀ ଚୟନ କସରତ, ଆଜି ଭୁବନେଶ୍ୱର-କନ୍ଧମାଳ-ବ୍ରହ୍ମପୁର ଲାଗି ବୈଠକ
ଭୁବନେଶ୍ୱର,୨୧।୩: ଗୋଟିଏ ପଟେ ରାଜ୍ୟରେ ମେଣ୍ଟ ସରକାରଙ୍କୁ ନେଇ ଚିତ୍ର ସ୍ପଷ୍ଟ ହୋଇ ନ ଥିବା ବେଳେ ନବୀନ ନିବାସରେ ଟିକେଟ ପାଇଁ କସରତ ଚାଲିଛି। ଗୁରୁବାର ଭୁବନେଶ୍ୱର, କନ୍ଧମାଳ, ବ୍ରହ୍ମପୁର ବିଧାନସଭା କ୍ଷେତ୍ର ପାଇଁ ବୈଠକ ଅନୁଷ୍ଠିତ ହେବ।...
କାହା ଭାଗରେ ଭୁବନେଶ୍ୱର! ଆଜି ନବୀନ ନିବାସରେ ଭୁବନେଶ୍ୱର ପାଇଁ ଟିକେଟ୍ କସରତ
ଭୁବନେଶ୍ୱର,୨୧।୩: କାହା ଭାଗରେ ଛିଡିବ ସୁନା କଳସ। କାହାକୁ ମିଳିବ ଟିକେଟ୍। ବିଜେଡି ଭାଜପା ମେଣ୍ଟ ଛିଡୁ ନ ଥିବାବେଳେ ଟିକେଟ୍ ପାଇଁ ଏବେ ବିଜେଡି ଓ ଭାଜପା ମଧ୍ୟରେ କସରତ ଚାଲିଛି। କାହା ଭାଗରେ ପଡିବ ଭୁବନେଶ୍ୱର ଏନେଇ...
ହୋଲି ପରେ ଓଡିଶାରେ ପ୍ରାର୍ଥୀ ଘୋଷଣା କରିବ କଂଗ୍ରେସ
ଭୁବନେଶ୍ୱର,୨୧।୩: ଓଡିଶାରେ ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ଥମୁନାହିଁ। ଏନେଇ ଦୁଇ ଦଳର ଶୀର୍ଷ ନେତା ଠାରୁ ଆରମ୍ଭ କରି ଦଳୀୟ ନେତାଙ୍କ ଠାରୁ ହାଇକମାଣ୍ଡ ବିଭିନ୍ନ କଥା କହିଲେ ମଧ୍ୟ ଝୁଲାବସ୍ଥାରେ ମେଣ୍ଟ ରହିଛି। ଏହାରି ଭିତରେ ଆଜି ଅଖିଳ...
ଠିକ୍ ସମୟରେ ମିଳୁନି ବ୍ୟାଟେରି ଗାଡ଼ି
କଟକ,୨୧ା୩(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍ସିବି ମେଡିକାଲରେ ରୋଗୀଙ୍କୁ ଠିକ୍ ସମୟରେ ବ୍ୟାଟେରି ଗାଡିର ସୁବିଧା ମିଳୁନାହିଁ। ଫଳରେ ରୋଗୀମାନେ ଗୋଟିଏ ୱାର୍ଡରୁ ଅନ୍ୟତ୍ର ଯିବା ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରୁଛନ୍ତି। ଏହାକୁ ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ତୁରନ୍ତ...
ଝାରପଡ଼ା ଜେଲ୍ରେ ନିଶା କାରବାର
ଭୁବନେଶ୍ୱର,୨୧।୩ (ସୂର୍ଯ୍ୟକାନ୍ତ ବେହେରା)ରାଜ୍ୟର ଅନ୍ୟତମ ପ୍ରମୁଖ ଜେଲ୍ ତଥା ଭୁବନେଶ୍ୱରସ୍ଥିତ ଝାରପଡ଼ା ଜେଲ୍ ଭିତରକୁ ବିଭିନ୍ନ ପ୍ରକାର ନିଶାଦ୍ରବ୍ୟ, ମାଦକଦ୍ରବ୍ୟ ଓ ବେଆଇନ ସାମଗ୍ରୀ ଯାଉଛି। କଏଦୀମାନେ ନିଶା ଖାଇ ଅୟସ୍ ଜୀବନ ବିତାଉଥିବାବେଳେ ନିର୍ଦ୍ଦିଷ୍ଟ ତଥା ଏକାଧିକ ଗ୍ୟାଙ୍ଗ୍ର...
କଦଳୀ ପାଟୁଙ୍ଗାରୁ ସାନିଟାରି ପ୍ୟାଡ୍
ଭୁବନେଶ୍ୱର, ୨୧।୩(ଅସମାପିକା ସାହୁ)କଦଳୀ ଗଛର ତନ୍ତୁ ବା କଦଳୀ ପାଟୁଙ୍ଗାରୁ ସାନିଟାରି ପ୍ୟାଡ୍ ତିଆରି ହେଉଛି। ତା’ ପୁଣି ରିୟୁଜେବ୍ଲ। ଅର୍ଥାତ୍ ଏକାଧିକ ଥର ବ୍ୟବହାର କରି ହେବ। ଅତିକମ୍ରେ ୩ରୁ ୪ ବର୍ଷ ଯାଏ ଏହି ପ୍ୟାଡ୍ ବ୍ୟବହାର...
Archives


