ମେଟ୍ରୋ

ସୂର୍ଯ୍ୟବଂଶୀ ସୂରଜ ହେଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୧୫।୬: ଓଡ଼ିଶା ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାର ୩ ଦିନ ପରେ ମୋହନ ମାଝି ସରକାରଙ୍କ ମନ୍ତ୍ରିପରିଷଦର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ଏଥିରେ ଯୁବ ନେତା ଭାବେ ଚର୍ଚ୍ଚାରେ ରହୁଥିବା ସୂର୍ଯ୍ୟବଂଶୀ ସୂରଜଙ୍କୁ ଉଚ୍ଚଶିକ୍ଷା ବିଭାଗ ମିଳିଛି। ଏଥିସହ…

ମୁଖ୍ୟମନ୍ତ୍ରୀଙ୍କ ହାତରେ ରହିଲା ଏସବୁ ବିଭାଗ

ଭୁବନେଶ୍ୱର,୧୫ା୬: ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ଶନିବାର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ୧୨ ତାରିଖରେ ଶପଥ ନେଇଥିବା ବେଳେ ଆଜି ତାଙ୍କ ମନ୍ତ୍ରିମଣ୍ଡଳରେ ସାମିଲ ହୋଇଥିବା ନୂଆ ମନ୍ତ୍ରୀମାନଙ୍କୁ ବିଭାଗ…

ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ: ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ…

ଭୁବନେଶ୍ୱର,୧୫ା୬: ରାଜ୍ୟରେ ନୂଆ ସରକାରରେ ଶନିବାର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ରାଜଭବନ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁସାରେ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶରେ ରାଜ୍ୟପାଳ ରଘୁବର ଦାସ ଆଜି ନିଜ କ୍ଷମତାର ଉପଯୋଗ କରି ମନ୍ତ୍ରୀମାନଙ୍କୁ ବିଭାଗ ଆବଣ୍ଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ…

ଲୋକଙ୍କ ପ୍ରତି ଭଲ ବ୍ୟବହାର କର, ପୋଲିସକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୬: ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର ପୋଲିସ ମହାନିର୍ଦ୍ଦେଶକ ଷଡ଼ଙ୍ଗୀ ଓ ବରିଷ୍ଠ ପୋଲିସ ଅଧିକାରୀମାନଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଛନ୍ତି। ଉକ୍ତ ବୈଠକରେ ଜନସାଧାରଣଙ୍କୁ ଗୁଣାତ୍ମକ ସେବା ଦେବାକୁ ପୋଲିସକୁ ମୁଖ୍ୟମନ୍ତ୍ରୀ ପରାମର୍ଶ…

ସମସ୍ୟାର ହେଲା ସମାଧାନ: ଯାତ୍ରୀଙ୍କ ସ୍ବାର୍ଥ ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୧୫ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନିର୍ଦ୍ଦେଶ କ୍ରମେ କୋରାପୁଟ ଜିଲା ପ୍ରଶାସନ, ଜିଲାର ବସ୍‌ ମାଲିକ ସଂଘ ଓ କର୍ମଚାରୀ ସଂଘ ସହ ଆଲୋଚନା କରିଛନ୍ତି। ଉଭୟ ସଂଘ ମଧ୍ୟରେ ଉପୁଜିଥିବା ବିବାଦ ଯୋଗୁ ଜିଲାରେ ବସ୍‌ ଚଳାଚଳରେ…

ରାଜ୍ୟରେ ବନ୍ଦ ହୋଇଯିବ କି ମିଶନ ଶକ୍ତି ଯୋଜନା? ଆସିଲା ନୂଆ ଅପ୍‌ଡେଟ୍‌, ଜାଣନ୍ତୁ…

ଭୁବନେଶ୍ୱର,୧୫।୬: ଦୀର୍ଘ ୨୫ ବର୍ଷର ବିଜେଡି ଶାସନରେ ବିରାମ ଲାଗିଛି। ୨୦୨୪ ନିର୍ବାଚନରେ ସଂଖ୍ୟାଗରିଷ୍ଠତା ହାସଲ କରି ଭାଜପା ରାଜ୍ୟରେ ସରକାର ଗଢ଼ିଛି। ନିକଟରେ ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଆକ୍ସନ ମୁଡ୍‌ରେ ଅଛନ୍ତି। ପୂର୍ବ…

ଖୋଲିବ ସ୍କୁଲ, ମଧ୍ୟାହ୍ନ ଭୋଜନ ମିଳିବ କି ନାହିଁ ଆସିଲା ବଡ଼ ଖବର

ଭୁବନେଶ୍ୱର,୧୫।୬: ଗ୍ରୀଷ୍ମ ଛୁଟି ପରେ ଆସନ୍ତା ୧୮ ତାରିଖରୁ ସ୍କୁଲ ଖୋଲିବାକୁ ଯାଉଛି। ମଙ୍ଗଳବାର ସ୍କୁଲ ଖୋଲିବାର ପ୍ରଥମ ଦିନରୁ ହିଁ ପିଲାଙ୍କୁ ଦିଆଯିବ ମଧ୍ୟାହ୍ନ ଭୋଜନ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦେବା ପାଇଁ ପଦକ୍ଷେପ ନେବାକୁ…

କୁଏଟ୍‌ ଅଗ୍ନିକାଣ୍ଡ: ୨ ଓଡ଼ିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୬: କୁଏଟ୍‌ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ତିଗିରିଆର ମହମ୍ମଦ ଜହୁର ଓ ଗଞ୍ଜାମ ଜିଲା ପୁରୁଷୋତମପୁର ବ୍ଲକ ରଣଝାଲି ଗାଁର ସନ୍ତୋଷ ଗୌଡଙ୍କ…

ଭୁବନେଶ୍ୱରରେ ପହଞ୍ଚିଲା କୁଏତରେ ପ୍ରାଣ ହରାଇଥିବା ୨ ଓଡ଼ିଆଙ୍କ ପାର୍ଥିବ ଶରୀର

ଭୁବନେଶ୍ୱର,୧୫।୬: କୁଏତରେ ଭୟାବହ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡ଼ିଆଙ୍କ ପାର୍ଥିବ ଶରୀର ଶନିବାର ଭୁବନେଶ୍ୱରରେ ପହଞ୍ଚିଛି। ସେମାନେ ମହମ୍ମଦ ଜହୁର ଓ ସନ୍ତୋଷ ଗୌଡ ବୋଲି ଜଣାପଡିଛି। ମୃତଦେହ ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ସ୍ବତନ୍ତ୍ର ଗାଡି ଯୋଗେ ମୃତଦେହକୁ…

ଇଡି,ସିବିଆଇ ଭୟରେ ବିଜେଡି ବିରୋଧୀ ଦଳ ଭୂମିକା ତୁଲାଇପାରିବ ନାହିଁ: ତାରା

ଭୁବନେଶ୍ୱର(ଅନିଲ ଦାସ)/ଜୟପୁର(ପବନ ପାଣିଗ୍ରାହୀ),୧୫ା୬: ଆସନ୍ତା ୫ ବର୍ଷ ପାଇଁ କଂଗ୍ରେସ ବିରୋଧୀ ଦଳ ଭୂମିକା ନିର୍ବାହ କରିବ ବୋଲି ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି କହିଛନ୍ତି। କାରଣ ଇଡି, ସିବିଆଇ ଭୟରେ ବିଜେଡି ବିରୋଧୀ ଦଳ ଭୂମିକା ତୁଲାଇ ପାରିବ…

ପୂରଣ ହୋଇପାରେ ବାକି ୬ ମନ୍ତ୍ରୀ ପଦ

ଭୁବନେଶ୍ୱର, ୧୫।୬(ସୁନିତ୍‌ ମିଶ୍ର): ରାଜ୍ୟରେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇସାରିବା ପରେ ଗତ ୧୨ ତାରିଖରେ ମୋହନ ଚରଣ ମାଝୀଙ୍କ ସରକାର ଶପଥ ଗ୍ରହଣ କରିଛି। ଏହି ଅବସରରେ ମୋହନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ବେଳେ ତାଙ୍କ ସହ…

ଆଜି ମନ୍ତ୍ରୀମାନଙ୍କୁ ବଣ୍ଟାଯାଇପାରେ ବିଭାଗ

ଭୁବନେଶ୍ୱର, ୧୫।୬(ସୁନିତ୍‌ ମିଶ୍ର): ଓଡ଼ିଶାରେ ପ୍ରଥମ ଥର ଲାଗି ଭାଜପା ସରକାର ଗଠନ କରିଛି। ଦୀର୍ଘ ୨୪ ବର୍ଷ ଧରି କ୍ଷମତାରେ ରହିଥିବା ବିଜେଡି ସରକାରକୁ ହଟାଇ ରାଜ୍ୟରେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇସାରିବା ପରେ ଗତ ୧୨ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?