ମେଟ୍ରୋ

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି ଦେଇଛନ୍ତି l ଏହାକୁ ନେଇ ଅଞ୍ଚଳରେ ଉତ୍ତେଜନା ଦେଖାଯାଇଛି। ଏହି ଘଟଣାରେ କଡ଼ା ଆକ୍ସନ…

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ ହେବ। ଏହି ପ୍ରକ୍ରିୟା ୫ରୁ ୬ ମାସ ଭିତରେ ସରିବ। ଏ ନେଇ ଶ୍ରୀମନ୍ଦିର…

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ଘନକୁହୁଡ଼ି ନେଇ ପାଣିପାଗ ବିଭାଗ ୱାର୍ନିଂ ଜାରି କରିଛି। ଆଗାମୀ…

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ ଓ ପାର୍ଟପ୍ଲଟ ବିକ୍ରି ଭଳି ୧୩ଟି ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରାଗଲାଣି। ହେଲେ ତୃଣମୂଳସ୍ତରରେ…

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରିଛନ୍ତି। ଏହି ବୈଠକରେ କଟକ ଏସ୍‌.ସି.ବି ମେଡିକାଲକୁ ବିଶ୍ୱସ୍ତରୀୟ କରିବା ସହ…

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ଜଳ ସମ୍ପଦ ବିଭାଗର ‘ରାଜୀବ ଭବନ’ଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏହି…

ଶ୍ରୀମୟୀଙ୍କ ପୋଷ୍ଟକୁ ନେଇ କଡ଼ା କାଉଣ୍ଟର କଲେ ସ୍ନେହାଙ୍ଗିନୀ: ରାଜ୍ୟ ରାଜନୀତିରେ ହଇଚଇ 

ଭୁବନେଶ୍ୱର,୨୩।୧୨: ଶଙ୍ଖ ଭବନରେ ମହିଳା ନେତ୍ରୀଙ୍କ ବୈଠକ ପରେ ବିଜେଡିରେ ସୁଜାତା ଏଣ୍ଟ୍ରି କଲେ କି ପ୍ରଶ୍ନରେ ଉତ୍ତର ରଖିଲେ ସ୍ନେହାଙ୍ଗିନୀଙ୍କ ଛୁରିଆ। ସେ କହିଛନ୍ତି,ନବୀନ ବାବୁ ଯାହା ନିଷ୍ପତ୍ତି ନେବେ, ଆମେ ତାହାକୁ ମାନିବୁ। ଅନ୍ୟପକ୍ଷେ, ଶ୍ରୀମୟୀଙ୍କ ସୋସିଆଲ ମିଡିଆ…

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ ହ୍ରାସ ପାଇଛି। ଭୁବନେଶ୍ୱରରେ ୩ ଦିନ ତଳେ ତାପମାତ୍ରା ୧୫.୧°C ଥିବା ବେଳେ ମଙ୍ଗଳବାର…

‘ଗରିବ ଯଦି ମହାପ୍ରଭୁଙ୍କ ସାମଗ୍ରୀ ବିକ୍ରି କର’, ପୁରୀରେ ସାନ୍ତା ଟୋପି ବିକ୍ରିକୁ ନେଇ ବିବାଦ

ଭୁବନେଶ୍ୱର: ବଡ଼ଦିନ ବା ଖ୍ରୀଷ୍ଟମାସ ଅବସରରେ ରାଜଧାନୀ ଭୁବନେଶ୍ୱରର ଏବଂ ଶ୍ରୀକ୍ଷେତ୍ର ପୁରୀର ରାସ୍ତା କଡ଼ରେ ସାନ୍ତା କ୍ଲଜ୍ ଟୋପି ଓ ଅନ୍ୟାନ୍ୟ ସାମଗ୍ରୀ ବିକ୍ରି କରୁଥିବା ବେପାରୀଙ୍କୁ କିଛି ବ୍ୟକ୍ତି ଦୁର୍ବ୍ୟବହାର ଏବଂ ହଇରାଣ କରିଥିବା ଅଭିଯୋଗ ହୋଇଛି। ଏହି…

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଶେଷ: ଖୁବଶୀଘ୍ର ହେବ ଅଳଙ୍କାର ଗଣତି ମଣତି

କଟକ,୨୩।୧୨: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଏବଂ ରତ୍ନ ଅଳଙ୍କାର ଗଣତି ମଣତି ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ (ASI) ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସତ୍ୟପାଠ ଦାଖଲ କରାଯାଇଛି। ରତ୍ନଭଣ୍ଡାରର ଆବଶ୍ୟକୀୟ ମରାମତି…

ଶଙ୍ଖ ଭବନରେ ଅଣ୍ଟା ଭିଡିଲେଣି ମହିଳା ନେତ୍ରୀ: ଏପଟେ ଶ୍ରୀମୟୀଙ୍କ ମିଛେଇ ଭାଣିଜି ବାଣ…

ଭୁବନେଶ୍ୱର,୨୩।୧୩: ଶଙ୍ଖ ଭବନରେ ଚାଲିଛି ବିଜେଡି ମହିଳା ନେତ୍ରୀଙ୍କ ବୈଠକ। ଶଙ୍ଖ ଭବନରେ ସାମିଲ ହେଲେ ଏକାଧିକ ମହିଳା ନେତ୍ରୀ। ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହୋଇଛି। ଅନ୍ୟପକ୍ଷେ, ଏହି ବୈଠକ କାହାପାଇଁ ବସିଛି। କେଉଁ ବିଷୟରେ ଆଲୋଚନା…

ଖ୍ରୀଷ୍ଟମାସ, ନୂଆବର୍ଷ ସେଲିବ୍ରେଶନ ପାଳନରେ ସାବଧାନ! ଏଥର ସାଦା ପୋଷାକରେ…

ଭୁବନେଶ୍ୱର,୨୩ା୧୨: ଖ୍ରୀଷ୍ଟମାସ ଓ ନୂଆବର୍ଷ ପାଇଁ ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ। ଖ୍ରୀଷ୍ଟମାସ ଓ ନୂଆ ବର୍ଷ ପାଇଁ ଅଧିକ ୧୫ ପ୍ଲାଟୁନ ଫୋର୍ସ ରହିବେ। ଏନେଇ ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ। ନିର୍ଦ୍ଦିଷ୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri