ମେଟ୍ରୋ

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ଉକ୍ତ ଘରୋଇ ମେଡିସିନ ଷ୍ଟୋର୍‌ଗୁଡିକର ଲିଜ୍‌ ଅବଧି ଆଉ ନ…

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ ମଧ୍ୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର, କୋରାପୁଟ ଲୋକ ସଭା ନିର୍ବାଚନମଣ୍ଡଳୀ ପାଇଁ ୫୫ ଜଣ…

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌ ଷ୍ଟ୍ରୋକ୍‌ ୟୁନିଟ୍‌ କାର୍ଯ୍ୟକାରୀ ହୋଇଛି। ଅସହ୍ୟ ଗ୍ରୀଷ୍ମ ଯୋଗୁ ଦେଖାଯାଉଥିବା ଅଂଶୁଘାତ ତଥା ଅନ୍ୟାନ୍ୟ…

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି। ଜୟ ଜଗନ୍ନାଥ, ଜୟ ଶ୍ରୀରାମ କହି ଭାଷଣ ଆରମ୍ଭ କରିଛନ୍ତି ଶାହା। ଓଡ଼ିଶାରେ…

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି। ଏହି ସମୟରେ ରାଜ୍ୟ ଭାଜପାର ବରିଷ୍ଠ ନେତାମାନଙ୍କ ଉପସ୍ଥିତ ଥିଲେ। ପ୍ରବୋଧଙ୍କୁ କଂଗ୍ରେସ ତଳସରା…

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ ଜନସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ଝାରସୁଗୁଡା ବିମାନବନ୍ଦରରେ ପହଞ୍ଚିଲା ପରେ ସେଠାରେ ତାଙ୍କୁ…

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର ରାଉତରାୟଙ୍କ ଫଟୋ ଦେଖିବାକୁ ମିଳିଛି । ଯାହାକୁ ନେଇ ଆଲୋଚନା ତୀବ୍ର ହୋଇଛି। କେବଳ…

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୪୧.୧ ଡିଗ୍ରୀ ପାର କରିଛି। ଏହାରି ମଧ୍ୟରେ ଭୁବନେଶ୍ୱର ପାଣିପାଗ…

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା ମିଳିଛି। ସନ୍ଦିଗ୍ଧ ଡ୍ରୋନ କାହାର ଜଣାପଡ଼ିନି। ଏନେଇ ବେଲପାହାଡ଼ ପୋଲିସ ତଦନ୍ତ ଚଳାଇଛି। ଅନ୍ୟପଟେ,…

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଅନେକ ପଦକ୍ଷେପ ଗ୍ରହଣ କରାଯାଉଛି। ପିଲାଙ୍କ ଗଣିତ ଜ୍ଞାନ…

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି ସେତିକି ନୁହେଁ, ବାଲେଶ୍ୱର ସହିତ ଅନୁଗୁଳରେ ମଧ୍ୟ ସକାଳୁ ତାତି ବଢିଛି । ଅନୁଗୁଳରେ…

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ ଏବଂ ନିରାଧାର ଅଭିଯୋଗ ଆଣନ୍ତି। ୨୦୧୯ରେ ମଧ୍ୟ ଏଭଳି ତଥାକଥିତ ଚାର୍ଜଶିଟ୍‌ ଓଡ଼ିଶା ଭାଜପା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri