ଭାଜପାରେ ଯୋଗଦେବା ପରେ ପ୍ରଥମ ପ୍ରତିକ୍ରିୟା ରଖିଲେ ଦେବାଶିଷ ,“ଗୁଣ୍ଡୁଚି ମୂଷା” ଭଳି …
ଭୁବନେଶ୍ୱର,୨୫।୫: ଭାଜପାରେ ଆନୁଷ୍ଠାନିକ ଭାବେ ଯୋଗଦାନ କରିବା ପରେ ଦେବାଶିଷ ସାମନ୍ତରାୟ ନିଜର ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିତ୍ୱ ଓ କାର୍ଯ୍ୟଶୈଳୀରେ ପ୍ରଭାବିତ ହୋଇ ସେ ଭାଜପାରେ ଯୋଗ ଦେବାକୁ ସିଦ୍ଧାନ୍ତ ନେଇଥିଲେ। ଏହା ସହ…
ଯେମିତି କହିଲେ ସେମିତି କଲେ: ଭାଜପାରେ ଯୋଗଦେଲେ ଦେବାଶିଷ
ଭୁବନେଶ୍ୱର,୨୬।୫:ବରିଷ୍ଠ ରାଜନେତା ଦେବାଶିଷ ସାମନ୍ତରାୟ ମଙ୍ଗଳବାର ଭାଜପାରେ ଯୋଗ ଦେଇଛନ୍ତି। ଦିଲ୍ଲୀରେ କେନ୍ଦ୍ରୀୟ ନେତାଙ୍କ ଉପସ୍ଥିତିରେ ସେ ଭାଜପାରେ ସାମିଲ ହୋଇଛନ୍ତି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ପଦ୍ମ ଧରିଛନ୍ତି। ସୋମବାର ବିଜେଡିରୁ ଇସ୍ତଫା ଦେବା ସହ ଏମ୍ପି…
ମାଲିକର ପୋଷା କୁକୁର ସହିତ ଅପ୍ରାକୃତ ସମ୍ପର୍କ ପାଇଁ ଚେଷ୍ଟା କରୁଥିଲେ ରୋଷେୟା, ଧରାପଡିବା ପରେ…
ଭୁବନେଶ୍ବର୨୬।୫(ପ୍ରସନଜିତ୍ ସାହୁ): ଚନ୍ଦକା ଥାନା ଅଞ୍ଚଳରେ ଏକ ଫାର୍ମ ହାଉସର ରୋଷେୟା ଏକ ପୋଷା ଡାଲ୍ମିଶନ କୁକୁରକୁ ଆକ୍ରମଣ ସହ ଅପ୍ରାକୃତ ସମ୍ପର୍କ ଉଦ୍ୟମ କରିଥିବା ନେଇ ଚନ୍ଦକା ଥାନାରେ ଅଭିଯୋଗ ହୋଇଛି। ସେ ହେଲେ ବାଲେଶ୍ବର ସୋର ଅଞ୍ଚଳର ଅନିଲ…
ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ
ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ ଥାନା ଘେରାଉ କରିଥିଲେ। ତାଙ୍କ ପୁଅକୁ କାହିଁକି ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି, ତାଙ୍କୁ…
ପୁରୀରେ ହେବ BRICS ସମ୍ମିଳନୀ: ଯୋଗଦେବେ ବିଭିନ୍ନ ରାଷ୍ଟ୍ରର…
ଭୁବନେଶ୍ୱର,୨୫।୫: ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ ଯୋଗ ଦେବେ BRICS ରାଷ୍ଟ୍ରସମୂହର ପ୍ରତିନିଧି ଓ ବିଶେଷଜ୍ଞ। ରୁଷିଆ, ସାଉଦି ଆରବ,…
ବିଜେଡି ଛାଡିବା ପରେ ବଡ଼ ଗୁମର ଖୋଲିଲେ ଦେବାଶିଷ, କହିଲେ-ନବୀନ ବାବୁ ଭାଜପା ହାତ ଧରି…
ଭୁବନେଶ୍ୱର,୨୫।୫: ବିଜେଡି ଛାଡ଼ିବା ପରେ ଦେବାଶିଷ ସାମନ୍ତରାୟ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁ ଭାଜପା ହାତ ଧରି କ୍ୟାରିୟର ଆରମ୍ଭ କରିଥିଲେ। ବାଜପେୟୀ, ଆଡ଼ଭାନୀଙ୍କ ଯୋଗୁ ନବୀନ ସାଂସଦ ଓ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ମୁଁ ଭାଜପାକୁ ଗଲେ…
OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ
ଭୁବନେଶ୍ୱର,୨୩।୫: OERC ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏପରକି ପ୍ରଦୀପଙ୍କ ଇସ୍ତଫାକୁ ରାଜ୍ୟ ସରକାର ଗ୍ରହଣ କରିଛନ୍ତି। ଏନେଇ ଶକ୍ତି ବିଭାଗ ପକ୍ଷରୁ…
ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏସବୁ ବିଷୟରେ ଆଲୋଚନା କଲେ ମୋହନ, ଓଡ଼ିଶାବାସୀ ଶୁଣିଲେ ହୋଇଯିବେ ଖୁସି!
ଭୁବନେଶ୍ୱର, ୨୫।୫: ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଥିବା ଜଣାପଡିଛି। ଏନେଇ ଏକ୍ସରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ”ଓଡ଼ିଶାର ଭିତ୍ତିଭୂମିର ବିକାଶ, ପୁଞ୍ଜିନିବେଶ ସମ୍ପ୍ରସାରଣ ନେଇ ଆଲୋଚନା…
ଇଦ-ଉଲ-ଜୁହା ଛୁଟି ପରିବର୍ତ୍ତନ: ଏହି ଦିନକୁ ଛୁଟି ଘୋଷଣା କଲେ ସରକାର
ଭୁବନେଶ୍ୱର,୨୫।୫: ଶେଷରେ ଇଦ-ଉଲ-ଜୁହା ଛୁଟିକୁ ନେଇ ଦ୍ୱନ୍ଦ୍ୱ ଦୂର ହୋଇଛି। ଆସନ୍ତା ୨୭ରେ ନୁହେଁ, ୨୮ରେ ଇଦ-ଉଲ-ଜୁହା ପାଇଁ ସରକାରୀ ଛୁଟି ଘୋଷଣା କରାଯାଇଛି। ଏନେଇ ସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ଏହି ବିଜ୍ଞପ୍ତି ଅନୁସାରେ,୨୮ ତାରିଖରେ ସରକାରୀ…
SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ
ଭୁବନେଶ୍ୱର,୨୫।୫: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO) ସୋମବାର SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟରେ ବଢୁଥିବା ହିଟ ୱେଭ୍କୁ ଦୃଷ୍ଟିରେ ରଖି CEO ମଧ୍ୟାହ୍ନ ୧୨ଟାରୁ ୩ଟା ପର୍ଯ୍ୟନ୍ତ ଫିଲ୍ଡ ଭିଜିଟ ନ କରିବାକୁ କର୍ମଚାରୀଙ୍କୁ ପରାମର୍ଶ ଦେଇଛନ୍ତି।…
ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇଲେ ଦେବାଶିଷ! ଖୋଲାଖୋଲି ଭାବେ କହିଲେ ମୁଁ ଏହି ଦଳକୁ ଯିବି…
ଭୁବନେଶ୍ୱର, ୨୫।୫: ବରିଷ୍ଠ ବିଜୁ ଜନତା ଦଳ ନେତା ଏବଂ ରାଜ୍ୟ ସଭା ଏମ୍ପି ଦେବାଶିଷ ସାମନ୍ତରାୟ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ତାଙ୍କୁ ନବୀନ ପଟ୍ଟନାୟକଙ୍କ ନିକଟତର ବୋଲି ବିବେଚନା କରାଯାଉଥିଲା। ସେ ସୋସିଆଲ ମିଡିଆ ପ୍ଲାଟଫର୍ମ X…
ଦଳ ଛାଡିବାର ସାଂଘାତିକ କାରଣ କହିଦେଲେ ଦେବାଶିଷ, ପାଣ୍ଡିଆନଙ୍କୁ ନେଇ ସିଧା କହିଦେଲେ…
ଭୁବନେଶ୍ୱର, ୨୫।୫: ବିଜେଡି ଛାଡ଼ିଲେ ରାଜ୍ୟ ସଭା ଏମ୍ପି ଦେବାଶିଷ ସାମନ୍ତରାୟ। ସୋମବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଦେବାଶିଷ ଇସ୍ତଫା ଦେଇଛନ୍ତି । ଏନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସେ ଇସ୍ତଫା ପତ୍ର ପଠାଇଛନ୍ତି। ଏହି ସମୟରେ ସେ…

