ଭୁବନେଶ୍ୱରରେ ଚାଞ୍ଚଲ୍ୟ: ସ୍ତ୍ରୀକୁ ହତ୍ୟା କରି ମୃତ ଦେହ ସହିତ ତିନି ଦିନ ବିତାଇଲେ ସ୍ୱାମୀ
ଭୁବନେଶ୍ୱର,୧୪।୩: ରାଜଧାନୀ ଭୁବନେଶ୍ବରରେ ଅଭାବନୀୟ ଘଟଣା। ଘରୋଇ କଳହରୁ ଜଣେ ବ୍ୟକ୍ତି ସ୍ତ୍ରୀକୁ ପିଟି ପିଟି ହତ୍ୟା କରିଛନ୍ତି। ଭୁବନେଶ୍ୱର ମୈତ୍ରୀ ବିହାର ସାଲିଆ ସାହି ଅଂଚଳରେ ଏହି ଘଟଣା ଘଟିଛି, ଯାହା ସମଗ୍ର ଅଂଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।...
ମେଣ୍ଟ ଉପରେ ମନମୋହନ ସାମଲଙ୍କ ଏପଟସେପଟ କଥାକୁ ନେଇ ଉଠିଲା ପ୍ରଶ୍ନ
ଭୁବନେଶ୍ୱର,୧୪।୩: ରାଜ୍ୟରେ ମେଣ୍ଟକୁ ନେଇ ଦ୍ୱନ୍ଦ ବଢିବାରେ ଲାଗିଛି। ଗୋଟିଏ ପଟେ ଭାଜପା ସଭାପତି ମନମୋହନ ସାମଲଙ୍କ ଏପଟସେପଟ କଥା ଅନ୍ୟପଟେ ବିଜେଡି ସୁପ୍ରିମୋ ନବୀନ ନିବାସରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିବା ନେଇ ମେଣ୍ଟକୁ ନେଇ ଚର୍ଚ୍ଚା ଆହୁରି ବଢିଛି।...
ହେଇ କି ଅଟକିଯାଉଛି ମେଣ୍ଟ, ପ୍ରାର୍ଥୀ ତାଲିକାରେ ଓଡିଶା ନେତା ଉଭାନ
ଭୁବନେଶ୍ୱର,୧୪।୩: ରାଜ୍ୟ ରାଜନୀତିରେ ଘଡିକେ ଘୋଡା ଛୁଟୁଛି। ମେଣ୍ଟ ହେବ ନା ନାହିଁ ତାହା ନେଇ ଏବେ ବି ସସପେନ୍ସ ଲାଗି ରହିଛି। ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ମେଣ୍ଟ ହେବ ନାହିଁ ବୋଲି ସିଧା ସିଧା ଖଣ୍ଡନ...
ଅପରାଜିତା କହିଲେ- ‘ସଭାପତି ସ୍ପଷ୍ଟ କରିସାରିଛନ୍ତି, ଆମେ ଏକାକୀ ଲଢ଼ିବୁ’
ଭୁବନେଶ୍ୱର,୧୪।୩: ଓଡ଼ିଶାରେ ଏକାକୀ ନିର୍ବାଚନ ଲଢ଼ିବ ଭାଜପା। ଲୋକମାନଙ୍କ ଆଶୀର୍ବାଦ, ଶୁଭେଚ୍ଛାରେ ସରକାର ଗଢ଼ିବୁ। କିଛି ଏଭଳି କହି ମେଣ୍ଟ କଥାକୁ ଏଡ଼ାଇ ଦେଇଛନ୍ତି ଭାଜପା ସଭାପତି ମନମୋହନ ସାମଲ। ଦିଲ୍ଲୀରୁ ଫେରି ଗୁରୁବାର ସେ ପୁରୁଣା କଥାକୁ ଦୋହରାଇଛନ୍ତି।...
ଶ୍ରମିକଙ୍କ ମଜୁରୀ ବଢ଼ାଇଲେ ରାଜ୍ୟ ସରକାର
ଭୁବନେଶ୍ୱର,୧୪ା୩(ଅସମାପିକା ସାହୁ): ରାଜ୍ୟ ସରକାର ଗୁରୁବାର ସର୍ବନିମ୍ନ ମଜୁରୀ ବୃଦ୍ଧି କରିଛନ୍ତି। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି। ୪ଟି ବର୍ଗ ଯଥା ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକ ଏହି ନିଷ୍ପତ୍ତି...
ଭାଜପା ଏକା ଲଢ଼ିବ ଆଉ ସରକାର ବି ଗଢ଼ିବ: ମନମୋହନ
ଭୁବନେଶ୍ୱର,୧୪ା୩: ଦିଲ୍ଲୀରୁ ଫେରିବା ପରେ ଭାଜପା ସଭାପତି ମନମୋହନ ସାମଲ ପୁଣି ଏକ କଥା ଦୋହରାଇଛନ୍ତି। ଗୁରୁବାର ମନମୋହନ କହିଛନ୍ତି, ଓଡ଼ିଶାରେ ଭାଜପା ଏକାକୀ ଲଢ଼ିବ ଆଉ ଜିତିବ ମଧ୍ୟ। ସେ କହିଛନ୍ତି, ଓଡ଼ିଶାରେ ଭାଜପା ସରକାର ଗଠନ କରିବ।...
ଆଉ ନିର୍ବାଚନ ଲଢ଼ିବିନି: ସୁର
ଭୁବନେଶ୍ୱର,୧୪ା୩: କଂଗ୍ରେସ ବିଧାୟକ ସୁର ରାଉତରାୟ ଆଉ ନିର୍ବାଚନ ଲଢ଼ିବେନି ବୋଲି ଆଜି ପୁଣି ଦୋହରାଇଛନ୍ତି। ସେ କହିଛନ୍ତି, ୮୦ ବର୍ଷ ବୟସରେ ଆଉ ନିର୍ବାଚନ ଲଢ଼ିବା ସମ୍ଭବ ନୁହେଁ। ମୋତେ ପିସିସି ସଭାପତି ଅନୁରୋଧ କରିଥିଲେ ମାତ୍ର ମୁଁ...
ରାଜ୍ୟ କର୍ମଚାରୀଙ୍କ ଡିଏ ବଢ଼ାଇଲେ ସରକାର
ଭୁବନେଶ୍ୱର,୧୪ା୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସରକାରୀ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ପାଇଁ ଡିଏ ଏବଂ ଟିଆଇ ବୃଦ୍ଧି ଘୋଷଣା କରିଛନ୍ତି। ପୂର୍ବରୁ ଡିଏ ୪୬ ପ୍ରତିଶତ ଥିବା ବେଳେ ୪ ପ୍ରତିଶତ ବୃଦ୍ଧି ହୋଇ ୫୦ ପ୍ରତିଶତରେ ପହଞ୍ଚିଛି।...
ଛିଣ୍ଡିବ ଅଛିଣ୍ଡା ଅଙ୍କ, ନବୀନ ନିବାସରେ ଆଜି ମେଣ୍ଟ ଘୋଷଣା!
ଭୁବନେଶ୍ୱର,୧୪।୩: ବିଜେପି-ଭାଜପା ମେଣ୍ଟକୁ ନେଇ ଏବେ ବି ସସପେନ୍ସ ଜାରି ରହିଛି । ଗତକାଲି ଗୃହମନ୍ତ୍ରୀ ଅମିତ ଶାହାଙ୍କ ନୂଆଦିଲ୍ଲୀ ବାସଭବନରେ ରାଜ୍ୟ ନେତାଙ୍କ ରୁଦ୍ଧଦ୍ବାର ବୈଠକ ବସିଥିଲା । ପୁଣି ଅପରାହ୍ନଣରେ ନବୀନ ନିବାସରେ ବୈଠକ ବସିଥିଲା। ଆଜି...
ଦିଲ୍ଲୀରୁ ଫେରି ମେଣ୍ଟ ନେଇ ବିସ୍ଫୋରକ ବୟାନ ଦେଲେ ମନମୋହନ ସାମଲ
ଭୁବନେଶ୍ୱର,୧୪।୩: ଓଡିଶା ରାଜନୀତିର ଭାଗ୍ୟ ଝୁଲୁଛି ଏବେ ଦିଲ୍ଲୀରେ। ମେଣ୍ଟ ହେଉଛି ନା ହେଉନି? ଏହା ଉପରେ ଏବେ ସମସ୍ତଙ୍କର ନଜର। କୁହାଯାଉଛି, ଆସନ ବୁଝାମଣା ସରିଛି ହେଲେ ସ୍ପଷ୍ଟତା ଆସିବାକୁ ଏତେ ବିଳମ୍ବ କାହିଁକି? ନା ଆସନ ଭାଗବଣ୍ଟାକୁ...
ମେଣ୍ଟ ଚର୍ଚ୍ଚା: ବିଳମ୍ବ କରୁଛି ପ୍ରାର୍ଥୀ ଘୋଷଣା, ବ୍ୟସ୍ତ ହୋଇପଡ଼ିଲେଣି କର୍ମୀ
ଭୁବନେଶ୍ୱର, ୧୪।୩(ସୁନିତ୍ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ନିଜର ପ୍ରସ୍ତୁତି ଜୋର୍ଦାର କରିଛନ୍ତି। ହେଲେ ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ବର୍ତ୍ତମାନ ସବୁ ପ୍ରକାର...
ଯାତ୍ରୀମାନେ ଧ୍ୟାନ ଦିଅନ୍ତୁ, ‘ହୋଲି ପାଇଁ ଗଡ଼ିବ ୫ଟି ସ୍ପେଶାଲ ଟ୍ରେନ୍’
ଭୁବନେଶ୍ୱର, ୧୪।୩ (ଅନୁରାଧା ମହାରଣା)ହୋଲି ସମୟରେ ଯାତ୍ରୀ ଭିଡ଼କୁ ଏଡ଼ାଇବା ଲାଗି ପୂର୍ବତଟ ରେଳପଥ ପକ୍ଷରୁ ୫ ଯୋଡ଼ା ସ୍ପେଶାଲ ଟ୍ରେନ୍ ଚଳାଚଳ କରିବ। ଏସବୁ ଟ୍ରେନ ପୁନେ, ପାଟନା ଏବଂ ନିଜାମୁଦ୍ଦିନ ଷ୍ଟେଶନକୁ ଚଳାଚଳ କରାଇବା ପାଇଁ ଯୋଜନା...
Archives


