ସକାଳୁ ନିଆଁବର୍ଷା! ୩୫ ଛୁଇଁଲାଣି ପାରା
ଭୁବନେଶ୍ୱର,୨୦।୪: ଆଜି ବି କଲବଲ କରିବ ତାତି । ସକାଳୁ ଛୁଇଁଲାଣି ୩୫ । ଆଜି ସକାଳ ୮ଟା ସୁଦ୍ଧା ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ଉପରମୁହାଁ ହେଲାଣି । ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳ…
ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ
ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର ୱାର୍ଡରେ ଗତକାଲି ସଫେଇ କର୍ମଚାରୀ ଗୋଲାପ ମାହାରଙ୍କ ମୃତ୍ୟୁ ପରେ ଆଜି କାମ ବନ୍ଦ…
ଅସହ୍ୟ ହେଲାଣି ପାଓ୍ବାର କଟ୍, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର
ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍ କଟ୍ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ ବିତରଣ କମ୍ପାନୀକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର। ସୋସିଆଲ ମିଡିଆ ଏକ୍ସ ଜରିଆରେ…
ମହିଳାଙ୍କ ହାତରେ ରାଜଧାନୀର ୧୧୩ ପାର୍କ
ଭୁବନେଶ୍ୱର,୨୦।୪ (ଅନୁରାଧା ମହାରଣା)ରାଜଧାନୀ ଭୁବନେଶ୍ୱରରେ ବନ ବିଭାଗ ଅଧୀନରେ ୭ରୁ ଅଧିକ ଉଦ୍ୟାନ ରହିଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପାଖାପାଖି ୬୦ଟି ଛୋଟ ବଡ଼ ପାର୍କର ଦାୟିତ୍ୱ ତୁଲାଉଛି। ମାତ୍ର ରାଜଧାନୀର ମହିଳାମାନେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ଶତାଧିକ ମିନି…
୩ ଜିଲା ଲକ୍ଷ୍ମୀ ବସ୍ ସେବାରେ ବାଧକ ସାଜିଛନ୍ତି ଧର୍ମେନ୍ଦ୍ର: ବିଜେଡି
ଭୁବନେଶ୍ୱର,୨୦ା୪(ଅନିଲ ଦାସ): ଓଡ଼ିଶାର ଲକ୍ଷ୍ମୀ ବସ୍ ସେବା ଭାରତର ଏକନମ୍ବର ଗ୍ରାମୀଣ ଯୋଗାଯୋଗ କାର୍ଯ୍ୟକ୍ରମ, ଯାହା ରାଜ୍ୟର ୧୦୦% ଜିଲାକୁ ସଂଯୋଗ କରୁଛି। ଯେଉଁଥିରେ ବ୍ଲକ୍ ଓ ଜିଲାରେ ୧୬୦୦ରୁ ଅଧିକ ବସ୍ ରହିଛି ଏବଂ ୧୨୨ଟି ଅତ୍ୟାଧୁନିକ ଜଗନ୍ନାଥ ଏକ୍ସପ୍ରେସ୍…
ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ
ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୭ ନିଖୋଜ ହୋଇଯାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’
ଭୁବନେଶ୍ୱର, ୧୯।୪(ସୁନିତ୍ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା ସୁନିଶ୍ଚିତ ବୋଲି ଜାଣିବା ପରେ ଭୟରେ ଗୁରୁବାର ଏକ ଭୁଲ୍ ଫଟୋ ନିଜ ସାମାଜିକ…
ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ
ଭୁବନେଶ୍ୱର, ୧୯।୪(ସୁନିତ୍ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ମିଶ୍ରଣ ପର୍ବରେ ରାମଚନ୍ଦ୍ର ପଣ୍ଡାଙ୍କ ସମେତ ଗଞ୍ଜାମ ଏନ୍ଏସି ଅଧ୍ୟକ୍ଷା ପ୍ରତିଭା…
ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍
ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା ଓଡିଶା ରାଜନୀତିକୁ ନେଇ ବଡ଼ ବୟାନ ଦେଇଛନ୍ତି। ଓଡିଶାରେ ଭାଜପାକୁ ଗୋଟିଏ ସୁଯୋଗ ଦେବାକୁ…
ଆଇଏଏସ୍ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ
ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି ତେବେ ହୋଇଯାନ୍ତୁ ସାବଧାନ । କାରଣ ମସ୍ତିଷ୍କକୁ ସୁସ୍ଥ ରଖିବାକୁ ହେଲେ ଭଲ ନିଦ…
ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ
ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ। ତିନି ରାଜନୈତିକ ଦଳଙ୍କ ପ୍ରାର୍ଥୀ ତାଲିକାରେ ଏପରି ପ୍ରସ୍ତୁତ କରୁଛନ୍ତି ଯେପରି ଯୁବ ଭୋଟର…
ଚିଟ୍ଫଣ୍ଡ ଅଭିଯୁକ୍ତଙ୍କ ପାସ୍ପୋର୍ଟ ଫେରାଅ: ହାଇକୋର୍ଟ
କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍ଫଣ୍ଡ ଅଭିଯୁକ୍ତଙ୍କ ପାସ୍ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍ପୋର୍ଟ ଫେରାଇବା ବିରୋଧରେ ସିବିଆଇ ଅଦାଲତ ଦେଇଥିବା ଆଦେଶକୁ ହାଇକୋର୍ଟ ଖାରଜ କରିଛନ୍ତି। ଏଡେନ୍ ଇନ୍ଫ୍ରା ପ୍ରୋଜେକ୍ଟ୍ସ୍ ପ୍ରାଇଭେଟ୍ ଲିମିଟେଡ୍…
Archives


