ନବୀନଙ୍କୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲେ ରବି ପାଣି: ଓଡ଼ିଶା ରାଜନୀତିରେ…
ଭୁବନେଶ୍ୱର,୧୬।୧: ପାଟକୁରା ବିଧାୟକ ତଥା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ଏବଂ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କୁ ବିଜେଡିରୁ ନିଲମ୍ବନ କରାଯାଇଛି। ଉଭୟ ଦଳ ବିରୋଧୀ କାର୍ଯ୍ୟରେ ଲିପ୍ତଥିବା ଦର୍ଶାଯାଇ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି ୨ ନେତା…
ଶିକ୍ଷକଙ୍କ ସମସ୍ୟା ଶୁଣିବେକି ସରକାର: ରାତି ପାହିଲେ ହେବ
ଭୁବନେଶ୍ୱର,୧୬।୧: ଆସନ୍ତା ୨୨ରେ ପ୍ରାଥମିକ ଶିକ୍ଷକଙ୍କ ସହ ବୈଠକ କରିବ ଉଚ୍ଚସ୍ତରୀୟ କମିଟି। ସ୍କୁଲ ଓ ଗଣଶିକ୍ଷା ବିଭାଗ ଦ୍ବାରା ଗଠିତ ଉଚ୍ଚସ୍ତରୀୟ କମିଟି ଏହି ବୈଠକ କରିବ। ଅବସରପ୍ରାପ୍ତ IAS ଅଶୋକ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ ହେବ। ତୋଷାଳୀ…
ନିପା ଭାଇରସ୍କୁ ନେଇ ଆତଙ୍କିତ ହୁଅନ୍ତୁ ନାହିଁ: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୧୬।୧: ନିପା ଭାଇରସ୍କୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ଭାଇରସ୍କୁ ନେଇ କୌଣସି ଆତଙ୍କିତ ନ ହେବାକୁ ରାଜ୍ୟବାସୀଙ୍କୁ ସେ ଅପିଲ କରିଛନ୍ତି। ଶୁକ୍ରବାର ମନ୍ତ୍ରୀ ମହାଲିଙ୍ଗଙ୍କ ନେତୃତ୍ୱରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା।…
ସନାତନ, ଅରବିନ୍ଦଙ୍କ ପରେ ପୁଣି ନିଲମ୍ବନ ହେଲେ ବିଜେଡିର ଏହି ନେତ୍ରୀ: ଚର୍ଚ୍ଚାରେ…
ଧର୍ମଶାଳା,୧୬।୧(ଶିବ ପ୍ରସାଦ ମହାନ୍ତି): ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ କରାଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ନଳୀନି ପ୍ରଭା ଜେନାଙ୍କୁ ନିଲମ୍ବନ କରିଛନ୍ତି ଖୋଦ୍ ସୁପ୍ରିମୋ ନବୀନ ପଟ୍ଟନାୟକ। ଦଳ ବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବନ କରାଯାଇଥିବା ସୂଚନା ମିଳିଛି।…
ନିଲମ୍ବିତ ପରେ ବିସ୍ଫୋରକ ବୟାନ ଦେଲେ ଅରବିନ୍ଦ: ନବୀନଙ୍କୁ ଦେଲେ ଆହ୍ବାନ, କହିଲେ ମୁଁ ଏବେ ବି…
ଭୁବନେଶ୍ୱର,୧୬।୧: ବିଜେଡିରୁ ନିଲମ୍ବନ ପରେ ବଡ଼ ବୟାନ ଦେଲେ ଅରବିନ୍ଦ ମହାପାତ୍ର। ଅରବିନ୍ଦ କହିଛନ୍ତି, ମୁଁ ଦଳ ବିରୋଧୀ କାର୍ଯ୍ୟ କରିନାହିଁ କି ବିଶ୍ୱାସ ଘାତକତା କରିନାହିଁ। ଦଳ ଏପରି ନିଷ୍ପତ୍ତି କାହିଁକି ନେଲା ତାହା ମୁଁ ଜାଣିନାହିଁ। ତାହା ଦଳ…
ରାଜଧାନୀରେ ଚାଲିଥିଲା ବନ୍ଧୁକ ଡିଲ୍: ମାଡ଼ି ବସିଲା ସ୍ପେଶାଲ କ୍ରାଇମ୍ ୟୁନିଟ୍
ଭୁବନେଶ୍ୱର,୧୬।୧: ରାଜଧାନୀ ଭୁବନେଶ୍ୱରରେ ବନ୍ଧୁକ କାରବାର ଚାଲିଥିବା ବେଳେ ସ୍ପେଶାଲ କ୍ରାଇମ ୟୁନିଟ ଚଢାଉ କରି ଶୁକ୍ରବାର ଜଣେ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି। ସ୍ପେଶାଲ କ୍ରାଇମ୍ ୟୁନିଟ ବେପାରୀଙ୍କଠାରୁ ୬ଟି ବନ୍ଧୁକ ଜବତ କରିଛି। ବେପାରୀ ଜଣକ ବିହାରରୁ ବନ୍ଧୁକ…
ଧଉଳି ଗଣବଳାତ୍କାର: ଧରାପଡ଼ିଲେ ଆଉ ଜଣେ ଅଭିଯୁକ୍ତ
ଭୁବନେଶ୍ୱର,୧୬।୧: ବହୁ ଚର୍ଚ୍ଚିତ ଧଉଳି ଗଣବଳାତ୍କାର ମାମଲାରେ ସମ୍ପୃକ୍ତ ଅନ୍ୟଜଣେ ଅଭିଯୁକ୍ତଙ୍କୁ କମିଶନରେଟ୍ ପୋଲିସର ସ୍ପେଶାଲ ସ୍କ୍ବାଡ୍ ଶୁକ୍ରବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ସାଗର ଜେନା। ସ୍ପେଶାଲ ସ୍କ୍ବାଡ୍ ତାଙ୍କୁ ବଡ଼ଗଡ଼ ଅଞ୍ଚଳରୁ ଗିରଫ କରିଛି। ସାଗରଙ୍କୁ…
କାହିଁକି ଅରବିନ୍ଦଙ୍କୁ ଦଳରୁ ବିଦାକଲା ବିଜେଡି: ମୁହଁ ଖୋଲିଲେ ବାପା ବିଜୟ ମହାପାତ୍ର
ଭୁବନେଶ୍ୱର,୧୬।୧: ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ବିଜେଡିରୁ ନିଲମ୍ବନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ କରୁଥିବା ଦର୍ଶାଇ ବିଜେଡି ସଭାପତି ନବୀନ ପଟ୍ଟନାୟକ ଅରବିନ୍ଦଙ୍କୁ ଦଳରୁ ନିଲମ୍ବନ କରିଛନ୍ତି। ତେବେ ଏହାକୁ ଖଣ୍ଡନ କରିଛନ୍ତି ଅରବିନ୍ଦଙ୍କ ବାପା ବିଜୟ ମହାପାତ୍ର। ସେ…
୨ ବିଧାୟକଙ୍କ ପରେ ବିଜେଡିରୁ ବିଦା ହେଲେ ଗଣେଶ୍ବର
ଭୁବନେଶ୍ୱର,୧୬।୨: ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ୨ ଜଣ ବିଧାୟକ ଏବଂ ଯାଜପୁର ଜିଲା ପରିଷଦ…
ଅରବିନ୍ଦ ବିଜେଡିରୁ ବିଦା ହେବାପରେ ଆସିଲା ନୂଆ ଟ୍ବିଷ୍ଟ୍: ବିଜୟ ମହାପାତ୍ରଙ୍କ ଘରେ ପହଞ୍ଚିଲେ…
ଭୁବନେଶ୍ୱର,୧୬।୨: ପାଟକୁରା ବିଧାୟକ ତଥା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ଏବଂ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କୁ ବିଜେଡିରୁ ନିଲମ୍ବନ କରାଯାଇଛି। ଉଭୟ ଦଳ ବିରୋଧୀ କାର୍ଯ୍ୟରେ ଲିପ୍ତଥିବା ଦର୍ଶାଯାଇ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି ୨ ନେତା…
‘ତଳ ବରଡ଼ା ଖସୁଛି, ଉପର ବରଡ଼ା ହସୁଛି, ମଝି ବରଡ଼ା କହୁଛି…’ ୨ ବିଧାୟକ ନିଲମ୍ବନ ପରେ ଏମିତି କହିଲେ…
ଭୁବନେଶ୍ୱର,୧୬।୧: ବିଜେଡିରୁ ୨ ନେତା ନିଲମ୍ବିତ ହେବା ପରେ ରାଜନୀତି ଉଷ୍ମ ରହିଛି। ଏହି ସମୟରେ ବିଜେଡିକୁ ଏଲିନା ଦାଶ ଟାର୍ଗେଟ କରିଛନ୍ତି। ଏଲିନା କହିଛନ୍ତି, ବିଜେଡିକୁ ଏବେ ପ୍ରଭୁ ଜଗନ୍ନାଥ ହିଁ ଭରସା। ତାଳ ଗଛର ବରଡ଼ା ଉପାଖ୍ୟାନ ଦେଇ…
ନାଁ ନ ନେଇ ନବୀନ-ପାଣ୍ଡିଆନଙ୍କୁ ଶ୍ରୀମୟୀଙ୍କ ତେର୍ଚ୍ଛାବାଣ: କୁକୁର-ବାଘ, ଗାଈ-ହାତୀ ଉପାଖ୍ୟାନ ଦେଇ…
ଭୁବନେଶ୍ୱର,୧୬।୧: ପୁଣି ବିଜେଡିକୁ ଟାର୍ଗେଟ କରିଛନ୍ତି ଶ୍ରୀମୟୀ ମିଶ୍ର। କୁକୁର-ବାଘ, ଗାଈ-ହାତୀ ଉପାଖ୍ୟାନ ଦେଇ ବିଜେଡିକୁ ଶ୍ରୀମୟୀ ଟାର୍ଗେଟ କରିଛନ୍ତି। ନାଁ ନ ନେଇ ନବୀନ ଓ ପାଣ୍ଡିଆନଙ୍କୁ ତେର୍ଚ୍ଛା ବାଣ ମାରିଛନ୍ତି। ପିଲା, ମାଆ, ବାପା ଓ ଜୀବଜନ୍ତୁଙ୍କ ଉଦାହରଣ…
Archives


