ଜୀ-ସାର୍ଥକର ‘ପାର୍ବଣରେ ସୁନାର ବର୍ଷା’
ଭୁବନେଶ୍ୱର,୧୩।୨(ଅନୁରାଧା ମହାରଣା):ଗତ ପାର୍ବଣ ମହୋତ୍ସବରେ ଲୋକପ୍ରିୟ ଓଡ଼ିଆ ମନୋରଞ୍ଜନ ଚ୍ୟାନେଲ ଜୀ-ସାର୍ଥକରେ ‘ପାର୍ବଣରେ ସୁନାର ବର୍ଷା’ ପ୍ରତିଯୋଗିତା ହୋଇଥିଲା। ଲାଲ୍ଚାନ୍ଦ ଜୁଏଲର୍ସ ପ୍ରାୟୋଜିତ ଏହି ମେଗା ପ୍ରତିଯୋଗିତା ଅକ୍ଟୋବର ୫ରୁ ନଭେମ୍ବର ୨୦ ତାରିଖ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ସା...
ଆଜି ପ୍ରକାଶ ପାଇବ ସରକାରୀ ହସ୍ପିଟାଲ ର଼୍ୟାଙ୍କିଙ୍ଗ
ଭୁବନେଶ୍ୱର, ୧୩।୨(ଅସମାପିକା ସାହୁ):ରାଜ୍ୟରେ ପ୍ରଥମ ଥର ପାଇଁ ସରକାରୀ ହସ୍ପିଟାଲ ର଼୍ୟାଙ୍କିଙ୍ଗ ପ୍ରକାଶ ପାଇବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ର଼୍ୟାଙ୍କିଙ୍ଗ ପ୍ରକାଶ କରିବେ। ରାଜ୍ୟର ମେଡିକାଲ କଲେଜ, ଜିଲା ମୁଖ୍ୟ ଚିକିତ୍ସାଳୟ, ଉପଜିଲା ଚିକିତ୍ସାଳୟ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକର...
ବରିଷ୍ଠ ଅଭିନେତା ଚକ୍ରଧର ଜେନାଙ୍କ ପରଲୋକ
ଭୁବନେଶ୍ୱର,୧୨।୨(ଶର୍ମିଷ୍ଠା ପାଣିଗ୍ରାହୀ): ବରିଷ୍ଠ ଅଭିନେତା ଚକ୍ରଧର ଜେନାଙ୍କ ସୋମବାର ସାରେ ପରଲୋକ ହୋଇଯାଇଛି। ସେ କିଛିଦିନ ହେଲା ଭୁବନେଶ୍ୱର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ)ରେ ଚିକିସ୍ଥିତ ହେଉଥିଲେ। ଶରୀରର ବିଭିନ୍ନ ଅଙ୍ଗ ଅକାମି ଲାଗି ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ...
ବେକାରିଙ୍କ ପାଇଁ ଆସିଲା ନୂଆ ଯୋଜନା ‘ସ୍ବୟମ’
ଭୁବନେଶ୍ୱର,୧୨ା୨(ଅନିଲ ଦାସ): ରାଜ୍ୟର ବେକାର ଯୁବତୀଯୁବକମାନଙ୍କୁ ଆତ୍ମନିର୍ଭରଶୀଳ ହେବା ପାଇଁ ରାଜ୍ୟ ସରକାର ନୂତନ ଯୋଜନା ‘ସ୍ବତନ୍ତ୍ର ଯୁବ ଉଦ୍ୟମୀ-ସ୍ବୟମ’ ଆରମ୍ଭ କରିଛନ୍ତି। ଏହି ଯୋଜନା ମାଧ୍ୟମରେ ରାଜ୍ୟର ସମସ୍ତ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ବାସ କରୁଥିବା ବେକାର ଯୁବତୀଯୁବକମାନଙ୍କୁ...
ମଙ୍ଗଳବାର ପ୍ରକାଶ ପାଇବ ସରକାରୀ ହସ୍ପିଟାଲ ର଼୍ୟାଙ୍କିଙ୍ଗ
ଭୁବନେଶ୍ୱର, ୧୨।୨(ଅସମାପିକା ସାହୁ): ରାଜ୍ୟରେ ପ୍ରଥମ ଥର ପାଇଁ ସରକାରୀ ହସ୍ପିଟାଲ ର଼୍ୟାଙ୍କିଙ୍ଗ ପ୍ରକାଶ ପାଇବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ର଼୍ୟାଙ୍କିଙ୍ଗ ପ୍ରକାଶ କରିବେ। ରାଜ୍ୟର ମେଡିକାଲ କଲେଜ, ଜିଲା ମୁଖ୍ୟ ଚିକିତ୍ସାଳୟ, ଉପଜିଲା ଚିକିତ୍ସାଳୟ, ଗୋଷ୍ଠୀ...
ଜାଣନ୍ତୁ କାହାକୁ ରାଜ୍ୟସଭା ପ୍ରାର୍ଥୀ କଲା ବିଜେଡି
ଭୁବନେଶ୍ୱର,୧୨।୨: ବିଜେଡି ସୋମବାର ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ବିଜେଡି ସଭାପତି ତଥା ବାରବାଟୀ-କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ଯୁବ ନେତା ଶୁଭାଶିଷ ଖୁଣ୍ଟିଆଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଜାରି ହୋଇଥିବା ପ୍ରେସ ବିଜ୍ଞପ୍ତିରେ ଏହି...
ଥାନା ସାମ୍ନାରୁ ଯୁବତୀଙ୍କଠୁ ଝାମ୍ପିନେଲେ ମୋବାଇଲ
ଭୁବନେଶ୍ୱର,୧୨।୨(ସତ୍ୟଜିତ୍ ରାଉତ): ରାଜଧାନୀରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମହିଳା ଓ ଯୁବତୀଙ୍କୁ ଟାର୍ଗେଟ୍ କରି ସୁନା ଅଳଙ୍କାର, ମୋବାଇଲ ଫୋନ୍ ଆଦି ଝାମ୍ପି ନେଉଛନ୍ତି। ତେବେ ବଡ଼ କଥା ହେଉଛି ଥାନା ସାମ୍ନାରୁ ମଧ୍ୟ ଲୁଟ୍...
ଶିମିଳିପାଳ ବୁଲି ଯାଇଥିବା ପର୍ଯ୍ୟଟକଙ୍କୁ ରାସ୍ତାରେ ଅଟକାଇଲା ବାଘ
ଭୁବନେଶ୍ୱର,୧୨।୨: ଶିମିଳିପାଳ ଅଭୟାରଣ୍ୟରେ ପର୍ଯ୍ୟଟକଙ୍କୁ ଅଧା ରାସ୍ତାରେ ଅଟକାଇଦେଲା କଳାବାଘ। ଯାହା ଫଳରେ ପର୍ଯ୍ୟଟକମାନେ ଘଞ୍ଚ ଜଙ୍ଗଲ ଭିତରେ ଫସି ରହିଥିଲେ। ସୂଚନାଯୋଗ୍ୟ, ରବିବାର ମଧୁବନ ବାସିନ୍ଦା ଜୟନ୍ତ ଦାସଙ୍କ ପରିବାର ଶିମିଳିପାଳ ପରିଭ୍ରମଣରେ ଯାଇଥିଲେ। ଜୟନ୍ତଙ୍କ ପୂରା ପରିବାର...
ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି: ପ୍ରତି ପରିବାରକୁ ମିଳିବ ୧ ହଜାର ଟଙ୍କା, ୯୫ ଲକ୍ଷ ୯୦ ହଜାର ପରିବାର ହେବେ ଉପକୃତ
ଭୁବନେଶ୍ୱର,୧୨।୧: ରାଜ୍ୟ କ୍ୟାବିନେଟରେ ସୋମବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଖାଦ୍ୟ ସୁରକ୍ଷା ଯୋଜନାରେ ପ୍ରତି ପରିବାରକୁ ୧ ହଜାର ଟଙ୍କା ଏବଂ ୨ଟି ଝୋଟ ବ୍ୟାଗ୍ ମିଳିବ। ଏଥିରେ ରାଜ୍ୟର ୯୫ ଲକ୍ଷ ୯୦ ହଜାର ପରିବାର ଉପକୃତ ହେବେ।...
ମା’ର ଆଖି ଆଗରେ ଝିଅକୁ ଚାପି ଦେଲା ବସ୍,
ଭୁବନେଶ୍ବର ୧୨।୨: ରାସ୍ତା ପାର ହେଉଥିବା ବେଳେ ଯୁବତୀଙ୍କୁ ଚାପିଦେଲା ବସ୍। ଏଭଳି ଅଭାବନୀୟ ଘଟଣାଘଟିଛି ଭୁବନେଶ୍ବର ଖଣ୍ଡଗିରି ଛକ ନିକଟରେ। ଘଟଣାସ୍ଥଳରେ ଯୁବତୀଙ୍କ ମୃତ୍ୟୁ ଘଟିଛି । ସୂଚନାଯୋଗ୍ୟ, ଭୁବନେଶ୍ବର ଖଣ୍ଡଗିରି ଛକ ନିକଟରେ ମା-ଝିଅ ରାସ୍ତା ପାର...
୫ ଜିଲାର ୧୩୪୦ ପଞ୍ଚାୟତରେ ଗଡ଼ିଲା ୩୦୧ ‘ଲକ୍ଷ୍ମୀ’ ବସ୍, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୨ା୨(ଅସମାପିକା ସାହୁ): ସୋମବାର ୫ ଜିଲାରେ ସରକାର ଲକ୍ଷ୍ମୀ ବସ୍ ସେବା ଯୋଜନାର ଶୁଭାରମ୍ଭ ହୋଇଛି। ଆଜି ବଲାଙ୍ଗୀର, ବରଗଡ଼, ଭଦ୍ରକ, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଜିଲାରେ ‘ଲକ୍ଷ୍ମୀ’ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୫ଟି...
ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପାର ଏହି ହେଭିଓ୍ବେଟ୍ ନେତା
ଭୁବନେଶ୍ୱର,୧୨ା୨: ୨୦୨୪ ନିର୍ବାଚନ ପାଇଁ ଏବେଠୁ କ୍ଷେତ୍ର ପ୍ରସ୍ତୁତ କଲାଣି ଭାଜପା। ଚଳିତ ମାସରେ ପ୍ରଚାର ପାଇଁ ଭାଜପାର ବହୁ ହେଭିଓ୍ବେଟ୍ ନେତା ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଚଳିତ...
Archives


