ଲୋକ ସଭା ନିର୍ବାଚନ: ଆଜି ଆସିପାରେ ଭାଜପାର ପ୍ରଥମ ପ୍ରାର୍ଥୀ ତାଲିକା, ଓଡ଼ିଶାରୁ ଏହି ୨ ଜଣଙ୍କୁ ମିଳିପାରେ ଟିକେଟ୍
ଭୁବନେଶ୍ୱର/ନୂଆଦିଲ୍ଲୀ,୨୯।୨: ଲୋକ ସଭା ନିର୍ବାଚନ ୨୦୨୪ ସମ୍ପର୍କରେ ଭାଜପାର କେନ୍ଦ୍ରୀୟ ନିର୍ବାଚନ କମିଟିର ବୈଠକ ଗୁରୁବାର ସାରେ ନୂଆଦିଲ୍ଲୀର ପାର୍ଟି ମୁଖ୍ୟାଳୟରେ ଡକାଯାଇଛି। ଏହି ବୈଠକ ପରେ ସାଧାରଣ ନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ ପାଇପାରେ।...
ଆସନ୍ତା ସପ୍ତାହରୁ ରାଜ୍ୟରେ ବଢିବ ତାପମାତ୍ରା
ଭୁବନେଶ୍ୱର,୨୯।୨: ରାଜ୍ୟରେ ଆସନ୍ତା ସପ୍ତାହରୁ ତାପମାତ୍ରା ବୃଦ୍ଧି ପାଇବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ରାଜ୍ୟର କେତେକ ସ୍ଥାନରେ ସାମାନ୍ୟ ଧରଣର ବର୍ଷା ଲାଗି ରହିଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, ନୂଆପଡା, ବଲାଙ୍ଗିର, କଳାହାଣ୍ଡି,...
ବିଜେଡି ମୋତେ ଘୋଡ଼ା ଭାବିଥିଲା, ମୁଁ ସିଂହ
ଭୁବନେଶ୍ୱର,୨୯ା୨: ଖୋର୍ଦ୍ଧା ଜିଲାର ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଗୁରୁବାର ଅପରାହ୍ନରେ ବିଜେଡି ଛାଡ଼ି ଭାଜପାରେ ଯୋଗ ଦେଇଛନ୍ତି। ଭାଜପାରେ ଯୋଗ ଦେବା ପରେ ପ୍ରଶାନ୍ତ ବିଜେଡି ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ବିଜେଡି...
ଏକ ପାଖିଆ ପ୍ରେମରୁ ରାଜଧାନୀରେ ମହିଳାଙ୍କୁ ହତ୍ୟା କଲେ ଯୁବକ
ଭୁବନେଶ୍ୱର,୨୯।୨: ରାଜଧାନୀ ଭୁବନେଶ୍ୱରରେ ଜଣେ ଯୁବକ ୨୦ ବର୍ଷ ବୟସ୍କା ବିବାହିତା ମହିଳାଙ୍କୁ ଏକ ପାଖିଆ ପ୍ରେମ କରି ତାଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଖବର ଅନୁଯାୟୀ, ମଙ୍ଗଳବାର ସନ୍ଧ୍ୟାରେ ଅଭିଯୁକ୍ତ ଶିଶୁଭବନ ଛକସ୍ଥିତ ତାଙ୍କ ବାସଭବନ ନିକଟରେ...
୨୧,୪୨୭ ବସ୍ତି ବାସିନ୍ଦା ପରିବାରକୁ ଭୂମି ଅଧିକାର ପ୍ରମାଣପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୯ା୨(ଅସମାପିକା ସାହୁ): ରାଜ୍ୟର ସହର ବିକାଶ ଇତିହାସରେ ଆଜି ଏକ ନୂଆ ମାଇଲଷ୍ଟୋନ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୫-ଟି ଉପକ୍ରମରେ ସହରବାସୀଙ୍କ ନିମନ୍ତେ ଅନେକ ସୁବିଧା ଯଥା ରାସ୍ତାଘାଟ, ପିଇବା ପାଣି,ସ୍ବରେଜ ସିଷ୍ଟମ ଏବଂ ଅନେକ...
ଭାଜପାରେ ଯୋଗ ଦେବେ ପ୍ରଶାନ୍ତ ଜଗଦ୍ଦେବ!
ଭୁବନେଶ୍ୱର,୨୯ା୨: ଚିଲିକାର ବିଜେଡି ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଭାଜପାରେ ମିଶିବା ନେଇ ଚର୍ଚ୍ଚା ଜୋର୍ ଧରିଛି। ଗୁରୁବାର ଅପରାହ୍ନରେ ସେ ଭାଜପାର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଦଳରେ ଯୋଗ ଦେଇ ପାରନ୍ତି ବୋଲି ଆଲୋଚନା ହେଉଛି। ସୂଚନାଯୋଗ୍ୟ, ପଞ୍ଚାୟତ ସମିତି...
୫ ଜିଲାକୁ ବର୍ଷା ଆର୍ଲଟ
ଭୁବନେଶ୍ୱର,୨୯।୨: ରାଜ୍ୟର ୫ ଜିଲାକୁ ବର୍ଷା ଆର୍ଲଟ । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର , ରାୟଗଡା ଓ କୋରାପୁଟ ଜିଲାର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଏହା ପରଠାରୁ...
ଆଜି ଭୁବନେଶ୍ୱର ଆସିବେ ରାଷ୍ଟ୍ରପତି
ଭୁବନେଶ୍ୱର,୨୯।୨: ଓଡିଶା ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୪ଦିନିଆ ଗସ୍ତରେ ଆଜି ମହାମହିମ କେନ୍ଦୁଝର ଓ ଭୁବନେଶ୍ୱର ଆସିବେ। ରାଷ୍ଟ୍ରପତି ଗୁରୁବାର କେନ୍ଦୁଝର ଯାଇ ଗୋନାସିକା କଦଳୀବା ଗାଁର ଆଦିମ ଅଧିବାସୀ ସଦସ୍ୟଙ୍କୁ ଭେଟିବେ। ପରେ ଧରଣୀଧର ୟୁନିଭର୍ସିଟିର...
ଏନ୍ଏସ୍ସିକୁ ରିପୋର୍ଟ ମାଗିଲା କୃଷି ବିଭାଗ
ଯାଜପୁର,୨୯ା୨(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲାର ଦୀର୍ଘ ୭୬ ବର୍ଷ ପୁରୁଣା ଏକମାତ୍ର ସୁକିନ୍ଦା ବିହନ ଫାର୍ମ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ପଡି ରହିଛି। ୨୦୨୧ରେ ପିଜୁଳି ଚାରା ରୋପଣ ବିରୋଧରେ ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍ଜିଟି)ରେ ମାମଲା ରୁଜୁ ଏବଂ ପରେ...
ଡ୍ରପ୍ ଆଉଟ୍ ତାଲିକାରେ ୧୭୦୦ ପିଲା
ଗୋପ,୨୯ା୨(ଭାରତୀ ଭୂଷଣ ଉପାଧ୍ୟାୟ)ଶିକ୍ଷାବର୍ଷ ୨୦୨୩-୨୪ରେ ଗୋପ ବ୍ଲକରେ ଶିକ୍ଷା ବ୍ୟବସ୍ଥାର ବିକଳ ଚିତ୍ର ଦେଖିବାକୁ ମିଳିଛି। ପ୍ରଥମରୁ ଦଶମ ଶ୍ରେଣୀ ମଧ୍ୟରେ ୧୭ଶହରୁ ଅଧିକ ପିଲା ଅଧାରୁ ପାଠ ଛାଡ଼ି ଶିକ୍ଷାୟତନ ବାହାରେ ରହିଛନ୍ତି। ଏଥିରେ ପ୍ରାଥମିକ ବିଦ୍ୟାଳୟର ପ୍ରଥମରୁ...
ଅନୁମତି ନ ଥିବା ସଂସ୍ଥାକୁ କୁକୁର ବନ୍ଧ୍ୟାକରଣ ଦାୟିତ୍ୱ
ଭୁବନେଶ୍ୱର, ୨୯।୨ (ବନ୍ଦନା ସେଠୀ)ଦୀର୍ଘ ୬ମାସରୁ ଊର୍ଦ୍ଧ୍ୱ ସମୟ ଧରି ବନ୍ଦ ରହିଥିବା ଆନିମଲ୍ ବାର୍ଥ କଣ୍ଟ୍ରୋଲ (ଏବିସି) ବା କୁକୁର ବନ୍ଧ୍ୟାକରଣ ଅସ୍ତ୍ରୋପଚାର ପୁଣି ଥରେ ଆରମ୍ଭ ହୋଇଛି। ହାଇକୋର୍ଟରୁ ସବୁଜ ସଙ୍କେତ ମିଳିବା ପରେ ଭୁବନେଶ୍ୱର ମହାନଗର...
ଏକତରଫା ପ୍ରେମ: ରାଜଧାନୀରେ ମହିଳାଙ୍କୁ ଛୁରି ଭୁସି ହତ୍ୟା
ଭୁବନେଶ୍ୱର,୨୯।୨(ସତ୍ୟଜିତ୍ ରାଉତ)ଭୁବନେଶ୍ୱର ବାପୁଜୀନଗରରେ ଜନୈକା ମହିଳାଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି ଜଣେ ଯୁବକ । ମୃତା ମହିଳା ହେଲେ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ୍ ଗୋପୀମୋହନପୁର ପଞ୍ଚାୟତ ଛଅମଉଜ ଗ୍ରାମର ଗୀତାଞ୍ଜଳି ରଞ୍ଜିତ୍ ଓରଫ ଦୀପିକା ରାଣୀ। ଅଭିଯୁକ୍ତ...
Archives


