ଇସ୍ତଫା ଦେଲେ ନବୀନ ପଟ୍ଟନାୟକ, ଟ୍ବିଟ କରି କହିଦେଲେ ଏମିତି
ଭୁବନେଶ୍ୱର,୫।୬: ଇସ୍ତଫା ଦେଇଛନ୍ତି ନବୀନ ପଟ୍ଟନାୟକ। ପ୍ରାୟ ୨୪ବର୍ଷ ଶାସନ କ୍ଷମତାରେ ରହିବା ପରେ ବୁଧବାର ରାଜ୍ୟପାଳଙ୍କୁ ଭେଟି ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ଇସ୍ତଫା ଦେବା ପରେ ନବୀନ ସୋସିଆଲ ମିଡିଆ ଏକ୍ସରେ ଟ୍ବିଟ କରି କୃତଜ୍ଞତା ଜଣାଇଛନ୍ତି।…
ଓଡ଼ିଶାରେ ବନ୍ଦ ହୋଇଯିବ BSKY ଯୋଜନା, ଲାଗୁ ହେବ ଏହି ଯୋଜନା, ମନମୋହନ ସାମଲଙ୍କ ବଡ଼ ବୟାନ
ଭୁବନେଶ୍ୱର,୫।୬: ଓଡ଼ିଶାରେ ବନ୍ଦ ହୋଇଯିବ BSKY ଯୋଜନା । ନୂଆ ସରକାର ଗଠନ ହେବା ପରେ ଓଡ଼ିଶାରେ ବିଏସକେୱାଇ କାର୍ଡ ବନ୍ଦ ହୋଇଯିବ । ଅର୍ଥାତ ଓଡ଼ିଶାବାସୀ ଆଉ BSKY ଯୋଜନାର ଲାଭ ଉଠାଇପାରିବେ ନାହିଁ । ଏଣିକି ଓଡ଼ିଶାରେ ଲାଗୁ…
ଓଡ଼ିଶାରେ କିଏ ହେବେ ମୁଖ୍ୟମନ୍ତ୍ରୀ, କହିଲେ ମନମୋହନ ସାମଲ
ଭୁବନେଶ୍ୱର, ୫।୬: ଭାଜପାର ବିପୁଳ ବିଜୟ ପରେ ମନମୋହନ ସାମଲ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ପରିବର୍ତ୍ତନ ଆଣିବା ଲୋକଙ୍କ ମନରେ ଥିଲା।ଏ ନିର୍ବାଚନ ସାଧାରଣ ଲୋକଙ୍କ ଥିଲା, ସେମାନେ ଲଢୁଥିଲେ। ଭ୍ରଷ୍ଟ ଶାସନ ବିରୋଧରେ, ଓଡ଼ିଶାର ଅସ୍ମିତା ପାଇଁ…
ବିଧାୟକଙ୍କୁ ନବୀନ ନିବାସରୁ ଡାକରା,ହୋଇପାରେ ବଡ଼ ଘୋଷଣା
ଭୁବନେଶ୍ୱର,୫।୬: ବିଜେଡି ବିଧାୟକଙ୍କୁ ଡାକରା ପଠାଇଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସଂଧ୍ୟାା ୫ଟାରେ ଆସି ନବୀନ ନିବାସରେ ପହଞ୍ଚିବାକୁ ଦିଆଯାଇଛି ନିର୍ଦ୍ଦେଶ। ନବ ନିର୍ବାଚିତ ବିଧାୟକଙ୍କୁ ସଂଧ୍ୟାରେ ଆସି ନବୀନ ନିବାସରେ ପହଞ୍ଚିବାକୁ କୁହାଯାଇଛ
ସରକାର ଗଢିଲେ ମିଳିବ ଏହି ସବୁ ସୁବିଧା, ଭାଜପା ଦେଇଥିଲା ପ୍ରତିଶ୍ରୁତି, ଜାଣନ୍ତୁ କେବେଠୁ ହେବ କାର୍ଯ୍ୟକାରୀ
ଭୁବନେଶ୍ୱର, ୫।୬: ଓଡ଼ିଶାରେ ଭାଜପା ବହୁମତ ପାଇ ସରକାର ଗଢିବାକୁ ଯାଉଛି। ତେବେ ରାଜ୍ୟରେ କିଏ ମୁଖ୍ୟମନ୍ତ୍ରୀ ହେବେ, ସେନେଇ ନିଷ୍ପତ୍ତି ହୋଇଥିବା ବେଳେ ଏବେ ପ୍ରଶ୍ନ ହେଉଛି ଯେ ରାଜ୍ୟ ଭାଜପା ପକ୍ଷରୁ ଦିଆଯାଇଥିବା ଗ୍ୟାରେଣ୍ଟି କାର୍ଯ୍ୟକାରୀ ହେବ କି…
ଓଡ଼ିଶାରେ ଭାଜପା ବିଜୟ ପଛରେ କିଙ୍ଗମେକର୍ ସାଜିଲେ ଏହି ବ୍ୟକ୍ତି
ଭୁବନେଶ୍ୱର,୫।୬: ଉତ୍ତର ପ୍ରଦେଶ ପରେ ଓଡ଼ିଶା ଯଦି କେଉଁଠି ସର୍ବାଧିକ ସଫଳତା ହାସଲ କରିଛି ତାହା ହେଉଛି ଓଡ଼ିଶା। ରାଜ୍ୟର ଭୋଟରମାନେ କେବଳ ସମସ୍ତ ଲୋକ ସଭା ଆସନ ଭାଜପାକୁ ଦେଇନାହାନ୍ତି, ତାହା ନୁହେଁ ବରଂ ବିଧାନସଭାରେ ସଂପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ…
‘ନବୀନ ପଟ୍ଟନାୟକଙ୍କ ସହ ଗୋଟିଏ ଥର ଦେଖା କରିବାକୁ ଚାହୁୁଁଛି’
ଭୁବନେଶ୍ୱର, ୫।୬: ଓଡ଼ିଶାରେ ଭାଜପା ବହୁମତ ପାଇ ସରକାର ଗଢିବାକୁ ଯାଉଛି। ଏହି ସମୟରେ ବ୍ରହ୍ମପୁର ଲୋକ ସଭା ଆସନରୁ ବିଜୟୀ ହୋଇଥିବା ପ୍ରଦୀପ ପାଣିଗ୍ରାହୀ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନଙ୍କ ସହ ଗୋଟିଏ ଥର ଦେଖା…
କ’ଣ ହେବ ବିଏସକେଓ୍ବାଇ କାର୍ଡର ଭବିଷ୍ୟତ?
ଭୁବନେଶ୍ୱର,୫।୬: ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ମଙ୍ଗଳବାର ବିଜୁ ଜନତା ଦଳ (ବିଜେଡି) ସରକାରର ପତନ ଘଟିଛି। ୨୦୨୪ ନିର୍ବାଚନରେ ଓଡ଼ିଶା ବିଧାନସଭାର ୧୪୭ ଆସନ ମଧ୍ୟରୁ ଭାରତୀୟ ଜନତା ପାର୍ଟି (ଭାଜପା) ଏକାକୀ ୭୮ ଆସନ ପାଇ…
ଜଗନ୍ନାଥଙ୍କୁ ଯିଏ ଛୁଇଁଛି, ସିଏ ଧୂଳିସାତ ହୋଇଛି: ତଥାଗତ ସତପଥୀ
ଭୁବନେଶ୍ୱର,୫।୬: ଓଡ଼ିଶାରେ ବଡ଼ ପରାଜୟ ହାସଲ କରିଛି ବିଜେଡି। ତେବେ ବିଜେଡି ହାରିବା ପରେ ଧରିତ୍ରୀ ଓ ଓଡ଼ିଶା ପୋଷ୍ଟର ସମ୍ପାଦକ ତଥାଗତ ସତପଥୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ସରକାର ପରିବର୍ତ୍ତନ ହେବାର ବହୁତ ଗୁଡିଏ କାରଣ ରହିଛି।…
ଦଳର ପରାଜୟ ପରେ ନବୀନ ନିବାସରେ ବିଜେଡି ନେତାଙ୍କ ଭିଡ
ଭୁବନେଶ୍ୱର, ୫।୬: ଦଳର ପରାଜୟ ପରେ ନବୀନ ନିବାସରେ ପ୍ରମୁଖ ବିଜେଡି ନେତାଙ୍କ ଭିଡ଼ ରହିଛି। ନବୀନ ନିବାସରେ ଅରୁଣ ସାହୁ, ସଞ୍ଜୟ ଦାସବର୍ମା, ଦେବୀ ମିଶ୍ର, ଅତନୁ ସବ୍ୟସାଚୀ ଏବଂ ପ୍ରଣବ ପ୍ରକାଶ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି। ଅନ୍ୟପଟେ,…
ସୋସିଆଲ ମିଡିଆରେ ନବୀନଙ୍କୁ ପ୍ରଶଂସା, ପାଣ୍ଡିଆନ୍ଙ୍କୁ ଟ୍ରୋଲ୍
ଭୁବନେଶ୍ୱର,୪।୬(ଶର୍ମିଷ୍ଠା ପାଣିଗ୍ରାହୀ)-ଓଡ଼ିଶା ରାଜନୀତି ଇତିହାସରେ ଲେଖା ହେବ ଏକ ନୂଆ ଆରମ୍ଭ। ଦୀର୍ଘ ୨୪ବର୍ଷର ଶାସନ ପରେ ବିଜୁ ଜନତା ଦଳ ତଥା ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶାସନର ଅନ୍ତ ଘଟିଛି। ଭାଜପା ଆଶା କରି ନଥିବା ଫଳ ପାଇଥିବା…
୨୪ ବର୍ଷ ପରେ ପ୍ରଥମ ଥର ହାରିଲେ ନବୀନ
ଭୁବନେଶ୍ୱର/ ହିଞ୍ଜିଳିକାଟୁ /ବଲାଙ୍ଗୀର/କଣ୍ଟାବାଞ୍ଝି (ଅନିଲ ଦାସ/ଦ୍ୱିତୀକୃଷ୍ଣ ପଣ୍ଡା/ବୀରେନ୍ଦ୍ର କୁମାର ଝାଙ୍କର/ଗୁରୁଦୟାଲ ହଂସ) ୫ା୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ୨୪ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ନିର୍ବାଚନରେ ପରାଜିତ ହୋଇଛନ୍ତି। କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ସେ ହାରି ଯାଇଛନ୍ତି। ଭାଜପା…
Archives


