ମାତୃଭାଷାରେ ଉଦ୍ଭାବନକୁ ପ୍ରୋତ୍ସାହିତ କରିବାକୁ ପଡ଼ିବ
ଭୁବନେଶ୍ୱର,୯ା୩(ଶର୍ମିଷ୍ଠା ପାଣିଗ୍ରାହୀ): ଉଦ୍ଭାବନ ଏବଂ ପ୍ରଯୁକ୍ତିବିଦ୍ୟାକୁ ଅଧିକ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ ଶୁକ୍ରବାର କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ଉଜ୍ଜୟିନୀ ଆଇଆଇଟି ଇନ୍ଦୋରର ଇନୋଭେଶନ, ଟେକ୍ନୋଲୋଜି ଏବଂ...
ଲୋକ ସଭା ନିର୍ବାଚନରେ ୩୩% ଆସନରେ ମହିଳା ପ୍ରାର୍ଥୀ ଦେବ ବିଜେଡି
ଭୁବନେଶ୍ୱର,୯ା୩(ଅନିଲ ଦାସ): ନାରୀ ହିଁ ସକଳ ଶକ୍ତିର ଆଧାର। ମା’ ମାନଙ୍କୁ ବାଦ୍ ଦେଇ କୌଣସି ରାଜ୍ୟ, କୌଣସି ରାଷ୍ଟ୍ର ବିକାଶ କରିପାରିବ ନାହିଁ। ଏହି କଥାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆରମ୍ଭରୁ ହୃଦ୍ବୋଧ କରିଛନ୍ତି। ସେଥିପାଇଁ ପରିଣାମ କଥା...
ପ୍ରଶ୍ନବାଚୀରେ ବିଜୟଙ୍କ ଦକ୍ଷତା
ବିଜେଡିର ପ୍ରତିଷ୍ଠାତା ସଦସ୍ୟ ତଥା ଭାଜପାର ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ଗୁରୁବାର ନବୀନ ନିବାସରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗଦେଇଛନ୍ତି। ନବୀନ ତାଙ୍କୁ କେନ୍ଦ୍ରାପଡ଼ା ଜିଲା କଥା ବୁଝିବାକୁ...
ଫାଇଦା ଖୋଜୁଛି କଂଗ୍ରେସ
ଭୁବନେଶ୍ୱର,୯ା୩(ଅନିଲ ଦାସ): ବିଜେଡି ଓ ଭାଜପା ମଧ୍ୟରେ ମେଣ୍ଟ ଚର୍ଚ୍ଚା ହେବା ଦିନରୁ କଂଗ୍ରେସ ଶିବିର ଉତ୍ସାହିତ। ମନ ଊଣା କରି ବସିଥିବା ନେତାମାନେ ନିର୍ବାଚନ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲେଣି। ମେଣ୍ଟକୁ ଏକ ମଉକା ଭାବି ଆସନ୍ତା ନିର୍ବାଚନରେ...
ଆସନ ବୁଝାମଣାରେ ଅଟକିଛି
ଭୁବନେଶ୍ୱର, ୯।୩(ସୁନିତ୍ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବା ଏକ ପ୍ରକାର ନିଶ୍ଚିତ ହୋଇଗଲାଣି। ପ୍ରଥମ ପର୍ଯ୍ୟାୟରେ ବିଜେଡିର ଆଗଧାଡ଼ିର ନେତାଙ୍କ ସହ ନବୀନ ନିବାସରେ ବୈଠକ ହୋଇଥିଲା। ସମାନ ଦିନରେ ଅର୍ଥାତ୍ ଗତ...
ଉଠିଲା ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ
ଭୁବନେଶ୍ୱର,୮।୩: ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ ନିର୍ଦ୍ଧାରିତ ସମୟରେ ଉଠିଛି ମହାଦୀପ। ସନ୍ଧ୍ୟାରୁ ଦୀପ ଜାଳି ବସିଥିବା ହଜାର ହଜାର ଶ୍ରଦ୍ଧାଳୁ ରାତି ୧୦ଟାରେ ମହାଦୀପ ଦର୍ଶନ କରିଛନ୍ତି। ପ୍ରକାଶ ଯେ, ମହାଶିବରାତ୍ରି ପାଇଁ ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ଭୋରରୁ ଭକ୍ତଙ୍କ...
ମହାଶିବରାତ୍ରୀରେ ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର ପରିସରେ ଭବ୍ୟ ଦୃଶ୍ୟ, ଦେଖନ୍ତୁ ଫଟୋ
ଭୁବନେଶ୍ୱର,୮।୩: ମହାଶିବରାତ୍ରି ଅବସରରେ ଓଡ଼ିଶାର ସମସ୍ତ ଶୈବପୀଠ ରେ ଭକ୍ତି, ଭବ୍ୟ ମାହୋଲ। ରାଜଧାନୀ ଭୁବନେଶ୍ୱରର ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ହଜାର ହଜାର ଶ୍ରଦ୍ଧାଳୁ ଦର୍ଶନ ପାଇଁ ଲମ୍ବା ଲଇଁ ଲଗାଇଛନ୍ତି। ସନ୍ଧ୍ୟା ସମୟରେ ମନ୍ଦିର ପରିସରଠୁ ଆରମ୍ଭ କରି...
ଜାଗରରେ ଅଘଟଣ, ରାସ୍ତା ପାର ହେଉଥିବା ବେଳେ ବୃଦ୍ଧଙ୍କ ଉପରେ ମାଡ଼ିଗଲା ଟ୍ରକ୍
ଭୁବନେଶ୍ୱର,୮।୩ (ସୂର୍ଯ୍ୟକାନ୍ତ ବେହେରା): ଜାଗର ଦେଖିବାକୁ ରାସ୍ତା ପାର ହେଉଥିବା ବେଳେ ଜଣେ ବୃଦ୍ଧଙ୍କ ଉପରେ ମାଡିଗଲା ଟ୍ରକ୍ । ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପଳାଶୁଣିରେ ଏଭଳି ଦୁର୍ଘଟଣା ଘଟିଛି । ମୃତକ ହେଲେ ପଳାଶୁଣିର ଯୁଧିଷ୍ଟିର ସାହୁ...
ପୁଣି ଖୋଲିଲା ଚିଟଫଣ୍ଡ ସଂସ୍ଥାର ପୁରୁଣା ଫାଇଲ୍
ଭୁବନେଶ୍ୱର,୮।୩: ଅର୍ଥତତ୍ତ୍ୱ ଚିଟଫଣ୍ଡ୍ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତଦନ୍ତ ଜାରି ରଖିଛି। ଇଡି ପକ୍ଷରୁ ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ହୋଇଥିବା ଚଢ଼ାଉରେ ବହୁ ସମ୍ପତ୍ତି ଠାବ ହୋଇଛି। ଏହି ଯାଞ୍ଚ ବେଳେ ଅଭିଯୁକ୍ତମାନଙ୍କ ନିକଟରୁ ୨୩ ଲକ୍ଷ...
ଭାଜପା-ବିଜେଡି ମେଣ୍ଟ ହେଲେ କେଉଁଠୁ କିଏ ପଡ଼ିବେ ବାଦ୍? ଚିନ୍ତାରେ ପଡ଼ିଗଲେଣି ନେତା
ଭୁବନେଶ୍ୱର,୮।୩: ଲୋକ ସଭା ନିର୍ବାଚନକୁ ନେଇ ଓଡ଼ିଶାର ପ୍ରମୁଖ ଦଳଗୁଡ଼ିକ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଉଥିଲା। କିଛି ନେତା ଦଳବଦଳ କରୁଥିବା ବେଳେ ଶାସନ କ୍ଷମତାରେ ଥିବା ବିଜେଡି ପକ୍ଷରୁ ଲୋଭନୀୟ ଯୋଜନାମାନ ଅଣାଯାଉଥିବା ଅଭିଯୋଗ ହେଉଥିଲା। ହେଲେ କିଛି...
ସମ୍ଭାବ୍ୟ ମେଣ୍ଟକୁ ନେଇ ଚର୍ଚ୍ଚା: ଶିବକୁମାର କିମ୍ବା ରେଭନ୍ଥ ଭଳି ନେତା ଥିଲେ
ଭୁବନେଶ୍ୱର,୮।୩: ଆସନ୍ତା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇନାହିଁ। କିନ୍ତୁ ଓଡ଼ିଶାରେ ରାଜନୀତି ରୋଚକ ସ୍ତରରେ । ଚାରିଆଡ଼େ ଆଲୋଚନା ହେଉଛି ଏଠାରେ ବିଜେଡି ଓ ଭାଜପା ମଧ୍ୟରେ ମେଣ୍ଟ ହୋଇପାରେ। ସେଥିପାଇଁ ଉଭୟ ଦଳର ଆଶାୟୀ ଆଶଙ୍କାରେ। ଦୀର୍ଘବର୍ଷ...
ବିବାହ କରିବା ପରେ ଅନ୍ନପ୍ରାସନ କରାଇବ କଂଗ୍ରେସ
ଭୁବନେଶ୍ୱର,୮।୩: ବିଜେଡି ଭାଜପା ମେଣ୍ଟ ଚର୍ଚ୍ଚା ଥମି ନ ଥିବାବେଳେ ଦୁଇ ଦଳକୁ ଘେରିବାକୁ ନୂଆ ରଣନୀତି ଆପଣାଉଛି କଂଗ୍ରେସ । କିଛି ଦିନ ପୂର୍ବରୁ ଦୁଇ ଦଳର ବିବାହ କରାଇଥିଲା କଂଗ୍ରେସ । ଏବେ ଦୁଇ ଦଳର ଭାଗିଦାରୀରୁ...
Archives


