ପ୍ରଭୁ ଶ୍ରୀରାମଙ୍କ ଚମତ୍କାର ବାଲୁକା କଳା ପ୍ରଦର୍ଶନ କଲେ ସୁଦର୍ଶନ
ପୁରୀ,୧୭।୪: ଆଜି ସମଗ୍ର ଦେଶରେ ପବିତ୍ର ରାମ ନବମୀ ଧୂମଧାମରେ ପାଳନ କରାଯାଉଛି। ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ପ୍ରଭୁ ଶ୍ରୀରାମଙ୍କ ଏକ ଚମତ୍କାର କଳାକୃତି ପ୍ରସ୍ତୁତ କରିଛି। ଏହି ବାଲୁକା କଳା…
ଦଳଡିଆଁଙ୍କ ଉପରେ ଭରସା କଲା ବିଜେଡି
ଭୁବନେଶ୍ୱର, ୧୭।୪: ବିଜେଡି ଆଜି ଆଉ ୯ ଜଣ ବିଧାୟକ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛି। ପଞ୍ଚାମ ପର୍ଯ୍ୟାୟ ବିଧାନସଭା ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ପ୍ରଥମ ପର୍ଯ୍ୟାୟ ମତଦାନ ନିମନ୍ତେ ବାକି ଥିବା ଜୟପୁର, ଚିତ୍ରକୋଣ୍ଡା ଆସନ ପାଇଁ…
ସମୀର ଦାସଙ୍କ ସମେତ ୩ ବିଧାୟକଙ୍କ ଟିକେଟ୍ କାଟିଲା ବିଜେଡି
ଭୁବନେଶ୍ୱର, ୧୭।୪: ପଞ୍ଚମ ପର୍ଯ୍ୟାୟ ବିଧାନସଭା ତାଲିକାରେ ବିଜେଡି ଆଜି ଆଉ ୯ ଜଣ ବିଧାୟକ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛି। ଏଥିରେ ପୂର୍ବତନ ମନ୍ତ୍ରୀ ସମୀର ଦାସଙ୍କ ନାଁ ନାହିଁ। ଏଥିସହ ବିଜେଡି ନିମାପଡ଼ାରେ ପ୍ରାର୍ଥୀ ବଦଳାଇଛି। ସମୀର ଦାସଙ୍କ…
ପଶ୍ଚିମ ଓଡ଼ିଶାରେ ନବୀନଙ୍କୁ ଟକ୍କର ଦେବେ ଲଷ୍ମଣ
ଭୁବନେଶ୍ୱର, ୧୭।୪: ବିଜେଡି ଆଜି ଆଉ ୯ ଜଣ ବିଧାୟକ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛି। ପଞ୍ଚାମ ପର୍ଯ୍ୟାୟ ବିଧାନସଭା ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ପ୍ରଥମ ପର୍ଯ୍ୟାୟ ମତଦାନ ନିମନ୍ତେ ବାକି ଥିବା ଜୟପୁର, ଚିତ୍ରକୋଣ୍ଡା ଆସନ ପାଇଁ…
ରେଢ଼ାଖୋଲ, ସମ୍ବଲପୁରରୁ ପ୍ରାର୍ଥୀ ଅଦଳବଦଳ, ପ୍ରସନ୍ନଙ୍କୁ ମିଳିଲା ଏହି ଆସନ
ଭୁବନେଶ୍ୱର, ୧୭।୪: ଆଉ ଏକ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି। ଏଥିରେ ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ସନ୍ତୁଷ୍ଟ ପାଇଁ ବିଜେଡି ଉଦ୍ୟମ କରିଛି । ରେଢ଼ାଖୋଲ ଏବଂ ସମ୍ବଲପୁର ପ୍ରାର୍ଥୀ ଅଦଳବଦଳ କରାଯାଇଛି। ପ୍ରସନ୍ନଙ୍କୁ ବିଜେଡି ରେଢ଼ାଖୋଲରୁ…
ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି, ଏଇଠୁ ଲଢିବେ ନବୀନ
ଭୁବନେଶ୍ୱର, ୧୭।୪: ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଣ୍ଟାବାଞ୍ଜିରୁ ପ୍ରାର୍ଥୀ ହୋଇଛନ୍ତି। ସେହିପରି ସମ୍ବଲପୁର ଓ ରେଢ଼ାଖୋଲ ପ୍ରାର୍ଥୀ ପରିବର୍ତ୍ତନ କରାଯାଇଛି। ରେଢ଼ାଖୋଲରୁ ପ୍ରାର୍ଥୀ ହେଲେ ପ୍ରସନ୍ନ ଆଚାର୍ଯ୍ୟ ଏବଂ ସମ୍ବଲପୁରରୁ ପ୍ରାର୍ଥୀ ହେଲେ…
ସମ୍ବଲପୁରକୁ ନେଇ ପ୍ରସନ୍ନ ଅସନ୍ତୁଷ୍ଟ, ପ୍ରାର୍ଥୀ ଅଦଳବଦଳ କରିବ ବିଜେଡି
ଭୁବନେଶ୍ୱର, ୧୭।୪: ବିଜେଡି ନିକଟରେ ରେଢ଼ାଖୋଲ ଓ ସମ୍ବଲପୁର ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି। ଏଥିରେ ବିଧାୟକ ତଥା ବିଜେଡି ସମ୍ବଲପୁର ଜିଲା ସଭାପତି ରୋହିତ ପୂଜାରୀ ପୁନର୍ବାର ରେଢ଼ାଖୋଲ ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଛନ୍ତି। ସେହିପରି ସମ୍ବଲପୁର ବିଧାନସଭା…
ରାଜ୍ୟ ସରକାରଙ୍କ ଘୋଷଣା: ୩ ଦିନ ବନ୍ଦ ରହିବ ସ୍କୁଲ
ଭୁବନେଶ୍ୱର,୧୭।୪(ଅସମାପିକା ସାହୁ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମପ୍ରବାହ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ୩ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି। ଏପ୍ରିଲ ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ…
ପଶ୍ଚିମ ଓଡ଼ିଶାରୁ ଲଢିପାରନ୍ତି ନବୀନ ପଟ୍ଟାନୟକ! ଏହି ଆସନରୁ ଲଢିବା ନେଇ ହେଉଛିି ଚର୍ଚ୍ଚା
ଭୁବନେଶ୍ୱର,୧୭।୪: ରାଜ୍ୟରେ ୪ଟି ପର୍ଯ୍ୟାୟ ନିର୍ବାଚନ ପାଇଁ ଦିନକ ପରେ ଅର୍ଥାତ୍ ଏପ୍ରିଲ ୧୮ତାରିଖରୁ ପର୍ଯ୍ୟାୟକ୍ରମେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ଏହାପୂର୍ବରୁ ୩ ଦଳର ପ୍ରାର୍ଥୀ ତାଲିକା ସମ୍ପୂର୍ଣ୍ଣ ଭାବେ ଘୋଷଣା କରାଯାଇ ନାହିଁ। ଏସବୁ ଭିତରେ…
ପ୍ରଚାର ପାଇଁ କେନ୍ଦ୍ରାପଡା ଆସିବେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର,୧୭।୪: ନିର୍ବାଚନୀ ପ୍ରଚାର ପାଇଁ କେନ୍ଦ୍ରାପଡା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ମାହାଙ୍ଗା ନିର୍ବାଚନ ମଣ୍ଡଳୀର ନିଶ୍ଚିନ୍ତ କୋଇଲି ବଜାର ବନ୍ଧନ ମଣ୍ଡପରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧନ କରି ଭାଜପାର କେନ୍ଦ୍ରାପଡା ଲୋକ ସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା କହିଛନ୍ତି।…
ବାହାରିଲା ୟୁପିଏସ୍ସି ଫଳାଫଳ: ଜାଣନ୍ତୁ କ’ଣ କହୁଛନ୍ତି କୃତୀ ଛାତ୍ରୀଛାତ୍ର
ପ୍ରଥମ ପ୍ରୟାସରେ ଦ୍ୱିତୀୟ ର଼୍ୟାଙ୍କ ମା’ବାପାଙ୍କୁ ହରାଇଥିଲେ ମଧ୍ୟ କଠିନ ପରିଶ୍ରମ ତାଙ୍କୁ ସଫଳତା ଆଣିଦେଇଛି। ନିଷ୍ଠାର ସହ କଠିନ ପରିଶ୍ରମ କଲେ ଯେ ସଫଳତା ପାଇହେବ ତାହା ସେ ପ୍ରମାଣ କରି ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇପାରିଛନ୍ତି। ଏମିତି…
ସ୍ପେଶାଲ କ୍ରାଇମ୍ ୟୁନିଟ୍ ପଞ୍ଝାରେ ଉଚ୍ଚଶିକ୍ଷିତ ଠକ
ଭୁବନେଶ୍ୱର,୧୭।୪(ସତ୍ୟଜିତ୍ ରାଉତ): ବହୁଗୁଣ ଲାଭ ଦେବା ଆଳରେ ୧.୧୧ କୋଟି ଟଙ୍କା ଠକେଇ ମାମଲାରେ କମିଶନରେଟ୍ ପୋଲିସର ସ୍ପେଶାଲ କ୍ରାଇମ୍ ୟୁନିଟ୍ ଜଣେ ଉଚ୍ଚଶିକ୍ଷିତ ଠକଙ୍କୁ ଗିରଫ କରିଛି। ସେ ହେଲେ ଭୁବନେଶ୍ୱର ଏୟାରପୋର୍ଟ ଥାନା ଅନ୍ତର୍ଗତ ପଳାଶପଲ୍ଲୀ ଅଞ୍ଚଳର ଆତ୍ମଜ୍ୟୋତି…
Archives


