ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ!
ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ ଦେଲେ ଇସିଆଇ। ଭାଜପାର ଅଭିଯୋଗ ପରେ ବଦଳି ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି। ବଦଳି ନିର୍ଦ୍ଦେଶ ହୋଇଥିବା ଖବର ସରବରାହ ସଂସ୍ଥା ଏଏନଆଇ ସୂତ୍ରରୁ ସୂଚନା ମିଳିଛି। ମିଶନ ଶକ୍ତି ସଚିବ…
ବିଜେଡିକୁ ଭୋଟ ଦେବାକୁ ମିଶନ ଶକ୍ତି ମହିଳାଙ୍କୁ ଧମକାଉଛନ୍ତି ପାଣ୍ତିଆନଙ୍କ ସ୍ତ୍ରୀ ସୁଜାତା: ଭାଜପା
ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ଫେରାଦ ଦେଲା ଭାଜପା। ସରକାରୀ ଅଧିକାରୀ ହୋଇ ବିଜେଡି ଏଜେଣ୍ଟ ଭାବେ କାମ କରୁଥିବା ଅଭିଯୋଗ ହୋଇଛି। ବିଜେଡିକୁ ଫାଇଦା ପହଞ୍ଚିଇବାକୁ ସରକାରୀ କଳର ଅପବ୍ୟବହାର…
ଟିକେଟ୍ ନ ମିଳିବାରୁ ବିଜେଡିରୁ ଇସ୍ତଫା ଦେଲେ ସନ୍ତୋଷ ଖଟୁଆ
ଭୁବନେଶ୍ୱର,୨।୫: ଆଜି ବିଜେଡି ନୀଳଗିରି ବିଧାୟକ ପାର୍ଥୀ ଘୋଷଣା କରିଛି। ହେଲେ ନୀଳଗିରି ନିର୍ବାଚନମଣ୍ଡଳୀ ପାଇଁ ଆଶାୟୀ ଥିବା ବାଲେଶ୍ୱର ଜିଲା ବିଜେଡି ଉପ-ସଭାପତି ସନ୍ତୋଷ ଖଟୁଆଙ୍କୁ ଦଳ ଟିକେଟ୍ ଦେଇନି। ତାଙ୍କ ବଦଳରେ ଦଳ ସୁକାନ୍ତ ନାୟକଙ୍କୁ ପ୍ରାର୍ଥୀ କରିଛି।…
ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ: ୯ ଜଣ ଶ୍ରମିକ ଆହତ
ଭୁବନେଶ୍ୱର,୨।୫: କେନ୍ଦୁଝର ସ୍ଥିତ ଏକ ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ ୯ ଜଣ ଶ୍ରମିକ ଆହତ ହୋଇଛନ୍ତି। ରୁଗୁଡ଼ି ସ୍ଥିତ KJS ଆଲୁୱାଲିଆ ଷ୍ଟିଲ ପ୍ଲାଣ୍ଟରେ ଫର୍ଣ୍ଣେସ ଫାଟି ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ୪ ଗୁରୁତର ଅବସ୍ଥାରେ…
କାହିଁକି ଶଗଡ ଚଢି ନାମାଙ୍କନ ଦାଖଲ କରିବାକୁ ଆସିଲେ ମନ୍ମଥ, କହିଲେ କାରଣ…
ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲ କରିଛନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ବିଜେଡିର ମନ୍ମଥ ରାଉତରାୟ । ଆଜି ବିରାଟ ଶୋଭାଯାତ୍ରାରେ ନିଜ ହଜାର ହଜାର ସମର୍ଥକଙ୍କ ସହ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ…
ସ୍ତ୍ରୀ ରୋଗ ବିଶେଷଜ୍ଞରୁ ରାଜନୀତି, ଭାଜପା ଟିକେଟ୍ରେ ଏଇଠୁ ଲଢିବେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର
ଭୁବନେଶ୍ୱର,୨।୫: ଭାଜପା ଗୁରୁବାର ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଦଳ ବାରବାଟୀ କଟକରୁ ପ୍ରଖ୍ୟାତ ସ୍ତ୍ରୀ ରୋଗ ବିଶେଷଜ୍ଞ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ଟିକେଟ୍ ଦେଇଛି। ପୂର୍ବରୁ କଟକ ଆସନରୁ ଲୋକ ସଭା ପ୍ରାର୍ଥୀ ହୋଇପାରନ୍ତି ବୋଲି ଚର୍ଚ୍ଚା…
ଭାଜପା ବିଧାନସଭା ପ୍ରାର୍ଥୀ: ଘସିପୁରାରୁ ଲଢିବେ…
ଭୁବନେଶ୍ୱର,୨।୫: ଭାଜପା ଗୁରୁବାର ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଘସିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ ଉମେଶ ଚନ୍ଦ୍ର ଜେନା, ବାରବାଟୀ କଟକରୁ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ବେଗୁନିଆରୁ ପ୍ରକାଶ ଚନ୍ଦ୍ର…
୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, କଟକ ବାରବାଟୀରୁ ଲଢିବେ…
ଭୁବନେଶ୍ୱର,୨।୫: ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା। ଘସିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ ଉମେଶ ଚନ୍ଦ୍ର ଜେନା, ବାରବାଟୀ କଟକରୁ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ବେଗୁନିଆରୁ ପ୍ରକାଶ ଚନ୍ଦ୍ର ରଣ…
ବିଜେଡି ଛାଡ଼ିବା ପରେ ଏମିତି କହିଲେ ଅନୁଭବ
ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ ଟିକେଟ୍ ଆଶାୟୀ ଥିଲେ। ମାତ୍ର ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି…
ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ
ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ ଟିକେଟ୍ ଆଶାୟୀ ଥିଲେ। ମାତ୍ର ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି…
ଦେବଗଡ଼ ପ୍ରାର୍ଥୀ ବଦଳାଇଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା ଟିକେଟ୍…
ଭୁବନେଶ୍ୱର,୨।୫: ଦେବଗଡ଼ ବିଧାନସଭା ନିର୍ବାଚନ ଲାଗି ପ୍ରାର୍ଥୀ ବଦଳାଇଛି ବିଜୁ ଜନତା ଦଳ(ବିଜେଡି)। ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ଦଳ ପ୍ରାର୍ଥୀ କରିଛି। ସେ ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ଦଳରୁ ଟିକେଟ ପାଇଛନ୍ତି। ପ୍ରକାଶ ଯେ, ଗୁରୁବାର ବିଜେଡି ପକ୍ଷରୁ ବାକିଥିବା ୩…
୩ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍
ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ତା’ର ବାକି ଥିବା ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରେ ବିଜେଡି ପ୍ରାର୍ଥୀ ଦେଇଛି। କୋରେଇରୁ ସନ୍ଧ୍ୟାରାଣୀ ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଥିବା ବେଳେ ନୀଳଗିରିରୁ…
Archives


