ମେଟ୍ରୋ

ବୁଧବାର ବନ୍ଦ ରହିବ କାଳିଆ ଦର୍ଶନ

ପୁରୀ ୨୦।୨ : ବୁଧବାର କାଳିଆ ସାଆନ୍ତଙ୍କ ଅନୁଷ୍ଠିତ ହେବ ବନକଲାଗି ନୀତି। ଏହି ନୀତିକାନ୍ତି ଅବସରରେ ଠାକୁରଙ୍କ ଦର୍ଶନ ଉପରେ କଟକଣା ରହିବ । ପ୍ରାୟ ୩ ରୁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି...

ରେଳମନ୍ତ୍ରୀଙ୍କ ବଡ ଘୋଷଣା: ପୁରୀରୁ କୋଣାର୍କ ଚାଲିବ ଟ୍ରେନ

ପୁରୀ,୨୦।୨: ରେଳମନ୍ତ୍ରୀ ଅଶ୍ୱିନୀ କୁମାର ବେଷ୍ଣବ ମଙ୍ଗଳବାର ପୁରୀରୁ କୋଣାର୍କ ଟ୍ରେନ ଚାଲିବ ବୋଲି ଘୋଷଣା କରିଛନ୍ତି। ଏକ ଖବରଦାତା ସମ୍ମିଳନୀରେ ରେଳମନ୍ତ୍ରୀ ବୈଷ୍ଣବ ପୁରୀ-କୋଣାର୍କ ନୂଆ ରେଳ ଲାଇନ୍‌ ହେବ ବୋଲି ସୂଚନା ଦେଇଛନ୍ତି। ୩୨କି.ମି. ର ଏହି...

ଦେବାଶିଷ, ଶୁଭାଶିଷ, ଅଶ୍ୱିନୀ ରାଜ୍ୟ ସଭାକୁ ନିର୍ବାଚିତ

ଭୁବନେଶ୍ବର,୨୦।୨: ଓଡ଼ିଶାରୁ ରାଜ୍ୟ ସଭା ପ୍ରାର୍ଥୀ ହୋଇଥିବା ଦେବାଶିଷ ସାମନ୍ତରାୟ, ଶୁଭାଷିଶ ଖୁଣ୍ଟିଆ ଏବଂ ଅଶ୍ବିନୀ ବେଷ୍ଣବ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିବା ନେଇ ରିଟର୍ନିଂ ଅଫିସର ଘୋଷଣା କରିଛନ୍ତି। ମଙ୍ଗଳବାର ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଥିଲା। ଓଡ଼ିଶାରୁ ୩ଟି...

୭୦ ଜଣଙ୍କୁ ଆଗୁଆ ଟିକେଟ ଦେବ କଂଗ୍ରେସ: ଜାଣନ୍ତୁ ବିଧାୟକ ଏମ୍‌ପି ପାଇଁ କେତେଜଣ ପ୍ରାର୍ଥୀ କଲେଣି ଆବେଦନ

ଭୁବନେଶ୍ବର,୨୦।୨: ସାଧାରଣ ନିର୍ବାଚନ ପାଇଁ ଖୁବଶୀଘ୍ର ତାରିଖ ଘୋଷଣା ହୋଇପାରେ। ମାତ୍ର ଏହା ପୂର୍ବରୁ କଂଗ୍ରେସ ନିଜର ଟିକେଟ୍‌ କସରତ ଆରମ୍ଭ କରିଦେଇଛି। ଚଳିତବର୍ଷ ରାଜ୍ୟ କଂଗ୍ରେସ ୭୦ ଆସନରେ ଆଗୁଆ ପ୍ରାର୍ଥୀ ଘୋଷଣା କରିବ। ଆସନ୍ତା ମାର୍ଚ୍ଚ ପ୍ରଥମ...

ରାଜ୍ୟସଭା ନିର୍ବାଚନ: ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷଦିନ

ଭୁବନେଶ୍ୱର,୨୦।୨: ରାଜ୍ୟସଭା ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଆଜି ଶେଷ ଦିନ। ଯଦି କୌଣସି ପ୍ରାର୍ଥୀ ସେମାନଙ୍କ ପ୍ରାର୍ଥୀପତ୍ର ପ୍ରତ୍ୟାହାର ନ କରନ୍ତି ତେବେ ନିର୍ବାଚନରେ ସେମାନଙ୍କୁ ବିଜୟ ଘୋଷଣା କରାଯିବ। ରାଜ୍ୟସଭାରେ ଖାଲିଥିବା ୩ଟି ଆସନ ପାଇଁ ୩ଜଣ ପ୍ରାର୍ଥୀ ଅଛନ୍ତି।...

ବିପିଏଲ୍‌ ପିଲାଙ୍କୁ ବିନା ଦେୟରେ ମିଳିବ ଇଂଲିଶ ମିଡିୟମ ଶିକ୍ଷା

ଭୁବନେଶ୍ୱର, (ଅସମାପିକା ସାହୁ)/ ବୌଦ୍ଧ, ୨୦।୨(ଅଜିତ କୁମାର ବାରିକ):ବୌଦ୍ଧ ଜିଲା ଲୁଣିବାହାଲଠାରେ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ସୋସିିଆଲ ସାଇନ୍ସେସ(କିସ୍‌)-ବୌଦ୍ଧ ଇଂଲିଶ ମିଡିୟମ ସ୍କୁଲର ସୋମବାର ଉଦ୍‌ଘାଟନ ହୋଇଯାଇଛି। ଏଥିସହିତ ୧୦୦ ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ ହସ୍ପିଟାଲର ଭୂମି ପୂଜନ ହୋଇଛି।...

ପୁଣି ବନ୍ଦ ହେଲା ‘କାର୍‌ ଖାନା’

ଭୁବନେଶ୍ୱର, ୨୦।୨ (ବନ୍ଦନା ସେଠୀ):ପୁଣି ଥରେ ବନ୍ଦ ହେଲା ‘କାର୍‌ଖାନା’। ଆଇଜି ପାର୍କ ରାସ୍ତାକଡ଼ରେ କାର୍‌ରେ ଖାଦ୍ୟ ଆଣି ବିକ୍ରି କରି ଚର୍ଚ୍ଚାକୁ ଆସିଥିଲେ ଦୁଇ ଯାଆ ରଶ୍ମିତା ଓ ନେହା ପାଣିଗ୍ରାହୀ। କମ୍‌ ଦାମ୍‌ରେ ଘରୋଇ ତଥା ଭଲ...

ମାଟ୍ରିକ୍‌ ପରୀକ୍ଷା ଆରମ୍ଭ: ପ୍ରଥମଥର ପାଇଁ ଏଆଇର ହେବ ଉପଯୋଗ

ଭୁବନେଶ୍ୱର,୨୦।୨: ଚଳିତବର୍ଷର ମାଟ୍ରିକ୍‌, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ରହିଛି। ପରୀକ୍ଷା କେନ୍ଦ୍ରକୁ ମୋବାଇଲ୍‌ ପ୍ରବେଶ ଉପରେ ରୋକ ଲଗାଯାଇଥିବାବେଳେ ପରିଚାଳନା ବ୍ୟବସ୍ଥାକୁ ପୂର୍ବାପେକ୍ଷା ଅଧିକ କଡ଼ାକଡ଼ି କରାଯାଇଛି।...

‘ଲୋକଙ୍କ ଇଚ୍ଛାରୁ ଲକ୍ଷ୍ମୀ ଯୋଜନା’: ଆଉ ୫ ଜିଲାରେ ଲକ୍ଷ୍ମୀ ବସ୍‌ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୨(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସୋମବାର ସୁବର୍ଣ୍ଣପୁର, କଟକ, ଝାରସୁଗୁଡା, କନ୍ଧମାଳ ଏବଂ ସମ୍ବଲପୁର ଜିଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଉକ୍ତ ୫ ଜିଲାର ୭୦୦ ପଞ୍ଚାୟତରେ ୨୦୫ ବସ୍‌ ଚଳାଚଳ ଆରମ୍ଭ...

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ସହଯୋଗ କରିବେ ଶିକ୍ଷକ

ଭୁବନେଶ୍ୱର,୨୦ା୨ (ଅସମାପିକା ସାହୁ):ଚଳିତବର୍ଷର ମାଟ୍ରିକ୍‌, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେଉଛି।ପରୀକ୍ଷାରେ ମାଧ୍ୟମିକ ଶିକ୍ଷକମାନେ ସହଯୋଗ କରିବେ। ଦୀର୍ଘଦିନର ଆନ୍ଦୋଳନକୁ ସ୍ଥଗିତ ରଖି ପରୀକ୍ଷା ପରିଚାଳନାରେ ସହଯୋଗ କରିବା ନେଇ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ...

ବିନାନୁମତିରେ ବଦଳିପାରିବନି ଆପାର୍ଟମେଣ୍ଟ ମାଲିକ ସଂଘ ବାଇ-ଲ

ଭୁବନେଶ୍ୱର,୨୦ା୨(ଅନିଲ ଦାସ):ବହୁ ପ୍ରତୀକ୍ଷା ପରେ ଆପାର୍ଟମେଣ୍ଟ ମାଲିକମାନଙ୍କୁ ସୁରକ୍ଷା ଦେବା ସକାଶେ ରାଜ୍ୟ ସରକାର ଓଡ଼ିଶା ଆପାର୍ଟମେଣ୍ଟ (ମାଲିକାନା ଓ ପରିଚାଳନା) ଆଇନ-୨୦୨୩ କାର୍ଯ୍ୟକାରୀ କରିଛନ୍ତି। ଏଥିପାଇଁ ରାଜ୍ୟ ସରକାର ରାଜ୍ୟରେ ଥିବା ୮ଟି ଉନ୍ନୟନ କର୍ତ୍ତୃପକ୍ଷ (ଡେଭେଲପ୍‌ମେଣ୍ଟ ଅଥରିଟି)...

୨୧ରେ ନବୀନ ନିବାସ ଘେରିବ ମହିଳା କଂଗ୍ରେସ

ଭୁବନେଶ୍ୱର,୨୦।୨(ସୁନିତ୍‌ ମିଶ୍ର): ବିଜେଡି ଶାସନରେ ରାଜ୍ୟରେ ମହିଳାମାନେ ଅସୁରକ୍ଷିତ ଓ ମହିଳାଙ୍କ ପ୍ରତି ହିଂସା ଓ ଅତ୍ୟାଚାର ଦିନକୁ ଦିନ ବଢ଼ିବାରେ ଲାଗିଛି। ଆଜିର ଦିନରେ ସାରା ଦେଶରେ ମହିଳାଙ୍କ ଉପରେ ହେଉଥିବା ହିଂସାତ୍ମକ ଆଚରଣରେ ଓଡ଼ିଶା ପ୍ରଥମ ସ୍ଥାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri