ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର
ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ ବୋଲି ଆକଳନ କରିଛି ପାଣିପାଗ…
ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…
ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ ବୋଲି ଆକଳନ କରିଛି ପାଣିପାଗ ବିଭାଗ…
ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା
ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର ହେବାକୁ ଯାଉଛି। ଓଡ଼ିଶା କାହିଁକି ପଛରେ ରହିବ, ସୋର କାହିଁକି ପଛରେ ରହିବ। କେନ୍ଦ୍ରୀୟ…
VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍ପି ପ୍ରାର୍ଥୀ ମନ୍ମଥ
ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ ମନ୍ମଥଙ୍କୁ ଭିନ୍ନ ଶୈଳୀରେ ପ୍ରଚାର କରୁଥିବା ଦେଖିବାକୁ ମିଳିଛି। ଯାହାର ଭିଡିଓ ସୋସିଆଲ ମିଡିଆରେ…
ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…
ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍ କଣ୍ଟ୍ରୋଲରେ ଚାଲିଛନ୍ତି ରାଜ୍ୟ ସରକାର। ବିପଦରେ ଗଣତନ୍ତ୍ର, ସଭାରେ କେବଳ ଗୋଟିଏ ନେତା ଅଛନ୍ତି।…
ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ
ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି। ଉମରକୋଟରେ ପ୍ରଚାର ସମୟରେ ବିରୋଧୀ ଓ କେନ୍ଦ୍ରମନ୍ତ୍ରୀଙ୍କୁ ଟାର୍ଗେଟ୍ କରିଛନ୍ତି ପାଣ୍ଡିଆନ । ସେ…
ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା
ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି। ଟିକେଟ୍ ନ ଦେବାରୁ ନିକଟରେ ପର୍ଶୁରାମ ବିଜେଡି ଛାଡ଼ିଥିଲେ । ଭାଜପାରେ ମିଶିବା ପରେ…
ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ
ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ ଭାଜପା ନେତା ସମୀର ମହାନ୍ତି ଶୁକ୍ରବାର ସୂଚନା ଦେଇଛନ୍ତି। ଏନେଇ ଭାଜପା ପକ୍ଷରୁ ବ୍ୟାପକ…
ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ
ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ ସୁଦୀପ ସାମଲ ଓ ଗୋପାଳ ମାର୍ଥା ନିଲମ୍ବିତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ…
ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍ ଖସିବା ଘଟଣା: ହେଲା ବଡ଼ ଖୁଲାସା
ଭୁବନେଶ୍ୱର,୨୬।୪: ଏମ୍ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ ପୋଲିସ ସ୍ପଷ୍ଟ କରିଛି। ସୂଚନାଯୋଗ୍ୟ, ଗୁରୁବାର ସୁରେଶ ପୂଜାରୀଙ୍କ ଘର ପରିସରରେ ଗୋଟିଏ ଡ୍ରୋନ୍…
ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ
ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ମେ’ ୨୦ରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ୫ ସଂସଦୀୟ କ୍ଷେତ୍ର…
‘ପାଣ୍ଡିଆନ୍ଙ୍କୁ ଜେଡ୍ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’
ଭୁବନେଶ୍ୱର, ୨୬।୪(ସୁନିତ୍ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର ସାମାନ୍ୟ ସଦସ୍ୟ। ଶାସକ ବିଜେଡିର ସାମାନ୍ୟ ସଦସ୍ୟ କାର୍ତ୍ତିକ ପାଣ୍ଡିଆନଙ୍କୁ ପୋଲିସ ଛାଉଣିରେ ରଖିବା…
Archives


