ମେଟ୍ରୋ

ନୂଆପଡ଼ା ଉପନିର୍ବାଚନ: ଜାଣନ୍ତୁ ଏସ୍‌ଆଇଆର୍‌, ଏସ୍‌ଏସ୍‌ଆର୍‌ ମଧ୍ୟରେ ପାର୍ଥକ୍ୟ କ’ଣ?

ଭୁବନେଶ୍ୱର, ୧୪।୯(ସୁନିତ୍‌ ମିଶ୍ର): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ହେଉଛି ଘରକୁ ଘର ଯାଇ ଭୋଟରମାନଙ୍କ ଗଣନା କରି ନୂଆ ଭୋଟର ତାଲିକା ପ୍ରସ୍ତୁତ କରିବା। ପ୍ରଚଳିତ ତାଲିକାକୁ ବିଚାରକୁ ନ ନେଇ ଗଣନାକାରୀମାନେ ପ୍ରତି ଘରକୁ ଯାଇ ଧାର୍ଯ୍ୟ...

ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ଏସ୍‌ଏସ୍‌ଆର୍‌

ଭୁବନେଶ୍ୱର, ୧୪।୯(ସୁନିତ୍‌ ମିଶ୍ର): ନୂଆପଡା ବିଧାନସଭା ଆସନରେ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ(ଏସ୍‌ଏସ୍‌ଆର୍‌) କରାଯିବ। ଆଗକୁ ଏହି ବିଧାନସଭା ଆସନ ଲାଗି ହେବାକୁ ଥିବା ଉପନିର୍ବାଚନ ପୂର୍ବରୁ ହିଁ ଏସ୍‌ଏସ୍‌ଆର୍‌ କରାଯିବ। ନୂଆପଡ଼ା ଆସନରେ ଅନୁଷ୍ଠିତ ହେବାକୁ ଥିବା ଉପନିର୍ବାଚନ ପାଇଁ...

କଂଗ୍ରେସରେ ଯୋଗଦେଲେ ବିକଳ୍ପ ଓଡିଶା ସଭାପତି

ଭୁବନେଶ୍ୱର,୧୩।୯(ସୁନିତ୍‌ ମିଶ୍ର): ‘ବିକଳ୍ପ ଓଡିଶା’ ସଭାପତି କୈଳାଶ ମିଶ୍ର ଶନିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ଏଆଇସିସି ଓଡିଶା ପ୍ରଭାରୀ ଅଜୟ ଲାଲୁଙ୍କ ପୌରୋହିତ୍ୟରେ କଂଗ୍ରେସ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ କୈଳାଶ ମିଶ୍ର ୨ ଶହରୁ ଅଧିକ କାର୍ଯ୍ୟକର୍ତ୍ତାଙ୍କ ଗହଣରେ...

 ଉପନିର୍ବାଚନକୁ ନେଇ ଆସିଲା ବଡ଼ ଖବର:  ମୁହାଁମୁହିଁ ହେବେ…

ନୂଆପଡ଼ା,୧୩।୯(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନକୁ ନେଇ ଆସିଲା ବଡ଼ ଖବର। ଉପନିର୍ବାଚନ ପୂର୍ବରୁ ନିର୍ବାଚନମଣ୍ଡଳୀରେ ହେବ ସୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR)। ଏ ନେଇ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ରବିବାର ସୁଦ୍ଧା ମତଦାନ କେନ୍ଦ୍ରର...

ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ତୋମାରଙ୍କ ବଡ଼ ସୂଚନା: କହିଲେ ଏହି ମାସରେ ହେବ ବହୁତ କିଛି…

ଭୁବନେଶ୍ୱର,୧୩ା୯: ଭାଜପା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏହି ମାସରେ ବହୁତ କିଛି ନୂଆ ହେବାକୁ ଯାଉଛି। ବୋର୍ଡ ନିଗମ, ମନ୍ତ୍ରିମଣ୍ଡଳ ସାମ୍ପ୍ରସାରଣ ହେବା ନେଇ ମଧ୍ୟ...

ବାମରା ତହସିଲଦାରଙ୍କୁ ନେଇ ଏମିତି କହିଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୧୩।୯: ବାମରା ତହସିଲଦାରଙ୍କୁ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବଡ଼ ସୂଚନା। ମନ୍ତ୍ରୀ ପୂଜାରୀ କହିଛନ୍ତି, ଆଜି କିମ୍ବା କାଲି ଭିତରେ ନିଲମ୍ବିତ ହେବେ।୧୫ ହଜାର ଲାଞ୍ଚ ନେବାବେଳେ ବାମରା ତହସିଲଦାର ଅଶ୍ବିନ ପଣ୍ଡାଙ୍କୁ ଧରିଥିଲା ଭିଜିଲାନ୍ସ। ଓଡ଼ିଶା...

ଏଣିକି AIରେ ଦୌଡ଼ିବ ମୋହନ ସରକାର, ସବୁ ବିଭାଗକୁ ଚିଠି ଲେଖି…

ଭୁବନେଶ୍ୱର,୧୩ା୯: ଏଣିକି AI (Artificial intelligence) ବା କୃତ୍ରିମ ବୁଦ୍ଧିମତ୍ତାରେ ଦୌଡ଼ିବ ମୋହନ ସରକାର। ପ୍ରଶାସନିକ ଦକ୍ଷତା ବୃଦ୍ଧି ଲକ୍ଷ୍ୟ ନେଇ AI ଉପକରଣ ପାଇଁ ସବୁ ବିଭାଗକୁ ଚିଠି ଲେଖିଛି ସାଧାରଣ ପ୍ରଶାସନ ବିଭାଗ। ପ୍ରଶାସନିକ ସଂସ୍କାର ଏବଂ...

ବଙ୍ଗୋପସାଗରରେ ଆସୁଛି ଭୟଙ୍କର ବାତ୍ୟା! ଉପକୂଳରେ ରଚିବ ତାଣ୍ଡବ, ଜଣାପଡିଲା…

ଭୁବନେଶ୍ୱର, ୧୩।୯: ଆସୁଛି ବଡ଼ ବାତ୍ୟା! ପ୍ରଶାନ୍ତ ମହାସାଗରରେ ଲା ନିନା ପ୍ରଭାବରେ ବାତ୍ୟା ସମ୍ଭାବନା ସୃଷ୍ଟି କରୁଛିି, ଯାହା ଓଡ଼ିଶା ପାଇଁ ଏକ ବଡ଼ ବାତ୍ୟା ଆଶଙ୍କାର ସୂଚନା ଦେଉଛି। ଏହା ଅକ୍ଟୋବର ମାସରେ ବଙ୍ଗୋପସାଗରରେ ବଡ଼ବାତ୍ୟ ସୃଷ୍ଟି...

ଏହିଦିନ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି! ବ୍ରହ୍ମପୁରରେ…

ଭୁବନେଶ୍ୱର, ୧୩।୯: ଆସନ୍ତା ୨୭ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ମୋଦି। ୨୭ ଓ ୨୮ ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବା ନେଇ ସୂଚନା ମିଳିଛି। ଏହି ଗସ୍ତ ସମୟରେ ବ୍ରହ୍ମପୁରରେ ସରକାରୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗଦେବା କାର୍ଯ୍ୟକ୍ରମ ରହିଛି।...

ଲଘୁଚାପ ସକ୍ରିୟ: ଆଉ ୨ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୩ା୯ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟିହୋଇଛି। ଏଥିସହ ଏକ ଘୂର୍ଣ୍ଣିବଳୟ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି। ଭୁବନେଶ୍ବର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି, ଏବେ ରାଜ୍ୟ ଉପରେ ବିଭିନ୍ନ...

ଓଏଏସ୍‌ ଟପ୍ପର ନେଉଥିଲେ ଲାଞ୍ଚ, ମାଡିବସିଲା ପୋଲିସ, ଆଉ ତା’ପରେ…

କୁଚିଣ୍ଡା/ଭୁବନେଶ୍ୱର,୧୩ା୯(ବିରଞ୍ଚତ୍ ଦର୍କା/ସତ୍ୟଜିତ ରାଉତ): ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା-୨୦୧୯ରେ ଟପ୍ପର ହୋଇଥିବା ଅଶ୍ୱିନୀ କୁମାର ପଣ୍ଡା ଶୁକ୍ରବାର ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଛନ୍ତି। ସେ ଏବେ ସମ୍ବଲପୁର ଜିଲା ବାମରା ତହସିଲଦାର ଭାବେ କାର୍ଯ୍ୟରତ ଅଛନ୍ତି। ଚାଷଜମିର କିସମ...

ଅର୍ଚ୍ଚନା ନାଗଙ୍କ ଘର ଆଟାଚ

ଭୁବନେଶ୍ୱର,୧୨।୯: ଅର୍ଚ୍ଚନା ନାଗଙ୍କ ଘରେ ପଶି ଆଟାଚ କଲା ଇଡି। ସତ୍ୟବିହାର ସ୍ଥିତ G+2 ବିଲ୍ଡିଂ ସହ ଆସବାବପତ୍ର ଆଟାଚ କରଥିବା ସୂଚନା ମିଳିଛି। ମନି ଲଣ୍ଡରିଂ ଆକ୍ଟ ୨୦୦୨ ଅଧୀନରେ ଘର ଆଟାଚ ହୋଇଛି। ୨୦୨୨ ଅର୍ଥ କାରବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri