ବୃତ୍ତିଗତ ଉଦ୍ୟମରୁ ସଫଳ ଉଦ୍ୟୋଗୀ
କଳା, ସଂସ୍କୃତି ଓ ସାହିତ୍ୟ ପରିବେଶରେ ବାଲ୍ୟଜୀବନ ବିତିଥିଲା। ବିଦ୍ୟାଳୟ ଶିକ୍ଷା ଆରମ୍ଭରୁ ସଙ୍ଗୀତ ପ୍ରତି ବେଶ୍ ଦୁର୍ବଳତା ଥିଲା। ପରବର୍ତ୍ତୀ ସମୟରେ ବିଦ୍ୟା(ଶିକ୍ଷା) ଓ ବୃତ୍ତି(ସଙ୍ଗୀତ) ସମତାଳରେ ଜାରି ରହିଲା। ପରିଶେଷରେ ଉଚ୍ଚ ଶିକ୍ଷା ସହ କଳା, ସଂସ୍କୃତି...
ସରିଲା ଯୁକ୍ତ୨ ପରୀକ୍ଷା: ଶୁକ୍ରବାରରୁ ମୂଲ୍ୟାୟନ
ଭୁବନେଶ୍ୱର, ୨୧।୩(ଅସମାପିକା ସାହୁ)ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ବୁଧବାର ଶେଷ ହୋଇଛି। ପରୀକ୍ଷାରେ ମୋଟ ୬୪୯ ଛାତ୍ରୀଛାତ୍ର କପି କରି ଧରାପଡ଼ିଥିବା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ଶୁକ୍ରବାରଠାରୁ ପରୀକ୍ଷା ଖାତା ମୂଲ୍ୟାୟନ...
ଓ୍ବାର୍ ରୁମ୍ କରି ବିଭିନ୍ନ ଯୋଜନାର ତଥ୍ୟ ନିଅ
ଭୁବନେଶ୍ୱର, ୨୧ା୩(ସୁନିତ୍ ମିଶ୍ର)ପୁରୀ ଏବଂ କେନ୍ଦ୍ରାପଡ଼ା ଲୋକ ସଭା ଆସନ ଓ ଏହାର ଅନ୍ତର୍ଗତ ବିଧାନସଭା କ୍ଷେତ୍ର ନେଇ ନିକଟରେ ବିଜେଡି ଶୀର୍ଷ ନେତୃତ୍ୱ ନବୀନ ନିବାସରେ ସମୀକ୍ଷା କରିଥିବା ବେଳେ ବୁଧବାର ଆଉ ୨ ଲୋକ ସଭା ଆସନ...
ପୋଷ୍ଟର, ପାମ୍ପଲେଟ୍ ମୁଦ୍ରଣ ଉପରେ କଟକଣା
କଟକ,୨୧ା୩ (କାର୍ତ୍ତିକ ସାହୁ)ନିର୍ବାଚନ ପାଇଁ ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ ହେବା ପରେ ନିର୍ବାଚନୀ ପୋଷ୍ଟର ଓ ପାମ୍ପଲେଟ୍ ମୁଦ୍ରଣ ଉପରେ ଭାରତୀୟ ନିର୍ବାଚନ କମିଶନ କେତେକ ନିୟମାବଳୀ ଜାରି କରିଛନ୍ତି। ନିର୍ବାଚନ ସମ୍ପର୍କିତ ସମସ୍ତ ପୋଷ୍ଟର କିମ୍ବା...
‘ଏକାକୀ ଲଢ଼ିଲେ ସରକାର ଗଢ଼ିବା ଭଳି ଲଢ଼ିବୁ’
ଭୁବନେଶ୍ୱର,୨୧ା୩(ଅନିଲ ଦାସ): ରାଜ୍ୟରେ ସମ୍ଭାବ୍ୟ ବିଜେଡି-ଭାଜପା ମେଣ୍ଟକୁ ନେଇ ଦ୍ୱନ୍ଦ୍ୱ ଜାରିରହିଛି। ଉଭୟ ଦଳ ଏ ନେଇ ସ୍ପଷ୍ଟ କରୁ ନ ଥିଲେ ମଧ୍ୟ ଆଗାମୀ ଦିନରେ ମେଣ୍ଟ ହେବାକୁ ଯାଉଥିବା କିଛିମାତ୍ରାରେ ସ୍ପଷ୍ଟ ହେବାରେ ଲାଗିଛି । ବିଜେଡିର...
ପୁରୀ-କଟକରେ ଭାଙ୍ଗିଲା ଶହେ ବର୍ଷର ରେକର୍ଡ, ସମଗ୍ର ରାଜ୍ୟରେ ଖରା ଦିନରେ ପ୍ରବଳ ଶୀତ
ଭୁବନେଶ୍ୱର,୨୦।୩: କାଳ ବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଜାରି ରହିଛି। ବଙ୍ଗୋପସାଗରରୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହିତ ହେଉଥିବାରୁ ସମଗ୍ର ଓଡ଼ିଶାରେ କୋହଲା ପାଗ ଲାଗି ରହିଛି। ବୁଧବାର ପୁରୀ, କଟକ ଏବଂ ଭୁବନେଶ୍ୱରରେ...
ଦେଶର ସବୁଠାରୁ ଧନୀ ମୁଖ୍ୟମନ୍ତ୍ରୀ ତାଲିକାରେ ନବୀନ, ସମ୍ପତ୍ତି-ବ୍ୟାଙ୍କ ବାଲାନ୍ସ ଜାଣିଲେ ହୋଇଯିବେ ତାଜୁବ
ନୂଆଦିଲ୍ଲୀ,୨୦।୩: ଆସୋସିଏଶନ ଫର ଡେମୋକ୍ରାଟିକ ରିଫର୍ମ(ADR) ଅନୁସାରେ ଦେଶର ସବୁଠାରୁ ଧନୀ ମୁଖ୍ୟମନ୍ତ୍ରୀ ତାଲିକାରେ ନବୀନ ପଟ୍ଟନାୟକ ଅଛନ୍ତି। ଏଡିଆର ଦ୍ୱାରା ଜାରି ୩୦ଜଣିଆ ସବୁଠାରୁ ଧନୀ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ପ୍ରଥମ ନମ୍ବରରେ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ ଏସ...
ଜାଣନ୍ତୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ସମେତ କେଉଁ ବିଧାୟିକା/ବିଧାୟକଙ୍କର କେତେ ସମ୍ପତ୍ତି
ଭୁବନେଶ୍ୱର,୨୦ା୩: ଆସୋସିଏଶନ ଫର୍ ଡେମୋକ୍ରେଟିକ୍ସ ରିଫର୍ମସ (ଏଡିଆର) ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ମୁଖ୍ୟମନ୍ତ୍ରୀ ଏବଂ କେଉଁ ବିଧାୟକଙ୍କର କେତେ ସମ୍ପତ୍ତି ରହିଛି ତା’ର ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମୋଟ୍ ସମ୍ପତ୍ତିର ମୂଲ୍ୟ ୬୩...
ଖବରଦାତାଙ୍କ ପାଇଁ ପୋଷ୍ଟାଲ ବାଲଟ୍
ଭୁବନେଶ୍ୱର,୨୦ା୩: ପୋଷ୍ଟାଲ ବାଲଟ୍ରେ ଏଥର ଭୋଟ୍ ଦେଇପାରିବେ କାର୍ଯ୍ୟରତ ଖବରଦାତା। କାର୍ଯ୍ୟରତ ଖବରଦାତାଙ୍କ ପାଇଁ ପୋଷ୍ଟାଲ ବାଲଟ୍ ବ୍ୟବସ୍ଥା କରିଛନ୍ତି ନିର୍ବାଚନ କମିଶନ। ଏଥିପାଇଁ ନିଜ ନିର୍ବାଚନ ମଣ୍ଡଳୀ ରିଟର୍ଣ୍ଣିଂ ଅଫିସରଙ୍କଠାରେ ଆବେଦନ ଜରୁରୀ ଅଟେ। ରିଟର୍ଣ୍ଣିଂ ଅଫିସର ଆବେଦନକାରୀଙ୍କ...
ଏହି ୨ ବ୍ୟକ୍ତି ନେଇପାରନ୍ତି ମେଣ୍ଟ ନିଷ୍ପତ୍ତି
ଭୁବନେଶ୍ୱର,୨୦।୩: ଲୋକ ସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ମଧ୍ୟ ରାଜ୍ୟରେ ବିଜେଡ-ଭାଜପା ମେଣ୍ଟକୁ ନେଇ ସସ୍ପେନ୍ସ ଲାଗି ରହିଛି। ଉଭୟ ଦଳ ମେଣ୍ଟକୁ ନେଇ ସ୍ପଷ୍ଟତା ପ୍ରକାଶ କରୁ ନ ନାହାନ୍ତି। ଫଳରେ ମେଣ୍ଟକୁ ନେଇ ନାନା...
୫୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ଜୁନିୟର ଇଞ୍ଜିନିୟର
ଭୁବନେଶ୍ୱର,୨୦।୩: ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଖୋର୍ଦ୍ଧା ବ୍ଲକ ଜୁନିୟର ଇଞ୍ଜିନିୟର ସଂଗୀତା ମହାପାତ୍ରଙ୍କୁ ବାନ୍ଧିଲା ଭିଜିଲାନ୍ସ। ଏକ କାର୍ଯ୍ୟର ବିଲ୍ ପାସ୍ କରିବା ପାଇଁ ସେ ଲାଞ୍ଚ ନେଉଥିବା ସମୟରେ ତାଙ୍କୁ ଭିଜିଲାନ୍ସ ଧରିଥିଲା। ରିପୋର୍ଟ...
ନବୀନ ନିବାସରେ ବସିଲା ବୈଠକ, ବଢୁଛି ଲୋକଙ୍କ ଉତ୍କଣ୍ଠା
ଭୁବନେଶ୍ୱର,୨୦ା୩: ନବୀନ ନିବାସରେ ବୁଧବାର ସନ୍ଧ୍ୟାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଉକ୍ତ ବୈଠକକୁ ନେଇ ଲୋକଙ୍କ ମଧ୍ୟରେ ବେଶ୍ ଉତ୍କଣ୍ଠା ପ୍ରକାଶ ପାଇଛି। ଏହି ବୈଠକ ନବରଙ୍ଗପୁର ସଂସଦୀୟ କ୍ଷେତ୍ର ପାଇଁ ହୋଇଥିବା ବିଶେଷ ସୂତ୍ରରୁ ଜଣାପଡ଼ିଛି। ବିଜେଡି...
Archives


