ମେଟ୍ରୋ

ସ୍କୁଲ୍‌ରେ ଅଡ୍‌-ଇଭିନ ବ୍ୟବସ୍ଥା ପାଇଁ ଯୋଜନା

ଭୁବନେଶ୍ୱର, ୯।୫(ବ୍ୟୁରୋ): କରୋନା ପାଇଁ ସାରା ଦେଶ ଏବେ ଲକ୍‌ଡାଉନ୍‌। ଦିନକୁ ଦିନ ସ୍ଥିତି ଜଟିଳ ହୋଇଚାଲିଥିବାବେଳେ ଇତିମଧ୍ୟରେ ଲକ୍‌ଡାଉନ୍‌ ଅବଧିକୁ ୩ଥର ବଢ଼ାଯାଇଛି। ଏପରି ସ୍ଥଳେ ପିଲାଙ୍କ ପାଠପଢ଼ା ଗୁରୁତର ବାଧାପ୍ରାପ୍ତ ହୋଇଛି। ନୂଆ ଶିକ୍ଷାବର୍ଷ କେବେ ଆରମ୍ଭ...

CORONAVIRUS UPDATE: ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୯।୫(ବ୍ୟୁରୋ): ରାଜ୍ୟରେ ଆଉ ୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମୟୁରଭଞ୍ଜ ଜିଲାର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ଜିଲାରେ ଏପର୍ଯ୍ୟନ୍ତ ଆକ୍ରାନ୍ତଙ୍କ ସଂଖ୍ୟା ୭ରେ ପହଞ୍ଚିଛି। ଶନିବାର ସକାଳ ସୁଦ୍ଧା ୧୭ଜଣ କରୋନା...

ବଢି ବଢି ଚାଲିଛି କରୋନା ପଜିଟିଭ: ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪

ଭୁବନେଶ୍ୱର,୯।୫ (ବ୍ୟୁରୋ)- ରାଜ୍ୟରେ ପୁଣି ୧୪ ଜଣକରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪ରେ ପହଁଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ୧୨, ସୁନ୍ଦରଗଡ ୧ ଓ ଭଦ୍ରକ ଜିଲାର ଜଣେ  ବୋଲି ସ୍ୱାସ୍ଥ୍ୟ ଓ ପରିବାର...

ନୂଆ ୨୫ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ମହାରାଷ୍ଟ୍ରର ବୋଲି ତଥ୍ୟ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୮।୫(ବ୍ୟୁରୋ)-ରାଜ୍ୟରେ ଆଉ ୨୫ କରୋନା ପଜିଟିଭ ଶୁକ୍ରବାର ସନ୍ଧ୍ୟାରେ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମରୁ ୨୪ଜଣ ଥିବାବେଳେ ଖୋର୍ଦ୍ଧା ଜିଲାର ଜଣେ ଥିବା ସୂଚନା ଦିଆଯାଇଥିଲା। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭୧କୁ ବୃଦ୍ଧି ପାଇଥିଲା। କିନ୍ତୁ...

ଓ୍ବାର୍କିଂ ଆଓ୍ବାର ୪ ଘଣ୍ଟା ବଢ଼ିଲା: ୮ ଘଣ୍ଟା ବଦଳରେ ୧୨ ଘଣ୍ଟା କାମ କରିବେ କର୍ମଚାରୀ, ମିଳିବ ଅଧିକ ପାରିଶ୍ରମିକ

ଭୁବନେଶ୍ୱର,୮।୫(ବ୍ୟୁରୋ): ବିଭିନ୍ନ ସଂସ୍ଥା ପାଇଁ ରାଜ୍ୟ ସରକାର ଓ୍ବାର୍କିଂ ଆଓ୍ବାର ବଢ଼ାଇଛନ୍ତି। ଦୈନିକ ୮ ଘଣ୍ଟା ବଦଳରେ ଓ୍ବାର୍କିଂ ଆଓ୍ବାରକୁ ୧୨ ଘଣ୍ଟା କରିଛନ୍ତି। ଦୁଇଟି ସିଫ୍ଟରେ ଏହାକୁ କରାଯିବ। ଏଥିପାଇଁ ପାରିଶ୍ରମିକ ମଧ୍ୟ ଅଧିକ ମିଳିବ ବୋଲି ଶୁକ୍ରବାର...

ବିଶ୍ୱସ୍ତରରେ ବୃଦ୍ଧିପାଉଛି କରୋନା ମୃତ୍ୟୁ ସଂଖ୍ୟା: ବାଗ୍‌ଚୀ

ଭୁବନେଶ୍ୱର,୮।୫(ବ୍ୟୁରୋ): ଶୁକ୍ରବାର ଅପରାହ୍ନ ୨ଟା ସୁଦ୍ଧା ବିଶ୍ୱରେ ୨୧୨ ଦେଶ, ୨ ଜାହାଜ କରୋନା ସଂକ୍ରମିତ ହୋଇଛନ୍ତି। ସେହିଭଳି ୩୮ ଲକ୍ଷ ୩୬ହଜାର ୭୧୪ ଜଣ ବ୍ୟକ୍ତି କରୋନା ଚିହ୍ନଟ ହୋଇଥିବା ବେଳେ ଶୁକ୍ରବାର ଏହି ସଂଖ୍ୟା ୩୯ ଲକ୍ଷ...

କଣ୍ଟେନମେଣ୍ଟ ଜୋନ୍‌ ବିନା ସବୁଠି ଖୋଲିପାରିବ ଅଫିସ, ଗ୍ରୀନ ଜୋନ୍‌ରେ କୌଣସି କଟକଣା ନାହିଁ

ଭୁବନେଶ୍ୱର,୮।୫(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ଓଡ଼ିଶାକୁ ୪ଟି ଜୋନରେ ବିଭକ୍ତ କରାଯାଇଛି। କଣ୍ଟେନ୍‌ମେଣ୍ଟ ଜୋନ, ରେଡ, ଅରେଞ୍ଜ, ଗ୍ରୀନ ଜୋନ କରାଯିବା ପରେ ସେଥିରେ କିଛି କଟକଣା ମଧ୍ୟ ଲଗାଯାଇଛି। ସମ୍ପ୍ରତି ୩ୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ...

କରୋନା ମୁକାବିଲା ଚିନ୍ତା: ଗଞ୍ଜାମ ଗଲେ ୩ ଆଇଏଏସ୍‌

ଭୁବନେଶ୍ୱର,୧୮।୫(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ଗଞ୍ଜାମ ଜିଲାରେ ୪୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଜିଲାରେ ପ୍ରବାସୀଙ୍କ ସଂଖ୍ୟା ବଢ଼ୁଥିବାରୁ ଆଗାମୀ ଦିନରେ ଏହା ଆହୁରି ବଢ଼ିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜିଲା ଉପରେ ସ୍ବତନ୍ତ୍ର...

ବଢ଼ିଲା କ୍ୱାରାଣ୍ଟାଇନ୍‌ ଅବଧି: ଏଣିକି ୧୪ ଦିନ ପରିବର୍ତ୍ତେ ୨୮ ଦିନ ରହିବେ ଲୋକେ

ଭୁବନେଶ୍ୱର,୮।୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବାହାରୁ ରାଜ୍ୟକୁ ଫେରୁଥିବା ପ୍ରବାସୀଙ୍କ ସଂଖ୍ୟା ବଢ଼ୁଥିବାରୁ ପଜିଟିଭ୍‌ ସଂଖ୍ୟା ଆହୁରୀ ବଢ଼ିବା ଆଶଙ୍କା କରାଯାଉଛି। ସେମାନେ ଫେରିବା ପରେ କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା କରାଯାଇଛି। ହେଲେ କିଛି...

CORONAVIRUS UPDATE: ଭଦ୍ରକରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୪୬ରେ ପହଞ୍ଚିଲା

ଭୁବନେଶ୍ୱର, ୮।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଶୁକ୍ରବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ସେ ଭଦ୍ରକ ଜିଲାର ୩୩ ବର୍ଷୀୟ ଯୁବକ। ନିକଟରେ ସେ ସୁରଟରୁ ଫେରିଥିଲେ। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୬ରେ ପହଞ୍ଚିଛି।...

ଟ୍ରେନ୍‌ ବଗିରେ କରୋନା ହସ୍ପିଟାଲ: ଭୁବନେଶ୍ୱର, ଖୋର୍ଦ୍ଧା ରୋଡ ଷ୍ଟେଶନରେ ହେବ କୋଭିଡ କେୟାର ସେଣ୍ଟର

ଭୁବନେଶ୍ୱର, ୮।୫(ବ୍ୟୁରୋ): ରାଜ୍ୟର ୨ଟି ରେଳ ଷ୍ଟେଶନରେ କୋଭିଡ କେୟାର ସେଣ୍ଟର ହେବ। ଭୁବନେଶ୍ୱର ଓ ଖୋର୍ଦ୍ଧା ରୋଡ ଷ୍ଟେଶନରେ ଟ୍ରେନ୍‌ ବଗିରେ କୋଭିଡ କେୟାର ସେଣ୍ଟର ନିର୍ମାଣ କରାଯିବ। ଉକ୍ତ କୋଭିଡ କେୟାର ସେଣ୍ଟରରେ ରେଲଓ୍ବେର ସ୍ବାସ୍ଥ୍ୟ କର୍ମଚାରୀ...

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ: ମୋଟ ଆରୋଗ୍ୟ ସଂଖ୍ୟା ୬୩ରେ ପହଞ୍ଚିଲା

ଭୁବନେଶ୍ୱର, ୮।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ରାଉରକେଲାର ବୋଲି ଜଣାପଡ଼ିଛି। ତେବେ ଏହାକୁ ମିଶାଇ ରାଜ୍ୟରେ ୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

CORONAVIRUS UPDATE : ନୂଆ ୨୬ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ଜଣଙ୍କୁ ଛାଡ଼ି ସମସ୍ତେ ସୁରଟ ଫେରନ୍ତା, ଅଧିକାଂଶଙ୍କଠାରେ ଲକ୍ଷଣ ଥିଲା

ଭୁବନେଶ୍ୱର, ୮।୫(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ଚିହ୍ନଟ ନୂଆ ୨୬ ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ଏହି ୨୬ଜଣଙ୍କ ମଧ୍ୟରେ ଗଞ୍ଜାମ ଜିଲାର ୧୯ ଜଣ ରହିଥିବା ବେଳେ କେନ୍ଦ୍ରପଡ଼ାର ୫ ଓ ଭଦ୍ରକ ଜିଲାର ୨ ଆକ୍ରାନ୍ତ ରହିଛନ୍ତି।...

ପର୍ଯ୍ୟଟନ ଶିଳ୍ପ ପାଇଁ ପୋଷ୍ଟ-ଲକ୍‌ଡାଉନ୍‌ ରୋଡ୍‌ମ୍ୟାପ୍‌

ଭୁବନେଶ୍ୱର,୮।୫(ବ୍ୟୁରୋ): ଲକ୍‌ଡାଉନ୍‌ ପରେ ରାଜ୍ୟର ଆର୍ଥିକ ସ୍ଥିତିରେ ଉନ୍ନତି ଆଣିବାକୁ ରାଜ୍ୟ ସରକାର ପର୍ଯ୍ୟଟନ କ୍ଷେତ୍ର ଉପରେ ଗୁରୁତ୍ୱ ଦେଇଛନ୍ତି। ଏଥିପାଇଁ ଉଭୟ ସହର ଓ ଗ୍ରାମାଞ୍ଚଳରେ ପର୍ଯ୍ୟଟନ ଶିଳ୍ପକୁ ପୁନର୍ବାର ବିକଶିତ କରିବାକୁ ପଦକ୍ଷେପ ନିଆଯିବ। ଗୁରୁବାର ମୁଖ୍ୟ...

ଚାଷୀଙ୍କ ନାମ ପଞ୍ଜୀକରଣ ସମୟସୀମା ଜୁଲାଇ ୩୦କୁ ବୃଦ୍ଧି

ଭୁବନେଶ୍ୱର,୮।୫(ବ୍ୟୁରୋ): ୨୦୧୯-୨୦ରେ ରାଜ୍ୟରେ ସର୍ବନିମ୍ନ ସହାୟକ ମୂଲ୍ୟ ଜରିଆରେ ଚାଷୀଙ୍କଠାରୁ ମୁଗ, ବିରି, ଚିନାବାଦାମ, ସୂର୍ଯ୍ୟମୁଖୀ ମଞ୍ଜି ସଂଗ୍ରହ କରାଯାଉଛି। ଏଥିଲାଗି ଚାଷୀମାନଙ୍କ ନାମ ପଞ୍ଜୀକରଣର ସମୟସୀମା ଜୁଲାଇ ୩୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। କରୋନା ସଂକ୍ରମଣ ଯୋଗୁ ଲକ୍‌ଡାଉନ୍‌...

ବଳାତ୍କାର ମାମଲାରେ କ୍ୟାପିଟାଲ ଥାନା ଏସ୍‌ଆଇ ନିଲମ୍ବିତ

ଭୁବନେଶ୍ୱର,୮।୫(ବ୍ୟୁରୋ): କମିଶନରେଟ ପୋଲିରେ ଲାଗିଛି କଳଙ୍କର ଛିଟା। କ୍ୟାପିଟାଲ ଥାନାର କାର୍ଯ୍ୟରତ ଥିବା ଏସ୍‌ଆଇ ରାକେଶ ସାମଲ ନାମରେ ଆସିଛି ବଳାତ୍କାର ଅଭିଯୋଗ। ଏପରିକି ପୋଲିସର କ୍ଷମତା ପ୍ରଯୋଗ କରି ଯୁବତୀଙ୍କୁ ବାରମ୍ଭାର ବଳାତ୍କାର କରିବା ଓ ମୁଣ୍ଡରେ ବନ୍ଧୁକ...

ଦ୍ୱିଗୁଣିତ କଲେ ସୁରଟ ଫେରନ୍ତା

ଭୁବନେଶ୍ୱର, ୮।୫(ବ୍ୟୁରୋ): ପଶ୍ଚିମବଙ୍ଗ ପରେ ଏବେ ସୁରଟ ଫେରନ୍ତା ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇ ଦେଇଛନ୍ତି। ଏମାନଙ୍କ ପାଇଁ ୧୩ ଦିନ ଭିତରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ୱିଗୁଣିତ ହୋଇଛି। ଏପ୍ରିଲ୍‌ ୨୫ରେ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଛୁଇଁଥିବାବେଳେ...

୧୦ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୫(ବ୍ୟୁରୋ)-ଦକ୍ଷିଣ ତାମିଲନାଡୁ, ବିଦର୍ଭ ଏବଂ ରୟାଲ ସୀମା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪...