ବଢ଼ୁଛି ତାତି, ବନାଗ୍ନି ଚିନ୍ତା
ଭୁବନେଶ୍ୱର, ୪।୩(ଅସମାପିକା ସାହୁ): ରାଜ୍ୟରେ ଏବେ ଦିନକୁ ଦିନ ତାପମାତ୍ରା ବଢ଼ିବାରେ ଲାଗିଛି। ଚଳିତବର୍ଷ ତାତି ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଏ ପରିସ୍ଥିତିରେ ଜଙ୍ଗଲ ନିଆଁକୁ ନେଇ ଚିନ୍ତା ବଢ଼ିଛି। କାରଣ ଖରା ଯେତେ...
ମାର୍ଚ୍ଚ ଆରମ୍ଭରୁ ହେଲାଣି ଅସହ୍ୟ, ୭ରୁ ଆହୁରି ତତେଇବ
ଭୁବନେଶ୍ୱର,୩ା୩(ଅନିଲ ଦାସ)-ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ଦିନରେ ପ୍ରଚଣ୍ଡ ଖରା ପରିବେଶକୁ ଉତ୍ତପ୍ତ କଲାଣି। ସକାଳୁ ସଞ୍ଜଯାଏ ତାତି ନିସ୍ତାର ନାହିଁ। ତାତି ଆହୁରି କଲବଲ କରିବ। ପାରଦ ଉପରମୁହଁା ହୋଇ ଚାଲିଛି। ମାର୍ଚ୍ଚ ଆରମ୍ଭରୁ ଗ୍ରୀଷ୍ମର ପ୍ରକୋପ...
ନିର୍ବାଚନ ପୂର୍ବରୁ ଓଡିଶା ଆସୁଛନ୍ତି ମୋଦି, ୧୯ଶହ କୋଟିରୁ ଉର୍ଦ୍ଧ ଟଙ୍କାର ପ୍ରକଳ୍ପର କରିବେ ଶିଳାନ୍ୟାସ
ଭୁବନେଶ୍ୱର,୩।୩: ନିର୍ବାଚନ ପୂର୍ବରୁ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମାର୍ଚ୍ଚ ୫ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତ ଅବସରରେ ଓଡ଼ିଶାର ଯାଜପୁର ଚଣ୍ଡିଖୋଲରେ ୧୯,୬୦୦ କୋଟି ଉର୍ଦ୍ଧ ଟଙ୍କାର ଏକାଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ। ଗ୍ରାଉଣ୍ଡରେ ପ୍ରସ୍ତୁତି...
ଭାଜପାରେ ଯୋଗଦେଲେ ଆଇଏଏସ ଟପର୍
ଭୁବନେଶ୍ୱର,୩।୩: ପଦ୍ମ ଧରିଛନ୍ତି ଆଇଏଏସ ଟପର୍। ରବିବାର ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପୂର୍ବତନ ଆଇଏଏସ ଟପର୍ ତଥା ବିଶିଷ୍ଟ ସାହିତି୍ୟକ ଡ. ହୃଷୀକେଶ ପଣ୍ଡା ଆନୁଷ୍ଠାନିକଭାବେ ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଛନ୍ତି। ଭଦ୍ରକ ଜିଲା ବାସୁଦେବପୁର...
ନିର୍ବାଚନ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି: ରାଜଧାନୀରେ କେନ୍ଦ୍ରୀୟ ଫୋର୍ସର ଫ୍ଲାଗମାର୍ଚ୍ଚ
ଭୁବନେଶ୍ୱର,୩।୩ (ସୂର୍ଯ୍ୟକାନ୍ତ ବେହେରା): ଆଗକୁ ସାଧାରଣ ନିର୍ବାଚନ ହେବାକୁ ଯାଉଛି । ଏନେଇ ତାରିଖ ଘୋଷଣା ହୋଇନଥିଲେ ମଧ୍ୟ ନିର୍ବାଚନ ହାୱା ଚାରି ଆଡେ ଦେଖିବାକୁ ମିଳିଲାଣି । ତେବେ ଏହା ପୂର୍ବରୁ କଡା ସୁରକ୍ଷା ପାଇଁ ଆରମ୍ଭ ହୋଇଗଲାଣି...
ନିର୍ମାଣ ଶ୍ରମିକଙ୍କ ପେନ୍ସନ୍ ବୃଦ୍ଧି କଲେ ରାଜ୍ୟ ସରକାର
ଭୁବନେଶ୍ୱର,୩।୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ନିର୍ମାଣ ଶ୍ରମିକମାନଙ୍କ ପେନ୍ସନ୍ ବୃଦ୍ଧି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ‘ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ’ ଅଧୀନରେ ପଞ୍ଜୀକୃତ ହୋଇଥିବା ନିର୍ମାଣ ଶ୍ରମିକ ମାନଙ୍କ...
ଶଙ୍ଖ ଛାଡ଼ି ପଦ୍ମ ଧରିଲେ ଅରବିନ୍ଦ ଢାଲି
ଭୁବନେଶ୍ୱର,୩।୩: ପଦ୍ମ ଧରିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି। ରବିବାର ରାଜ୍ୟ ଭାଜପା କାର୍ଯ୍ୟଳୟରେ ସେ ଭାଜପାରେ ଯୋଗ ଦେଇଛନ୍ତି। ଭାଜପାର ବହୁ ବରିଷ୍ଠ କର୍ମକର୍ତ୍ତାଙ୍କ ଉପସ୍ଥିତିରେ ସେ ଭାଜପାରେ ସାମିଲ ହୋଇଛନ୍ତି। ତେବେ ଅରବିନ୍ଦ ଢାଲି ଶନିବାର ଦଳରୁ...
ଆଜି ୭ ଜିଲାରେ ହାଲୁକା ବର୍ଷା
ଭୁବନେଶ୍ୱର,୩।୩: ରବିବାର ୭ଟି ଜିଲାରେ ହାଲୁକା ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଆସନ୍ତା ଦୁଇ ଦିନରେ ଦିନ ତାପମାତ୍ରା ପ୍ରାୟ ଦୁଇ ଡିଗ୍ରୀ ବଢ଼ିବ ବୋଲି...
ପିପିଲି ଭାଜପାରେ ଛକାପଞ୍ଝା; ଟିକେଟ ଆଶାରେ ଆଶ୍ରିତ, ରାଧାମୋହନ, ସରୋଜ…
ପିପିଲି, ୩।୩ (ପ୍ରଭାତ ମହାପାତ୍ର): ପୁରୀ ଜିଲା ପିପିଲି-ଡେଲାଙ୍ଗ ବିଧାନସଭା ନିର୍ବାଚନମଣ୍ଡଳୀରୁ ଭାରତୀୟ ଜନତା ପାର୍ଟି (ଭାଜପା)ରୁ ପ୍ରାର୍ଥୀ ହେବା ଲାଗି ଛକାପଞ୍ଝା ଆରମ୍ଭ ହୋଇଯାଇଛି। ଅଦ୍ୟାବଧି ଟିକେଟ୍ ପାଇବା ପାଇଁ ଏମାନେ ନିଜ ଢଙ୍ଗରେ ଚେଷ୍ଟା ଚଳାଇଛନ୍ତି। ସେମାନେ...
୫ ମେଡିକାଲ କଲେଜରେ ଟିଚିଂ ହସ୍ପିଟାଲ
ଭୁବନେଶ୍ୱର,୩।୩(ଅସମାପିକା ସାହୁ): ରାଜ୍ୟର ସ୍ବାସ୍ଥ୍ୟସେବା ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭର୍ଚୁଆଲରେ ରାଜ୍ୟର ୫ ସରକାରୀ ମେଡିକାଲ କଲେଜରେ ଟିଚିଂ ହସ୍ପିଟାଲର ଉଦ୍ଘାଟନ କରିଛନ୍ତି। ଏଥିସହ ୪ ମେଡିକାଲ କଲେଜର ସ୍ବାସ୍ଥ୍ୟ ଭିତ୍ତିଭୂମିକୁ...
ଜାଣନ୍ତୁ ଜିଆଇ ଟ୍ୟାଗ୍ କ’ଣ,
ଭୁବନେଶ୍ୱର,୩।୩: ଏକ ନିର୍ଦ୍ଦିଷ୍ଟ ଉତ୍ପାଦର ଭୌଗୋଳିକ ସ୍ଥିତି ବା ଏହାର ମୂଳ ସ୍ଥାନ (ସହର, ଅଞ୍ଚଳ ବା ଦେଶ)କୁ ସୂଚାଇବା ପାଇଁ ଭୌଗୋଳିକ ସଙ୍କେତ (ଜିଆଇ)କୁ ବ୍ୟବହାର କରାଯାଇଥାଏ। ବିଶ୍ୱ ବାଣିଜ୍ୟ ସଂଗଠନ (ଡବ୍ଲ୍ୟୁଟିଓ)ର ସଦସ୍ୟ ଭାବେ ଭାରତ ୧୯୯୯ରେ...
‘୧୨୦ ବିଧାନସଭା, ୧୭ ଲୋକ ସଭା ଆସନରେ ଜିତିବ ବିଜେଡି’
ଭୁବନେଶ୍ୱର,୨।୩(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମ ଏବଂ ୫-ଟି ପ୍ରକରଣରେ ସାରା ରାଜ୍ୟରେ ଚାଲିଥିବା ରୂପାନ୍ତରଣ କାର୍ଯ୍ୟ ଯୋଗୁ ବିଜେଡି ରାଜନୈତିକ ଦୃଷ୍ଟିକୋଣରୁ ଅତ୍ୟନ୍ତ ଦୃଢ଼ ସ୍ଥାନରେ ରହିଛି । ଆଗାମୀ ନିର୍ବାଚନରେ ବିଜେଡି ୧୨୦ରୁ ଅଧିକ...
Archives


