ମେଟ୍ରୋ

ସ୍ତ୍ରୀଙ୍କୁ ଉପମୁଖ୍ୟମନ୍ତ୍ରୀ ପଦ ମିଳିବା ପରେ କାନ୍ଦିଲେ ସ୍ବାମୀ, କହିଦେଲେ ମନର କଥା

ଭୁବନେଶ୍ୱର,୧୨।୬: ନିମାପଡ଼ା ମାଟିର ବୋହୂ ତଥା ନିମାପଡ଼ା ନିର୍ବାଚନମଣ୍ଡଳୀର ପ୍ରଥମ ମହିଳା ବିଧାୟିକା ପ୍ରଭାତୀ ପରିଡ଼ା ରାଜ୍ୟର ନୂତନ ଭାଜପା ସରକାରରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଏଥିସହ ସେ ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବାର ସୌଭାଗ୍ୟ ଅର୍ଜନ କରିବେ।…

ଏମିତି ଥିଲା ପ୍ରଭାତୀ ପରିଡ଼ାଙ୍କ ରାଜନୀତି କ୍ୟାରିୟର, ଆଜି ଉପମୁଖ୍ୟମନ୍ତ୍ରୀ ଭାବେ ନେବେ ଶପଥ

ଭୁବନେଶ୍ୱର,୧୨।୬: ଭାଜପାର ନବନିର୍ବାଚିତ ବିଧାୟକମାନଙ୍କୁ ନେଇ ଦଳର ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝିଙ୍କୁ ମୁଖ୍ୟମନ୍ତ୍ରୀ କରାଯିବା ନିମନ୍ତେ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ହୋଇଛି। ସେହିପରି ବଲାଙ୍ଗୀର ଜିଲାର ପାଟଣାଗଡ଼ ବିଧାନସଭା ଆସନରୁ ବିଜୟୀ ହୋଇଥିବା ବରିଷ୍ଠ…

କାହିଁକି ମୋହନଙ୍କୁ ମୁଖ୍ୟମନ୍ତ୍ରୀ ବାଛିଲା ଭାଜପା, ସାମ୍ନାକୁ ଆସିଲା ଏହି ବଡ଼ କାରଣ

ଭୁବନେଶ୍ୱର,୧୨।୬: ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ମୋହନ ମାଝି। ସେ ଆଜି ବିଧିବଦ୍ଧ ଭାବେ ଶପଥ ନେବେ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଭାବେ ମୋହନଙ୍କ ନାଁ ଘୋଷଣା ହେବା ପରେ ଚର୍ଚ୍ଚା ହେଉଛି କି ଭାଜପା କାହିଁକି ମୋହନଙ୍କୁ ମୁଖ୍ୟମନ୍ତ୍ରୀ ଚେହେରା ବାଝିଲା।…

ଶପଥ ପୂର୍ବରୁ ବଡ଼ ପ୍ରତିଶ୍ରୁତି ଦେଲେ ମୋହନ ମାଝି

ଭୁବନେଶ୍ୱର,୧୨।୬: ଆଜିଠାରୁ ଓଡ଼ିଶାରେ ଭାଜପା ସରକାର ଆରମ୍ଭ ହେବାକୁ ଯାଉଛି। ମୋହନ ମାଝି ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବାର କାର୍ଯ୍ୟକ୍ରମ ରହିଛି। ଶପଥ ନେବା ପୂର୍ବରୁ ମୋହନ ଗୋପବନ୍ଧୁ ଛକରେ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ଏହି ସମୟରେ…

ଆସିଲା ଟ୍ରାଫିକ୍‌ କଟକଣା: ସକାଳ ୯ରୁ ସନ୍ଧ୍ୟା ୭ଟା ଜୟଦେବ ବିହାର-ନାଲ୍‌କୋ ଛକ ରାସ୍ତା ବନ୍ଦ

ଭୁବନେଶ୍ୱର,୧୨ା୬(ସତ୍ୟଜିତ୍‌ ରାଉତ):ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ଟ୍ରାଫିକ୍‌ କଟକଣା ଲାଗୁ କରାଯାଇଛି। ଗାଡି ପାର୍କିଂ ଓ ଜନସାଧାରଣ ଯାତାୟାତ ପାଇଁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ବୁଧବାର ସକାଳ ୯ରୁ ସା ୭ଟା ଯାଏ…

ପାଣ୍ଡିଆନ୍‌ ଗଲାପରେ ଲଣ୍ଡା ହେଲେ ଗାଁ ସାଥୀ ସଂଘର ସଭାପତି

ଭୁବନେଶ୍ୱର,୧୨।୬(ଅନୁରାଧା ମହାରଣା):ସାଧାରଣ ନିର୍ବାଚନରେ ଓଡ଼ିଶାରେ ଭାଜପା ବହୁମତ ଲାଭ କରିବା ସହ ସରକାର ଗଠନ କରିବାକୁ ଯାଉଛି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରାଯାଇଥିବା ବେଳେ ବୁଧବାର ନୂଆ ସରକାରଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ତେବେ…

ଶପଥଗ୍ରହଣ ଉତ୍ସବ ପାଇଁ ୬୭ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ୱର,୧୨ା୬(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱର ଜନତା ମଇଦାନରେ ବୁଧବାର ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ଭିଭିଆଇପି ଓ ଭିଆଇପି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି…

ଧୋକା ଦେଲା ମୌସୁମୀ:ଗରମ, ଗୁଳୁଗୁଳିରେ ଛଟପଟ ଓଡ଼ିଶା

ଭୁବନେଶ୍ୱର,୧୨ା୬(ଅନିଲ ଦାସ):ପ୍ରଚଣ୍ଡ ଗ୍ରୀଷ୍ମ ଓ ଗୁଳୁଗୁଳିରେ ଆଉଟୁପାଉଟୁ ହେଉଛି ସାରା ରାଜ୍ୟ। ଉପକୂଳରୁ ଉପାନ୍ତ ସବୁଠି ତାତି କରୁଛି କଲବଲ। ମନୁଷ୍ୟଠାରୁ ଆରମ୍ଭକରି ଜୀବଜନ୍ତୁ ବର୍ଷାକୁ ଚାହିଁ ରହିଛନ୍ତି। ରାଜ୍ୟର ଦକ୍ଷିଣ ଭାଗକୁ ଜୁନ୍‌ ୮ ତାରିଖରେ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରବେଶ…

୨୪ ବର୍ଷରେ ହେଇ ନ ଥିବା କାମ ୫ ବର୍ଷରେ କରାଯିବ

ଭୁବନେଶ୍ୱର,୧୨ା୬(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କୁ ବିଧାୟକ ଦଳ ପକ୍ଷରୁ ଚୟନ କରାଯିବା ପରେ ସେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ସେ ଆଦିବାସୀ ଅଞ୍ଚଳରୁ ଆସିଛନ୍ତି ଓ ସେମାନଙ୍କ କାମ ନିଶ୍ଚିୟ କରିବେ। ଦାରିଦ୍ର୍ୟ ସୀମାରେଖା ତଳେ…

କେତେ ପାଠ ପଢିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ: ଜାଣନ୍ତୁ ଶିକ୍ଷାଗତ ଯୋଗ୍ୟତା ବିଷୟରେ….

ବଲାଙ୍ଗୀର,୧୨।୬: ବଲାଙ୍ଗୀର ଜିଲାର ପାଟଣାଗଡ଼ ବିଧାନସଭା ଆସନରୁ ବିଜୟୀ ହୋଇଥିବା ବରିଷ୍ଠ ଭାଜପା ନେତା କନକ ବର୍ଦ୍ଧନ ସିଂଦେଓଙ୍କୁ ଓଡ଼ିଶା ଉପମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତ କରାଯାଇଛି। ବରିଷ୍ଠ ଭାଜପା ନେତା କନକ ବର୍ଦ୍ଧନ ୨୦୨୪ ନିର୍ବାଚନରେ ପାଟଣାଗଡ଼ ଆସନରୁ ଷଷ୍ଠ ଥର…

ଜେଜେ ଥିଲେ ମୁଖ୍ୟମନ୍ତ୍ରୀ, ନାତି ହେଲେ ଉପମୁଖ୍ୟମନ୍ତ୍ରୀ: ପଶ୍ଚିମ ଓଡ଼ିଶାରେ ଖୁସିର ଲହରି

ବଲାଙ୍ଗୀର,୧୨।୬: ୨୦୨୪ ସାଧାରଣ ନିର୍ବାଚନରେ ଭାଜପାର ବିପୁଳ ସଫଳତା ପରେ ଦଳ ସରକାର ଗଢ଼ିବାକୁ ଯାଉଛି। ବୁଧବାର ନୂଆ ସରକାର ଦାୟିତ୍ୱ ଗ୍ରହଣ କରିବ। ଏଥିସକାଶେ ମଙ୍ଗଳବାର ଭୁବନେଶ୍ୱରଠାରେ ଭାଜପା ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବଲାଙ୍ଗୀର…

ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ପରେ ଏକ୍ସ ପ୍ରୋଫାଇଲ ପରିବର୍ତ୍ତନ କଲେ ନବୀନ

ଭୁବନେଶ୍ୱର,୧୨।୬: କେନ୍ଦୁଝର ବିଧାୟକ ମୋହନ ଚରଣ ମାଝି ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ସେ ଆଜି ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିବେ। ତେବେ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ହେବା ପରେ ଏବେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri