ମେଟ୍ରୋ

୨୪ ଘଣ୍ଟା ଯାଏ ରହିବ ହିଟ୍‌ୱେଭ: ଏହି ସବୁ ଜିଲାକୁ ସତର୍କତା ଜାରି

ଭୁବନେଶ୍ୱର,୬।୪: ଆସନ୍ତା ୨୪ ଘଣ୍ଟା ଯାଏ କିଛି ସ୍ଥାନରେ ହିଟ୍‌ୱେଭ ଜାରି ରହିବ। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା। ତେବେ କଟକ, ଭଦ୍ରକ, ନୟାଗଡ଼, ମୟୂରଭଞ୍ଜ, କଳାହାଣ୍ଡି, ବୌଦ୍ଧ, ମାଲକାନଗିରି, ନୂଆପଡ଼ା, ନବରଙ୍ଗପୁର, କନ୍ଧମାଳ, ବଲାଙ୍ଗୀରକୁ…

ରାଜଧାନୀ ଭୁବନେଶ୍ୱର କାହିଁକି ଉତ୍ତପ୍ତ, କ’ଣ ଏହାର କାରଣ…

ଭୁବନେଶ୍ୱର,୬।୪: ରାଜଧାନୀ ଭୁବନେଶ୍ବରର ତାପମାତ୍ରା ଚଳିତ ବର୍ଷର ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ଶୁକ୍ରବାର ରାଜଧାନୀର ତାପମାତ୍ରା ୪୩.୫ ଡିଗ୍ରୀ ଛୁଇଁଥିଲା। ଫଳରେ ସହରରେ ଜୀବନଯାତ୍ରା ଗୁରୁତର ପ୍ରଭାବିତ ହୋଇଛି। ଏଭଳି ସ୍ଥିତିରେ ଭୁବନେଶ୍ୱର କାହିଁକି ଅଧିକ ଉତ୍ତପ୍ତ ହେଲା, ସମସ୍ତଙ୍କ ମନରେ…

ଆଜିଠୁ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ

ଭୁବନେଶ୍ୱର,୬ା୪(ଅସମାପିକା ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷାର ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ଶନିବାରଠାରୁ ଆରମ୍ଭ ହେବ। ଆସନ୍ତା ୨୦ ପର୍ଯ୍ୟନ୍ତ ଖାତାଦେଖା ଚାଲିବ। ଏଥିପାଇଁ ସମୁଦାୟ ୮,୬୧୧ ଶିକ୍ଷୟିତ୍ରୀଶିକ୍ଷକ ନିଯୁକ୍ତ ହୋଇଛନ୍ତି। ୩,୧୪୮ଜଣ ଅନ୍‌ଲାଇନ୍‌ରେ ଓ ୫,୪୬୩ଜଣ…

ଝୁଲିଛି ୩୯ ଆସନ: ଅଧିକାଂଶରେ ବିଦ୍ରୋହୀ ଚିନ୍ତା

ଭୁବନେଶ୍ୱର,୬ା୪(ଅନିଲ ଦାସ): ବିଜେଡି ଏ ପର୍ଯ୍ୟନ୍ତ ୩ଟି ପର୍ଯ୍ୟାୟରେ ୨୦ ଲୋକ ସଭା ଏବଂ ୧୦୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବାଲେଶ୍ୱର ଲୋକ ସଭା ଆସନ ସମେତ ୩୯ ବିଧାନସଭା ଆସନର ଘୋଷଣା ବାକି ରହିଛି।…

ଭୁବନେଶ୍ୱର: ଏସିଆର ଷଷ୍ଠ ଉତ୍ତପ୍ତ ସହର

ଭୁବନେଶ୍ୱର, ୬।୪(ଅସମାପିକା ସାହୁ): ଡହଡହ ଖରାକୁ ଗୁଳୁଗୁଳି କଲବଲ କରୁଛି। ପ୍ରଚଣ୍ଡ ଖରାତାତିରେ ସାରା ରାଜ୍ୟ ଛଟପଟ ହେଉଥିବାବେଳେ ରାଜଧାନୀ ଭୁବନେଶ୍ବର ଚଳିତ ବର୍ଷର ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ଶୁକ୍ରବାର ଏଠାରେ ଦିନ ତାପମାତ୍ରା ୪୩.୫ ଡିଗ୍ରୀ ଛୁଇଁଥିଲା। ଫଳରେ ସହରର…

ବୁଝୁନି ସୁରଙ୍କ ମନ; ସାନପୁଅ ପାଇଁ କଲେ ପୁଣି ପ୍ରଚାର

ଭୁବନେଶ୍ୱର,୫।୪: ସୁର ରାଉତରାୟଙ୍କ ବୁଝୁନି ମନ । ଗତକାଲି ପିସିସି ସଭାପତି ଶରତ ପଟ୍ଟନାୟକଙ୍କ କଡ଼ା ନିର୍ଦ୍ଦେଶ ପରେ ବି ବିଜେଡି ଏମପି ପ୍ରାର୍ଥୀ ତଥା ନିଜ ସାନ ପୁଅ ମନ୍ମଥଙ୍କ ପାଇଁ ପୁଣି ମାଗିଛନ୍ତି ଭୋଟ। ଏଆଇସିସି ଶୃଙ୍ଖଳା କମିଟିକୁ…

ରାଜ୍ୟ ସରକାରଙ୍କ ପକ୍ଷରୁ ଆଇଏଏସ୍‌ ଅଫିସରସ୍ତରରେ ଅଦଳବଦଳ

ଭୁବନେଶ୍ୱର,୫।୪:ରାଜ୍ୟ ସରକାର ଶୁକ୍ରବାର ଛୋଟ ଧରଣର ଆଇଏଏସ୍‌ ଅଫିସର ଅଦଳବଦଳ କରିଛନ୍ତି। କଟକ ଜିଲାପାଳ ୨୦୧୨ ବ୍ୟାଚ ଆଇଏଏସ୍‌ ଅଫିସର ଭିନିତ ଭରଦ୍ୱାଜଙ୍କୁ ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ସଚିବ ତଥା ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ଜଗତସିଂହପୁର ଜିଲାପାଳ ପାରୁଲ…

କେନ୍ଦ୍ରାଞ୍ଚଳ ଆଇଜି ହେଲେ ସଞ୍ଜୟ କୌଶଲ

ଭୁବନେଶ୍ୱର,୫।୪:୨୦୦୩ ବ୍ୟାଚର ସଞ୍ଜୟ କୁମାର କୌଶଲ ହେଲେ କେନ୍ଦ୍ରାଞ୍ଚଳ ପୋଲିସ ଆଇଜି। ୨୦୦୪ ବ୍ୟାଚ ଆଇପିଏସ ଆଶୀଷ କୁମାର ସିଂଙ୍କ ବଦଳରେ ତାଙ୍କୁ ଶୁକ୍ରବାର ଅବସ୍ଥାପିତ କରାଯାଇଛି। ତେବେ ଜାତୀୟ ନିର୍ବାଚନ କମିଶନ ରାଜ୍ୟର ୮ ସର୍ବଭାରତୀୟ ଅଫିସରଙ୍କୁ ନିର୍ବାଚନ ସଂକ୍ରାନ୍ତୀୟ…

୬ଜଣଙ୍କ କଟିଲା ଟିକେଟ୍‌, ବଦଳିଲା ବିଧାୟକଙ୍କ ଆସନ

ଭୁବନେଶ୍ୱର,୫।୪: ପୁଣି ପ୍ରାର୍ଥୀ ଘୋଷଣା କରିଛି ବିଜୁ ଜନତା ଦଳ (BJD) । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୃତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛନ୍ତି । ୩ୟ ପର୍ଯ୍ୟାୟରେ ମୋଟ ୯ ଜଣ ବିଧାୟକ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି…

ସାଢେ ୧୦ଟାରେ ହେବ ସ୍କୁଲ ଛୁଟି

ଭୁବନେଶ୍ୱର,୫।୪: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଓଡିଶା ସରକାର ସକାଳୁଆ ସ୍କୁଲ ପାଇଁ ସୂଚନା ଜାରି କରିଛନ୍ତି। ରାଜ୍ୟ ସରକାର ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପ୍ରଥମରୁ ଦ୍ୱାଦଶ ଶ୍ରେଣୀ କ୍ଲାସଗୁଡିକ ସକାଳ ୭ଟାରୁ ପୂର୍ବାହ୍ନ…

ଆସୁଛି କାଳ ବୈଶାଖୀ, ରବିବାର ଠୁ ବଡ଼ ବର୍ଷା!

ଭୁବନେଶ୍ୱର,୫।୪: ନିଆଁରେ ଫୁଟୁଛି ଭୁବନେଶ୍ୱର। ଆଜି ତତଲା ତାୱାରେ ଭାଜି ହୋଇଛନ୍ତି ରାଜଧାନୀବାସୀ। ଆଜି ପରି ଆସନ୍ତାକାଲି ଶନିବାର ମଧ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ତେବେ ରବିବାରଠାରୁ ପାଗର ପରିବର୍ତ୍ତନ ହୋଇପାରେ। ରାଜ୍ୟର କେତେକ ଜିଲାରେ ବର୍ଷା ଓ କାଳବୈଶାଖୀ…

ମୋନିଦୀପା ସର୍ଖେଲଙ୍କୁ ନୂଆ ଦାୟିତ୍ୱ ଦେଲେ ନବୀନ

ଭୁବନେଶ୍ୱର,୫।୪: ମୋନିଦୀପା ସର୍ଖେଲଙ୍କୁ ମିଳିଲା ନୂଆ ଦାୟିତ୍ୱ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ତୁରନ୍ତ ପ୍ରଭାବ ସହ ବିଜୁ ଶ୍ରମିକ ସାମ୍ମୁଖ୍ୟର କାର୍ଯ୍ୟକାରୀ ସଭାପତି ଭାବେ ନିଯୁକ୍ତ କରିଛନ୍ତି। ତେବେ କିଛିଦିନ ତଳେ ମୋନିଦୀପା ବିଜେଡିରେ ସାମିଲ ହୋଇଥିଲେ। ମୋନିଦୀପା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri