ମେଟ୍ରୋ

ହାତଯୋଡ଼ି ବିଜୁ ପରିବାରକୁ କ୍ଷମା ମାଗିଲେ ପାଣ୍ଡିଆନ

ଭୁବନେଶ୍ୱର,୯ା୬: କାର୍ତ୍ତିକ ପାଣ୍ଡିଆନ ରବିବାର ସକ୍ରିୟ ରାଜନୀତିରୁ ଅବସର ଘୋଷଣା କରିଛନ୍ତି। ଭିଡିଓ ବାର୍ତ୍ତା ଜରିଆରେ ସେ ରାଜନୀତି ଛାଡ଼ିଥିବା ଘୋଷଣା କରିଛନ୍ତି। ଏହି ଭିଡିଓରେ ସେ କହିଛନ୍ତି, ମୋ’ ପାଇଁ ବିଜୁ ଜନତା ଦଳ ବହୁତ କ୍ଷତି ସହିଛି। ନବୀନ…

ରାଜନୀତିରୁ ଅବସର ଘୋଷଣା କଲେ ପାଣ୍ଡିଆନ

ଭୁବନେଶ୍ୱର,୯।୬: ସକ୍ରିୟ ରାଜନୀତିରୁ ଅବସର ଘୋଷଣା କଲେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ରବିବାର ଭିଡିଓ ବାର୍ତ୍ତ ଜାରି କରି ସକ୍ରିୟ ରାଜନୀତିରୁ ଅବସର ବିଷୟରେ ସୂଚନା ଦେଇଛନ୍ତି। ଏଥିସହ ରାଜନୀତି ଛାଡ଼ିବା ସହ ଦଳୀୟ କର୍ମୀ ତଥା ବିଜୁ ପରିବାର…

ଓଡ଼ିଶା ଖଦି ଓ ଗ୍ରାମ୍ୟ ଉଦ୍ୟୋଗ ବୋର୍ଡ ସଭାପତି ପଦରୁ ସଂଗ୍ରାମ କେଶରୀଙ୍କ ଇସ୍ତଫା

ଭୁବନେଶ୍ୱର, ୭।୬: ଓଡ଼ିଶା ଖଦି ଓ ଗ୍ରାମ୍ୟ ଉଦ୍ୟୋଗ ବୋର୍ଡ ସଭାପତି ପଦରୁ ସଂଗ୍ରାମ କେଶରୀ ପାଇକରାୟ ଇସ୍ତଫା ଦେଇଛନ୍ତି। ଆଇଏମ୍‌ଏସ୍‌ଏମ୍‌ଇ ବିଭାଗକୁ ସେ ନିଜର ଇସ୍ତଫା ପତ୍ର ପଠାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ସେ ୨ ଥର ସଭାପତି…

ଆସିଲା ନିର୍ଦ୍ଦେଶ, ଏହି ଦିନ ରାଜ୍ୟରେ ଖୋଲିବ ସମସ୍ତ ସ୍କୁଲ

ଭୁବନେଶ୍ୱର, ୯।୬: ରାଜ୍ୟରେ ଗ୍ରୀଷ୍ମ ଛୁଟି ସରି ଆସୁଥିବାବେଳେ ଆସନ୍ତା ୧୭ ତାରିଖରୁ ସ୍କୁଲ ଖୋଲିବ। ଛାତ୍ରୀଛାତ୍ରମାନେ ବିଦ୍ୟାଳୟକୁ ଆସିବା ଆଗରୁ ସମସ୍ତ ପ୍ରସ୍ତୁତି ସରିବ। ସ୍କୁଲ ଖୋଲିବାର ଏକ ସପ୍ତାହ ପୂର୍ବରୁ ସ୍ବଚ୍ଛତା ନେଇ ସୁନିଶ୍ଚିତ କରାଯିବ। ଏହାସହ ଦିନକ…

ରାଜନୀତିରୁ ଅବସର ନେଲେ ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର,୯।୬: ଗତ ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର କନ୍ଧମାଳ ଲୋକ ସଭା ପ୍ରାର୍ଥୀ ଅଚ୍ୟୁତ ସାମନ୍ତ ରାଜନୀତିରୁ ଅବସର ଘୋଷଣା କରିଛନ୍ତି। ପ୍ରତ୍ୟକ୍ଷ ରାଜନୀତିରୁ ଅବ୍ୟାହତି ନେଇ ଆଉ ରାଜନୀତି କରିବେ ନାହିଁ ବୋଲି ଇଚ୍ଛା ପ୍ରକାଶ କରିଛନ୍ତି। ନିର୍ବାଚନରେ…

କେନ୍ଦ୍ରମନ୍ତ୍ରୀ ହେବେ ଧର୍ମେନ୍ଦ୍ର, ଜାଣନ୍ତୁ ଓଡ଼ିଶାରୁ କିଏ ହେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୬: ସମ୍ବଲପୁର ଏମ୍‌ପି ଧମେନ୍ଦ୍ର ପ୍ରଧାନଙ୍କୁ ପିଏମ୍‌ ଅଫିସରୁ ରବିବାର ଫୋନ୍‌ ଆସିଛି। ତେବେ ଏହି କଲ୍‌ ଆସିବା ପରେ ମନ୍ତ୍ରିମଣ୍ଡଳରେ ଧର୍ମେନ୍ଦ୍ର ସାମିଲ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଯଦି ଧର୍ମେନ୍ଦ୍ର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସାମିଲ ହୁଅନ୍ତି ତେବେ ଓଡ଼ିଶାର…

୧୦ ନୁହେଁ ଏହି ଦିନ ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୬: ଓଡ଼ିଶାରେ ଭାଜପା ବହୁମତ ହାସଲ କରି ସରକାର ଗଢିବାକୁ ଯାଉଛି। ତେବେ ଭାଜପାର ନୂଆ ମୁଖ୍ୟମନ୍ତ୍ରୀ ୧୨ ତାରିଖରେ ଶପଥ ନେବେ। ୧୦ ପରିବର୍ତ୍ତେ ୧୨ ତାରିଖରେ ଶପଥ ନେବା ନେଇ ସୂଚନା ମିଳିଛି। ପୂର୍ବରୁ ସୂଚନା ମିଳିଥିଲା କି…

ଜୁଏଲ ଓରାମ, ଅଶ୍ୱିନୀ ବୈଷ୍ଣବଙ୍କୁ ଆସିଲା ଫୋନ, ମିଳିବ ଏହି ମନ୍ତ୍ରୀପଦ!

ଭୁବନେଶ୍ୱର,୯।୬: ଆଜିଠୁ ମୋଦିଙ୍କ ତୃତୀୟ ଇନିଂସ। କ୍ରମାଗତ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ କରିବେ। ଏହା ପୂର୍ବରୁ ମୋଦି କ୍ୟାବିନେଟରେ କାହାକୁ ସ୍ଥାନ ମିଳିବ…

‘ଏବେ ବି ପ୍ରେମ ସରିନି’, ନବୀନ-ପାଣ୍ଡିଆନଙ୍କ ସମ୍ପର୍କକୁ ନେଇ ବଡ଼ ବୟାନ ଦେଲେ ପ୍ରଶାନ୍ତ

ଭୁବନେଶ୍ୱର,୯।୬: ଖୋର୍ଦ୍ଧା ଜେଲରୁ ବାହାରୁ ବାହାରୁ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ୍‌ କଲେ ପ୍ରଶାନ୍ତ ଜଗଦ୍ଦେବ। ପ୍ରଶାନ୍ତ କହିଛନ୍ତି, ନବୀନଙ୍କ ପାଣ୍ଡିଆନ ପ୍ରେମ ଏବେ ବି ସରିନି। ଲୋକଙ୍କ ଭଲ ପାଇବା ଏବେ ବି ମୋ ପ୍ରତି ରହିଛି। ଜୀବନର ଶେଷ ରକ୍ତ…

୯୩ତମ ଜୟନ୍ତୀ ଅବସରରେ ନନ୍ଦିନୀ ଶତପଥୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ, ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ

ଭୁବନେଶ୍ୱର,୯।୬: ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୯୩ତମ ଜୟନ୍ତୀ ଅବସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜ୍ୟକୁ ପ୍ରଗତିଶୀଳ କରାଇବା ସହ ଓଡ଼ିଆ ସାହିତ୍ୟକୁ ସମୃଦ୍ଧ କରିବା ଦିଗରେ ତାଙ୍କ ଅବଦାନ ଚିରସ୍ମରଣୀୟ ବୋଲି ମୁଖ୍ୟମନ୍ତ୍ରୀ…

ରାଜନେତା ପୂର୍ବରୁ ଅଭିନେତା ଥିଲେ ନବୀନ ପଟ୍ଟନାୟକ, ଚରିତ୍ର ଥିଲା…

ଭୁବନେଶ୍ୱର,୯।୬: ଦୀର୍ଘ ୨୪ ବର୍ଷ କ୍ଷମତାରେ ରହିବା ପରେ ମୁଖ୍ୟମନ୍ତ୍ରୀ ପଦରୁ ବିଦାୟ ନେଇଛନ୍ତି ନବୀନ ପଟ୍ଟନାୟକ। ୨୦୨୪ ନିର୍ବାଚନର ଫଳାଫଳ ଆସିବା ପରେ କ୍ଷମତାରୁ ଇସ୍ତଫା ଦେଇଛନ୍ତି ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ। ଏହାପରେ ସାରା ଓଡ଼ିଶା ନବୀନ ବାବୁଙ୍କୁ…

ସମ୍ଭାବ୍ୟ ମନ୍ତ୍ରୀମାନଙ୍କ ପାଖକୁ ଗଲା ଫୋନ୍‌, ଲିଷ୍ଟରେ ନାହିଁ ଓଡ଼ିଶା ନେତାଙ୍କ ନାଁ

ନୂଆଦିଲ୍ଲୀ,୯।୬: ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ପୂର୍ବରୁ ସମ୍ଭାବ୍ୟ ମନ୍ତ୍ରୀମାନଙ୍କ ପାଖକୁ ଫୋନ୍‌ ଆସିଛି। ଟିଡିପି, ଏଲଜେପି (ଆର) ଏବଂ ଜେଡିୟୁ ଭଳି ଦଳର ଏମ୍‌ପିମାନେ କଲ ପାଇଛନ୍ତି। ମନ୍ତ୍ରୀ ହେବା ପାଇଁ ଟିଡିପି ଏମ୍‌ପି ଚନ୍ଦ୍ରଶେଖର ପେମାସାନି ଏବଂ କିଞ୍ଜରାପୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri