ମେଟ୍ରୋ

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ଏକ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତା ୬ ମାସ ପାଇଁ ଶକ୍ତି…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌ ପଟୁଆର)ରେ ଥିବା ଗାଡ଼ି ସଂଖ୍ୟାକୁ ସେ ଆହୁରି କମାଇ ଦେଇଛନ୍ତି। ଏଣିକି ମୁଖ୍ୟମନ୍ତ୍ରୀଙ୍କ…

ରାଜ୍ୟରେ ସାର ସଙ୍କଟ ନାହିଁ: ମନ୍ତ୍ରୀ

ଭୁବନେଶ୍ୱର,୨୨।୫: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ଖୁବ ଶୀଘ୍ର ସାର ଉତ୍ପାଦନ ସ୍ବାଭାବିକ ହେବା ନେଇ ମନ୍ତ୍ରୀ ଗଣମାଧ୍ୟମକୁ କହିଛନ୍ତି। କଞ୍ଚାମାଲ ଯୋଗାଣ ଅଭାବରୁ ଇଫ୍‌କୋରେ ସାର ଉତ୍ପାଦନ ବାଧାପ୍ରାପ୍ତ ହୋଇଛି।…

ବିଦ୍ୟୁତ୍‌ କାଟ୍‌କୁ ନେଇ ମୁହଁ ଖୋଳିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୫: ବିଦ୍ୟୁତ୍‌ କାଟ୍‌କୁ ନେଇ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଶୁକ୍ରବାର ମୁହଁ ଖୋଲିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି ଯେ, ରାଜ୍ୟରେ ଯେଉଁପରି ହିଟଓଭେ ଚାଲିଛି, ତାହା କାହାରି ହାତରେ ନାହିଁ। ଏପରିକି ପିକ୍‌ ହିଟ୍‌ ସମୟରେ ବିଦ୍ୟୁତ ଚାହିଦା…

ଆସୁଛି ଲଘୁଚାପ, ଏହି ଦିନଠୁ ପ୍ରବଳ ବର୍ଷିବ

ଭୁବନେଶ୍ବର,୨୨ା୫: ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି ।…

ତୈଳ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ୮ ସୂତ୍ରୀ ନିର୍ଦ୍ଦେଶ, ଜୁନ୍ ପହିଲାରୁ ସରକାର…

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ସରକାରୀ ଅଧିକାରୀମାନେ ଏଣିକି ବିଭିନ୍ନ ସ୍ଥାନକୁ ପରିଦର୍ଶନରେ ଗଲାବେଳେ ବସ୍‌ କିମ୍ବା ରେଳରେ ଯିବେ। ଏହାସହିତ ଜୁନ୍‌ ପହିଲାରୁ ସରକାର କେବଳ ବୈଦ୍ୟୁତିକ ଯାନ(ଇଭି) କିଣିବେ; ଯାହାଦ୍ୱାରା ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଦେଶରେ ଉପୁଜିଥିବା ତୈଳ ସଙ୍କଟକୁ ଏଡ଼ାଯାଇ…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ ସୃଷ୍ଟି ହୋଇଥିବା ଆର୍ଥିକ ଭାର ସମ୍ପୃକ୍ତ ବିଶ୍ୱବିଦ୍ୟାଳୟ ବହନ କରିବ। ଏନେଇ ଉଚ୍ଚଶିକ୍ଷା…

ବିଶ୍ୱବିଦ୍ୟାଳୟରେ ବେଆଇନ ନିଯୁକ୍ତି ନେଇ ତାଗିଦ, ସମସ୍ତ କୁଳପତିଙ୍କୁ ଚିଠି ଲେଖି…

ଭୁବନେଶ୍ୱର,୨୧ା୫: ସରକାରୀ ବିଶ୍ୱବିଦ୍ୟାଳୟରେ ବେଆଇନ ନିଯୁକ୍ତି ନେଇ ତାଗିଦ କରିଛନ୍ତି ଉଚ୍ଚଶିକ୍ଷା ସଚିବ। ଏନେଇ ସମସ୍ତ କୁଳପତିଙ୍କୁ ଚିଠି ଲେଖି ସତର୍କ କରାଇଛନ୍ତି। ବେଆଇନ ନିଯୁକ୍ତି ଓ ସେମାନଙ୍କୁ ନିୟମିତ କରିବା ପ୍ରସ୍ତାବ ନେଇ ଚେତାବନୀ ଦେଇଛନ୍ତି। ଉଚ୍ଚଶିକ୍ଷା ବିଭାଗର ବିନା…

ଆକାଶରୁ ବର୍ଷୁଛି ନିଆଁ, କଲବଲ ହେଉଛି ଜୀବନ, ଆହୁରି ୫ ଦିନ ଯାଏ…

ଭୁବନେଶ୍ୱର,୨୧ା୫: ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଆକାଶରୁ ଯେମିତି ଅଗ୍ନିବର୍ଷା ହେଉଛି। ଅସହ୍ୟ ଖରା ତାତି ଓ ଗୁଳୁଗୁଳିରେ କଲବଲ ହେଉଛି ଜୀବନ। ସକାଳୁ ରାତି, ଘରେ ବାହାରେ ଜନଜୀବନ ଗୁରୁତର ପ୍ରଭାବିତ ହୋଇଛି। ଗୁରୁବାର ୪୬ ଡିଗ୍ରୀ ସହ ଝାରସୁଗୁଡା…

୩ ଦିନ ହେବ ରାସ୍ତାରେ ପୂର୍ବମୁହାଁ ବସିଛନ୍ତି ବାପା: କାରଣ ଜାଣିଲେ ଆଖିରେ ଆସିଯିବ ଲୁହ

ଭୁବନେଶ୍ବର/ଜଗନ୍ନାଥପ୍ରସାଦ, ୨୧ା୫(ପ୍ରସନଜିତ୍‌ ସାହୁ)/ବିଭୁପ୍ରସାଦ ପଟ୍ଟନାୟକ):୭ ମାସ ତଳେ ନିଖୋଜ ହୋଇଥିବା ପୁଅକୁ ପାଇବାକୁ ଜଣେ ବାପା ଗଞ୍ଜାମରୁ ଭୁବନେଶ୍ୱର ଆସିଛନ୍ତି। ଜଣେ ବାବାଙ୍କ ପରାମର୍ଶକ୍ରମେ ବ୍ୟକ୍ତିଜଣକ ଖଣ୍ଡଗିରିସ୍ଥିତ ଜାତୀୟ ରାଜପଥର ଡିଭାଇଡର ଉପରେ ୩ଦିନ ହେବ ପୂର୍ବମୁହଁା ହୋଇ ବସି ରହିଛନ୍ତି।…

ପଞ୍ଜାବରେ ଅଦିନିଆ ରଥଯାତ୍ରା ସ୍ଥଗିତ: ଶ୍ରୀମନ୍ଦିର ପ୍ରଶାସନର ହସ୍ତକ୍ଷେପ

ପୁରୀ,୨୧୫(ଅଜିତ୍‌ କୁମାର ମହାନ୍ତି):ପଞ୍ଜାବରେ ଅଦିନିଆ ରଥଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତତ୍ପରତା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ପ୍ରଶାସନ ଚିଠି ଲେଖି ଅଦିନିଆ ରଥଯାତ୍ରା ବନ୍ଦ କରିବାରେ ସଫଳ ହୋଇଛି। ପଞ୍ଜାବ ଫିରୋଜ୍‌ପୁରଠାରେ ଆସନ୍ତା ୨୩ରେ…

କ୍ୟାବିନେଟ୍‌ ବୈଠକ, ୭ ବିଭାଗର ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ବର,୨୦।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ବସିଥିଲା । ଏଥିରେ ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ୭ଟି ବିଭାଗର ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା ନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?