ଏଣିକି ବନ୍ୟପ୍ରାଣୀଙ୍କ ସହ ଫଟୋ-ଭିଡିଓ ପୋଷ୍ଟ କଲେ ବନ୍ଧା ହେବେ, ହୋଇପାରେ ୭ ବର୍ଷ ପର୍ଯ୍ୟନ୍ତ ଜେଲ୍
ଭୁବନେଶ୍ୱର, ୧୫।୩(ଅସମାପିକା ସାହୁ) -ସୋସିଆଲ ମିଡିଆରେ ସଂରକ୍ଷିତ ବନ୍ୟପ୍ରାଣୀ (ଜୀବିତ, ମୃତ ବା ଅଙ୍ଗପ୍ରତ୍ୟଙ୍ଗ)ଙ୍କ ସହିତ ଫଟୋ ଉଠାଇ ପୋଷ୍ଟ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏଥିପାଇଁ ଉଭୟ ମଣିଷ ଓ ବନ୍ୟପ୍ରାଣୀଙ୍କ ଜୀବନ ପ୍ରତି ବିପଦ ସମ୍ଭାବନା ରହୁଥିବାରୁ...
ଅର୍ଚ୍ଚନା-ଜଗବନ୍ଧୁଙ୍କୁ ୪ ଘଣ୍ଟା ଜେରା, ଗଣମାଧ୍ୟମକୁ କହିଲେ…
ଭୁବନେଶ୍ୱର,୧୫।୩(ସତ୍ୟଜିତ୍ ରାଉତ): ହନିଟ୍ରାପ୍ ମାମଲାରେ ଛନ୍ଦିହୋଇଥିବା ଅର୍ଚ୍ଚନା ନାଗ ଓ ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ଶୁକ୍ରବାର ଆୟକର ବିଭାଗ ପକ୍ଷରୁ ଜେରା ହୋଇଛନ୍ତି। ଅପରାହ୍ନ ପ୍ରାୟ ୧ଟା ୩୦ରେ ଆୟକର ଅଫିସକୁ ଅର୍ଚ୍ଚନା ଓ ଜଗବନ୍ଧୁ ଯାଇ ୪...
ଆସନ୍ତା ୨୦ ଯାଏ ଘଡ଼ଘଡ଼ି ସହ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୧୫।୩(ଅନୁରାଧା ମହାରଣା): ରାଜ୍ୟରେ ତାତି ସହ ଗୁଳୁଗୁଳି ଜାରି ରହିଥିତ୍ବାବେଳେ ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ବର୍ଷା ହେଉଛି। ତେବେ ଆସନ୍ତା ୫ଦିନ ଅର୍ଥାତ୍ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଘଡ଼ଘଡ଼ି ଓ ବର୍ଷା ପରିମାଣ ବଢ଼ିବ। ୩ଦିନ ପରେ...
ଅରିନ୍ଦମଙ୍କୁ କେଉଁଠୁ ଟିକେଟ୍ ଦେବ ଭାଜପା ?
ଭୁବନେଶ୍ୱର,୧୫।୩: ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେବାର ଘଣ୍ଟାଏ ନ ପୂରୁଣୁ ଭାଜପାରେ ଯୋଗ ଦେଇଛନ୍ତି ଅଭିନେତା ଅରିନ୍ଦମ ରାୟ। ଯୋଗ ଦେବା ପରେ ସେ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ତେବେ ଭାଜପା ଅରିନ୍ଦମଙ୍କୁ ନେଇ କ’ଣ ଯୋଜନା ରଖିଛି।...
ବିଜେଡି ଛାଡ଼ି ଭାଜପାରେ ମିଶିବା ପରେ ଅରିନ୍ଦମ ଦେଲେ ବଡ଼ ବୟାନ: ଦଳର ମୁଖିଆଙ୍କୁ ଭେଟିବା…
ଭୁବନେଶ୍ୱର,୧୫।୩: ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେବାର ଘଣ୍ଟାଏ ନ ପୂରୁଣୁ ଭାଜପାରେ ଯୋଗ ଦେଇଛନ୍ତି ଅଭିନେତା ଅରିନ୍ଦମ ରାୟ। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଶୁକ୍ରବାର ସେ ପଦ୍ମ ଧରିଛନ୍ତି। ତେବେ ଭାଜପାରେ ସାମିଲ ହେବା...
ମେଣ୍ଟକୁ ନେଇ ଏମିତି କହିଦେଲେ ପ୍ରଶାନ୍ତ ଜଗଦ୍ଦେବ: ପୁଣି ବଢିଲା ସସ୍ପେନ୍ସ
ଭୁବନେଶ୍ୱର,୧୫।୩: ରାଜ୍ୟରେ ଭାଜପା ଓ ବିଜେଡି ମଧ୍ୟରେ ନିର୍ବାଚନୀ ମେଣ୍ଟକୁ ନେଇ ଆଶା ଏବଂ ଆଶଙ୍କା ବଢୁଥିବାବେଳେ ନିକଟରେ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିବା ଚିଲିକା ବିଧାୟକ ନିଜ ପ୍ରତିକ୍ରିୟା ଦେଇଛନ୍ତି। ମେଣ୍ଟ ଚର୍ଚ୍ଚା ବିଜେଡିରୁ ଆରମ୍ଭ ହୋଇଛି।...
ନିର୍ବାଚନ ପାଇଁ କଂଗ୍ରେସ ଦେଲା ୯ ଗ୍ୟାରେଣ୍ଟି, କ୍ଷମତାକୁ ଆସିଲେ କୃଷକଙ୍କୁ ମାସିକ ମିଳିବ ୨୦୦୦ ଟଙ୍କା
ଭୁବନେଶ୍ୱର,୧୫।୩: ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ କଂଗ୍ରେସ ୯ ଗ୍ୟାରେଣ୍ଟି ଦେଇଛି। ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। କଂଗ୍ରେସ ସବୁବର୍ଗକୁ ଲକ୍ଷ୍ୟ କରି ଏହି ୯ ଗ୍ୟାରେଣ୍ଟି ଆଣିଥିବା ବେଳେ କ୍ଷମତାକୁ ଆସିଲେ ଏହି ଗ୍ୟାରେଣ୍ଟି କାର୍ଯ୍ୟକାରୀ ହେବ।...
ଆସନ୍ତାକାଲି ନିର୍ବାଚନ ତାରିଖ ଘୋଷଣା
ନୂଆଦିଲ୍ଲୀ/ଭୁବନେଶ୍ୱର,୧୫ା୩: ଆସନ୍ତାକାଲି ଅର୍ଥାତ୍ ଶନିବାର ଘୋଷଣା ହେବ ନିର୍ବାଚନ ତାରିଖ। ଲୋକ ସଭା ଏବଂ କିଛି ରାଜ୍ୟର ବିଧାନସଭା ପାଇଁ ତାରିଖ ଘୋଷଣା ହୋଇପାରେ। ଆସନ୍ତାକାଲି ଅପରାହ୍ନ ୩ଟାରେ ଏକ ଖବରଦାତା ସମ୍ମିଳନୀରେ ନିର୍ବାଚନ କମିଶନ ତାରିଖ ଘୋଷଣା କରିବେ।...
ବିନ୍ଦୁସାଗରରେ ମହିଳାଙ୍କ ମୃତଦେହ
ଭୁବନେଶ୍ୱର,୧୫ା୩: ଭୁବନେଶ୍ୱର ବିନ୍ଦୁସାଗରରୁ ଶୁକ୍ରବାର ଜଣେ ମହିଳାଙ୍କ ମୃତଦେହ ମିଳିଛି। ଆଜି ଭୋର୍ରୁ ମହିଳାଙ୍କ ମୃତଦେହ ବିନ୍ଦୁସାଗରରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଲିଙ୍ଗରାଜ ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ...
ପ୍ରସନ୍ନଙ୍କ ଆଶୁଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫ା୩: ପୂର୍ବତନ ରାଜ୍ୟ ସଭା ଏମ୍ପି ତଥା ବିଜୁ ଜନତା ଦଳର ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ ସମ୍ବଲପୁରର ରେଢ଼ାଖୋଲରେ ଦୁର୍ଘଟଣାର ସମ୍ମୁଖୀନ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିବା ସହ ତାଙ୍କର...
ତାତିରୁ ମିଳିବ ଆଶ୍ୱସ୍ତି: ୩ ଦିନ ଏହି ସବୁ ଜିଲାରେ ବର୍ଷିବ
ଭୁବନେଶ୍ୱର,୧୫।୩: ତାତିରୁ ମିଳିବ ଆଶ୍ୱସ୍ତି। ଆଜିଠୁ ୩ ଦିନ ଯାଏ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପେଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ଆଜି ଗଞ୍ଜାମ, ଗଜପତି, ରାୟଗଡା,...
୫୫ ଖିଲାପକାରୀଙ୍କ ଉପରେ ୨୯.୫୦ କୋଟି ବକେୟା
ଭୁବନେଶ୍ବର, ୧୫ା୩(ବନ୍ଦନା ସେଠୀ): ଏବର୍ଷ ଭୁବନେଶ୍ବର ମହାନଗର ନିଗମ (ବିଏମ୍ସି)ର ରାଜସ୍ବ ଆଦାୟ ଅତି ନଗଣ୍ୟ ରହିବ। ଆର୍ଥତ୍କ ବର୍ଷ ପୂରିବାକୁ ଆଉ ମାତ୍ର ୧୫ଦିନ ଥିବାବେଳେ ଏବେସୁଦ୍ଧା ଧାର୍ଯ୍ୟ ଲକ୍ଷ୍ୟର ୬୦% ରାଜସ୍ବ ଆଦାୟ ହୋଇପାରିନାହିଁ। ଗୋଟିଏ ପଟେ...
Archives


