ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା
ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏଥିସହିତ ନାମାଙ୍କନ ଦାଖଲ ପ୍ରକ୍ରିୟା ମଧ୍ୟ ଆରମ୍ଭ…
ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା
ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ ସଭା ସମେତ ୭ଟି ବିଧାନସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଜାରି କରିଛି । ସୂଚନାନୁସାରେ,…
ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ
ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି ସର୍ବଦା ଏକ ଟିମ୍ ସଜାଗ ରହିବ। ଯାହା ଭୁବନେଶ୍ୱର ଏବଂ କଟକ ସହରରେ ଯେକୌଣସି…
ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…
ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ ଜେନା ଓ ଭୁବନେଶ୍ୱର-ଉତ୍ତରରୁ ଅଶୋକ ଦାସଙ୍କୁ ଦଳ ଟିକେଟ୍ ଦେଇଛି। ତେବେ ସତ୍ୟବାଦୀ ଆସନରୁ…
ଭିଆର୍ଏସ୍ ନେଲେ ଆଇପିଏସ୍ ସଞ୍ଜୟ ସିଂ
ଭୁବନେଶ୍ୱର,୧୮।୪: ଓଡ଼ିଶା କ୍ୟାଡର ଆଇପିଏସ୍ ସଞ୍ଜୟ ସିଂ ଭିଆରଏସ୍ ଘୋଷଣା କରିଛନ୍ତି। ୧୯୯୬ ବ୍ୟାଚ୍ ଆଇପିଏସ୍ ସଞ୍ଜୟ ସିଂଙ୍କୁ ଭିଆରଏସ୍ ଆବେଦନକୁ ରାଜ୍ୟ ଗୃହ ବିଭାଗ ମଞ୍ଜୁର କରିଛନ୍ତି।
ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ୍, କଲେ ଏଭଳି ଅପିଲ୍
ଭୁବନେଶ୍ୱର୧୮।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇବ। ଏହା ର୍ପୂବରୁ ଲୋକଙ୍କ ମତାମତ ଲୋଡିଛି ବିଜେଡି। ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଏକ ଭିଡିଓ ଜାରି କରି ଲୋକଙ୍କ ମତାମତ ମାଗିଛନ୍ତି । ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ…
ଓଡ଼ିଶାରେ ୩୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଦେଲା ଏଏପି, ଜାଣନ୍ତୁ କେଉଁଠୁ କିଏ ପାଇଲେ…
ଭୁବନେଶ୍ୱର,୧୮।୪: ଓଡ଼ିଶାରେ ଆମ ଆଦମୀ ପାର୍ଟି(ଏଏପି) ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଦଳ ରାଜ୍ୟର ୩୭ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଦେଇଛି। ବରଗଡ଼ରୁ ଆଶିଷ ଶତପଥୀ, ପଦ୍ମପୁରରୁ ବାଲ୍ମୀକି ନାୟକ, ଢେଙ୍କାନାଳରୁ ଭାରତ କୁମାର ଦାସ,…
ପରପାରିରେ ବିଶିଷ୍ଟ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ
ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନପ୍ରାପ୍ତ ଜଣେ ଓଡ଼ିଆ ନାଟ୍ୟକାର, ନିର୍ଦ୍ଦେଶକ ଏବଂ ଅଭିନେତା । ଓଡ଼ିଶା…
ଦଳ ଟିକେଟ ଦେଲେ କେନ୍ଦ୍ରାପଡ଼ାରୁ ଲଢ଼ିବି: ସିପ୍ରା
ଭୁବନେଶ୍ୱର,୧୮।୪: ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ବିଭିନ୍ନ ରାଜନୈତିକ ଦଳରେ ମିଶ୍ରଣ ପର୍ବ ଜୋର ଧରୁଛି । ବିଭିନ୍ନ ରାଜନେତା କିମ୍ବା ନେତ୍ରୀ ବିଭିନ୍ନ ଦଳରେ ମିଶୁଛନ୍ତି । ଏହି କ୍ରମରେ ବିଜେଡି ଛାଡ଼ି ଗୁରୁବାରି କଂଗ୍ରେସରେ ଯୋଗ ଦେଇଛନ୍ତି…
ବିଜେଡିରେ ଯୋଗଦେବା ପରେ ଏମିତି କହିଲେ ବର୍ଷା ପ୍ରିୟଦର୍ଶିନୀ
ଭୁବନେଶ୍ୱର,୧୮।୪: ଓଲିଉଡ୍ ଅଭିନେତ୍ରୀ ବର୍ଷା ପ୍ର୍ରିୟଦର୍ଶିନୀ ଗୁରୁବାର ବିଜେଡିରେ ସାମିଲ ହୋଇଛନ୍ତି। ଶଙ୍ଖ ଭବନରେ ଅନୁଷ୍ଠିତ ବିଜେଡିର ଏକ ମିଶ୍ରଣ ପର୍ବରେ ସେ ଦଳରେ ଯୋଗ ଦେଇଛନ୍ତି। ବିଜେଡିରେ ଯୋଗ ଦେବାପରେ ବର୍ଷା କହିଛନ୍ତି, ମୁଁ ନବୀନ ପଟ୍ଟନାୟକଙ୍କ ବଡ଼ ପ୍ରଶଂସକ।…
ଏପର୍ଯ୍ୟନ୍ତ ୩ ଦଳର ଘୋଷଣା ହୋଇନି ପ୍ରାର୍ଥୀ ତାଲିକା: ଜାଣନ୍ତୁ କେଉଁ ଦଳର କେତେ ଆସନ ଅଛି ବାକି
ଭୁବନେଶ୍ୱର,୧୮।୪: ରାଜ୍ୟରେ ୪ଟି ପର୍ଯ୍ୟାୟ ନିର୍ବାଚନ ପାଇଁ ଦିନକ ପରେ ଅର୍ଥାତ୍ ଏପ୍ରିଲ ୧୮ତାରିଖରୁ ପର୍ଯ୍ୟାୟକ୍ରମେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେଉଛି। ଏହାପୂର୍ବରୁ ୩ ଦଳର ପ୍ରାର୍ଥୀ ତାଲିକା ସମ୍ପୂର୍ଣ୍ଣ ଭାବେ ଘୋଷଣା କରାଯାଇ ନାହିଁ। ଗୁରୁବାର କଂଗ୍ରେସ…
ଓଡ଼ିଶାରେ କେଉଁଠି, କେଉଁ ସମୟରେ ଭୋଟ୍; ଜାଣନ୍ତୁ…
ଭୁବନେଶ୍ୱର,୧୮।୪: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ମେ ୧୩ ତାରିଖରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ ହେବ। କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର…
Archives


