ନୂଆ ଏନ୍ଏସି ଘୋଷଣା କେବଳ ନିର୍ବାଚନୀ ଧୂଆଁବାଣ: ଭାଜପା
ଭୁବନେଶ୍ୱର,୨୭।୨(ସୁନିତ୍ ମିଶ୍ର):ରାଜ୍ୟ ସରକାରଙ୍କ ନୂଆ ଏନ୍ଏସି ଘୋଷଣା କେବଳ ଏକ ନିର୍ବାଚନୀ ଧୂଅଁାବାଣ। ଏହାର କୌଣସି ସାମ୍ବିଧାନିକ ବୈଧାନତା ନାହିଁ। ନୂଆ ଏନ୍ଏସି ଘୋଷଣା କରିବା ପାଇଁ ହେଲେ ସେହି ପ୍ରସ୍ତାବକୁ କ୍ୟାବିନେଟ୍ରେ ପାରିତ କରିବାକୁ ପଡ଼େ। କ୍ୟାବିନେଟ୍ ପ୍ରସ୍ତାବକୁ...
ମୋ ବସ୍ ଇଞ୍ଜିନରେ ଲାଗିଗଲା ନିଆଁ
ଭୁବନେଶ୍ୱର,୨୭।୨(ସୂର୍ଯ୍ୟକାନ୍ତ ବେହେରା): ଭରତପୁର ଷ୍ଟୁଡିଓ ଛକରେ ଏକ ମୋ ବସ୍ ଇଞ୍ଜିନରେ ସୋମବାର ମଧ୍ୟାହ୍ନରେ ନିଆଁ ଲାଗି ଯାଇଥିଲା। ଡ୍ରାଇଭର ସଙ୍ଗେ ସଙ୍ଗେ ଗାଡି ଷ୍ଟାର୍ଟ ବନ୍ଦ କରି ଯାତ୍ରୀଙ୍କୁ ବସରୁ ଓହ୍ଲାଇ ଦେଇଥିଲେ। ଷ୍ଟାର୍ଟ ବନ୍ଦ ହେବା ପରେ...
ଆର୍ଟିଇ ସୁବିଧାରୁ ବଞ୍ଚିତ ହେବେ ୩୫ ହଜାର ପିଲା
ଭୁବନେଶ୍ୱର, ୨୭।୨(ଅସମାପିକା ସାହୁ):ରାଜ୍ୟରେ ୩୫ହଜାରରୁ ଊର୍ଦ୍ଧ୍ୱ ଆର୍ଥିକ ଦୁର୍ବଳ ଶ୍ରେଣୀର ଛାତ୍ରୀଛାତ୍ର ଚଳିତବର୍ଷ ଶିକ୍ଷା ଅଧିକାର ଆଇନ(ଆର୍ଟିଇ) ଅନୁସାରେ ୨୫% ମାଗଣା ସିଟ୍ରେ ନାମ ଲେଖାରୁ ବଞ୍ଚତ୍ତ ହେବେ। ଗତବର୍ଷ ୪,୨୬୪ଟି ବେସରକାରୀ ବିଦ୍ୟାଳୟ ଆର୍ଟିଇରେ ପଞ୍ଜୀକରଣ କରିଥିବାବେଳେ ପ୍ରାୟ...
ଯେଉଁ ଜାତିର ଜନସଂଖ୍ୟା ଯେତେ, ସେମାନଙ୍କୁ ଭାଗ ମିଳୁ ସେତେ:ରାମ ମୂର୍ତ୍ତି
ଭୁବନେଶ୍ୱର,୨୭ା୨(ସୁନିତ୍ ମିଶ୍ର):ଓଡ଼ିଶାର ବିଭିନ୍ନ ଜିଲାରୁ ଆସିଥିବା ଦଳିତ ବର୍ଗର ପ୍ରତିନିଧିଙ୍କୁ ନେଇ ସୋମବାର ଅଖିଳ ଭାରତ ଦଳିତ ଅଧିକାର ଆନ୍ଦୋଳନର ପ୍ରଥମ ରାଜ୍ୟ ସମ୍ମିଳନୀ ସ୍ଥାନୀୟ ଭଗତୀ ଭବନ ସମ୍ମିଳନୀ କକ୍ଷରେ କେଏମୟୁ ରାଜ୍ୟ ସମ୍ପାଦକ ସୁର ଜେନାଙ୍କ ଅଧ୍ୟକ୍ଷତାରେ...
ଓଡ଼ିଶାରେ ୩୦ ମହାବଳ
ଭୁବନେଶ୍ୱର, ୨୭ା୨ (ଅସମାପିକା ସାହୁ):ରାଜ୍ୟରେ ମହାବଳ ବାଘ ସଂଖ୍ୟା ବୃଦ୍ଧି ପାଇଛି। ଏବେ ରାଜ୍ୟରେ ୩୦ଟି ମହାବଳ ରହିଥିବା ସୋମବାର ପ୍ରକାଶିତ ବାଘ ଗଣନା ରିପୋର୍ଟରୁ ଜଣାପଡ଼ିଛି। ଏମାନଙ୍କ ମଧ୍ୟରେ ଏକବର୍ଷରୁ କମ୍ ବୟସର ୮ଟି ଶାବକ ରହିଛନ୍ତି। ତେବେ...
୮,୫୧୧ ମାଧ୍ୟମିକ ସ୍କୁଲ ପିଲାଙ୍କୁ ମିଳିବ ମୌଳିକ ଆଇଟି ଶିକ୍ଷା
ଭୁବନେଶ୍ୱର, ୨୬।୨(ଅସମାପିକା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିକାଶ, ସଂଖ୍ୟାଲଘୁ ଏବଂ ପଛୁଆ ଶ୍ରେଣୀ କଲ୍ୟାଣ ବିଭାଗ ଅଧୀନରେ ଥିବା ରାଜ୍ୟର ୮,୫୧୧ଟି ମାଧ୍ୟମିକ ବିଦ୍ୟାଳୟଗୁଡ଼ିକର ଛାତ୍ରୀଛାତ୍ର ସୂଚନା ପ୍ରଯୁକ୍ତି...
ବିଦେଶିନୀଙ୍କୁ ଅସଦାଚରଣ, ଲିଙ୍ଗରାଜ ମନ୍ଦିର ସେବାୟତ ଗିରଫ: ୪ ଦିନରେ ଚାର୍ଜଶିଟ୍, ଶୁଣାଣି ଆରମ୍ଭ
ଭୁବନେଶ୍ୱର,୨୬।୨(ସତ୍ୟଜିତ୍ ରାଉତ): ଶ୍ରୀଲିଙ୍ଗରାଜ ମନ୍ଦିର ନିକଟରେ ଜଣେ ବିଦେଶିନୀଙ୍କୁ ଅସଦାଚରଣ ମାମଲାରେ ଗିରଫ ହୋଇ ଜେଲ ଯାଇଛନ୍ତି ସେବାୟତ କୁନ୍ଦନ ମହାପାତ୍ର ଓରଫ କୁଣ୍ଡୁ। ଏହି ମାମଲାକୁ କମିଶନରେଟ ପୋଲିସ ଗୁରୁତ୍ୱର ସହ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବାବେଳେ ମାତ୍ର...
ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏହା ବିରାଟ ପରିବର୍ତ୍ତନ: ୧୫ ଜିଲାରେ ୬୭ ଆମ ହସ୍ପିଟାଲ ଉଦ୍ଘାଟିତ
ଭୁବନେଶ୍ୱର,୨୬ା୨(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୧୫ ଜିଲାରେ ୬୭ଟି ‘ଆମ ହସ୍ପିଟାଲ’, ଉମରକୋଟ ଉପଖଣ୍ଡ ହସ୍ପିଟାଲରେ ଡାଏଲିସିସ୍ ସେଣ୍ଟର, ସୁବର୍ଣ୍ଣପୁର ଜିଲା ମୁଖ୍ୟାଳୟ ହସ୍ପିଟାଲ ଓ ଝାରସୁଗୁଡ଼ାରେ ବିଏମ୍ଆର୍ସି କାର୍ଡିଆକ୍ କେୟାର ହସ୍ପିଟାଲ...
୨୮ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର,୨୬।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ତାରିଖରେ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ସମୟରେ ରାଷ୍ଟ୍ରପତି ଭୁବନେଶ୍ୱର ସମେତ ମୟୂରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପୂର୍ବରୁ ସୁରକ୍ଷା ବ୍ୟବସ୍ଥା...
୨୦୨୪ ନିର୍ବାଚନ ପୂର୍ବରୁ ଶକ୍ତି ପ୍ରଦର୍ଶନ କଲା କଂଗ୍ରେସ: ଲୋକସେବା ଭବନ ଘେରାଉ ବେଳେ ଉଠାଇନେଲା ପୋଲିସ
ଭୁବନେଶ୍ୱର,୨୬।୨: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ସୋମବାର ଲୋୟର ପିଏମଜିକୁ ଯୁଦ୍ଧକ୍ଷେତ୍ରରେ ପରିଣତ କରିଛି କଂଗ୍ରେସ। ବିଭିନ୍ନ ଅଭିଯୋଗ ନେଇ ରାଜ୍ୟ ସରକାରଙ୍କୁ ଘେରିବା ଉଦ୍ୟମରେ ବହୁ କଂଗ୍ରେସ କର୍ମୀ ଲୋକସେବା ଭବନକୁ ଘେରାଉ କରିବାକୁ ଚେଷ୍ଟା କରିଥିଲେ। କଂଗ୍ରେସ...
ବରମୁଣ୍ଡା ଆମ୍ବେଡକର ବସ୍ ଟର୍ମିନାଲରେ ହେବ ପୋଲିସ୍ ଆଉଟପୋଷ୍ଟ, ନିଯୁକ୍ତି ପାଇବେ ୮୯ ପୋଲିସ୍ କର୍ମଚାରୀ
ଭୁବନେଶ୍ୱର,୨୬।୨(ଅସମାପିକା ସାହୁ): ଆଗକୁ ଉଦ୍ଘାଟିତ ହେବାକୁ ଥିବା ଡ. ବାବା ସାହେବ ଭୀମରାଓ ଆମ୍ବେଡକର ବସ୍ ଟର୍ମିନାଲରେ ଏକ ପୋଲିସ୍ ଆଉଟପୋଷ୍ଟ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିରେ ୮୯ ଜଣ ପୋଲିସ୍ କର୍ମଚାରୀ...
ଯୁକ୍ତ ୩, ପିଜି ଛାତ୍ରୀଛାତ୍ରଙ୍କୁ ମିଳିଲା ‘ନୂଆ-ଓ’ ସ୍କଲାରଶିପ୍
ଭୁବନେଶ୍ୱର,୨୬ା୨: ରାଜ୍ୟ ସରକାର ସୋମବାର ୩ଟି ଜିଲାର ଛାତ୍ରୀଛାତ୍ରଙ୍କୁ ବଡ଼ ଉପହାର ପ୍ରଦାନ କରିଛନ୍ତି। ଆଜି ସମ୍ବଲପୁର, ଦେବଗଡ଼ ଏବଂ ଅନୁଗୋଳ ଜିଲାର ଯୁକ୍ତ ୩ ତିନି ଏବଂ ପିଜି ଛାତ୍ରୀଛାତ୍ରଙ୍କୁ ନୂଆ-ଓ ସ୍କଲାରଶିପ୍ ବଣ୍ଟନ କରାଯାଇଛି। ୫-ଟି ଅଧ୍ୟକ୍ଷ...
Archives


