ଲାଞ୍ଚ ନେଇ ଧରା ପଡ଼ିଲେ ପ୍ରଧାନ ଶିକ୍ଷକ, ପୂରା ଘଟଣା ଜାଣିଲେ…
ଭୁବନେଶ୍ବର,୧୦।୨: ଭିଜିଲାନ୍ସ ଜାଲରେ ଶିକ୍ଷକ। ଲାଞ୍ଚ ନେଇ ପଡ଼ିଲେ ଧରା। କେନ୍ଦ୍ରାପଡ଼ା ସରକାରୀ ଉଚ୍ଚବିଦ୍ୟାଳୟର ପ୍ରଧାନଶିକ୍ଷକ ନିରଞ୍ଜନ ଆତି ଜଣେ ଅଭିଯୋଗକାରୀଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ବିଭାଗର କର୍ମଚାରୀଙ୍କ ହାତରେ ଧରାପଡ଼ିଛନ୍ତି। ଆତି...
କଂଗ୍ରେସରେ ସାମିଲ ହେଲେ ଅଭିନେତା ମନୋଜ ମିଶ୍ର
ଭୁବନେଶ୍ୱର,୧୦।୨: କଂଗ୍ରେସରେ ସାମିଲ ହେଲେ ଅଭିନେତା ମନୋଜ ମିଶ୍ର । ଶନିବାର ବିଧିବଦ୍ଧ ଭାବେ ଅଭିନେତା କଂଗ୍ରେସରେ ସାମିଲ ହୋଇଛନ୍ତି। ଏହି ସମୟରେ ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଭାରୀ ଅଜୟ କୁମାର ତଥା କଂଗ୍ରେସର ବରିଷ୍ଠ ନେତା ନରସିଂହ...
ପରଲୋକରେ ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ
ଭୁବନେଶ୍ୱର,୧୦।୨: ଖଲ୍ଲିକୋଟ ରାଜ ପରିବାରର ଶେଷ ଦାୟାଦ ରାଣୀସାହେବା ତଥା ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କର ପରଲୋକ ଘଟିଛି। ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ରାତି ୧୨ଟା ୪୪ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ...
ବଦଳିବ ବାଲେଶ୍ୱର ରେଳଷ୍ଟେଶନ ରୂପ
ଭୁବନେଶ୍ୱର,୧୦।୨(ଅନୁରାଧା ମହାରଣା): ବାଲେଶ୍ୱର ରେଳ ଷ୍ଟେଶନର ନବୀକରଣ କରାଯିବ। ଏଥିପାଇଁ ରେଳ ମନ୍ତ୍ରଣାଳୟ ପକ୍ଷରୁ ୧୯୭ କୋଟି ଟଙ୍କା ବ୍ୟୟ ମଞ୍ଜୁର କରାଯାଇଥିବାବେଳେ ଆସନ୍ତା ୫୦ବର୍ଷ ପାଇଁ ଏହି ଉନ୍ନତିକରଣ ହେବ। ବାଲେଶ୍ୱରର ପାରମ୍ପରିକ ସ୍ଥାପତ୍ୟ ଆଧାରରେ ଷ୍ଟେଶନର ଡିଜାଇନ...
ବିନା ଅସ୍ତ୍ରୋପଚାରରେ ଫୁସ୍ଫୁସ୍ରୁ ବାହାରିଲା ଛୁଞ୍ଚି
ଭୁବନେଶ୍ୱର, ୧୦।୨ (ବନ୍ଦନା ସେଠୀ): ବିରଳ ଚିକିତ୍ସା କ୍ଷେତ୍ରରେ ଏମ୍ସ ଭୁବନେଶ୍ୱରକୁ ଆଉଏକ ସଫଳତା ମିଳିଛି। ଏମ୍ସ ଶିଶୁ ବିଭାଗର ଡାକ୍ତରୀ ଟିମ୍ ବିନା ଅସ୍ତ୍ରୋପଚାରରେ ଜଣେ ୯ ବର୍ଷୀୟ ବାଳକଙ୍କ ଫୁସ୍ଫୁସ୍ରୁ ଏକ ଛୁଞ୍ଚତ୍ ବାହାର କରି ତାଙ୍କ...
ଟ୍ରାଫିକ୍ ଇନ୍ସପେକ୍ଟରଙ୍କୁ ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ, କାରରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା
ଭୁବନେଶ୍ୱର,(ସତ୍ୟଜିତ୍ ରାଉତ)/ ରାୟଗଡ଼ା,୯ା୨(ଆଶିଷ ରଞ୍ଜନ ପଣ୍ଡା): କ୍ଷମତାର ଦୁରୁପଯୋଗ କରି ବେଆଇନ ଭାବେ ବିପୁଳ ସମ୍ପତ୍ତି ଠୁଳ କରୁଛନ୍ତି ସରକାରୀ ବାବୁ। କିଏ ଖସିଯାଉଛନ୍ତି ତ ଆଉ କିଏ ଧରାପଡୁଛନ୍ତି। ଏବେ ଭିଜିଲାନ୍ସ ପଞ୍ଝାରେ ଫସିଛନ୍ତି ଆଉଜଣେ ସରକାରୀ ବାବୁ।...
ଭି.ସୁଜ୍ଞାନ କୁମାରୀ ଦେଓ କିଏ, ଯାହାଙ୍କୁ ଭେଟିବାକୁ ଅଚାନକ ଚେନ୍ନାଇ ଗଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୯ା୨(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ସନ୍ଧ୍ୟାରେ ସ୍ବତନ୍ତ୍ର ବିମାନ ଯୋଗେ ଚେନ୍ନାଇ ଯାଇଛନ୍ତି। ବିଜେଡିର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ଚେନ୍ନାଇସ୍ଥିତ ଆପୋଲୋ ହସ୍ପିଟାଲକୁ ଗସ୍ତ...
ଆଉ ବିଧାନସଭାକୁ ବିଧାୟକ ଭାବେ ଆସିବେନି ସୁରେଶ ରାଉତରାୟ
ଭୁବନେଶ୍ୱର,୯/୨: ଆଉ ବିଧାନସଭାକୁ ଆସିବେନି ଜଟଣୀ ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ସୁରେଶ ରାଉତରାୟ। ପୂର୍ବରୁ ସେ ଆଉ ନିର୍ବାଚନ ଲଢ଼ିବେ ନାହିଁ ବୋଲି ଘୋଷଣା କରିଥିଲେ। ତେବେ ତାଙ୍କର ଦୁଇ ପୁଅ, ଜଣେ ଜଟଣୀ ଓ ଆଉଜଣେ ନିମାପଡାରୁ...
ରାଜ୍ୟରେ ଚାଲିଛି ଖରା-ଛାଇର ଖେଳ, ୧୬ ଜିଲାକୁ ସତର୍କ ସୂଚନା
ଭୁବନେଶ୍ୱର,୯ା୨: ରାଜ୍ୟର ପାଣିପାଗ ପୁଣି ପରିବର୍ତ୍ତନ ହୋଇଛି। ଦୁଇଦିନର ପ୍ରବଳ ତାତି ପରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଆକାଶ ମେଘାଚ୍ଛନ୍ନ ରହିବା ସହିତ କିଛିକିଛି ସ୍ଥାନରେ ହାଲୁକା ବର୍ଷା ହୋଇଯାଇଛି । ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ...
ଜାତିବାଦୀ ରାଜନୀତିର ସାହାରା ନେଇଛନ୍ତି ରାହୁଲ: ଧର୍ମେନ୍ଦ୍ର
ଭୁବନେଶ୍ୱର,୯।୨(ସୁନିତ୍ ମିଶ୍ର)”ମନ୍ଦିର ଏବଂ ମଠ ବୁଲିବା ପରେ କଂଗ୍ରେସ ଯୁବରାଜ ରାହୁଲ ଗାନ୍ଧୀ ଏବେ ନିଜର ରାଜନୈତିକ ଅସ୍ତିତ୍ୱ ବଞ୍ଚାଇବା ପାଇଁ ଚରମ ଜାତିବାଦୀ ରାଜନୀତିର ସାହାରା ନେଇଛନ୍ତି। କଂଗ୍ରେସର ‘ମିଛର ଗ୍ୟାରେଣ୍ଟି’କୁ କେହି ବିଶ୍ୱାସ କରିବେ ନାହିଁ ବୋଲି...
ଭାରତ ରଙ୍ଗ ମହୋତ୍ସବ ଆରମ୍ଭ : ତାଜମହଲ କା ଟେଣ୍ଡର’ରେ ଦୁର୍ନୀତିର କାହାଣୀ
ଭୁବନେଶ୍ୱର,୯ା୨(ଶର୍ମିଷ୍ଠା ପାଣିଗ୍ରାହୀ): ସମ୍ରାଟ ଶାହାଜାହାନ ତାଙ୍କ ପତ୍ନୀଙ୍କ ସ୍ମୃତିରେ ତାଜମହଲ ନିର୍ମାଣ କରିଥିଲେ, ଯାହା ପ୍ରେମର ପ୍ରତୀକ ଭାବେ ଜଣାଶୁଣା। ମାତ୍ର ସାମ୍ପ୍ରତିକ ସ୍ଥିତିରେ ତାଜମହଲଟିଏ କରିବାକୁ ଚାହୁଁଥିବା ବ୍ୟକ୍ତିଟିଏ କିଭଳି ସମାଜର ଲୁଣ୍ଠନର ଶିକାର ହେଉଛନ୍ତି, ତାହା ନାଟକ...
ପୁଷ୍ପେନ୍ଦ୍ରଙ୍କ ବିଶ୍ୱସ୍ତ ଏବେ ଆଶାୟୀ
ବେହେରା,୯।୨(ଭୂପେଶ ତିୱାରୀ):କଳାହାଣ୍ଡି ଜିଲାର କୋକସରା, ଧର୍ମଗଡ଼ ଓ କଲମପୁର ବ୍ଲକ ଏବଂ ଜୟପାଟଣା ବ୍ଲକର ୨ଟି ଗ୍ରାମପଞ୍ଚାୟତକୁ ନେଇ ଧର୍ମଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀ। ଗତ ୫ଟି ନିର୍ବାଚନକୁ ଦେଖିଲେ ବିଜେଡି ପ୍ରାର୍ଥୀ ବିଜୟ ଲାଭ କରିଆସୁଛନ୍ତି। ୨୦୧୯ରେ ମୌଷଧି ବାଗ୍...
Archives


