କିଏ ହେବେ ମୁଖ୍ୟମନ୍ତ୍ରୀ? ଆଜି ହୋଇଯିବ ସ୍ପଷ୍ଟ
ଭୁବନେଶ୍ୱର,୧୧ା୬(ସୁନିତ୍ ମିଶ୍ର):ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟ୍ରେ ଅନୁଷ୍ଠିତ ହେବ। ଏହି ବୈଠକରେ ପର୍ଯ୍ୟବେକ୍ଷକ ଭାବେ କେନ୍ଦ୍ରରୁ ଦାୟିତ୍ୱ ପାଇଥିବା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ ଉପସ୍ଥିତ ରହିବେ। ଏହାପରେ ରାଜ୍ୟପାଳଙ୍କୁ…
କଂଗ୍ରେସରୁ ବହିଷ୍କାର ହେଲେ ପିସିସି ସମ୍ପାଦକ ମହମ୍ମଦ ଆକବର
ଭୁବନେଶ୍ୱର,୧୦।୬: କଂଗ୍ରେସରୁ ବହିଷ୍କାର ହେଲେ ପିସିସି ସମ୍ପାଦକ ତଥା ବଲାଙ୍ଗୀରର ଯୁବନେତା ମହମ୍ମଦ ଆକବର ଖାନ। ଦଳ ବିରୋଧୀ କାର୍ଯ୍ୟ ଯୋଗୁ ଦଳରୁ ୬ ବର୍ଷ ପାଇଁ ବହିଷ୍କୃତ ହୋଇଛନ୍ତି। ମିଡିଆରେ ବିବୃତ୍ତି ଦଳୀୟ ଶୃଙ୍ଖଳା ଭଙ୍ଗ କରୁଥିବା ଦର୍ଶାଇ କାର୍ଯ୍ୟାନୁଷ୍ଠାନ…
ଶପଥ ଗ୍ରହଣ ସମାରୋହରେ ଅଧାଦିନ କାମ କରିବେ ସରକାରୀ କର୍ମଚାରୀ
ଭୁବନେଶ୍ୱର,୧୦।୬: ବୁଧବାର ଅପରାହ୍ନ ୪ଟା ୪୫ରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ। ପୂର୍ବରୁ ଜୁନ ୧୦ ତାରିଖରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି ସ୍ଥିର ହୋଇଥିଲା। କିନ୍ତୁ ଏହାକୁ ବଦଳାଇ ଜୁନ ୧୨ ତାରିଖକୁ ଅର୍ଥାତ୍ ବୁଧବାର ଦିନ…
ହୋଇଗଲା ଫାଇନାଲ! ଏହି ହେବେ ବିରୋଧୀ ଦଳ ନେତା
ଭୁବନେଶ୍ୱର,୧୦।୬: ବିଜେଡିର ଶୋଚନୀୟ ପରାଜୟ ପରେ ଏବେ ଭାଜପା ସରକାର ଗଢିବାକୁ ଯାଉଛି। ତେବେ ବିଜେଡି କାହାକୁ ବିରୋଧୀ ଦଳ ନେତା କରିବ ସେନେଇ ସବୁଠି ଚର୍ଚ୍ଚା ଚାଲିଛି। ଏନେଇ ନବୀନ ନିବାସରେ କିଛି ବରିଷ୍ଠ ନେତାଙ୍କୁ ନେଇ ବିଚାରବିମର୍ଶ କରାଯାଇଛି।…
୧୨ରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ, ଘରେ ଘରେ ଦୀପ ଜାଳିବାକୁ ଅପିଲ କଲେ ପ୍ରତାପ ଷଡ଼ଙ୍ଗୀ
ଭୁବନେଶ୍ୱର,୧୦।୬: ଭାଜପାର ଡବଲ ଇଞ୍ଜିନ୍ ସରକାର ପାଇଁ ପ୍ରତିଟି ସାଧାରଣଲୋକ ଦୁଇଟି ଦୀପ ଜାଳିବା ପାଇଁ ପ୍ରତାପ ଷଡ଼ଙ୍ଗୀ ଅପିଲ କରିଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ଜନଶକ୍ତି ଜାଗ୍ରତ ହୋଇଛି। ଅତ୍ୟାଚାରୀ ସରକାରର ଅନ୍ତ ହୋଇଛି। ଆସନ୍ତାକାଲି ୪.୩୦ରେ ବିଧାୟକ ଦଳ…
ରାଜନୀତିରୁ ସନ୍ୟାସ ପରେ ପାଣ୍ଡିଆନ ଏବେ କେଉଁଠି ରହିବେ, ହେଉଛି ଚର୍ଚ୍ଚା
ଭୁବନେଶ୍ୱର,୧୦।୬: ବିଜେଡିର ଶୋଚନୀୟ ପରାଜୟ ପରେ ରାଜନୀତିରୁ ଅବସର ନେଇଛନ୍ତି କାର୍ତ୍ତିକ ପାଣ୍ଡିଆନ୍। ରବିବାର ସୋସିଆଲ ମିଡିଆରେ ଭିଡିଓ ବାର୍ତ୍ତା ଜାରି କରି ବିଜେଡିରୁ ଅବସର ନେଉଥିବା ଘୋଷଣା କରିବା ସହ ହାତ ଯୋଡି ବିଜେଡି କର୍ମକର୍ତ୍ତାଙ୍କୁ ଭୁଲ ମାଗିଛନ୍ତି ।…
ପାଣ୍ଡିଆନ୍ ରାଜନୀତିରୁ ସନ୍ୟାସ ନେବା ପଛରେ ରହିଛି ବଡ଼ କାରଣ, ଜାଣନ୍ତୁ କ’ଣ କହିଲେ ଅରିନ୍ଦମ
ଭୁବନେଶ୍ୱର,୧୦।୬: କାର୍ତ୍ତିକ ପାଣ୍ଡିଆନ୍ ପ୍ରତ୍ୟକ୍ଷ ରାଜନୀତିରୁ ସନ୍ୟାସ ନେଇଥିବା କଥାକୁ ଗ୍ରହଣ କରିନାହାଁନ୍ତି ଭାଜପା ନେତା ତଥା ଅଭିନେତା ଅରିନ୍ଦମ ରାୟ। ଅରିନ୍ଦମ କହିଛନ୍ତି ଏହା କେବଳ କେବଳ ଆଇୱାସ । ବର୍ତ୍ତମାନ ପରିସ୍ଥିତିକୁ ଦେଖି ସେ ଏଭଳି କରିଛନ୍ତି ।…
ମୁଖ୍ୟମନ୍ତ୍ରୀଙ୍କ ଚର୍ଚ୍ଚା ମଧ୍ୟରେ ଆସିଲା ମନମୋହନଙ୍କ ବଡ଼ ପ୍ରତିକ୍ରିୟା
ଭୁବନେଶ୍ୱର,୧୦।୬: ଓଡ଼ିଶାରେ ନିର୍ବାଚନର ଫଳାଫଳ ବାହାରିବାର ସପ୍ତାହେ ବିତିଯାଇଥିଲେ ମଧ୍ୟ ଭାଜପା କାହାକୁ ମୁଖ୍ୟମନ୍ତ୍ରୀ ଗାଦିରେ ବସାଇବ, ସେନେଇ ଏଯାଏ ଘୋଷଣା କରିନାହିଁ। ତେବେ ଆସନ୍ତାକାଲି ସୁଦ୍ଧା ମୁଖ୍ୟମନ୍ତ୍ରୀଙ୍କ ନାଁ ସ୍ପଷ୍ଟ ହୋଇଯିବ ବୋଲି ଦଳର ରାଜ୍ୟ ସଭାପତି ମନମୋହନ ସାମଲ…
ରାଜ୍ୟରେ ଜାରି ରହିଛି ହିଟୱେଭ୍: ୮ ଜିଲାକୁ ଚିଠି ଲେଖି ସତର୍କ କରାଇଲେ ଏସ୍ଆରସି
ଭୁବନେଶ୍ୱର,୧୦।୬: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିସାରିଥିବା ବେଳେ ପଶ୍ଚିମ ଓଡ଼ିଶାରେ ପ୍ରଚଣ୍ଡ ତାତିକୁ ଉପକୂଳରେ ଗୁଳୁଗୁଳି କଲବଲ କରୁଛି। ପ୍ରଚଣ୍ଡ ତାତି ନେଇ ୮ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି ଏସ୍ଆରସି। ତାତିର ମୁକାବିଲା ନେଇ ପଦକ୍ଷେପ ନେବାକୁ ଏସ୍ଆରସି…
କଂଗ୍ରେସ ଛାଡ଼ିଲେ ଭକ୍ତ ଦାସ, ପ୍ରତିକ୍ରିୟାରେ କହିଲେ…
ଭୁବନେଶ୍ୱର,୧୦ା୬: ରାଜ୍ୟରେ ସଦ୍ୟ ସମାପ୍ତ ହୋଇଥିବା ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ଘଟିଛି। ଏହା ପରେ ସୋମବାର ପଦ ଛାଡ଼ିଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଭକ୍ତ ଚରଣ ଦାସ। ନିଜ ଉପରକୁ ନୈତିକ ଦାୟିତ୍ୱ ନେଇ ସେ…
ନୂଆ ମୁଖ୍ୟମନ୍ତ୍ରୀ କେତେବେଳେ ନେବେ ଶପଥ: ହେଲା ସମୟ ନିର୍ଘଣ୍ଟ
ଭୁବନେଶ୍ବର,୧୦।୬: ଓଡ଼ିଶାରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସ୍ପେନ୍ସ ଲାଗିରହିଛି। ଭୁବନେଶ୍ୱରରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ବୈଠକ ପରେ ବୈଠକ ଚାଲିଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ନାଁ ଚୂଡାନ୍ତ ହୋଇପାରୁନାହିଁ। ଏସବୁ ଭିତରେ ନୂଆ ମୁଖ୍ୟମନ୍ତ୍ରୀ ଆସନ୍ତା ବୁଧବାର ଅପରାହ୍ନ ୪.୪୫ରେ…
ଗିରିଶ ମୁର୍ମୁ ହେବେ କି ଓଡ଼ିଶାର ମୁଖ୍ୟମନ୍ତ୍ରୀ: ଖୋଲାଖୋଲି ଏମିତି କହିଦେଲେ ତୋମାର
ଭୁବନେଶ୍ବର,୧୦।୬:ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସପେନ୍ସ ଲାଗିରହିଛି। ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ବିଷୟରେ ଆଲୋଚନା ଶେଷ ହେବ ବୋଲି କୁହାଯାଉଛି। ଏସବୁ ଭିତରେ ମୁଖ୍ୟମନ୍ତ୍ରୀ…
Archives


