ଭାଜପା ପ୍ରାର୍ଥୀ ତାଲିକାରେ ଆଉ ୨୧ ଜଣଙ୍କ ନାଁ: ୨ଟି ସ୍ଥାନରେ ବଦଳିଲେ ପ୍ରାର୍ଥୀ
ଭୁବନେଶ୍ୱର,୧୬।୪: ମଙ୍ଗଳବାର ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ୨ ବିଧାନସଭା ପ୍ରାର୍ଥୀଙ୍କୁ ଭାଜପା ବଦଳାଇଛି। ରଣପୁର ଏବଂ ପଟାଙ୍ଗୀ ପାଇଁ ପ୍ରାର୍ଥୀ ପରିବର୍ତ୍ତନ କରାଯାଇଛି। ରଣପୁରରୁ ଦଳ ପ୍ରଥମେ ତାପସ ମାର୍ଥାଙ୍କୁ ପ୍ରାର୍ଥୀ କରିଥିଲା।…
ଭାଜପା ପ୍ରାର୍ଥୀ ତାଲିକା: ରାଉଲକେଲାରୁ ଲଢିବେ ଦିଲ୍ଲୀପ ରାୟ
କରିଛି। ରାଉଲକେଲାରୁ ଭାଜପା ଦିଲ୍ଲୀପ ରାୟଙ୍କୁ ଟିକେଟ୍ ଦେଇଛି। ଦିଲ୍ଲୀପ ରାୟ ଭାଜପାରୁ ପ୍ରାର୍ଥୀ ହୋଇଥିବା ବେଳେ ବିଜେଡି ସାରଦା ପ୍ରସାଦ ନାୟକଙ୍କୁ ଟିକେଟ୍ ଦେଇଛି। ଏଭଳି ସ୍ଥିତିରେ ରାଉଲକେଲା ନିର୍ବାଚନମଣ୍ଡଳୀରେ ବିଗ୍ ଫାଇଟ୍ ହେବ ବୋଲି ଚର୍ଚ୍ଚା ଆରମ୍ଭ ହୋଇଯାଇଛି।…
ଘୋଷଣା ହେଲା ଭାଜପା ବିଧାନସଭା ପ୍ରାର୍ଥୀ ତାଲିକା, ଜାଣନ୍ତୁ କେଉଁଠୁ କିଏ ପାଇଲେ ଟିକେଟ୍
ଭୁବନେଶ୍ୱର,୧୬।୪: ମଙ୍ଗଳବାର ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ରାଉଲକେଲାରୁ ପ୍ରାର୍ଥୀ ହୋଇଛନ୍ତି ଦିଲ୍ଲୀପ ରାୟ। ସେହିପରି ପାଟଣାରୁ ଅଖିଲ ଚନ୍ଦ୍ର ନାୟକ, ସାରସକଣାରୁ ଭାଦବ ହାଁସଦା, ରାଇରଙ୍ଗପୁରରୁ ଜୋଲେନ ବରଦା, ବାଙ୍ଗିରିପୋଷିରୁ ସଞ୍ଜଳୀ ମୁର୍ମୁଙ୍କୁ ଦଳ…
ଯାଜପୁର ବସ୍ ଦୁର୍ଘଟଣାର କାରଣ ଜଣାପଡିଲା: ଏମିତି ହୋଇଥିଲା ଦୁର୍ଘଟଣା
ଭୁବନେଶ୍ୱର,୧୫ା୪: ଯାଜପୁର ଜିଲା ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥର ବାରବାଟୀ ଛକ ନିକଟ ଓଭରବ୍ରିଜ୍ରୁ ‘କାଳିଆନନା’ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍ (ଓଡି୦୨-ବିଜେ-୮୫୯୯) ପ୍ରାୟ ୨୦ ଫୁଟ ତଳକୁ ଖସି ପଡିଥିଲା। ଶୀତତାପ ନିୟନ୍ତ୍ରିତ ସ୍ଲିପର ବସ୍ଟି…
ମରୀଚି କୁଣ୍ଡ ପାଣି ନିଲାମ: ଏତିକି ଟଙ୍କା ଦେଇ ପ୍ରଥମ ଗରାପାଣି କିଣିଲେ ଏହି ମହିଳା
ପୁରୁଣା ଭୁବନେଶ୍ୱର,୧୬ା୪(ସୁବାସ ଚନ୍ଦ୍ର ପ୍ରଧାନ):ରୁକୁଣା ରଥ ପ୍ରତିଷ୍ଠା ପାଇଁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡରୁ ପାଣି ଆସିଥିଲା। ସୋମବାର ବିଳମ୍ବିତ ରାତିରେ ଏହି ପାଣି ନିଲାମ କରାଯାଇଛି। ବଡୁ ନିଯୋଗ ପକ୍ଷରୁ କରାଯାଇଥିବା ଏହି ନିଲାମର ପ୍ରଥମ ଗରାପାଣିକୁ…
ସିଝୁଛି ସାରା ଓଡ଼ିଶା: ସକାଳ ୮ ସୁଦ୍ଧା ତାପମାତ୍ରା ୩୪ ପାର୍
ଭୁବନେଶ୍ୱର,୧୬।୪(ଅସମାପିକା ସାହୁ): ଦିନକୁ ଦିନ ବଢ଼ିବାରେ ଲାଗିଛି ତାପମାତ୍ରା। ଗରମ ସହ ଗୁଳୁଗୁଳିରେ ଲୋକେ ଛଟପଟ ହେଉଥିବାବେଳେ ସିଝୁଛି ସାରା ଓଡ଼ିଶା। ସକାଳ ୮ଟା ପରେ ଘରକୁ ବାହାରିବା କଷ୍ଟକର ହୋଇପଡିଛି। ମଙ୍ଗଳବାର ସକାଳ ୮ରୁ ତାପମାତ୍ରା ୩୪ ଡିଗ୍ରୀରେ ପହଞ୍ଚିଲାଣି।…
ପ୍ରାର୍ଥୀଙ୍କୁ ଅଡୁଆ ପ୍ରଚଣ୍ଡ ଖରା
ଭୁବନେଶ୍ୱର, ୧୬।୪(ସୁନିତ୍ ମିଶ୍ର):ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ଆଉ ମାସେରୁ କମ୍ ସମୟ ରହିଲା। ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ପ୍ରାୟ ଅଧିକାଂଶ ସ୍ଥାନରେ ପ୍ରାର୍ଥୀ ଘୋଷଣା କରିସାରିଲେଣି। ଯେଉଁସବୁ ସ୍ଥାନରେ ଦଳଗୁଡ଼ିକ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି…
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିଫଳତା ସମସ୍ତେ ଜାଣିଛନ୍ତି: ବିଜେଡି
ଭୁବନେଶ୍ୱର,୧୬ା୪(ଅନିଲ ଦାସ):କେନ୍ଦ୍ରମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ବିଫଳତାକୁ ସମସ୍ତେ ଜାଣିଛନ୍ତି। ଢେଙ୍କାନାଳ, ଅନୁଗୋଳ ଓ ଦେବଗଡ଼ ଜିଲାରେ ସେ ଗୋଟିଏ ଜାତୀୟ ଦକ୍ଷତା ବିକାଶ କେନ୍ଦ୍ର ପ୍ରତିଷ୍ଠା କରିନାହାନ୍ତି । କେନ୍ଦ୍ରମନ୍ତ୍ରୀଙ୍କ ସୋସିଆଲ ମିଡିଆ ପୋଷ୍ଟ ଉପରେ ମତ ରଖି ବିଜେଡି…
ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା
ପୁରୁଣା ଭୁବନେଶ୍ୱର,୧୬ା୪(ସୁବାସ ଚନ୍ଦ୍ର ପ୍ରଧାନ):ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହେବ। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସୋମବାର ରାତିରେ ରଥଖଳାରେ ଥିବା ରୁକୁଣା ରଥ ପ୍ରତିଷ୍ଠା କାର୍ଯ୍ୟ ମଧ୍ୟ ବିଧି ମୁତାବକ ସମ୍ପନ୍ନ…
ଭୋଟରଙ୍କୁ ମନ୍ଦିରରେ ଶପଥ କରାଉଛନ୍ତି ବିଜେଡି ନେତା
ଭୁବନେଶ୍ୱର, ୧୫।୪(ସୁନିତ୍ ମିଶ୍ର):ବିଜେଡି ଦୀର୍ଘଦିନ ଶାସନରେ ରହିବା ପରେ ମଧ୍ୟ ଭ୍ରଷ୍ଟାଚାର, ବ୍ୟଭିଚାର, ଲୋକଙ୍କ ବିଶ୍ୱାସ, ହୀନ ରାଜନୀତି କରିବାରେ ସୀମା ଉଲ୍ଲଂଘନ କରିଆସିଛି। ଏନେଇ ଭାଜପା ବାରମ୍ବାର ଅଭିଯୋଗ କରିଛି। ହେଲେ ଏଥର ବିଜେଡି ଧର୍ମୀୟ ଭାବନା ସହ ଖେଳ…
ଭାଜପାର ସଂକଳ୍ପ ପତ୍ରରୁ ଓଡ଼ିଶାକୁ କ’ଣ ମିଳିବ ଲାଭ: ମନମୋହନ ଦେଲେ ଜବାବ
ଭୁବନେଶ୍ୱର, ୧୬।୪(ସୁନିତ୍ ମିଶ୍ର):୨୦୧୪ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାଜପା କ୍ଷମତାକୁ ଆସିବା ପରେ ଦେଶବାସୀଙ୍କୁ ଦିଆଯାଇଥିବା ଅଧିକାଂଶ ପ୍ରତିଶ୍ରୁତି ପୂରଣ କରାଯାଇଛି। ଏହାପରେ ୨୦୧୯ ସାଧାରଣ ନିର୍ବାଚନରେ ମଧ୍ୟ ଦିଆଯାଇଥିବା ସମସ୍ତ ପ୍ରତିଶ୍ରୁତିକୁ ପାଳନ କରାଯାଇଛି। ଏହି…
ଇଓଡବ୍ଲ୍ୟୁ ପଞ୍ଝାରେ ପୂର୍ବତନ କନ୍ଷ୍ଟେବଳଙ୍କ ସମେତ ଦୁଇ ଠକ
ଭୁବନେଶ୍ୱର,୧୬।୪(ସତ୍ୟଜିତ୍ ରାଉତ):କ୍ରିପ୍ଟୋ କରେନ୍ସିରେ ନିବେଶ ଆଳରେ ୧୫ କୋଟିରୁ ଊର୍ଦ୍ଧ୍ୱ ଠକେଇ ମାମଲାରେ ଓଡ଼ିଶା କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ୨ ଠକଙ୍କୁ ଗିରଫ କରିଛି। ଅଭିଯୁକ୍ତଦ୍ୱୟ ହେଲେ ର଼୍ୟାକେଟର ଭାରତ ମୁଖ୍ୟ ତଥା ରାଜସ୍ଥାନ ଅନୁପଗଡ଼ର ପୂର୍ବତନ କନ୍ଷ୍ଟେବଳ…
Archives


