ମେଟ୍ରୋ

ମାହାଙ୍ଗା ଡବଲ ମର୍ଡର ମାମଲା: ଲିଖିତ ଯୁକ୍ତି ଉପସ୍ଥାପନ ପାଇଁ ସମୟ ନେଲେ ପ୍ରତିପକ୍ଷ, ପରବର୍ତ୍ତୀ ଶୁଣାଣି ଏପ୍ରିଲ ୨୨ରେ

କଟକ,୧୬ା୪ (କାର୍ତ୍ତିକ ସାହୁ): ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ପୁଣି ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ ଜେନା ହାଇକୋର୍ଟରେ ରୁଜୁ କରିଥିବା ମାମଲାରେ ପ୍ରତିପକ୍ଷ ରଂଜିତ୍‌ ବରାଳ ଲିଖିତ ଯୁକ୍ତି…

ବିଜେଡିରେ ମିଶିଲେ ଦେବଗଡ଼ର ରାଣୀ ଅରୁନ୍ଧତୀ

ଭୁବନେଶ୍ୱର,୧୬।୪: ବିଜେଡିରେ ମିଶିଲେ ସମ୍ବଲପୁରର ଭାଜପା ଏମପି ନିତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ କୁମାରୀ ଦେବୀ। ଆଜି ସେ ବିଜେଡିରେ ସାମିଲ ହୋଇଛନ୍ତି । ସେ ଭାଜପାରୁ ଇସ୍ତଫା ଦେବାର ମାତ୍ର କିଛି ଘଣ୍ଟା ମଧ୍ୟରେ ଆନୁଷ୍ଠାନିକ ଭାବେ ବିଜେଡିରେ ଯୋଗ…

ସମ୍ବଲପୁରରୁ ଲଢିବେନି ପ୍ରସନ୍ନ ଆଚାର୍ଯ୍ୟ !

ଭୁବନେଶ୍ୱର,୧୬।୪: ସମ୍ବଲପୁରରେ ଟିକେଟକୁ ନେଇ ଅମଙ୍ଗ ଅଛନ୍ତି କି ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ ! କିଛି ଏଭଳି ଚର୍ଚ୍ଚା ଏବେ ଜୋର ଧରିଛି । ସମ୍ବଲପୁର ବଦଳରେ ରେଢାଖୋଲରୁ ସେ ଲଢିବାକୁ ଇଚ୍ଛୁକ ଥିବା ଚର୍ଚ୍ଚା ହେଉଛି ।…

ଓଭରବ୍ରିଜ୍‌ରୁ ବସ୍‌ ଖସି ଦୁର୍ଘଟଣା: ମୃତକଙ୍କୁ ୩୦ ଲକ୍ଷ କ୍ଷତିପୂରଣ ପ୍ରଦାନ ଦାବି

କଟକ,୧୬ା୪ (କାର୍ତ୍ତିକ ସାହୁ) ଯାଜପୁର ଜିଲା ବାରବାଟୀ ନିକଟରେ ସୋମବାର ରାତିରେ ଓଭରବ୍ରିଜରୁ ପ୍ରାୟ ୩୦ ଫୁଟ ତଳକୁ ଯାତ୍ରୀବାହୀ ବସ୍‌ ଖସି ଦୁର୍ଘଟଣା ଘଟିବାକୁ ନେଇ ଜାତୀୟ ମାନବ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ଙ୍କ ନିକଟରେ ପିଟିସନ୍‌ ଦାୟର ହୋଇଛି। ନ୍ୟାୟ…

ଭାଜପା ପ୍ରାର୍ଥୀ ତାଲିକା: ପଲିଟିବ ରାଉରକେଲା ବାଜି! ତାଲିକାରେ ୧୬ ନୂଆ ଚେହେରା

ଭୁବନେଶ୍ୱର,୧୬।୪: ପ୍ରାୟ ଦୁଇ ସପ୍ତାହ ପରେ ଆସିଲା ଭାଜପାର ଦ୍ୱିତୀୟ ବିଧାନସଭା ପ୍ରାର୍ଥୀ ତାଲିକା। କାହାର ଟିକେଟ ବଦଳିବ, କାହାର ଟିକେଟ କଟିବ, ସେ ନେଇ ବହୁ ନେତା ଆଶା ଆଶଙ୍କାରେ ଥିଲେ। ଶେଷରେ ଆଜି ଭାଜପା ତାର ଦ୍ୱିତୀୟ ବିଧାନସଭା…

ମା’ବାପାଙ୍କୁ ହରାଇଥିଲେ, ଚାକିରିରେ ଥାଇ ୟୁପିଏସ୍‌ସି ପ୍ରସ୍ତୁତି; କିଛି ଏଭଳି ଆଇଏଏସ୍‌ ଅନିମେଶଙ୍କ ସଂଘର୍ଷ କାହାଣୀ

ଭୁବନେଶ୍ୱର,୧୬।୪: ମଙ୍ଗଳବାର ୨୦୨୩ ୟୁପିଏସ୍‌ସି ପରୀକ୍ଷାଫଳ ପ୍ରକାଶିତ ହୋଇଛି। ସର୍ବ ଭାରତୀୟ ସ୍ତରରେ ଦ୍ୱିତୀୟ ସ୍ଥାନ ରଖି ରାଜ୍ୟ ପାଇଁ ଗୌରବ ଆଣିଛନ୍ତି ଅନୁଗୋଳ ଜିଲାର ଅନିମେଶ ପ୍ରଧାନ। ବ୍ୟକ୍ତିଗତ ଜୀବନରେ ପ୍ରତିକୂଳ ପରିସ୍ଥିତିର ସାମ୍ନା କରୁଥିଲେ ହେଁ ଧୌର୍ଯ୍ୟର ସହ…

୧୮-୧୯ରେ ଜାଳିବ

ଭୁବନେଶ୍ୱର,୧୬।୪(ଅସମାପିକା ସାହୁ): ରାଜ୍ୟକୁ ପୁଣି ଫେରିଛି ତାତି। ଆଜି ୨୯ ସହରରେ ଦିନ ତାପମାତ୍ରା ୪୦ରୁ ଅଧିକ ରେକର୍ଡ କରାଯାଇଛି। ସେହିପରି ଆଜି ବାରିପଦା ରାଜ୍ୟର ସର୍ବୋଚ୍ଚ ଇତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ଜିଲାରେ ତାପମାତ୍ରା ୪୩.୬ ରେକର୍ଡ ହୋଇଛି।…

ଭିଡିଓ କଲ୍‌ରେ ଲୋକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ନେଲେ ଏସବୁର ଅପ୍‌ଡେଟ୍‌…

ଭୁବନେଶ୍ବର,୧୬।୪ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭଏସ୍‌ କଲ୍‌ ପରେ ଏବେ ଭିଡିଓ କଲ୍‌ ଯୋଗେ ଲୋକଙ୍କ ସହ କଥା ହୋଇଛନ୍ତି। ମଙ୍ଗଳବାର ସେ ଭିଡିଓ କଲ୍‌ରେ ଲୋକମାନଙ୍କ ନିକଟରୁ ସେମାନଙ୍କ ଅଞ୍ଚଳରେ ହେଉଥିବା ଉନ୍ନୟନମୂଳକ କାମର ଅପଡେଟ ନେଇଛନ୍ତି। ପୁରୀ…

ଦଳରେ ଅଣଦେଖା! ବିଶେଶ୍ୱର ଟୁଡୁଙ୍କୁ ଟିକେଟ ଦେଇନି ଭାଜପା

ଭୁବନେଶ୍ବର,୧୬।୪: ରାଜ୍ୟରେ ଆଉ ୨୧ ବିଧାନସଭା ଆସନ ଲାଗି ଭାଜପା ପକ୍ଷରୁ ମଙ୍ଗଳବାର ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ଦଳ ରାଉରକେଲାରୁ ବରିଷ୍ଠ ନେତା ଦିଲୀପ ରାୟଙ୍କୁ ଟିକେଟ ଦେଇଛି । ସେହିଭଳି ଜଗତସିଂହପୁରରୁ ଅମରେନ୍ଦ୍ର ଦାସ, ରଣପୁରରୁ ସୁରମା…

ଏଥର ବି ଝୁଲି ରହିଲା କଟକର ୨ ଆସନ

ଭୁବନେଶ୍ୱର,୧୬।୪: ଓଡ଼ିଶାରେ ହେବାକୁ ଥିବା ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି (ଭାଜପା)। ଏଥର ୨୧ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ତାଲିକାରେ ଏଥର ବି କଟକର…

ଭାଜପା ପ୍ରାର୍ଥୀ ତାଲିକାରେ ଆଉ ୨୧ ଜଣଙ୍କ ନାଁ: ୨ଟି ସ୍ଥାନରେ ବଦଳିଲେ ପ୍ରାର୍ଥୀ

ଭୁବନେଶ୍ୱର,୧୬।୪: ମଙ୍ଗଳବାର ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ୨ ବିଧାନସଭା ପ୍ରାର୍ଥୀଙ୍କୁ ଭାଜପା ବଦଳାଇଛି। ରଣପୁର ଏବଂ ପଟାଙ୍ଗୀ ପାଇଁ ପ୍ରାର୍ଥୀ ପରିବର୍ତ୍ତନ କରାଯାଇଛି। ରଣପୁରରୁ ଦଳ ପ୍ରଥମେ ତାପସ ମାର୍ଥାଙ୍କୁ ପ୍ରାର୍ଥୀ କରିଥିଲା।…

ଭାଜପା ପ୍ରାର୍ଥୀ ତାଲିକା: ରାଉଲକେଲାରୁ ଲଢିବେ ଦିଲ୍ଲୀପ ରାୟ

କରିଛି। ରାଉଲକେଲାରୁ ଭାଜପା ଦିଲ୍ଲୀପ ରାୟଙ୍କୁ ଟିକେଟ୍‌ ଦେଇଛି। ଦିଲ୍ଲୀପ ରାୟ ଭାଜପାରୁ ପ୍ରାର୍ଥୀ ହୋଇଥିବା ବେଳେ ବିଜେଡି ସାରଦା ପ୍ରସାଦ ନାୟକଙ୍କୁ ଟିକେଟ୍‌ ଦେଇଛି। ଏଭଳି ସ୍ଥିତିରେ ରାଉଲକେଲା ନିର୍ବାଚନମଣ୍ଡଳୀରେ ବିଗ୍‌ ଫାଇଟ୍‌ ହେବ ବୋଲି ଚର୍ଚ୍ଚା ଆରମ୍ଭ ହୋଇଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri