୨୬୯ ପଦକ ପାଇଁ ଅର୍ଥରାଶି ପୁରସ୍କାର
ଭୁବନେଶ୍ୱର, ୧୫।୩(ତପନ ସ୍ବାଇଁ):ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଗୁରୁବାର ଜାତୀୟ ଓ ଅନ୍ତର୍ଜାତୀୟ କ୍ରୀଡ଼ାରେ ପଦକ ହାସଲ କରିଥିବା କ୍ରୀଡ଼ାବିତଙ୍କୁ ଅର୍ଥରାଶିରେ ପୁରସ୍କୃତ କରାଯାଇଛି। ୨୬୯ ପଦକ ପାଇଁ କୃତ୍ତି କ୍ରୀଡ଼ାବିତଙ୍କୁ ମୋଟ ୫୬ ଲକ୍ଷ ୯୩...
ଏଟିଏମ୍ରେ ଇ-ଡିଭାଇସ୍ ଲଗାଇ ଠକେଇ
ଭୁବନେଶ୍ୱର,୧୫।୩(ସତ୍ୟଜିତ୍ ରାଉତ): ଏଟିଏମ୍ କାଉଣ୍ଟରରେ ଏବେ ନୂଆ ଧରଣର ଠକେଇ ଚାଲିଛି। ଠକମାନେ ରିମୋଟ୍ କଣ୍ଟ୍ରୋଲ ଇଲେକ୍ଟ୍ରୋନିକ ଡିଭାଇସ୍ ଓ ହେଲ୍ପଲାଇନ୍ ନମ୍ବର ସହାୟତାରେ ଲୋକଙ୍କୁ ଫସାଇବା ସହ ଡେବିଟ୍ କାର୍ଡର ଚିପ୍ ନେଇ ଟଙ୍କା ଲୁଟୁଛନ୍ତି। ଜଣେ ଆକାଉଣ୍ଟାଣ୍ଟ୍ଙ୍କଠାରୁ...
ନିର୍ବାଚନ ସାମଗ୍ରୀ ବିଷୟରେ ସମୀକ୍ଷାକଲେ ସିଇଓ
ଭୁବନେଶ୍ୱର, ୧୫।୩(ସୁନିତ୍ ମିଶ୍ର):ଓଡ଼ିଶାରେ ଆଗାମୀ ନିର୍ବାଚନର ସୁପରିଚାଳନା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କ ପକ୍ଷରୁ ସବୁ ଜିଲାର ନିର୍ବାଚନ ସାମଗ୍ରୀ ନୋଡାଲ ଅଧିକାରୀଙ୍କ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ସିଇଓଙ୍କ କାର୍ଯ୍ୟାଳୟ ତରଫରୁ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ...
ଭୁବନେଶ୍ୱରରେ ବେଦାନ୍ତୁ ଅଫ୍ଲାଇନ ଲର୍ନିଂ ସେଣ୍ଟର
ଭୁବନେଶ୍ୱର,୧୫।୩ (ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଅଗ୍ରଣୀ ଅନ୍ଲାଇନ କୋଚିଂ ସେଣ୍ଟର ‘ବେଦାନ୍ତୁ’ର ଅଫ୍ଲାଇନ ଲର୍ନିଂ ସେଣ୍ଟର ଭୁବନେଶ୍ୱରର ଜୟଦେବ ବିହାର ନିକଟସ୍ଥ ଆର୍ସିଏମ୍ କ୍ୟାମ୍ପସଠାରେ ଶୁଭାରମ୍ଭ ହୋଇଯାଇଛି। ଏପରିକି ୨୦୨୪ ମାର୍ଚ୍ଚ ୧୭ରେ ଉକ୍ତ ସେଣ୍ଟରର...
ଏମ୍ସକୁ ଏସିଆ ସେଫ୍ ସର୍ଜିକାଲ ଇମ୍ପ୍ଲାଣ୍ଟ କନ୍ସୋର୍ଟିୟମ ପୁରସ୍କାର
ଭୁବନେଶ୍ୱର,୧୫।୩(ଶର୍ମିଷ୍ଠା ପାଣିଗ୍ରାହୀ):ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚଓ) ପକ୍ଷରୁ ଏମ୍ସ ଭୁବନେଶ୍ୱରକୁ ମର୍ଯ୍ୟାଦାଜନକ ଏସିଆ ସେଫ୍ ସର୍ଜିକାଲ ଇମ୍ପ୍ଲାଣ୍ଟ କନ୍ସୋର୍ଟିୟମ୍ କ୍ୟୁଆଇପି ପୁରସ୍କାର ୨୦୨୩ ମିଳିଛି। ହସ୍ପିଟାଲରେ ବ୍ୟବହୃତ ବିଭିନ୍ନ ଯାନ୍ତ୍ରିକ ଉପକରଣର ଗୁଣବତ୍ତା ଏବଂ ପ୍ରତିରୋପଣ ପ୍ରକ୍ରିୟାକରଣକୁ ନେଇ ହେଉଥିବା...
ଦୁର୍ଘଟଣାରେ ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର
ସମ୍ବଲପୁର,୧୫ା୩: ଦୁର୍ଘଟଣାରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର ହୋଇଛନ୍ତି। ଏକ ଗ୍ୟାସ୍ ଟ୍ୟାଙ୍କର ସହ ତାଙ୍କ କାର୍ ମୁହାଁମୁହିଁ ଧକ୍କା ହୋଇଥିବା ସୂଚନା ମିଳିଛି। ଭୁବନେଶ୍ୱରରୁ ବରଗଡ଼ ଫେରିବା ବେଳେ ଗୁରୁବାର ବିଳମ୍ବିତ ରାତିରେ ସମ୍ବଲପୁର ଜିଲା...
ଇ-ଗଭର୍ନାନ୍ସରେ ସୃଷ୍ଟି ହେଲା ନୂଆ ଅଧ୍ୟାୟ: ଏଣିକି ପାଇବେ ଏମିତି ସୁବିଧା
ଭୁବନେଶ୍ୱର,୧୫ା୩(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେଶନ ସେଣ୍ଟର(ଓକାକ୍) ଦ୍ବାରା ବିକଶିତ ଅନ୍ଲାଇନ ଇନ୍ସେଣ୍ଟିଭ୍ ମ୍ୟାନେଜମେଣ୍ଟ ସିଷ୍ଟମ୍ର ଲୋକାର୍ପଣ କରିଛନ୍ତି। ଏହି ପୋର୍ଟାଲ ଜରିଆରେ ଉଦ୍ୟୋଗୀ ସହଜରେ ଅନ୍ଲାଇନ ଆବେଦନ କରି ଓଡ଼ିଶା ଆଇଟି, ଇଲେକ୍ଟ୍ରୋନିକ୍ସ ଡାଟା...
ମେଣ୍ଟ: ତଥାପି ଚିତ୍ର ଅସ୍ପଷ୍ଟ
ଭୁବନେଶ୍ୱର,୧୫ା୩(ସୁନିତ୍ ମିଶ୍ର):ବିଜେଡି-ଭାଜପା ସମ୍ଭାବ୍ୟ ମେଣ୍ଟ ଉପରେ ସମସ୍ତଙ୍କ ନଜର ରହିଥିବାବେଳେ ଏନେଇ ଅଦ୍ୟାବଧି କିଛି ଚୂଡ଼ାନ୍ତ ହୋଇପାରି ନାହିଁ। ୪ ଦିନ ହେଲା ଦିଲ୍ଲୀରେ ଡେରା ପକାଇଥିବା ଭାଜପା ରାଜ୍ୟ ନେତୃବୃନ୍ଦ ଗୁରୁବାର ଓଡ଼ିଶା ଫେରିବା ପରେ ଚିତ୍ର ସ୍ପଷ୍ଟ...
ନବୀନ ନିବାସରେ ସରିଲା ଗୁରୁତ୍ୱପୂର୍ଣ୍ଣ ବୈଠକ, ମେଣ୍ଟକୁ ନେଇ ଏମିତି କହିଲା ବିଜେଡି
ଭୁବନେଶ୍ବର,୧୪।୩: ନବୀନ ନିବାସରେ ସରିଲା ବିଜେଡିର ଗରୁତ୍ୱପୂର୍ଣ୍ଣ ବୈଠକ। ବୈଠକ ପରେ ଗଣମାଧ୍ୟମ ସାମ୍ନାରେ ଉପସଭାପତି ଦେବୀ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ସହ ବରିଷ୍ଠ ନେତା ଏବଂ ବିଭିନ୍ନ ଜିଲାର ପର୍ଯ୍ୟବେକ୍ଷକଙ୍କ ଆଲୋଚନା ହୋଇଛି। ପର୍ଯ୍ୟବେକ୍ଷକମାନେ...
ବିଜେଡି-ଭାଜପା ମଧ୍ୟରେ କେବେଠୁ ମେଣ୍ଟ ହୋଇସାରିଛି: କଂଗ୍ରେସ
ଭୁବନେଶ୍ବର,୧୪।୩: ଭାଜପା-ବିଜେଡି ମେଣ୍ଟ ଚର୍ଚ୍ଚା ମଧ୍ୟରେ କଂଗ୍ରେସ ପ୍ରତିକ୍ରିୟା ଦେଇଛି। ରାଜ୍ୟ ପ୍ରଭାରୀ ଅଜୟ କୁମାର କହିଛନ୍ତି, ଭାଜପା-ବିଜେଡି କେବେଠାରୁ ମେଣ୍ଟ କରିସାରିଛନ୍ତି। ଯଦି ମେଣ୍ଟକୁ ନେଇ ଘୋଷଣା ନ ହୁଏ, ତେବେ ଉଭୟ ଦଳ ଅଘୋଷିତ ମେଣ୍ଟ ନେଇ...
ନିର୍ବାଚନ କମିଟି ବୈଠକ ଡାକିଲେ ମନମୋହନ, ଆସନ ଉପରେ କରିବେ ଚର୍ଚ୍ଚା
ଭୁବନେଶ୍ୱର,୧୪।୩: ଶୁକ୍ରବାର ରାଜ୍ୟ ଭାଜପାର ନିର୍ବାଚନ କମିଟି ବୈଠକ ଅନୁଷ୍ଠିତ ହେବ। ଭାଜପା ସଭାପତି ମନମୋହନ ସାମଲ ଏହି ବୈଠକ ଡାକିଥିବା ଜଣାପଡିଛି। ମନମୋହନ କହିଛନ୍ତି, ନିର୍ବାଚନ କମିଟି ବୈଠକରେ ସମସ୍ତ ଆସନ ପାଇଁ ପରୀକ୍ଷା ନିରୀକ୍ଷା କରାଯିବ। ବୈଠକର...
ନବୀନ ନିବାସରେ ଗୁରୁତ୍ୱପୂର୍ଣ୍ଣ ବୈଠକ, ହୋଇପାରେ ବଡ଼ ଘୋଷଣା
ଭୁବନେଶ୍ୱର,୧୪ା୩: ନବୀନ ନିବାସରେ ଗୁରୁବାର ଆରମ୍ଭ ହୋଇଛି ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ। ମେଣ୍ଟ ଚର୍ଚ୍ଚା ସମୟରେ ନବୀନ ନିବାସରେ ଏହା ୨ୟ ପର୍ଯ୍ୟାୟ ଦଳୀୟ ବୈଠକ ବସିଛି। ଯାହା ଉପରେ ସମସ୍ତଙ୍କ ନଜର ରହିଛି। କୁହାଯାଉଛି ଯେ, ବିଜେଡି ଓ...
Archives


