ଆହୁରି ପ୍ରଚଣ୍ଡ ହେବ ତାତି, ଏହି ୩ ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି
ଭୁବନେଶ୍ବର,୨୫।୫: ରାଜ୍ୟରେ କିଛିଦିନ ହେବ ପ୍ରଚଣ୍ଡ ତାତି ଜାରି ରହିଛି । ତେବେ ଆଗକୁ ଆହୁରି ତାତି ବଢିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଚାରିଦିନ ଖରା କଲବଲ କରିବା ନେଇ ହିଟଓ୍ବେଭ ଓ୍ବାର୍ନିଂ…
ରାଜଧାନୀରେ ଜଳିଗଲା ଇଭି
ଭୁବନେଶ୍ୱର,୨୫।୫: ପୁରୁଣା ଭୁବନେଶ୍ୱର ରଥରୋଡ଼ରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୧୧କେଭି ବିଦ୍ୟୁତ୍ ତାର ଛିଣ୍ଡି ଏକ ଇଲେକ୍ଟ୍ରି ସ୍କୁଟି(ଇଭି) ଉପରେ ପଡ଼ିଥିଲା। ଫଳରେ ସ୍କୁଟି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ନିଆଁ ଲାଗି ଯାଇଥିଲା। ଖବର ପାଇ…
ସୌମ୍ୟ ମୃତ୍ୟୁ: ବିବାଦୀୟ ADGଙ୍କ ବଦଳି, ମା ଆଣିଥିଲେ ସାଂଘାତିକ…
ଭୁବନେଶ୍ୱର,୨୨।୫: ବରିଷ୍ଠ ଆଇପିଏସ୍ ଅଧିକାରୀ ଦୟାଲ ଗଙ୍ଗୱାରଙ୍କ ବଦଳି କରାଯାଇଛି। ତାଙ୍କୁ ADGP (କମ୍ୟୁନିକେସନ) ପଦରୁ ହଟାଯାଇ ଗୃହ ବିଭାଗରେ OSD (ଅଫିସର ଅନ୍ ସ୍ପେସିଆଲ୍ ଡ୍ୟୁଟି) ଭାବେ ନିଯୁକ୍ତ ହୋଇଛନ୍ତି। ସମ୍ପ୍ରତି ବାଲିଅନ୍ତାରେ ଘଟିଥିବା ସୌମ୍ୟ ହତ୍ୟା ଘଟଣାକୁ ନେଇ…
ଚର୍ଚ୍ଚାରେ ରାଜ୍ୟ ରାଜନୀତି: ବିଜେଡି ଛାଡ଼ିବା ପଛରେ ମୂଳ କାରଣ କହିଦେଲେ ଦେବାଶିଷ, ଶ୍ରୀମୟୀ ଦେଇଥିଲେ…
ଭୁବନେଶ୍ୱର,୨୫।୫: ରାଜ୍ୟ ରାଜନୀତିରେ ଏକ ବଡ଼ ହଲଚଲ। ରାଜ୍ୟ ସଭା ଏମ୍ ପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ିଛନ୍ତି। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସେ ତାଙ୍କ ଇସ୍ତଫା ପତ୍ର…
ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଛେଦ, ବିଜେଡି ଛାଡ଼ିଲେ ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ
ଭୁବନେଶ୍ବର,୨୫।୫: ବିଜେଡିକୁ ପୁଣି ଏକ ଝଟକା ମିଳିଛି । ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି…
‘ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ଯାଏ କାର୍ଯ୍ୟବନ୍ଦ କର’
ଭୁବନେଶ୍ୱର,୨୫।୫(ରବିନାରାୟଣ ଜେନା): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକମାନଙ୍କୁ କାର୍ଯ୍ୟରେ ନିୟୋଜିତ ନ କରିବାକୁ ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ପୂର୍ତ୍ତ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ(ଇଆଇସି) ସତ୍ୟବ୍ରତ ବେହେରା ସମସ୍ତ ଜୋନ୍ର ମୁଖ୍ୟ…
ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ
ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିଛନ୍ତି। ଏହି ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି। ମିଳିଥିବା…
ଆଉ ୫ ଦିନ ଜଳାଇବ,ଏଲ୍ ନିନୋକୁ ନେଇ IMD ଡିଜି ଦେଲେ ବଡ଼ ସୂଚନା, କହିଲେ ଏଥର…
ଭୁବନେଶ୍ୱର,୨୪ା୫: ରାଜ୍ୟରେ ପ୍ରବଳ ତାତି ଓ ଗୁଳୁଗୁଳିକୁ ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ଆଉ ୫ ଦିନ ପର୍ଯ୍ୟନ୍ତ ହିଟ ଓ୍ବେଭ୍ ଜାରି ରହିବ। ତାପମାତ୍ରା ୪୦ ଥିଲେ ବି…
ହିଟ୍ ଆଣ୍ଡ ରନ୍: ଅଟୋକୁ ଘୋଡ଼ାଡ଼ି ନେଲା ଟ୍ରକ୍, ଡ୍ରାଇଭରଙ୍କୁ ଧରି ନିର୍ଧୂମ ଛେଚିଲେ ଲୋକେ
ଭୁବନେଶ୍ୱର,୨୪ା୫: ରାଜଧାନୀରେ ପୁଣି ହିଟ୍ ଆଣ୍ଡ୍ ରନ୍। ଅଟୋକୁ ଘୋଷାଡ଼ି ନେଲା ଟ୍ରକ୍। କଟକ-ପୁରୀ ବାଇପାସ୍ ରୋଡ୍ ପାଣ୍ଡରା ଛକରେ ଏଡଇ ଦୁର୍ଘଟଣା ଘଟିଛି। ଏନଏଚ୍ରେ ୫୦ରୁ ୬୦ ମିଟର ଯାଏ ଅଟୋକୁ ଘୋଷାଡ଼ି ନେଲା ଟ୍ରକ୍। ଫଳରେ ଭାରସାମ୍ୟ ହରାଇ…
ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, କହିଲେ ମୋ’ ରାଜନୈତିକ ଜୀବନ…
ଭୁବନେଶ୍ୱର,୨୪ା୫: ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନୀଳମଣି ରାଉତରାୟଙ୍କ ଜନ୍ମଜୟନ୍ତୀରେ ଯୋଗଦେବାକୁ ଆସୁଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ସମୟରେ ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଇଛନ୍ତି ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। କହିଲେ ମୋ’ ରାଜନୈତିକ ଜୀବନ ଆରମ୍ଭ…
ଟ୍ରେନ୍ ଉପରେ ଚଢ଼ି ସେଲ୍ଫି ନେଉଥିଲେ ଯୁବକ, ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଳିଗଲେ
ଭୁବନେଶ୍ୱର,୨୪ା୫: ଟ୍ରେନ୍ରେ ଚଢ଼ି ସେଲ୍ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି ଫଟୋ ଉଠାଇବା ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସିଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର…
ଓପିଟିସିଏଲ୍ର ସବୁ କର୍ମଚାରୀଙ୍କ ଛୁଟି ବାତିଲ: ମୁଖ୍ୟାଳୟ ଛାଡ଼ିବେନି କର୍ମଚାରୀ
ଭୁବନେଶ୍ୱର,୨୫।୫(ସୁନିତ୍ ମିଶ୍ର): ରାଜ୍ୟରେ ଘନ ଘନ ବିଦ୍ୟୁତ୍ କାଟ୍ ଲୋକଙ୍କୁ ଅସ୍ତବ୍ୟସ୍ତ କଲାଣି। ପ୍ରାୟ ସବୁ ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ବିଜୁଳି କାଟ ଏବେ ଏକ ବଡ଼ ସମସ୍ୟା ଭାବେ ଉଭାହୋଇଛି। ଏଭଳି ସ୍ଥିତିରେ ଓଡ଼ିଶା ବିଦ୍ୟୁତ୍ ଶକ୍ତି ସଞ୍ଚାରଣ…

